Breaking News

ଜମି ଦେବାକୁ କହି ଟଙ୍କା ଲୁଟିଥିବା ପୂର୍ବତନ ବିଜେଡି ମନ୍ତ୍ରୀଙ୍କ ପୁଅ ଗିରଫ ||   (29-Aug-2026)       ||      ରାଜ୍ୟ ସୂଚନା ଓ ଲୋକସମ୍ପର୍କ ବିଭାଗ ନିର୍ଦେଶକ ଭାବେ ଯୋଗଦେଲେ ସଞ୍ଜୟ କୁମାର ବିଶ୍ୱାଳ |   (29-Aug-2026)       ||      ବିଶ୍ୱର ସର୍ବ କନିଷ୍ଟ ରାଜାଙ୍କ 34 ବର୍ଷ ରେ ମୃତ୍ୟୁ ||   (29-Aug-2026)       ||      ରାୟଗଡା କଳାକାର ମହାସଂଘ ପକ୍ଷରୁ କଳାକାର ଙ୍କ ପଞ୍ଜିକରଣ, ପ୍ରଶିକ୍ଷଣ,ଶିବିର ଅନୁଷ୍ଠିତ | ,   (29-Aug-2026)       ||      ଭୀମ ଭୋଇ ଭିନ୍ନକ୍ଷମ ଶିବିର ବେଗୁନିଆପଡା ବ୍ଲକ ରେ ଅନୁଷ୍ଠିତ |   (29-Aug-2026)       ||      ବିଜେପିର ମଣ୍ଡଳ ସ୍ତରୀୟ ସାଙ୍ଗଠନିକ ବୈଠକ ସାଙ୍କୁଡ଼ା ଠାରେ ଅନୁଷ୍ଠିତ |    (29-Aug-2026)       ||      ଡି ଏ ଭି ପବ୍ଲିକ ସ୍କୁଲ ତରଫରୁ ଜାତୀୟ କ୍ରୀଡା ଦିବସ ଉପଲକ୍ଷେ "ମିନି ମାରାଥନ `   (29-Aug-2026)       ||      ରାତିରେ ସୋଇଥିଲା ବେଳେ ସର୍ପ ଦଂଶନ ରେ ଭାଇ ଭଉଣୀ ମୃତ |    (29-Aug-2026)       ||      କଟକ ବଡ଼ ମେଡିକାଲ ଡାଟା ଏଣ୍ଟ୍ରି ଅଧିକାରୀ ଅର୍ଥ ହେର ଫେର ଘଟଣା ରେ ଗିରଫ ||    (29-Aug-2026)       ||      ଏମ ଏମ ଡି ଆର ସଂଶୋଧନ ବିଲ ଓଡିଶା ତଥା ଆଦିବାସୀ ବିରୋଧ |    (29-Aug-2026)       ||      ଅଢ଼େଇ ବର୍ଷ ପରେ ପୁରୁଣା ହତ୍ୟା ମାମଲାରେ ଦୁଇ ଗିରିଫ |    (29-Aug-2026)       ||      ବସ ଭାଙ୍ଗିବା, ବଟି ମାଗିବା ଓ ହେଲପର କୁ ଆକ୍ରମଣ କରିବା ଅଭିଯୋଗ ରେ ତିନି ଗିରିଫ |   (29-Aug-2026)       ||      ପାରଳାଖେମୁଣ୍ଡି ଏମ କେ ସିଜି ରେ ପୋଷ, ପୋଷ୍କ ଏବଂ ନିଶାନିବାରଣ ଉପରେ କର୍ମଶାଳା ||   (29-Aug-2026)       ||      ହଳଦିଆ ପଦର ବସଷ୍ଟାଣ୍ଡ ଠାରେ ଥିବା ହୁଣ୍ଡାଇ କାର ସୋରୁମ ଜଳିଗଲା |    (29-Aug-2026)       ||      କେରଳର କାଜିଆ ଲିଜ ମେଜୋ ପାଇଲେ "ମିସ ୟୁନିଭରସିଟି ଇଣ୍ଡିଆ ` ମୁକୁଟ ||   (29-Aug-2026)       ||      ମମତା ରାଜନୀତିରୁ କେବେବି ସନ୍ୟାସ ନେବେ ନାହିଁ, ବରଂ ବିଜେପି କୁ ତଳି ତଳାନ୍ତ ନକଲା ଯାଏଁ ସେ ଶାନ୍ତିରେ ରହିବେନି ||   (29-Aug-2026)       ||      ବୟ ଫ୍ରେଣ୍ଡ ର କାର କୁ ହଜାର ହଜାର ଚୁମ୍ବନ ଦେବା ପରେ ପୋଲିସ କୁ ଅର୍ଥ ଗଣିଲା ପ୍ରେମିକ |    (29-Aug-2026)       ||      ଚୀନର ନେପାଳକୁ ସତର୍କ ବାଣୀ ପୁଣି ତିନିଦିନ ମଧ୍ୟରେ ବନ୍ୟା ଆଶଙ୍କା |   (28-Aug-2026)       ||      ପ୍ରେମିକ ଙ୍କ କାର ରେ ଚୁମ୍ବନ ଦେଲେ ପ୍ରେମିକା, ଅଧିକାରୀ ଙ୍କୁ ଅର୍ଥ ଦେଇ ହଟ ହଟା ହେଲେ ପ୍ରେମିକ |   (28-Aug-2026)       ||      ରାୟଗଡା ରେ ଭାରତୀୟ ମଜୁଦୁର ସଂଘ ର ରାଷ୍ଟ୍ରୀୟ ପର୍ଯ୍ୟାବରଣ ଦିବସ ପାଳିତ |   (28-Aug-2026)       ||     

ଶ୍ରୀ ଶ୍ରୀ ରାମେଶ୍ୱର ପ୍ଲମ୍ବର ଓ ଇଲେକ୍ଟ୍ରି ଆସୋ ସିଏସନ ର ବାର୍ଷିକ ବୈଠକ ଅନୁଷ୍ଠିତ |

02-Jun-2025

ଶ୍ରୀ ଶ୍ରୀ ରାମେଶ୍ୱର ପ୍ଲମ୍ବର ଓ ଇଲେକ୍ଟ୍ରି ଆସୋସିଏସନର ବାର୍ଷିକ ବୈଠକ ଏବଂ ନୂତନ କମିଟି ଗଠନ। 
ଓଡ଼ିଶା ଜନମତ, ପୋଲସରା, ସନ୍ତୋଷ କୁମାର ପଣ୍ଡା 
 ତା- ୦୨/୦୬/୨୦୨୫:
ପୋଲସରା ସ୍ଥିତ ଶ୍ରୀ ଶ୍ରୀ ରାମେଶ୍ୱର ପ୍ଲମ୍ବର ଓ ଇଲେକ୍ଟ୍ରି ଆସୋସିଏସନର ବାର୍ଷିକ ବୈଠକ ଏବଂ ନୂତନ କମିଟି ଗଠନ କାର୍ଯ୍ୟକ୍ରମ ସ୍ଥାନୀୟ ରାମେଶ୍ୱର ଙ୍କ ମହାଦେବଙ୍କ ପିଠରେ ଅନୁଷ୍ଠିତ ହୋଇଯାଇଛି। ଏଥିରେ ସଂଗଠନର ସମସ୍ତ କର୍ମକର୍ତ୍ତା ଙ୍କ ସମେତ ସଦସ୍ୟ ମାନେ ଯୋଗ ଦେଇଥିଲେ। କାର୍ଯ୍ୟକ୍ରମ ପ୍ରାରମ୍ଭରେଅହଦେଵ ଙ୍କ ଠାରେ ଭୋଗ ଲାଗି ହେବା ପରେ ଏକ ବୈଠକ କରାଯାଇଥିଲା।
ବୈଠକରେ ପୂର୍ବ ବର୍ଷର ସମସ୍ତ ଆୟ ଓ ବ୍ୟୟ ସମେତ ବିଭିନ୍ନ ସମସ୍ୟା ଉପରେ ଆଲୋଚନା ଓ ସମୀକ୍ଷା କରାଯାଇଥିଲା ।ପରେ ୧୩ ଜଣିଆ ସଦସ୍ୟ ବିଶିଷ୍ଟ ଏକ ନୂତନ କାର୍ଯ୍ୟକାରୀ କମିଟି ସର୍ବସମ୍ମତି କ୍ରମେ ଗଠନ କରାଯାଇଥିଲା । ସଭାପତି  ଟୁନା ମହାରଣା ,ଉପସଭାପତି ପ୍ରଶାନ୍ତ କୁମାର ସାହୁ,ସମ୍ପାଦକ ସୁକାନ୍ତ ପାତ୍ର ଓ କୋଷାଧ୍ୟକ୍ଷ ଜିତୁ ପ୍ରଧାନଙ୍କୁ ନିଆଯାଇଥିବା ବେଳେ କାର୍ଯ୍ୟ କାରିଣୀ ସଦସ୍ୟ ଭାବେ ନାଗେଶ୍ୱର ପାତ୍ର,ଜଗଲା, ପ୍ରଶାନ୍ତ କୁମାର ହୋତା, ଶିବ ଶଙ୍କର ସାହୁ,, ଦିଲ୍ଲୀପ ରଥ, ବୁଢ଼ା ମହାରଣା, ରବୀନ୍ଦ୍ର ପ୍ରଧାନ ଓ ଶ୍ରୀକାନ୍ତ ପ୍ରଧାନଙ୍କୁ ମନୋନୀତ କରାଯାଇଥିବା ବେଳେ ଉପଦେଷ୍ଟା ମଣ୍ଡଳୀରେ ବରିଷ୍ଠ ସଦସ୍ୟ ରଘୁନାଥ ସାହୁ ଓ ଜୟରାମ ପ୍ରଧାନ ଙ୍କୁ ଚୟନ କରାଯାଇଛି। ଏଥି ସହ ଅନ୍ୟ ୧୦ ଜଣ ସଦସ୍ୟ ଙ୍କୁ ମଧ୍ୟ କମିଟିରେ ଗ୍ରହଣ କରାଯାଇଛି।

News Comment

You Might Also Like

BACK TO TOP