Breaking News

ଚୀନର ନେପାଳକୁ ସତର୍କ ବାଣୀ ପୁଣି ତିନିଦିନ ମଧ୍ୟରେ ବନ୍ୟା ଆଶଙ୍କା |   (28-Aug-2026)       ||      ପ୍ରେମିକ ଙ୍କ କାର ରେ ଚୁମ୍ବନ ଦେଲେ ପ୍ରେମିକା, ଅଧିକାରୀ ଙ୍କୁ ଅର୍ଥ ଦେଇ ହଟ ହଟା ହେଲେ ପ୍ରେମିକ |   (28-Aug-2026)       ||      ରାୟଗଡା ରେ ଭାରତୀୟ ମଜୁଦୁର ସଂଘ ର ରାଷ୍ଟ୍ରୀୟ ପର୍ଯ୍ୟାବରଣ ଦିବସ ପାଳିତ |   (28-Aug-2026)       ||      ମୁଖ୍ୟମନ୍ତ୍ରୀ ଙ୍କ ଦ୍ୱାରା ବାହୁଦା ବନ୍ଦର, ଓ ଶିଳ୍ପ ନିବେଶ ଦ୍ୱାରା ବଦଳିବ ଗରିବଙ୍କ ଭାଗ୍ୟ |   (28-Aug-2026)       ||      ରକ୍ଷା ବନ୍ଧନ ର ପୌରାଣିକ ମତ, ଓ ଶିକ୍ଷଣୀୟ କଥା |   (28-Aug-2026)       ||      ମନ୍ଦିର ସମନ୍ବିତ ଉର୍ନ୍ନତି କରଣ ସକାଶେ ବିଧାୟକ ଙ୍କ ପ୍ରସ୍ତୁତି ବୈଠକ |    (28-Aug-2026)       ||      ଶକ୍ତିଶ୍ରୀ ସେଲ ପକ୍ଷରୁ ଆଇନ ସଚେତନତା କର୍ମଶାଳା ପୋଲସରା ବିଜ୍ଞାନ ମହାବିଦ୍ୟାଳୟ ରେ ଅନୁଷ୍ଠିତ ||   (28-Aug-2026)       ||      "ନିଶାମୁକ୍ତ ଓଡିଶା ଅଭିଯାନ ` ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ପାଳିତ ||   (28-Aug-2026)       ||      2026 ର ଶ୍ରେଷ୍ଠ ଅଧକ୍ଷ ଭାବେ ଶାରଳା ସଂସ୍କୃତ ମହାବିଦ୍ୟାଳୟ ଅଧକ୍ଷଙ୍କୁ ସମ୍ମାନିତ |   (28-Aug-2026)       ||      ରୀତିନୀତି ଅନୁଯାୟୀ ଗହ୍ମାପର୍ବ ମାହାଳହାଟ ଜଗନ୍ନାଥ ମନ୍ଦିର ରେ ଅନୁଷ୍ଠିତ |   (28-Aug-2026)       ||      4ଦଶନ୍ଧି ଧରି ଅସୁବିଧା ରେ ଥିବା ବିସ୍ଥାପିତ ଙ୍କ ସମସ୍ୟା ର ସମାଧାନ କଲେ ମୁଖ୍ୟମନ୍ତ୍ରୀ ||   (28-Aug-2026)       ||      ବରଗଡ଼ ଜିଲ୍ଲା ର ମାଆ, ଝିଅ ନେପାଳ ବନ୍ୟା ରେ ନିଖୋଜ, ସ୍ୱାମୀ ସୁରକ୍ଷିତ ||   (28-Aug-2026)       ||      ରକ୍ଷାବନ୍ଧନ ରେ 120 ଭାଇ ହାତରେ ନିଶା ମୁକ୍ତ ପାଇଁ ରାକ୍ଷୀ ବାନ୍ଧିଲେ 120 ଭଉଣୀ ||   (28-Aug-2026)       ||      ଯାତ୍ରା କରୁଥିଲା ବେଳେ ହଠାଥ ପେଣ୍ଡେଲ ରେ ଅସୁସ୍ଥ ହୋଇ ପଡିଲେ ପିୟୁଷ ତ୍ରିପାଠୀ ||   (28-Aug-2026)       ||      ପାଇକ ମାଳ ରେ ରାଜ୍ୟ ସ୍ତରୀୟ ଗହ୍ମା ପୂର୍ଣ୍ଣିମା ମହୋତ୍ସବ ଅନୁଷ୍ଠିତ ||   (28-Aug-2026)       ||      ଗୋପପୁର ଆଶ୍ରମ ରେ ମହିମା ଧର୍ମ ର ବିରାଟ ଧାର୍ମିକ ସମାବେଶ ଅନୁଷ୍ଠିତ ||   (28-Aug-2026)       ||      ଗୋପପୁର ଆଶ୍ରମ ରେ ମହିମା ଧର୍ମ ର ବିରାଟ ଧାର୍ମିକ ସମାବେଶ ଅନୁଷ୍ଠିତ ||   (28-Aug-2026)       ||      ନେପାଳ ବନ୍ୟା ରେ ବହୁତ ଓଡ଼ିଆ ଙ୍କୁ ଠାବ ମଧ୍ୟରେ ଖୋର୍ଦ୍ଧା ର ଦୁଇ ଦମ୍ପତି ଏବେବି ନିଖୋଜ ||   (28-Aug-2026)       ||      ଜମି ମାଲିକ ଙ୍କ ଅଜାଣତ ରେ ବିକ୍ରି ହୋଇଗଲା ଜମି, ଦୁଇ ଜଣ ନିଲମ୍ବିତ ||   (27-Aug-2026)       ||      କୌଣସି କଥାରେ ଉତ୍ୟକ୍ତ ସ୍ୱାମୀ ସ୍ତ୍ରୀକୁ ହତ୍ୟା କରି ସେମଧ୍ୟ କଲେ ଆତ୍ମ ହତ୍ୟା ||   (27-Aug-2026)       ||     

ମା ପାଟଖଣ୍ଡା ଙ୍କ ସମ୍ପତି ଓ ଆୟ ବ୍ୟୟର ତଥ୍ୟ ଦେବାକୁ ଗ୍ରାମ୍ୟ କମିଟିର ଦାବି |

10-Jun-2025

ମା` ପାଟ୍ଟଖଣ୍ଡାଙ୍କ ସମ୍ପତ୍ତି ଓ ଆୟବ୍ୟୟର ତଥ୍ୟ ଦେବାକୁ ଗ୍ରାମ୍ୟ କମିଟିର ଦାବି

ଓଡିଶା ଜନମତ,ବାଲିଗୁଡ଼ା,ସଞ୍ଜୟ କୁମାର ପାଣିଗ୍ରାହୀ, ତା, ୧୦/୦୬:

  କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଅଞ୍ଚଳ ର ଅଧିଷ୍ଠାତ୍ରୀ ଦେବୀ ମା` ପାଟ୍ଟଖଣ୍ଡାଙ୍କ ଦୈନିକ ନିତିର ସୁପରିଚାଳନା ସହ ମା`ଙ୍କ ସ୍ଥାବର ଅସ୍ଥାବର ସମ୍ପତ୍ତିର ସମ୍ପୂର୍ଣ୍ଣ ତାଲିକା ଏବଂ ତାହାର ରକ୍ଷଣାବେକ୍ଷଣ କିଭଳି ହୋଇପାରିବ ସେନେଇ ସ୍ଥାନୀୟ ଟାଉନ୍ ହଲ୍ ଠାରେ ବାଲିଗୁଡ଼ା ଗ୍ରାମ୍ୟ କମିଟି ପକ୍ଷରୁ ଏକ ସାଧାରଣ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି । ବିଗତ ବର୍ଷ ମାନଙ୍କରେ ମନ୍ଦିର ପରିଚାଳନା କମିଟି ମା`ଙ୍କ ସମ୍ପତ୍ତିର କୌଣସି ସଠିକ୍ ବିବରଣୀ ଦେଉନଥିବା ସହ ଆୟ ବ୍ୟୟର କୌଣସି ତଥ୍ୟ ସାର୍ବଜନିକ କରୁନଥିବା ଯୋଗୁଁ ସହରବାସୀଙ୍କ ମନରେ ଅସନ୍ତୋଷ ଦେଖାଦେଇଛି । ଏଣୁ ଗତ ୧୦ ବର୍ଷ ମଧ୍ୟରେ ମା ପାଟ୍ଟଖଣ୍ଡାଙ୍କ ସମ୍ପତ୍ତି କ`ଣ ହୋଇଛି, କେତେ ଟଙ୍କା ଆଦାୟ ହୋଇଛି, ମା`ଙ୍କ ନିକଟକୁ ଆସୁଥିବା ଭକ୍ତ ଶ୍ରଦ୍ଧାଳୁ ମାନେ କେତେ ,ସୁନା ରୁପା, ଟଙ୍କା ଦାନ ଦେଇଛନ୍ତି ମନ୍ଦିର ପରିଚାଳନା କମିଟିକୁ ଏହାର ଜବାବ ମାଗିଛନ୍ତି ଅଞ୍ଚଳବାସୀ । ଏହି ବୈଠକରେ ଏକ ଅସ୍ଥାୟୀ ଗ୍ରାମ୍ୟ କମିଟି ଗଠନ କରାଯାଇଛି। ମା`ଙ୍କ ସମ୍ପତ୍ତି ତଥା ଆୟ ବ୍ୟୟର ଅଡିଟ୍ କରି ସାର୍ବଜନୀନ କରିବା ପାଇଁ ଗ୍ରାମ୍ୟ କମିଟି ପକ୍ଷରୁ ଦାବିପତ୍ର ଦିଆଯିବା ନେଇ ସ୍ଥିର ମଧ୍ୟ କରାଯାଇଛି । ମା` ପାଟ୍ଟଖଣ୍ଡା ବାଲିଗୁଡ଼ା ଅଞ୍ଚଳର ଅଧିଷ୍ଠାତ୍ରୀ ଦେବୀ । ମା` ଙ୍କ ନିତି ନିୟମ ସୁରୁଖୁରୁରେ ହେବା ସହ ମା`ଙ୍କ ସମ୍ପତ୍ତି ସୁରକ୍ଷିତ ରହିବା ନିହାତି ଆବଶ୍ୟକ ବୋଲି ସମସ୍ତ ଜନସାଧାରଣ ମତପ୍ରକାଶ କରିଛନ୍ତି । ଏହି ସାଧାରଣ ସଭାରେ ବାଲିଗୁଡ଼ା ସହରର ୧୩ ଟି ଓ୍ବାର୍ଡର ଜନସାଧାରଣଙ୍କ ସମେତ ସମସ୍ତ କାଉନସିଲର, ବୁଦ୍ଧିଜୀବୀ, ସହରର ବ୍ୟବସାୟୀଙ୍କ ସମେତ ମା` ପାଟ୍ଟଖଣ୍ଡା ମାର୍କେଟ କମ୍ପ୍ଲେକ୍ସର ସମସ୍ତ ବ୍ୟବସାୟୀ, ସମସ୍ତ ରାଜନୈତିକ ଦଳର ନେତୃବୃନ୍ଦ ଓ ସଦସ୍ୟ ସାମିଲ୍ ହୋଇ ମା`ଙ୍କ ସମସ୍ତ ସ୍ଥାବର ଅସ୍ଥାବର ସମ୍ପତ୍ତିର ସମ୍ପୂର୍ଣ୍ଣ ତାଲିକା ଏବଂ ଆୟବ୍ୟୟର ସମସ୍ତ ତଥ୍ୟ ଯଥାଶୀଘ୍ର ସାର୍ବଜନୀନ ଭାବେ ପ୍ରକାଶ କରିବାକୁ ଉକ୍ତ ବୈଠକ ରେ ଦାବି କରାଯାଇଛି ।

News Comment

You Might Also Like

BACK TO TOP