Breaking News

ଜମି ଦେବାକୁ କହି ଟଙ୍କା ଲୁଟିଥିବା ପୂର୍ବତନ ବିଜେଡି ମନ୍ତ୍ରୀଙ୍କ ପୁଅ ଗିରଫ ||   (29-Aug-2026)       ||      ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ନିର୍ଦେଶକ ଭାବେ ଯୋଗଦେଲେ ସଞ୍ଜୟ କୁମାର ବିଶ୍ୱାଳ |   (29-Aug-2026)       ||      ବିଶ୍ୱର ସର୍ବ କନିଷ୍ଟ ରାଜାଙ୍କ 34 ବର୍ଷ ରେ ମୃତ୍ୟୁ ||   (29-Aug-2026)       ||      ରାୟଗଡା କଳାକାର ମହାସଂଘ ପକ୍ଷରୁ କଳାକାର ଙ୍କ ପଞ୍ଜିକରଣ, ପ୍ରଶିକ୍ଷଣ,ଶିବିର ଅନୁଷ୍ଠିତ | ,   (29-Aug-2026)       ||      ଭୀମ ଭୋଇ ଭିନ୍ନକ୍ଷମ ଶିବିର ବେଗୁନିଆପଡା ବ୍ଲକ ରେ ଅନୁଷ୍ଠିତ |   (29-Aug-2026)       ||      ବିଜେପିର ମଣ୍ଡଳ ସ୍ତରୀୟ ସାଙ୍ଗଠନିକ ବୈଠକ ସାଙ୍କୁଡ଼ା ଠାରେ ଅନୁଷ୍ଠିତ |    (29-Aug-2026)       ||      ଡି ଏ ଭି ପବ୍ଲିକ ସ୍କୁଲ ତରଫରୁ ଜାତୀୟ କ୍ରୀଡା ଦିବସ ଉପଲକ୍ଷେ "ମିନି ମାରାଥନ `   (29-Aug-2026)       ||      ରାତିରେ ସୋଇଥିଲା ବେଳେ ସର୍ପ ଦଂଶନ ରେ ଭାଇ ଭଉଣୀ ମୃତ |    (29-Aug-2026)       ||      କଟକ ବଡ଼ ମେଡିକାଲ ଡାଟା ଏଣ୍ଟ୍ରି ଅଧିକାରୀ ଅର୍ଥ ହେର ଫେର ଘଟଣା ରେ ଗିରଫ ||    (29-Aug-2026)       ||      ଏମ ଏମ ଡି ଆର ସଂଶୋଧନ ବିଲ ଓଡିଶା ତଥା ଆଦିବାସୀ ବିରୋଧ |    (29-Aug-2026)       ||      ଅଢ଼େଇ ବର୍ଷ ପରେ ପୁରୁଣା ହତ୍ୟା ମାମଲାରେ ଦୁଇ ଗିରିଫ |    (29-Aug-2026)       ||      ବସ ଭାଙ୍ଗିବା, ବଟି ମାଗିବା ଓ ହେଲପର କୁ ଆକ୍ରମଣ କରିବା ଅଭିଯୋଗ ରେ ତିନି ଗିରିଫ |   (29-Aug-2026)       ||      ପାରଳାଖେମୁଣ୍ଡି ଏମ କେ ସିଜି ରେ ପୋଷ, ପୋଷ୍କ ଏବଂ ନିଶାନିବାରଣ ଉପରେ କର୍ମଶାଳା ||   (29-Aug-2026)       ||      ହଳଦିଆ ପଦର ବସଷ୍ଟାଣ୍ଡ ଠାରେ ଥିବା ହୁଣ୍ଡାଇ କାର ସୋରୁମ ଜଳିଗଲା |    (29-Aug-2026)       ||      କେରଳର କାଜିଆ ଲିଜ ମେଜୋ ପାଇଲେ "ମିସ ୟୁନିଭରସିଟି ଇଣ୍ଡିଆ ` ମୁକୁଟ ||   (29-Aug-2026)       ||      ମମତା ରାଜନୀତିରୁ କେବେବି ସନ୍ୟାସ ନେବେ ନାହିଁ, ବରଂ ବିଜେପି କୁ ତଳି ତଳାନ୍ତ ନକଲା ଯାଏଁ ସେ ଶାନ୍ତିରେ ରହିବେନି ||   (29-Aug-2026)       ||      ବୟ ଫ୍ରେଣ୍ଡ ର କାର କୁ ହଜାର ହଜାର ଚୁମ୍ବନ ଦେବା ପରେ ପୋଲିସ କୁ ଅର୍ଥ ଗଣିଲା ପ୍ରେମିକ |    (29-Aug-2026)       ||      ଚୀନର ନେପାଳକୁ ସତର୍କ ବାଣୀ ପୁଣି ତିନିଦିନ ମଧ୍ୟରେ ବନ୍ୟା ଆଶଙ୍କା |   (28-Aug-2026)       ||      ପ୍ରେମିକ ଙ୍କ କାର ରେ ଚୁମ୍ବନ ଦେଲେ ପ୍ରେମିକା, ଅଧିକାରୀ ଙ୍କୁ ଅର୍ଥ ଦେଇ ହଟ ହଟା ହେଲେ ପ୍ରେମିକ |   (28-Aug-2026)       ||      ରାୟଗଡା ରେ ଭାରତୀୟ ମଜୁଦୁର ସଂଘ ର ରାଷ୍ଟ୍ରୀୟ ପର୍ଯ୍ୟାବରଣ ଦିବସ ପାଳିତ |   (28-Aug-2026)       ||     

ସିଂହାସନୀ ପୀଠରେ ଗଞ୍ଜାମ ଜିଲ୍ଲା ବିଜେଡି ଜିଲ୍ଲା ପରିଷଦ ସଦସ୍ୟ ଙ୍କ ବନ୍ଧୁ ମିଳନ ଅନୁଷ୍ଠିତ |

30-May-2025

ଗଞ୍ଜାମ ଜିଲ୍ଲା ବିଜେଡି ଜିଲ୍ଲା ପରିଷଦ ମେମ୍ବରଙ୍କ  ବନ୍ଧୁମିଳନ ।
(ପ୍ରଶାସନର ଅଣଦେଖା ନେଇ ଆଲୋଚନା )

ଓଡ଼ିଆ ଜନମତ, ପୋଲସରା, ସନ୍ତୋଷ କୁମାର ପଣ୍ଡା 
 ତା-- ୩୦/୦୫/୨୫ :

 ଗଞ୍ଜାମ ଜିଲ୍ଲାର ପୋଲସରା ବ୍ଳକ ଅନ୍ତର୍ଗତ ପାଣ୍ଡିରିପଡା ପଞ୍ଚାୟତର କସିପଡା ଗ୍ରାମସ୍ଥିତ ମା`ସିଂହାସନୀ ଶକ୍ତି ପୀଠ ର ସଭାଗୃହରେ ୩୦/୦୫/୨୫ ଦିନ ଗଞ୍ଜାମ ଜିଲ୍ଲା ସ୍ତରୀୟ ବିଜେଡି ଜିଲ୍ଲା ପରିଷଦ ମେମ୍ବରମାନଙ୍କ ଏକ ବନ୍ଧୁ ମିଳନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଜିଲ୍ଲା ପରିଷଦ ସଭ୍ଯ ଅଶୋକ କୁମାର ବିଷୋୟୀଙ୍କ ତତ୍ତ୍ୱାବଧାନରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ଗଞ୍ଜାମ ଜିଲ୍ଲା ପରିଷଦ ଅଧ୍ୟକ୍ଷା ଅଞ୍ଜଳି ସ୍ବାଇଁ ଅଧ୍ୟକ୍ଷତା କରିଥିଲେ। ଛତ୍ରପୁର ଜିଲ୍ଲା କାର୍ଯ୍ୟାଳୟ ଡିଆରଡିଏ ଓ ପ୍ରତ୍ୟେକ ବ୍ଳକ କାର୍ଯ୍ୟାଳୟରେ ଜିଲ୍ଲା ପରିଷଦ ମେମ୍ବରଙ୍କୁ ଅଣଦେଖା କରାଯାଉଥିବା ନେଇ ଏହି ବୈଠକରେ ଆଲୋଚନା ହୋଇଥିଲା। ଉକ୍ତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ପୂର୍ବତନ ପୋଲସରା ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ, ଖଲ୍ଲିକୋଟର ପୂର୍ବତନ ବିଧାୟିକା ସୂର୍ଯ୍ୟମଣି ବୈଦ୍ଯ, ଆସିକାର ପୂର୍ବତନ ସାଂସଦ ପ୍ରମିଳା ସ୍ବାଇଁ , ବ୍ରହ୍ମପୁରର ପୂର୍ବତନ ସାଂସଦ  ଚନ୍ଦ୍ରଶେଖର ସାହୁ, ବ୍ରହ୍ମପୁରର ପୂର୍ବତନ ବିଧାୟକ ବିକ୍ରମ ପଣ୍ଡା, ସୋରଡାର ପୂର୍ବତନ ବିଧାୟକ ପୂର୍ଣ୍ଣଚନ୍ଦ୍ର ସ୍ବାଇଁ, ଛତ୍ରପୁରର ପୂର୍ବତନ ବିଧାୟକ ସୁବାଷ ଚନ୍ଦ୍ର ବେହେରା,ପୂର୍ବତନ ଡି ଆରଡିଏ ର ମୁଖ୍ୟମନ୍ତ୍ରୀ ପ୍ରତିନିଧି ଦେବାନନ୍ଦ ମହାପାତ୍ର, ଆସିକା ସାଂସଦ ପ୍ରାର୍ଥିନୀ ରଞ୍ଜିତା ସାହୁ, ବ୍ରହ୍ମପୁର ସାଂସଦ ପ୍ରାର୍ଥୀ ଭୃଗୁ ବସ୍କିପାତ୍ର, ଆସିକାର ନଚିକେତା ସ୍ବାଇଁ, ଗଞ୍ଜାମ ଜିଲ୍ଲା ପରିଷଦ ଉପାଧ୍ୟକ୍ଷା ରାଜେଶ୍ବରୀ ପାତ୍ର, ପୂର୍ବତନ ଜିଲ୍ଲା ପରିଷଦ ଅଧ୍ୟକ୍ଷ ସୁରଥ ପ୍ରଧାନ, ଜିଲ୍ଲା ପରିଷଦ ମେମ୍ବର ଝୁନୁ ଦାସ ଓ ଗଙ୍ଗାପାଣି ଜେନାଙ୍କ ସମେତ ଗଞ୍ଜାମ ଜିଲ୍ଲାର ବହୁ ଜିଲ୍ଲା ପରିଷଦ ମେମ୍ବର ବୃନ୍ଦ ବୈଠକରେ ଅଂଶଗ୍ରହଣ କରିଥିଲେ । ସରକାର ପରିବର୍ତ୍ତନ ପରେ ବିଜେଡି ଜିଲ୍ଲା ପରିଷଦ ମେମ୍ବରମାନଙ୍କୁ  ଅଣଦେଖା କରିବା ସହିତ ଜିଲ୍ଲା ପରିଷଦ ହାତ ପାଣ୍ଠିକୁ ଅଚଳ କରା ଯାଇଥିବା ବିଷୟକୁ ନେଇ ଆଲୋଚନା ହୋଇ କ୍ଷୋଭ ପ୍ରକାଶ କରି ଜିଲ୍ଲା ପ୍ରଶାସନ, ବ୍ଳକ ପ୍ରଶାସନ ଓ ବିଜେପି ବିଧାୟକଙ୍କ କାର୍ଯ୍ୟକଳାପକୁ ନେଇ ବିଷଦ ଆଲୋଚନା ହୋଇଥିଲା। ଏହି ବନ୍ଧୁ ମିଳନ କାର୍ଯ୍ୟକ୍ରମ ଜରିଆରେ ଭାବର ଆଦାନ ପ୍ରଦାନ ହେବାସହ ଆଗାମୀ ପଞ୍ଚାୟତ ନିର୍ବାଚନକୁ ନେଇ ରଣକୌଶଳ ନିର୍ଦ୍ଧାରଣ କରି ବିଜେଡି ଦଳକୁ ମଜବୁତ କରି ପୁଣିଥରେ ସ୍ଥିତି ଜାହିର କରିବା ପାଇଁ ଆଲୋଚନା କରାଯାଇଥିଲା।

News Comment

You Might Also Like

BACK TO TOP