Breaking News

ରାୟଗଡା କଳାକାର ମହାସଂଘ ପକ୍ଷରୁ କଳାକାର ଙ୍କ ପଞ୍ଜିକରଣ, ପ୍ରଶିକ୍ଷଣ,ଶିବିର ଅନୁଷ୍ଠିତ | ,   (29-Aug-2026)       ||      ଭୀମ ଭୋଇ ଭିନ୍ନକ୍ଷମ ଶିବିର ବେଗୁନିଆପଡା ବ୍ଲକ ରେ ଅନୁଷ୍ଠିତ |   (29-Aug-2026)       ||      ବିଜେପିର ମଣ୍ଡଳ ସ୍ତରୀୟ ସାଙ୍ଗଠନିକ ବୈଠକ ସାଙ୍କୁଡ଼ା ଠାରେ ଅନୁଷ୍ଠିତ |    (29-Aug-2026)       ||      ଡି ଏ ଭି ପବ୍ଲିକ ସ୍କୁଲ ତରଫରୁ ଜାତୀୟ କ୍ରୀଡା ଦିବସ ଉପଲକ୍ଷେ "ମିନି ମାରାଥନ `   (29-Aug-2026)       ||      ରାତିରେ ସୋଇଥିଲା ବେଳେ ସର୍ପ ଦଂଶନ ରେ ଭାଇ ଭଉଣୀ ମୃତ |    (29-Aug-2026)       ||      କଟକ ବଡ଼ ମେଡିକାଲ ଡାଟା ଏଣ୍ଟ୍ରି ଅଧିକାରୀ ଅର୍ଥ ହେର ଫେର ଘଟଣା ରେ ଗିରଫ ||    (29-Aug-2026)       ||      ଏମ ଏମ ଡି ଆର ସଂଶୋଧନ ବିଲ ଓଡିଶା ତଥା ଆଦିବାସୀ ବିରୋଧ |    (29-Aug-2026)       ||      ଅଢ଼େଇ ବର୍ଷ ପରେ ପୁରୁଣା ହତ୍ୟା ମାମଲାରେ ଦୁଇ ଗିରିଫ |    (29-Aug-2026)       ||      ବସ ଭାଙ୍ଗିବା, ବଟି ମାଗିବା ଓ ହେଲପର କୁ ଆକ୍ରମଣ କରିବା ଅଭିଯୋଗ ରେ ତିନି ଗିରିଫ |   (29-Aug-2026)       ||      ପାରଳାଖେମୁଣ୍ଡି ଏମ କେ ସିଜି ରେ ପୋଷ, ପୋଷ୍କ ଏବଂ ନିଶାନିବାରଣ ଉପରେ କର୍ମଶାଳା ||   (29-Aug-2026)       ||      ହଳଦିଆ ପଦର ବସଷ୍ଟାଣ୍ଡ ଠାରେ ଥିବା ହୁଣ୍ଡାଇ କାର ସୋରୁମ ଜଳିଗଲା |    (29-Aug-2026)       ||      କେରଳର କାଜିଆ ଲିଜ ମେଜୋ ପାଇଲେ "ମିସ ୟୁନିଭରସିଟି ଇଣ୍ଡିଆ ` ମୁକୁଟ ||   (29-Aug-2026)       ||      ମମତା ରାଜନୀତିରୁ କେବେବି ସନ୍ୟାସ ନେବେ ନାହିଁ, ବରଂ ବିଜେପି କୁ ତଳି ତଳାନ୍ତ ନକଲା ଯାଏଁ ସେ ଶାନ୍ତିରେ ରହିବେନି ||   (29-Aug-2026)       ||      ବୟ ଫ୍ରେଣ୍ଡ ର କାର କୁ ହଜାର ହଜାର ଚୁମ୍ବନ ଦେବା ପରେ ପୋଲିସ କୁ ଅର୍ଥ ଗଣିଲା ପ୍ରେମିକ |    (29-Aug-2026)       ||      ଚୀନର ନେପାଳକୁ ସତର୍କ ବାଣୀ ପୁଣି ତିନିଦିନ ମଧ୍ୟରେ ବନ୍ୟା ଆଶଙ୍କା |   (28-Aug-2026)       ||      ପ୍ରେମିକ ଙ୍କ କାର ରେ ଚୁମ୍ବନ ଦେଲେ ପ୍ରେମିକା, ଅଧିକାରୀ ଙ୍କୁ ଅର୍ଥ ଦେଇ ହଟ ହଟା ହେଲେ ପ୍ରେମିକ |   (28-Aug-2026)       ||      ରାୟଗଡା ରେ ଭାରତୀୟ ମଜୁଦୁର ସଂଘ ର ରାଷ୍ଟ୍ରୀୟ ପର୍ଯ୍ୟାବରଣ ଦିବସ ପାଳିତ |   (28-Aug-2026)       ||      ମୁଖ୍ୟମନ୍ତ୍ରୀ ଙ୍କ ଦ୍ୱାରା ବାହୁଦା ବନ୍ଦର, ଓ ଶିଳ୍ପ ନିବେଶ ଦ୍ୱାରା ବଦଳିବ ଗରିବଙ୍କ ଭାଗ୍ୟ |   (28-Aug-2026)       ||      ରକ୍ଷା ବନ୍ଧନ ର ପୌରାଣିକ ମତ, ଓ ଶିକ୍ଷଣୀୟ କଥା |   (28-Aug-2026)       ||      ମନ୍ଦିର ସମନ୍ବିତ ଉର୍ନ୍ନତି କରଣ ସକାଶେ ବିଧାୟକ ଙ୍କ ପ୍ରସ୍ତୁତି ବୈଠକ |    (28-Aug-2026)       ||     

ଦୁଇ ଅଭିଯୁକ୍ତ ଗିରଫ, ଦୁଇ ପିସ୍ତଲ ସହ 4ଟି ଜୀବନ୍ତ ଗୁଳି ପୋଲିସ ଦ୍ୱାରା ଜବତ |

02-Jun-2025

ଦୁଇ ଅଭିଯୁକ୍ତ ଗିରଫ, ଦୁଇଟି ପିସ୍ତଲ ଓ ୪ ଟି ଜୀବନ୍ତ ଗୁଳି ଜବତ।

ଓଡ଼ିଶା ଜନମତ, ପୋଲସରା, ସନ୍ତୋଷ କୁମାର ପଣ୍ଡା,
 ତା.୨/୬/୨୫ : 

ଗଞ୍ଜାମ ପୋଲିସ ଜିଲ୍ଲା ଅଧିନସ୍ଥ ପୋଲସରା ପୋଲିସକୁ ମିଳିଛି ବଡ ସଫଳତା। ଅସ୍ତ୍ରଶସ୍ତ୍ର ଆଇନ ବଳରେ ଦୁଇ ଜଣଙ୍କୁ ଗିରଫ କରିବା ସହ ସେମାନଙ୍କ ଠାରୁ ଦେଶୀ ନିର୍ମିତ ସିଙ୍ଗଲ ବୋର ୨ ଗୋଟି ପିସ୍ତଲ, ୪ ଗୋଟି ଜୀବନ୍ତ ଗୁଳି ଓ ଦୁଇଟି ମୋବାଇଲ ଫୋନ ଜବତ ହୋଇଛି।  ଦୁଇ ଗିରଫ ଅଭିଯୁକ୍ତ ହେଲେ (୧) ବସନ୍ତ କୁମାର ସାହୁ ବୟସ ୩୨ ବର୍ଷ, ଗଞ୍ଜାମ ଜିଲ୍ଲାର କବିସୂର୍ଯ୍ୟ ନଗର ଥାନା ଅନ୍ତର୍ଗତ ଏ.ବାରିଡା ଗ୍ରାମର ନୟନ ସାହି ଏବଂ (୨) ବସନ୍ତ ନାହାକ @ ନାୟକ, ବୟସ ୪୮ ବର୍ଷ, ପିତା- ବାଞ୍ଛା  ନାହାକ, ଗ୍ରାମ- କଣଛାଇ, ଥାନା- ପୋଲସରା, ଜିଲ୍ଲା-ଗଞ୍ଜାମ। ଏନେଇ ପୋଲସରା ପୋଲିସ ଥାନା ମାମଲା ନଂ-୩୯୦ ତାରିଖ ୦୨/୦୬/୨୦୨୫ U/s 308 (5) BNS/25 (1) (a)/ 27 ଅସ୍ତ୍ରଶସ୍ତ୍ର ଆଇନ ଏବଂ ମାମଲା ନଂ-୩୯୧ ତାରିଖ ୦୨/୦୬/୨୦୨୫ U/s 25 (1)(a)/27 ଅସ୍ତ୍ରଶସ୍ତ୍ର ଆଇନ ପ୍ରକାରେ ଗିରଫ ହୋଇ ଜୁନ ୨ ତାରିଖ ଦିନ କୋର୍ଟ ଚାଲାଣ କରାଯାଇଥିବା ନେଇ ଆଇଆଇସି କୌଶିକ ମାଝୀ ପ୍ରକାଶ କରିଛନ୍ତି।

News Comment

You Might Also Like

BACK TO TOP