Breaking News

କବି ଗଙ୍ଗାଧର ଜୟନ୍ତୀ ଓ ପ୍ରଫେସର ଘନଶ୍ୟାମ ଦାଶ ସ୍ମୃତି ସଭା କୋଶଲ ଟାଇମ ଆନୁ କୁଲ୍ୟରେ ଅନୁଷ୍ଠିତ |    (30-Aug-2026)       ||      ଜମି ଦେବାକୁ କହି ଟଙ୍କା ଲୁଟିଥିବା ପୂର୍ବତନ ବିଜେଡି ମନ୍ତ୍ରୀଙ୍କ ପୁଅ ଗିରଫ ||   (29-Aug-2026)       ||      ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ନିର୍ଦେଶକ ଭାବେ ଯୋଗଦେଲେ ସଞ୍ଜୟ କୁମାର ବିଶ୍ୱାଳ |   (29-Aug-2026)       ||      ବିଶ୍ୱର ସର୍ବ କନିଷ୍ଟ ରାଜାଙ୍କ 34 ବର୍ଷ ରେ ମୃତ୍ୟୁ ||   (29-Aug-2026)       ||      ରାୟଗଡା କଳାକାର ମହାସଂଘ ପକ୍ଷରୁ କଳାକାର ଙ୍କ ପଞ୍ଜିକରଣ, ପ୍ରଶିକ୍ଷଣ,ଶିବିର ଅନୁଷ୍ଠିତ | ,   (29-Aug-2026)       ||      ଭୀମ ଭୋଇ ଭିନ୍ନକ୍ଷମ ଶିବିର ବେଗୁନିଆପଡା ବ୍ଲକ ରେ ଅନୁଷ୍ଠିତ |   (29-Aug-2026)       ||      ବିଜେପିର ମଣ୍ଡଳ ସ୍ତରୀୟ ସାଙ୍ଗଠନିକ ବୈଠକ ସାଙ୍କୁଡ଼ା ଠାରେ ଅନୁଷ୍ଠିତ |    (29-Aug-2026)       ||      ଡି ଏ ଭି ପବ୍ଲିକ ସ୍କୁଲ ତରଫରୁ ଜାତୀୟ କ୍ରୀଡା ଦିବସ ଉପଲକ୍ଷେ "ମିନି ମାରାଥନ `   (29-Aug-2026)       ||      ରାତିରେ ସୋଇଥିଲା ବେଳେ ସର୍ପ ଦଂଶନ ରେ ଭାଇ ଭଉଣୀ ମୃତ |    (29-Aug-2026)       ||      କଟକ ବଡ଼ ମେଡିକାଲ ଡାଟା ଏଣ୍ଟ୍ରି ଅଧିକାରୀ ଅର୍ଥ ହେର ଫେର ଘଟଣା ରେ ଗିରଫ ||    (29-Aug-2026)       ||      ଏମ ଏମ ଡି ଆର ସଂଶୋଧନ ବିଲ ଓଡିଶା ତଥା ଆଦିବାସୀ ବିରୋଧ |    (29-Aug-2026)       ||      ଅଢ଼େଇ ବର୍ଷ ପରେ ପୁରୁଣା ହତ୍ୟା ମାମଲାରେ ଦୁଇ ଗିରିଫ |    (29-Aug-2026)       ||      ବସ ଭାଙ୍ଗିବା, ବଟି ମାଗିବା ଓ ହେଲପର କୁ ଆକ୍ରମଣ କରିବା ଅଭିଯୋଗ ରେ ତିନି ଗିରିଫ |   (29-Aug-2026)       ||      ପାରଳାଖେମୁଣ୍ଡି ଏମ କେ ସିଜି ରେ ପୋଷ, ପୋଷ୍କ ଏବଂ ନିଶାନିବାରଣ ଉପରେ କର୍ମଶାଳା ||   (29-Aug-2026)       ||      ହଳଦିଆ ପଦର ବସଷ୍ଟାଣ୍ଡ ଠାରେ ଥିବା ହୁଣ୍ଡାଇ କାର ସୋରୁମ ଜଳିଗଲା |    (29-Aug-2026)       ||      କେରଳର କାଜିଆ ଲିଜ ମେଜୋ ପାଇଲେ "ମିସ ୟୁନିଭରସିଟି ଇଣ୍ଡିଆ ` ମୁକୁଟ ||   (29-Aug-2026)       ||      ମମତା ରାଜନୀତିରୁ କେବେବି ସନ୍ୟାସ ନେବେ ନାହିଁ, ବରଂ ବିଜେପି କୁ ତଳି ତଳାନ୍ତ ନକଲା ଯାଏଁ ସେ ଶାନ୍ତିରେ ରହିବେନି ||   (29-Aug-2026)       ||      ବୟ ଫ୍ରେଣ୍ଡ ର କାର କୁ ହଜାର ହଜାର ଚୁମ୍ବନ ଦେବା ପରେ ପୋଲିସ କୁ ଅର୍ଥ ଗଣିଲା ପ୍ରେମିକ |    (29-Aug-2026)       ||      ଚୀନର ନେପାଳକୁ ସତର୍କ ବାଣୀ ପୁଣି ତିନିଦିନ ମଧ୍ୟରେ ବନ୍ୟା ଆଶଙ୍କା |   (28-Aug-2026)       ||      ପ୍ରେମିକ ଙ୍କ କାର ରେ ଚୁମ୍ବନ ଦେଲେ ପ୍ରେମିକା, ଅଧିକାରୀ ଙ୍କୁ ଅର୍ଥ ଦେଇ ହଟ ହଟା ହେଲେ ପ୍ରେମିକ |   (28-Aug-2026)       ||     

ପୋଲସରା ବୈଠକ ଗୃହରେ ଦଶମ ସମିତି ବୈଠକ ଅନୁଷ୍ଠିତ |

28-May-2025

ପୋଲସରା ବ୍ଲକ ବୈଠକ ଗୃହ ରେ ଦଶମ ସମିତି ବୈଠକ ଅନୁଷ୍ଠିତ l 

ଓଡ଼ିଶା ଜନମତ, ପୋଲସରା ସନ୍ତୋଷ କୁମାର ପଣ୍ଡା 
ତା -28/05/25, 
ପୋଲସରା ପଞ୍ଚାୟତ ସମିତି ସଭାଗୃହରେ ଦଶମ ସମିତି ବୈଠକ ଅନୁଷ୍ଠିତ ହୋଇଯାଇଛି l 
`ଆଜି  ବୁଧବାର ଦିନ ୧ ଘଣ୍ଟା ସମୟରେ  ସ୍ଥାନୀୟ ପଞ୍ଚାୟତ ସମିତି ଠାରେ ଦଶମ ସମିତି ବୈଠକ  ବ୍ଳକ ଅଧ୍ୟକ୍ଷା କଳ୍ପନା ପ୍ରଧାନଙ୍କ ଅଧ୍ୟକ୍ଷତାରେ ଅନୁଷ୍ଟିତ କାର୍ଯ୍ୟକ୍ରମକୁ ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ ଅଣୁ କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ  ଯୋଗ ଦେଇ ବିଭିନ୍ନ ବିଷୟ ନେଇ ଆଲୋଚନା କରିଥିଲେ। ପରିଚାଳନା ଦାୟିତ୍ୱ ବିଡ଼ିଓ  କରିଥିବା ବେଳେ ଉପାଧ୍ୟକ୍ଷ କାଁହୁ ଚରଣ ସାହୁ ଗୋଷ୍ଠୀ ବିଭାଗୀୟ ଅର୍ଥ ଅଧିକାରୀ  ସହକାରୀ କାର୍ଯ୍ୟନିର୍ବାହୀ ଅଧିକାରୀ  ପଞ୍ଚାୟତ ଉନ୍ନୟନ ଅଧିକାରୀ, ଜିଲ୍ଲା ପରିଷଦ ମେମ୍ବର ,ମଞ୍ଚାସିନ ହୋଇ ନିଜସ୍ବ ମତ ରଖିଥିଲେ। ବ୍ଳକର ବିଭିନ୍ନ ବିଦ୍ୟାଳୟ ଓ ଅଙ୍ଗନବାଡ଼ି କେନ୍ଦ୍ରରେ ପିଲାଙ୍କ ପାଇଁ ସଠିକ ପାନୀୟ ଜଳ ଓ ଶୌଚାଳୟର ବ୍ଯବସ୍ଥା ନଥିବା,୨୦୨୪-୨୫ ଆର୍ଥିକ ବର୍ଷରେ ପଞ୍ଚାୟତ ପକ୍ଷରୁ ଦିଆଯାଇଥିବା କାର୍ଯ୍ଯ ତାଲିକା ଅନୁସାରେ ନଆସିବା, ଲୋକଙ୍କୁ ଦିଆଯାଇଥିବା ମାସିକ ଭତ୍ତା ସଠିକ୍ ସମୟରେ ମିଳୁନଥିବା ସହିତ ପଞ୍ଚାୟତ ସମିତି କାର୍ଯ୍ଯ ଗୁଡିକ ସମିତି ମେମ୍ବରମାନଙ୍କ ଅଜାଣତରେ ହେଉଥିବା ଭଳି  ପଞ୍ଚାୟତ ପ୍ରତିନିଧିମାନେ ଅଭିଯୋଗ କରିଥିଲେ।ଏହାର ତୁରନ୍ତ ସମାଧାନ କରିବା ପାଇଁ ମନ୍ତ୍ରୀ ଗୋଷ୍ଠୀ ଉନ୍ନୟନ ଅଧିକାରୀଙ୍କୁ ନିର୍ଦ୍ଦେଶ ଦେଇଥିଲେ। ଏହି ବୈଠକରେ ବ୍ଳକର ସମସ୍ତ ସରପଞ୍ଚ ଓ ସମିତି ସଭ୍ୟ/ସଭ୍ୟାବୃନ୍ଦ ଉପସ୍ଥିତ ରହି ଆଲୋଚନାରେ ଅଂଶଗ୍ରହଣ 
କରିଥିବାବେଳେ କର୍ଯ୍ୟାଳୟର ସମସ୍ତ କର୍ମଚାରୀ ମାନେ ଉପସ୍ଥିତ ଥିଲେ

News Comment

You Might Also Like

BACK TO TOP