Breaking News

କେରଳର କାଜିଆ ଲିଜ ମେଜୋ ପାଇଲେ "ମିସ ୟୁନିଭରସିଟି ଇଣ୍ଡିଆ ` ମୁକୁଟ ||   (29-Aug-2026)       ||      ମମତା ରାଜନୀତିରୁ କେବେବି ସନ୍ୟାସ ନେବେ ନାହିଁ, ବରଂ ବିଜେପି କୁ ତଳି ତଳାନ୍ତ ନକଲା ଯାଏଁ ସେ ଶାନ୍ତିରେ ରହିବେନି ||   (29-Aug-2026)       ||      ବୟ ଫ୍ରେଣ୍ଡ ର କାର କୁ ହଜାର ହଜାର ଚୁମ୍ବନ ଦେବା ପରେ ପୋଲିସ କୁ ଅର୍ଥ ଗଣିଲା ପ୍ରେମିକ |    (29-Aug-2026)       ||      ଚୀନର ନେପାଳକୁ ସତର୍କ ବାଣୀ ପୁଣି ତିନିଦିନ ମଧ୍ୟରେ ବନ୍ୟା ଆଶଙ୍କା |   (28-Aug-2026)       ||      ପ୍ରେମିକ ଙ୍କ କାର ରେ ଚୁମ୍ବନ ଦେଲେ ପ୍ରେମିକା, ଅଧିକାରୀ ଙ୍କୁ ଅର୍ଥ ଦେଇ ହଟ ହଟା ହେଲେ ପ୍ରେମିକ |   (28-Aug-2026)       ||      ରାୟଗଡା ରେ ଭାରତୀୟ ମଜୁଦୁର ସଂଘ ର ରାଷ୍ଟ୍ରୀୟ ପର୍ଯ୍ୟାବରଣ ଦିବସ ପାଳିତ |   (28-Aug-2026)       ||      ମୁଖ୍ୟମନ୍ତ୍ରୀ ଙ୍କ ଦ୍ୱାରା ବାହୁଦା ବନ୍ଦର, ଓ ଶିଳ୍ପ ନିବେଶ ଦ୍ୱାରା ବଦଳିବ ଗରିବଙ୍କ ଭାଗ୍ୟ |   (28-Aug-2026)       ||      ରକ୍ଷା ବନ୍ଧନ ର ପୌରାଣିକ ମତ, ଓ ଶିକ୍ଷଣୀୟ କଥା |   (28-Aug-2026)       ||      ମନ୍ଦିର ସମନ୍ବିତ ଉର୍ନ୍ନତି କରଣ ସକାଶେ ବିଧାୟକ ଙ୍କ ପ୍ରସ୍ତୁତି ବୈଠକ |    (28-Aug-2026)       ||      ଶକ୍ତିଶ୍ରୀ ସେଲ ପକ୍ଷରୁ ଆଇନ ସଚେତନତା କର୍ମଶାଳା ପୋଲସରା ବିଜ୍ଞାନ ମହାବିଦ୍ୟାଳୟ ରେ ଅନୁଷ୍ଠିତ ||   (28-Aug-2026)       ||      "ନିଶାମୁକ୍ତ ଓଡିଶା ଅଭିଯାନ ` ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ପାଳିତ ||   (28-Aug-2026)       ||      2026 ର ଶ୍ରେଷ୍ଠ ଅଧକ୍ଷ ଭାବେ ଶାରଳା ସଂସ୍କୃତ ମହାବିଦ୍ୟାଳୟ ଅଧକ୍ଷଙ୍କୁ ସମ୍ମାନିତ |   (28-Aug-2026)       ||      ରୀତିନୀତି ଅନୁଯାୟୀ ଗହ୍ମାପର୍ବ ମାହାଳହାଟ ଜଗନ୍ନାଥ ମନ୍ଦିର ରେ ଅନୁଷ୍ଠିତ |   (28-Aug-2026)       ||      4ଦଶନ୍ଧି ଧରି ଅସୁବିଧା ରେ ଥିବା ବିସ୍ଥାପିତ ଙ୍କ ସମସ୍ୟା ର ସମାଧାନ କଲେ ମୁଖ୍ୟମନ୍ତ୍ରୀ ||   (28-Aug-2026)       ||      ବରଗଡ଼ ଜିଲ୍ଲା ର ମାଆ, ଝିଅ ନେପାଳ ବନ୍ୟା ରେ ନିଖୋଜ, ସ୍ୱାମୀ ସୁରକ୍ଷିତ ||   (28-Aug-2026)       ||      ରକ୍ଷାବନ୍ଧନ ରେ 120 ଭାଇ ହାତରେ ନିଶା ମୁକ୍ତ ପାଇଁ ରାକ୍ଷୀ ବାନ୍ଧିଲେ 120 ଭଉଣୀ ||   (28-Aug-2026)       ||      ଯାତ୍ରା କରୁଥିଲା ବେଳେ ହଠାଥ ପେଣ୍ଡେଲ ରେ ଅସୁସ୍ଥ ହୋଇ ପଡିଲେ ପିୟୁଷ ତ୍ରିପାଠୀ ||   (28-Aug-2026)       ||      ପାଇକ ମାଳ ରେ ରାଜ୍ୟ ସ୍ତରୀୟ ଗହ୍ମା ପୂର୍ଣ୍ଣିମା ମହୋତ୍ସବ ଅନୁଷ୍ଠିତ ||   (28-Aug-2026)       ||      ଗୋପପୁର ଆଶ୍ରମ ରେ ମହିମା ଧର୍ମ ର ବିରାଟ ଧାର୍ମିକ ସମାବେଶ ଅନୁଷ୍ଠିତ ||   (28-Aug-2026)       ||      ଗୋପପୁର ଆଶ୍ରମ ରେ ମହିମା ଧର୍ମ ର ବିରାଟ ଧାର୍ମିକ ସମାବେଶ ଅନୁଷ୍ଠିତ ||   (28-Aug-2026)       ||     

ଫୁଲବାଣୀ ମେଡିକାଲ କଲେଜ ଉଦଘାଟନ କଲେ ମାନ୍ୟବର ମୁଖ୍ୟମନ୍ତ୍ରୀ |

07-Jun-2025

ଫୁଲବାଣୀ ମେଡିକାଲ କଲେଜ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ, ଚଳିତ ଶିକ୍ଷା ବର୍ଷରୁ ଆରମ୍ଭ ହେବ ପାଠପଢା,

ଓଡିଶା ଜନମତ,କନ୍ଧମାଳ,ସଞ୍ଜୟ କୁମାର ପାଣିଗ୍ରାହୀ, ତା, ୦୭/୦୬:

 ବହୁ ପ୍ରତୀକ୍ଷିତ ଫୁଲବାଣୀ ସରକାରୀ ଭେଷଜ ମହାବିଦ୍ୟାଳୟ ଓ ହସ୍ପିଟାଲ ଉଦଘାଟନ କଲେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ। ଶନିବାର ଦିନ ପ୍ରାୟ ୧୧ଟା ବେଳେ ମୁଖ୍ୟମନ୍ତ୍ରୀ ମାଦିକୁନ୍ଦାସ୍ଥିତ ରିଜର୍ଭ ପଡ଼ିଆରେ ପହଞ୍ଚିଥିଲେ। ଏହାପରେ ଫୁଲବାଣୀ ସହର ଉପକଣ୍ଠ ତିଲକପଡା ଠାରେ ନବନିର୍ମିତ ମେଡିକାଲ କଲେଜକୁ ଯାଇ ସେଠାରେ ସେ ମେଡିକାଲ କଲେଜ ଉଦଘାଟନ କରିବା ପରେ ମହାବିଦ୍ୟାଳୟ ପ୍ରେକ୍ଷାଳୟରେ ଆୟୋଜିତ ଏକ ସଭାରେ ଡାକ୍ତର, ନର୍ସ ଓ ଅନ୍ୟାନ୍ୟ କର୍ମଚାରୀଙ୍କୁ ଉଦବୋଧନ ଦେଇଥିଲେ। ଆୟୋଜିତ କାର୍ଯ୍ୟକ୍ରମରେ ଅନ୍ୟମାନଙ୍କ ମଧ୍ୟରେ ସ୍ଵାସ୍ଥ୍ୟମନ୍ତ୍ରୀ ଡ. ମୁକେଶ ମହାଲିଙ୍ଗ, ସାଂସଦ ସୁକାନ୍ତ କୁମାର ପାଣିଗ୍ରାହୀ, ଫୁଲବାଣୀ ବିଧାୟକ ଉମାଚରଣ ମଲ୍ଲିକ, ଜିଲ୍ଲାପାଳ ଅମ୍ରିତ ଋତୁରାଜ, ମେଡିକାଲ କଲେଜ ଡିନ୍ ଡ. ନରେନ୍ଦ୍ର ବେହେରା ପ୍ରମୁଖ ଉପସ୍ଥିତ ଥିଲେ। ଏହି ନବନିର୍ମିତ ମେଡିକାଲ କଲେଜରେ ୧୦୦ ଜଣ ଛାତ୍ରଛାତ୍ରୀ ପଢିବା ବ୍ୟବସ୍ଥା ଥିବାବେଳେ ଏଠାରେ ୬୫୦ ଶଯ୍ୟା ବିଶିଷ୍ଟ ହସ୍ପିଟାଲ ରହିଛି। ଚଳିତ ଶିକ୍ଷା ବର୍ଷରୁ ଏଠାରେ ପାଠପଢା ଆରମ୍ଭ ହେବ ବୋଲି କୁହାଯାଇଛି। ମୁଖ୍ୟମନ୍ତ୍ରୀଙ୍କ ଏହା ପ୍ରଥମ ଫୁଲବାଣୀ ଗସ୍ତ। ଏନେଇ ଜନସାଧାରଣଙ୍କ ମଧ୍ୟରେ ପ୍ରବଳ ଉତ୍କଣ୍ଠା ରହିଛି l

News Comment

You Might Also Like

BACK TO TOP