Breaking News

ଝାରବନ୍ଧ ର ହିତେଶ୍ବରୀ ଚାକିରି କରିବା ସହ ପାଠ ପଢ଼ା ଏବଂ ନିଟ ରେସଫଳତା |    (03-Oct-2026)       ||      ପାଇକ ମାଳ ଥାନା ପରିସରରେ ଶାରଦୀୟ ଦୁର୍ଗା ପୂଜା ପାଇଁ ଶାନ୍ତି କମିଟି ଗଠିତ |    (03-Oct-2026)       ||      ରଣ ଝାଲୀ ଗ୍ରାମ ପଞ୍ଚାୟତ ରେ ଶିଶୁବିବାହ ନିଷେଧ ଉପରେ ଗ୍ରାମସଭା ଅନୁଷ୍ଠିତ |   (03-Oct-2026)       ||      ଶିକରପାଇ ବିଦ୍ୟାଳୟ ରେ ସାମର୍ଥ ଶିବିର ଅନୁଷ୍ଠିତ ||   (03-Oct-2026)       ||      ଜ୍ଞାନେଶ କୁମରଙ୍କୁ ଗିରଫକରିବା ନେଇ ଇଣ୍ଡିଆ ମେଣ୍ଟ ତରଫରୁ ଏଈ ମାସ 8ତାରିଖ ଓଡିଶା ବନ୍ଦ ଡାକରା |    (03-Oct-2026)       ||      ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଖୋର୍ଦ୍ଧା ଠାରେ ପାଳିତ |    (02-Oct-2026)       ||      ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ବାଲିଗୁଡା ରେ ପାଳିତ |   (02-Oct-2026)       ||      ଖୋର୍ଦ୍ଧା ବ୍ଳକ ନାଲିପଡ଼ା ଅର୍ଜୁନ ପୁର ଓ ବିଭିନ୍ନ ପଞ୍ଚାୟତ ରେ ସ୍ୱତନ୍ତ୍ର ଗ୍ରାମସଭା ଅନୁଷ୍ଠିତ ||   (02-Oct-2026)       ||      ହାତୀଓଟ, ଓଏ ଭି ର ଜିଲ୍ଲା ସ୍ତରୀୟ "ସ୍ପାର୍କ 2026 ` ପ୍ରତିଯୋଗୀ ତାରେ ସଫଳତା ||   (02-Oct-2026)       ||      ପୋଲସରା ପ୍ରାଥମିକ ଶିକ୍ଷା ସଂଘ ( ପିଷ୍ଟା ) ପକ୍ଷରୁ ସେବା ନିବୃତ ବିଇଓ ଙ୍କୁ ବିଦାୟ ସମ୍ବର୍ଦ୍ଧନା ||   (02-Oct-2026)       ||      ସାଇପ୍ରଭା ଗୁରୁକୁଳ ଠାରେ ଜ୍ଞାନ ବିଜ୍ଞାନ ମେଳା ଅନୁଷ୍ଠିତ |   (02-Oct-2026)       ||      ଗଞ୍ଜାମ ଜିଲ୍ଲା ଧରାକୋଟ ବ୍ଲକରେ ଭଏସ ଅଫ ମିଡ଼ିଆ ର ନୂତନ କାର୍ଯ୍ୟ କାରି କମିଟି କୁ ଉଦଘାଟନ କଲେ ରାଜ୍ୟ ସଭାପତି |   (02-Oct-2026)       ||      ପଦ୍ମପୁର ମା ବନ ଦୁର୍ଗା ମନ୍ଦିର ରେ ଶାରଦୀୟ ନବରାତ୍ର ଦୁର୍ଗାପୂଜା ଆସନ୍ତା 11ତାରିଖ ରୁ ଆରମ୍ଭ ହେବ ||   (02-Oct-2026)       ||      କଳିଙ୍ଗାୟନ ତୌର୍ୟତ୍ରିକ୍ରମ ବିଶେଷ କାର୍ଯ୍ୟକ୍ରମ ଗାନ୍ଧୀଙ୍କ ଆଦର୍ଶ ରୁ ଆଧୁନିକ ସମାଜ ପର୍ଯ୍ୟନ୍ତ |   (02-Oct-2026)       ||      ଗଞ୍ଜାମ ଜିଲ୍ଲା ସ୍ତରୀୟ ଗାନ୍ଧୀ ଓ ଶାସ୍ତ୍ରୀ ଜୟନ୍ତୀ ଛତ୍ରପୁର ଠାରେ ପାଳିତ |   (02-Oct-2026)       ||      ଛତ୍ରପୁର ମେଇନ ରୋଡ଼ ରେ ଥିବା ରାଜସ୍ତାନ ମିଠା ଦୋକାନ ରେ ସଟ ସର୍କିଟ ଯୋଗୁଁ ଦୋକାନ ପୋଡ଼ିଗଲା ||   (02-Oct-2026)       ||      ପୁରୁଷୋତ୍ତମପୁର ବ୍ଲକରେ ବିଶ୍ୱ ନାଗରିକ ଦିବସ ପାଳିତ ||   (01-Oct-2026)       ||      72 ତମ ବନ୍ୟପ୍ରାଣୀ ସପ୍ତାହ --2026ପାଳିତ |   (01-Oct-2026)       ||      ଖଲ୍ଲିକୋଟ ରେ ବରିଷ୍ଟ ନାଗରିକ ଦିବସ ପାଳିତ |    (01-Oct-2026)       ||      ବଡ଼ ଡେଙ୍ଗନେଳି ନିକଟରେ ଭୁଶୁଡିଲା କଲଭର୍ଟ |   (01-Oct-2026)       ||     

ପୋଲସରା ରେ ବିଶାଳ ପରାକ୍ରମ ତ୍ରିରଙ୍ଗା ଶୋଭାଯାତ୍ରା, ଯୋଗଦେଲେ ଆସ୍କା ଏମପି ଓ ମନ୍ତ୍ରୀ ଗୋକୁଳା ନନ୍ଦ ମଲ୍ଲିକ |

25-May-2025

ପୋଲସରାରେ  ବିଶାଳ ପରାକ୍ରମ ତ୍ରିରଙ୍ଗା ଶୋଭାଯାତ୍ରା। ମନ୍ତ୍ରୀ ଓ ସାଂସଦ ଯୋଗଦେଲେ।,

ଓଡ଼ିଶା ଜନମତ, ପୋଲସରା, ସନ୍ତୋଷ କୁମାର ପଣ୍ଡା 

  ତା.୨୫/୦୫/୨୦୨୫:

ଅପରେସନ ସିନ୍ଦୁର`ର  ସଫଳତା ନେଇ  ପୋଲସରା ବିଜେପି ଆନୁକୁଲ୍ୟରେ ପୋଲସରା ଠାରେ ପରାକ୍ରମ ତ୍ରିରଙ୍ଗା ଶୋଭାଯାତ୍ରା ଅନୁଷ୍ଠିତ ହୋଇଯାଇଛି। ପୋଲସରା ବିଧାୟକ ତଥା ରାଜ୍ୟ ମତ୍ସ୍ୟ ପ୍ରାଣୀ ସମ୍ପଦ ବିଭାଗ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକଙ୍କ ନେତୃତ୍ୱରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ଆସିକା ଲୋକସଭା ସାଂସଦ ଅନିତା ଶୁଭଦର୍ଶୀନୀ ପଟ୍ଟନାୟକ ଏଵଂ ଘୁମୁସର ଜିଲ୍ଲା ବିଜେପି ଉପସଭାପତି ପ୍ରଭାକର ପଣ୍ଡା ପ୍ରମୁଖ ଯୋଗଦେଇଥିଲେ। ଦେଶାତ୍ମବୋଧ ସଂଗୀତ ମାଧ୍ୟମରେ ଶୋଭାଯାତ୍ରାଟି ବ୍ଲକ୍ କାର୍ଯ୍ୟାଳୟରୁ ବାହାରି ସହରର ମୁଖ୍ୟ ସଡ଼କ ଦେଇ ରାଣିପଡା ସ୍ଥିତ ଏନଏସି କଲ୍ୟାଣମଣ୍ଡପ ଠାରେ ପହଞ୍ଚିଥିଲା। ସେଠାରେ ଏକ ସଭାର ଆୟୋଜନ କରାଯାଇ ମନ୍ତ୍ରୀ ଓ ସାଂସଦ ଭାରତୀୟ ସେନାର ଅପରେସନ ସିନ୍ଦୁରର ସଫଳତା ଏଵଂ ଗାଥାକୁ ନେଇ ଉଦବୋଧନ ଦେଇଥିଲେ। ଏଥିରେ ଦଳୀୟ ମଣ୍ଡଳ ସଭାପତି, କର୍ମକର୍ତ୍ତା, ସଂଗଠକ, ସମର୍ଥକଙ୍କ ସମେତ ଅଙ୍ଗନବାଡ଼ି କର୍ମୀ, ଆଶାକର୍ମୀ,ପାଚିକା,ମହିଳା ସ୍ୱୟଂସହାୟିକା ଗୋଷ୍ଠୀ, ସ୍ଵେଚ୍ଛାସେବୀ, ସ୍ଥାନୀୟ ବିଜ୍ଞାନ ମହାବିଦ୍ୟାଳୟର ଏନସିସି ଓ ଛାତ୍ରୀ ଏଵଂ ମହିଳା କଲେଜର ଛାତ୍ରୀମାନଙ୍କ ସମେତ ପାଞ୍ଚ  ହଜାରରୁ ଉର୍ଦ୍ଧ ସାଧାରଣ ଜନତା ହାତରେ ତ୍ରିରଙ୍ଗା ଏଵଂ ବ୍ୟାନର୍ ଧରି ଭାରତମାତାକି ଜୟ, ଭାରତୀୟ ସୈନିକ ଜିନ୍ଦାବାଦ୍, ଅପରେସନ ସିନ୍ଦୁର ଜିନ୍ଦାବାଦ୍, ସ୍ଲୋଗାନ ଦେଇ ପରିକ୍ରମା କରିବାର ଦେଖିବାକୁ ମିଳିଥିଲା । ଶେଷରେ ଦଳ ତରଫରୁ ସମସ୍ତଙ୍କୁ ଧନ୍ୟବାଦ୍ ଅର୍ପଣ କରାଯାଇଥିଲା।

News Comment

You Might Also Like

BACK TO TOP