Breaking News

ଚୀନର ନେପାଳକୁ ସତର୍କ ବାଣୀ ପୁଣି ତିନିଦିନ ମଧ୍ୟରେ ବନ୍ୟା ଆଶଙ୍କା |   (28-Aug-2026)       ||      ପ୍ରେମିକ ଙ୍କ କାର ରେ ଚୁମ୍ବନ ଦେଲେ ପ୍ରେମିକା, ଅଧିକାରୀ ଙ୍କୁ ଅର୍ଥ ଦେଇ ହଟ ହଟା ହେଲେ ପ୍ରେମିକ |   (28-Aug-2026)       ||      ରାୟଗଡା ରେ ଭାରତୀୟ ମଜୁଦୁର ସଂଘ ର ରାଷ୍ଟ୍ରୀୟ ପର୍ଯ୍ୟାବରଣ ଦିବସ ପାଳିତ |   (28-Aug-2026)       ||      ମୁଖ୍ୟମନ୍ତ୍ରୀ ଙ୍କ ଦ୍ୱାରା ବାହୁଦା ବନ୍ଦର, ଓ ଶିଳ୍ପ ନିବେଶ ଦ୍ୱାରା ବଦଳିବ ଗରିବଙ୍କ ଭାଗ୍ୟ |   (28-Aug-2026)       ||      ରକ୍ଷା ବନ୍ଧନ ର ପୌରାଣିକ ମତ, ଓ ଶିକ୍ଷଣୀୟ କଥା |   (28-Aug-2026)       ||      ମନ୍ଦିର ସମନ୍ବିତ ଉର୍ନ୍ନତି କରଣ ସକାଶେ ବିଧାୟକ ଙ୍କ ପ୍ରସ୍ତୁତି ବୈଠକ |    (28-Aug-2026)       ||      ଶକ୍ତିଶ୍ରୀ ସେଲ ପକ୍ଷରୁ ଆଇନ ସଚେତନତା କର୍ମଶାଳା ପୋଲସରା ବିଜ୍ଞାନ ମହାବିଦ୍ୟାଳୟ ରେ ଅନୁଷ୍ଠିତ ||   (28-Aug-2026)       ||      "ନିଶାମୁକ୍ତ ଓଡିଶା ଅଭିଯାନ ` ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ପାଳିତ ||   (28-Aug-2026)       ||      2026 ର ଶ୍ରେଷ୍ଠ ଅଧକ୍ଷ ଭାବେ ଶାରଳା ସଂସ୍କୃତ ମହାବିଦ୍ୟାଳୟ ଅଧକ୍ଷଙ୍କୁ ସମ୍ମାନିତ |   (28-Aug-2026)       ||      ରୀତିନୀତି ଅନୁଯାୟୀ ଗହ୍ମାପର୍ବ ମାହାଳହାଟ ଜଗନ୍ନାଥ ମନ୍ଦିର ରେ ଅନୁଷ୍ଠିତ |   (28-Aug-2026)       ||      4ଦଶନ୍ଧି ଧରି ଅସୁବିଧା ରେ ଥିବା ବିସ୍ଥାପିତ ଙ୍କ ସମସ୍ୟା ର ସମାଧାନ କଲେ ମୁଖ୍ୟମନ୍ତ୍ରୀ ||   (28-Aug-2026)       ||      ବରଗଡ଼ ଜିଲ୍ଲା ର ମାଆ, ଝିଅ ନେପାଳ ବନ୍ୟା ରେ ନିଖୋଜ, ସ୍ୱାମୀ ସୁରକ୍ଷିତ ||   (28-Aug-2026)       ||      ରକ୍ଷାବନ୍ଧନ ରେ 120 ଭାଇ ହାତରେ ନିଶା ମୁକ୍ତ ପାଇଁ ରାକ୍ଷୀ ବାନ୍ଧିଲେ 120 ଭଉଣୀ ||   (28-Aug-2026)       ||      ଯାତ୍ରା କରୁଥିଲା ବେଳେ ହଠାଥ ପେଣ୍ଡେଲ ରେ ଅସୁସ୍ଥ ହୋଇ ପଡିଲେ ପିୟୁଷ ତ୍ରିପାଠୀ ||   (28-Aug-2026)       ||      ପାଇକ ମାଳ ରେ ରାଜ୍ୟ ସ୍ତରୀୟ ଗହ୍ମା ପୂର୍ଣ୍ଣିମା ମହୋତ୍ସବ ଅନୁଷ୍ଠିତ ||   (28-Aug-2026)       ||      ଗୋପପୁର ଆଶ୍ରମ ରେ ମହିମା ଧର୍ମ ର ବିରାଟ ଧାର୍ମିକ ସମାବେଶ ଅନୁଷ୍ଠିତ ||   (28-Aug-2026)       ||      ଗୋପପୁର ଆଶ୍ରମ ରେ ମହିମା ଧର୍ମ ର ବିରାଟ ଧାର୍ମିକ ସମାବେଶ ଅନୁଷ୍ଠିତ ||   (28-Aug-2026)       ||      ନେପାଳ ବନ୍ୟା ରେ ବହୁତ ଓଡ଼ିଆ ଙ୍କୁ ଠାବ ମଧ୍ୟରେ ଖୋର୍ଦ୍ଧା ର ଦୁଇ ଦମ୍ପତି ଏବେବି ନିଖୋଜ ||   (28-Aug-2026)       ||      ଜମି ମାଲିକ ଙ୍କ ଅଜାଣତ ରେ ବିକ୍ରି ହୋଇଗଲା ଜମି, ଦୁଇ ଜଣ ନିଲମ୍ବିତ ||   (27-Aug-2026)       ||      କୌଣସି କଥାରେ ଉତ୍ୟକ୍ତ ସ୍ୱାମୀ ସ୍ତ୍ରୀକୁ ହତ୍ୟା କରି ସେମଧ୍ୟ କଲେ ଆତ୍ମ ହତ୍ୟା ||   (27-Aug-2026)       ||     

ବ୍ଳକ ସ୍ତରୀୟ ସୁଭଦ୍ରା ଶକ୍ତି ପାରମ୍ପରିକ ଖାଦ୍ୟ ପ୍ରତିଯୋଗିତା |

10-Jun-2025

ବ୍ଳକ ସ୍ତରୀୟ ସୁଭଦ୍ରା ଶକ୍ତି ପାରମ୍ପରିକ ଖାଦ୍ୟ ପ୍ରତିଯୋଗିତା

ଓଡ଼ିଶା ଜନମତ, ପୋଲସରା, ସନ୍ତୋଷ କୁମାର ପଣ୍ଡା,

  ତା.୧୦/୦୬/୨୦୨୫:

 ଆଜି ପୋଲସରା ବ୍ଲକ୍ ଛକ ମାତୃଶକ୍ତି କଲ୍ୟାଣ ମଣ୍ଡପ ଠାରେ ବ୍ଲକ୍ ସ୍ତରୀୟ ସୁଭଦ୍ରା ଶକ୍ତି ପାରମ୍ପରିକ ଖାଦ୍ୟ ପ୍ରତିଯୋଗିତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ସିଡ଼ିପିଓ ତିଳୋତମା ରାଉତଙ୍କ ପ୍ରତ୍ୟକ୍ଷ ତତ୍ବାବଧାନରେ ଆୟୋଜିତ ପ୍ରତିଯୋଗିତାରେ ବ୍ଲକରୁ ୨୨ଗୋଟି ମହିଳା ସ୍ଵୟଂ ସହାୟିକା ଗୋଷ୍ଠୀ ଭାଗ ନେଇ ନିଜ ନିଜର ଓଡ଼ିଆ ପାରମ୍ପରିକ ବିଭିନ୍ନ ପ୍ରକାର ହସ୍ତ ତିଆରି ରନ୍ଧନ ଖାଦ୍ୟ ପ୍ରସ୍ତୁତ କରି ପ୍ରଦର୍ଶନୀ ଷ୍ଟଲ୍, ମାଧ୍ୟମରେ ପ୍ରଦର୍ଶନ କରିବାର ସୁଯୋଗ ପାଇଥିଲେ। ଏଥିରେ ସ୍ଥାନୀୟ ଗୋପବନ୍ଧୁ ହାଇସ୍କୁଲର ଶିକ୍ଷକ କଲ୍ୟାଣ ପ୍ରଧାନ ଓ ଶିକ୍ଷକ ସୂର୍ଯ୍ୟନାରାୟଣ ସାହୁଙ୍କ ସମେତ ଶିକ୍ଷୟତ୍ରୀ ରଶ୍ମିତା କୁମାରୀ ସାହୁ ତିନି ଜଣିଆ ବିଚାରକ ମଣ୍ଡଳୀ ଷ୍ଟଲ୍ ବୁଲି ଖାଦ୍ୟ ପ୍ରସ୍ତୁତ ପ୍ରଣାଳୀ ଓ ଗୁଣବତ୍ତା ବୁଝି ପଚାରି ବୁଝିଥିଲେ। ପରେ ପ୍ରତିଯୋଗିତାରେ ଭାଗନେଇ ପ୍ରଥମ ସ୍ଥାନ ଅଧିକାର କରିଥିବା ଓମ୍ 
ମା" ଶକ୍ତିମୟୀ ଗ୍ରୁପ୍ କଳମ୍ବ ଏଵଂ ଦ୍ୱିତୀୟ ସ୍ଥାନ ଅଧିକାର କରିଥିବା ମା" ମଙ୍ଗଳା ଗ୍ରୁପ୍ ମାଳତେନ୍ତୁଳିଆ ଏହି ଦୁଇ ଏସଏଚଜିକୁ ଆଗାମୀ ଦିନରେ ଆସିକା ଠାରେ ହେବାକୁ ଥିବା ଜିଲ୍ଲା ସ୍ତରୀୟ ପ୍ରତିଯୋଗିତାରେ ଭାଗ ନେବାକୁ ମନୋନୀତ କରାଯିବାପରେ ଅନୁଷ୍ଠିତ ପୁରସ୍କାର ବଣ୍ଟନ ସଭାରେ କଳମ୍ବ ମହିଳା ଗ୍ରୁପକୁ ପ୍ରଶଂସାପତ୍ର ସହ ପାଞ୍ଚହଜାର ଟଙ୍କା ବ୍ୟାଙ୍କ ଚେକ୍ ଏଵଂ  ମାଳତେନ୍ତୁଳିଆ ମହିଳା ଗ୍ରୁପକୁ  ଚାରିହଜାର ଟଙ୍କା ବ୍ୟାଙ୍କ୍ ଚେକ୍ ଆର୍ଥିକ ପୁରସ୍କାର ଦିଆଯାଇଥିଲା। ଏଥିସହ ବାକି ୨୦ ଗୋଟି ଅ°ଶଗ୍ରହଣକାରି ଗ୍ରୁପକୁ ମଧ୍ୟ ପ୍ରଶଂସାପତ୍ର ଦିଆଯାଇଥିଲା। କାର୍ଯ୍ୟକ୍ରମରେ ବିପିଏମ୍ ସସ୍ମିତା ଦାସ, ବ୍ଲକ୍ ସ°ଯୋଜକ ମିଶନଶକ୍ତିର ନିଳାଞ୍ଚଳ ସାହୁ ପ୍ରମୁଖଙ୍କ ସମେତ ଗ୍ରୁପ୍ ଗୁଡ଼ିକର ମହିଳା ଏଵଂ କାର୍ଯ୍ୟାଳୟର କର୍ମଚାରୀଗଣ ଉପସ୍ଥିତ ରହି ସହଯୋଗ କରିଥିଲେ। ଶେଷରେ ସ°ଯୋଜକ  ନିଳାଞ୍ଚଳ ସାହୁ କାର୍ଯ୍ୟକ୍ରମରେ ଯୋଗଦେଇଥିବା ସମସ୍ତଙ୍କୁ ଧନ୍ୟବାଦ୍ ଅର୍ପଣ କରିଥିଲେ।

News Comment

You Might Also Like

BACK TO TOP