Breaking News

ଜମି ଦେବାକୁ କହି ଟଙ୍କା ଲୁଟିଥିବା ପୂର୍ବତନ ବିଜେଡି ମନ୍ତ୍ରୀଙ୍କ ପୁଅ ଗିରଫ ||   (29-Aug-2026)       ||      ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ନିର୍ଦେଶକ ଭାବେ ଯୋଗଦେଲେ ସଞ୍ଜୟ କୁମାର ବିଶ୍ୱାଳ |   (29-Aug-2026)       ||      ବିଶ୍ୱର ସର୍ବ କନିଷ୍ଟ ରାଜାଙ୍କ 34 ବର୍ଷ ରେ ମୃତ୍ୟୁ ||   (29-Aug-2026)       ||      ରାୟଗଡା କଳାକାର ମହାସଂଘ ପକ୍ଷରୁ କଳାକାର ଙ୍କ ପଞ୍ଜିକରଣ, ପ୍ରଶିକ୍ଷଣ,ଶିବିର ଅନୁଷ୍ଠିତ | ,   (29-Aug-2026)       ||      ଭୀମ ଭୋଇ ଭିନ୍ନକ୍ଷମ ଶିବିର ବେଗୁନିଆପଡା ବ୍ଲକ ରେ ଅନୁଷ୍ଠିତ |   (29-Aug-2026)       ||      ବିଜେପିର ମଣ୍ଡଳ ସ୍ତରୀୟ ସାଙ୍ଗଠନିକ ବୈଠକ ସାଙ୍କୁଡ଼ା ଠାରେ ଅନୁଷ୍ଠିତ |    (29-Aug-2026)       ||      ଡି ଏ ଭି ପବ୍ଲିକ ସ୍କୁଲ ତରଫରୁ ଜାତୀୟ କ୍ରୀଡା ଦିବସ ଉପଲକ୍ଷେ "ମିନି ମାରାଥନ `   (29-Aug-2026)       ||      ରାତିରେ ସୋଇଥିଲା ବେଳେ ସର୍ପ ଦଂଶନ ରେ ଭାଇ ଭଉଣୀ ମୃତ |    (29-Aug-2026)       ||      କଟକ ବଡ଼ ମେଡିକାଲ ଡାଟା ଏଣ୍ଟ୍ରି ଅଧିକାରୀ ଅର୍ଥ ହେର ଫେର ଘଟଣା ରେ ଗିରଫ ||    (29-Aug-2026)       ||      ଏମ ଏମ ଡି ଆର ସଂଶୋଧନ ବିଲ ଓଡିଶା ତଥା ଆଦିବାସୀ ବିରୋଧ |    (29-Aug-2026)       ||      ଅଢ଼େଇ ବର୍ଷ ପରେ ପୁରୁଣା ହତ୍ୟା ମାମଲାରେ ଦୁଇ ଗିରିଫ |    (29-Aug-2026)       ||      ବସ ଭାଙ୍ଗିବା, ବଟି ମାଗିବା ଓ ହେଲପର କୁ ଆକ୍ରମଣ କରିବା ଅଭିଯୋଗ ରେ ତିନି ଗିରିଫ |   (29-Aug-2026)       ||      ପାରଳାଖେମୁଣ୍ଡି ଏମ କେ ସିଜି ରେ ପୋଷ, ପୋଷ୍କ ଏବଂ ନିଶାନିବାରଣ ଉପରେ କର୍ମଶାଳା ||   (29-Aug-2026)       ||      ହଳଦିଆ ପଦର ବସଷ୍ଟାଣ୍ଡ ଠାରେ ଥିବା ହୁଣ୍ଡାଇ କାର ସୋରୁମ ଜଳିଗଲା |    (29-Aug-2026)       ||      କେରଳର କାଜିଆ ଲିଜ ମେଜୋ ପାଇଲେ "ମିସ ୟୁନିଭରସିଟି ଇଣ୍ଡିଆ ` ମୁକୁଟ ||   (29-Aug-2026)       ||      ମମତା ରାଜନୀତିରୁ କେବେବି ସନ୍ୟାସ ନେବେ ନାହିଁ, ବରଂ ବିଜେପି କୁ ତଳି ତଳାନ୍ତ ନକଲା ଯାଏଁ ସେ ଶାନ୍ତିରେ ରହିବେନି ||   (29-Aug-2026)       ||      ବୟ ଫ୍ରେଣ୍ଡ ର କାର କୁ ହଜାର ହଜାର ଚୁମ୍ବନ ଦେବା ପରେ ପୋଲିସ କୁ ଅର୍ଥ ଗଣିଲା ପ୍ରେମିକ |    (29-Aug-2026)       ||      ଚୀନର ନେପାଳକୁ ସତର୍କ ବାଣୀ ପୁଣି ତିନିଦିନ ମଧ୍ୟରେ ବନ୍ୟା ଆଶଙ୍କା |   (28-Aug-2026)       ||      ପ୍ରେମିକ ଙ୍କ କାର ରେ ଚୁମ୍ବନ ଦେଲେ ପ୍ରେମିକା, ଅଧିକାରୀ ଙ୍କୁ ଅର୍ଥ ଦେଇ ହଟ ହଟା ହେଲେ ପ୍ରେମିକ |   (28-Aug-2026)       ||      ରାୟଗଡା ରେ ଭାରତୀୟ ମଜୁଦୁର ସଂଘ ର ରାଷ୍ଟ୍ରୀୟ ପର୍ଯ୍ୟାବରଣ ଦିବସ ପାଳିତ |   (28-Aug-2026)       ||     

ସୁନ୍ଦରୀ ବେହେରା ଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକୀ ଅନୁଷ୍ଠିତ |

01-Jun-2025

ସୁନ୍ଦରୀ ବେହେରାଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକୋତ୍ସବରେ ବହୁ ବିଭିନ୍ନ ବର୍ଗର  ବ୍ୟକ୍ତିମାନଙ୍କ ଭାବପୂର୍ଣ୍ଣ ଶ୍ରଦ୍ଧାଞ୍ଜଳୀ।
ଓଡ଼ିଶା ଜନମତ, ପୋଲସରା, ସନ୍ତୋଷ କୁମାର ପଣ୍ଡା 
ତା.୩୧/୦୫/୨୦୨୫:

 ପୂର୍ବ ଜଗନ୍ନାଥ ପ୍ରସାଦ ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ତଥା ବରିଷ୍ଠ ଆଇନଜୀବୀ ସିମାଞ୍ଚଳ ବେହେରାଙ୍କ ମାତା ସ୍ଵର୍ଗତ ସୁନ୍ଦରୀ ବେହେରା ଗତବର୍ଷ ୮୪ ବର୍ଷରେ ସ୍ଵର୍ଗାରୋହଣ କରିଥିଲେ। ତାଙ୍କ ସ୍ମୃତିରେ ଆଜି ପୋଲସରା ରାଣୀପଡା ସ୍ଥିତ ବାସ ଭବନରେ ପରିବାର ତରଫରୁ ଏକ ଶ୍ରଦ୍ଧାଞ୍ଜଳୀ ସଭାର ଆୟୋଜନ କରାଯାଇଥିଲା।ଏହି ଯଥାବିଧି ପାଳନ କାର୍ଯ୍ୟକ୍ରମରେ 
ବହୁ ବିଶିଷ୍ଠ ବ୍ୟକ୍ତିବିଶେଷଙ୍କ ସମେତ ଆଇନଜୀବୀ, ସାମ୍ବାଦିକ, ଅଧ୍ୟାପକ, ଅଧ୍ୟାପିକ, ଶିକ୍ଷାବିତ୍, ସ୍ଵେଚ୍ଛାସେବୀ ଏଵଂ ସମାଜସେବୀଗଣ ଯୋଗଦେଇ ସ୍ଵର୍ଗତଙ୍କ ଫଟୋଚିତ୍ରରେ ଭକ୍ତିପୂତ ଭାବେ ଗଭୀର ଶ୍ରଦ୍ଧାଞ୍ଜଳୀ ଅର୍ପଣ କରିବାସହ ଶୋକସନ୍ତପ୍ତ ପରିବାର ବର୍ଗଙ୍କୁ ଗଭୀର ସମବେଦନା ଜଣାଇଥିଲେ। ଏହି ଅବସର ଆତ୍ମାର ଶାନ୍ତିପାଇଁ ନିରବ ପ୍ରାର୍ଥନା କରାଯାଇଥିଲା।

News Comment

You Might Also Like

BACK TO TOP