Breaking News

ବସ ଭାଙ୍ଗିବା, ବଟି ମାଗିବା ଓ ହେଲପର କୁ ଆକ୍ରମଣ କରିବା ଅଭିଯୋଗ ରେ ତିନି ଗିରିଫ |   (29-Aug-2026)       ||      ପାରଳାଖେମୁଣ୍ଡି ଏମ କେ ସିଜି ରେ ପୋଷ, ପୋଷ୍କ ଏବଂ ନିଶାନିବାରଣ ଉପରେ କର୍ମଶାଳା ||   (29-Aug-2026)       ||      ହଳଦିଆ ପଦର ବସଷ୍ଟାଣ୍ଡ ଠାରେ ଥିବା ହୁଣ୍ଡାଇ କାର ସୋରୁମ ଜଳିଗଲା |    (29-Aug-2026)       ||      କେରଳର କାଜିଆ ଲିଜ ମେଜୋ ପାଇଲେ "ମିସ ୟୁନିଭରସିଟି ଇଣ୍ଡିଆ ` ମୁକୁଟ ||   (29-Aug-2026)       ||      ମମତା ରାଜନୀତିରୁ କେବେବି ସନ୍ୟାସ ନେବେ ନାହିଁ, ବରଂ ବିଜେପି କୁ ତଳି ତଳାନ୍ତ ନକଲା ଯାଏଁ ସେ ଶାନ୍ତିରେ ରହିବେନି ||   (29-Aug-2026)       ||      ବୟ ଫ୍ରେଣ୍ଡ ର କାର କୁ ହଜାର ହଜାର ଚୁମ୍ବନ ଦେବା ପରେ ପୋଲିସ କୁ ଅର୍ଥ ଗଣିଲା ପ୍ରେମିକ |    (29-Aug-2026)       ||      ଚୀନର ନେପାଳକୁ ସତର୍କ ବାଣୀ ପୁଣି ତିନିଦିନ ମଧ୍ୟରେ ବନ୍ୟା ଆଶଙ୍କା |   (28-Aug-2026)       ||      ପ୍ରେମିକ ଙ୍କ କାର ରେ ଚୁମ୍ବନ ଦେଲେ ପ୍ରେମିକା, ଅଧିକାରୀ ଙ୍କୁ ଅର୍ଥ ଦେଇ ହଟ ହଟା ହେଲେ ପ୍ରେମିକ |   (28-Aug-2026)       ||      ରାୟଗଡା ରେ ଭାରତୀୟ ମଜୁଦୁର ସଂଘ ର ରାଷ୍ଟ୍ରୀୟ ପର୍ଯ୍ୟାବରଣ ଦିବସ ପାଳିତ |   (28-Aug-2026)       ||      ମୁଖ୍ୟମନ୍ତ୍ରୀ ଙ୍କ ଦ୍ୱାରା ବାହୁଦା ବନ୍ଦର, ଓ ଶିଳ୍ପ ନିବେଶ ଦ୍ୱାରା ବଦଳିବ ଗରିବଙ୍କ ଭାଗ୍ୟ |   (28-Aug-2026)       ||      ରକ୍ଷା ବନ୍ଧନ ର ପୌରାଣିକ ମତ, ଓ ଶିକ୍ଷଣୀୟ କଥା |   (28-Aug-2026)       ||      ମନ୍ଦିର ସମନ୍ବିତ ଉର୍ନ୍ନତି କରଣ ସକାଶେ ବିଧାୟକ ଙ୍କ ପ୍ରସ୍ତୁତି ବୈଠକ |    (28-Aug-2026)       ||      ଶକ୍ତିଶ୍ରୀ ସେଲ ପକ୍ଷରୁ ଆଇନ ସଚେତନତା କର୍ମଶାଳା ପୋଲସରା ବିଜ୍ଞାନ ମହାବିଦ୍ୟାଳୟ ରେ ଅନୁଷ୍ଠିତ ||   (28-Aug-2026)       ||      "ନିଶାମୁକ୍ତ ଓଡିଶା ଅଭିଯାନ ` ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ପାଳିତ ||   (28-Aug-2026)       ||      2026 ର ଶ୍ରେଷ୍ଠ ଅଧକ୍ଷ ଭାବେ ଶାରଳା ସଂସ୍କୃତ ମହାବିଦ୍ୟାଳୟ ଅଧକ୍ଷଙ୍କୁ ସମ୍ମାନିତ |   (28-Aug-2026)       ||      ରୀତିନୀତି ଅନୁଯାୟୀ ଗହ୍ମାପର୍ବ ମାହାଳହାଟ ଜଗନ୍ନାଥ ମନ୍ଦିର ରେ ଅନୁଷ୍ଠିତ |   (28-Aug-2026)       ||      4ଦଶନ୍ଧି ଧରି ଅସୁବିଧା ରେ ଥିବା ବିସ୍ଥାପିତ ଙ୍କ ସମସ୍ୟା ର ସମାଧାନ କଲେ ମୁଖ୍ୟମନ୍ତ୍ରୀ ||   (28-Aug-2026)       ||      ବରଗଡ଼ ଜିଲ୍ଲା ର ମାଆ, ଝିଅ ନେପାଳ ବନ୍ୟା ରେ ନିଖୋଜ, ସ୍ୱାମୀ ସୁରକ୍ଷିତ ||   (28-Aug-2026)       ||      ରକ୍ଷାବନ୍ଧନ ରେ 120 ଭାଇ ହାତରେ ନିଶା ମୁକ୍ତ ପାଇଁ ରାକ୍ଷୀ ବାନ୍ଧିଲେ 120 ଭଉଣୀ ||   (28-Aug-2026)       ||      ଯାତ୍ରା କରୁଥିଲା ବେଳେ ହଠାଥ ପେଣ୍ଡେଲ ରେ ଅସୁସ୍ଥ ହୋଇ ପଡିଲେ ପିୟୁଷ ତ୍ରିପାଠୀ ||   (28-Aug-2026)       ||     

ବିଶ୍ୱ ପରିବେଶ ଦିବସ ଉପଲକ୍ଷେ ପୋଲସରା ବନ ବିଭାଗ ତରଫରୁ ଚାରା ବଣ୍ଟନ ଓ ରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତ |

07-Jun-2025

ବିଶ୍ଵ ପରିବେଶ ଦିବସ ଉପଲକ୍ଷେ ପୋଲସରା ବନ ବିଭାଗ ପକ୍ଷରୁ ଚାରା ରୋପଣ ଏଵଂ ବଣ୍ଟନ।
ଓଡ଼ିଶା ଜନମତ, ପୋଲସରା, ସନ୍ତୋଷ କୁମାର ପଣ୍ଡା 
ତା.୦୬/୦୬/୨୦୨୫:

ବିଶ୍ଵ ପରିବେଶ ଦିବସ-୨୦୨୫ ଉପଲକ୍ଷେ ପୋଲସରା ବନ ବିଭାଗ ପକ୍ଷରୁ ଚାରା ରୋପଣ ଏଵଂ ବଣ୍ଟନ କାର୍ଯ୍ୟକ୍ରମ ବନାଞ୍ଚଳ ଅଧିକାରୀ ଅନୀଲ କୁମାର ପଣ୍ଡାଙ୍କ ନେତୃତ୍ୱରେ ଅନୁଷ୍ଠିତ ହୋଇଯାଇଛି। ବନାଞ୍ଚଳ ଅଧିନସ୍ଥ ଭାବରଡ଼ା ସେକସନ୍ ଅନ୍ତର୍ଗତ ଲୁଣିଆପଡା ଜଙ୍ଗଲ ସମେତ କଳିଙ୍ଗ ନୋଡାଲ ଉଚ୍ଚ ବିଦ୍ୟାଳୟ କନିଆରିରେ ୧୧୦ ଗୋଟି ଚାରାରୋପଣ କରାଯାଇଥିବା ବେଳେ ପୋଲସରା ବ୍ଲକର ମୋଟ୍ ୨୬ ଗୋଟି ଗ୍ରାମ ପଞ୍ଚାୟତକୁ ୧୧୦ଟି ଲେଖାଏଁ ବିଭିନ୍ନ କିସମର ଚାରା ବଣ୍ଟନ କରାଯାଇଛି। ଏହି ଅବସରରେ ପରିବେଶ ସୁରକ୍ଷାକୁ ନେଇ ବିଭିନ୍ନ ଦିଗ ଉପରେ ଆଲୋଚନା ହୋଇଥିଲା। କାର୍ଯ୍ୟକ୍ରମରେ ଏସିଏଫ୍ ରଜତ କୁମାର ମିଶ୍ର, ଭାବରଡା ବନପାଳ ଭୋଳେଶ୍ୱର ମଲ୍ଲିକ, ପୋଲସରା ବନପାଳ ମୁନା ଦାଶ ଓ ବନ କର୍ମଚାରୀମାନଙ୍କ ସମେତ ପାଣ୍ଡିରିପଡା ସରପଞ୍ଚ ପ୍ରତିନିଧି ମନମୋହନ ଗୌଡ଼, ଭାବରଡା ସମିତିସଭ୍ୟା ଜ୍ୟୋତ୍ସ୍ନା ବିଷୋୟୀ ଓ ଅନ୍ୟମାନେ ଉପସ୍ଥିତ ଥିଲେ।

News Comment

You Might Also Like

BACK TO TOP