Breaking News

ରାୟଗଡା ରେ ଭାରତୀୟ ମଜୁଦୁର ସଂଘ ର ରାଷ୍ଟ୍ରୀୟ ପର୍ଯ୍ୟାବରଣ ଦିବସ ପାଳିତ |   (28-Aug-2026)       ||      ମୁଖ୍ୟମନ୍ତ୍ରୀ ଙ୍କ ଦ୍ୱାରା ବାହୁଦା ବନ୍ଦର, ଓ ଶିଳ୍ପ ନିବେଶ ଦ୍ୱାରା ବଦଳିବ ଗରିବଙ୍କ ଭାଗ୍ୟ |   (28-Aug-2026)       ||      ରକ୍ଷା ବନ୍ଧନ ର ପୌରାଣିକ ମତ, ଓ ଶିକ୍ଷଣୀୟ କଥା |   (28-Aug-2026)       ||      ମନ୍ଦିର ସମନ୍ବିତ ଉର୍ନ୍ନତି କରଣ ସକାଶେ ବିଧାୟକ ଙ୍କ ପ୍ରସ୍ତୁତି ବୈଠକ |    (28-Aug-2026)       ||      ଶକ୍ତିଶ୍ରୀ ସେଲ ପକ୍ଷରୁ ଆଇନ ସଚେତନତା କର୍ମଶାଳା ପୋଲସରା ବିଜ୍ଞାନ ମହାବିଦ୍ୟାଳୟ ରେ ଅନୁଷ୍ଠିତ ||   (28-Aug-2026)       ||      "ନିଶାମୁକ୍ତ ଓଡିଶା ଅଭିଯାନ ` ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ପାଳିତ ||   (28-Aug-2026)       ||      2026 ର ଶ୍ରେଷ୍ଠ ଅଧକ୍ଷ ଭାବେ ଶାରଳା ସଂସ୍କୃତ ମହାବିଦ୍ୟାଳୟ ଅଧକ୍ଷଙ୍କୁ ସମ୍ମାନିତ |   (28-Aug-2026)       ||      ରୀତିନୀତି ଅନୁଯାୟୀ ଗହ୍ମାପର୍ବ ମାହାଳହାଟ ଜଗନ୍ନାଥ ମନ୍ଦିର ରେ ଅନୁଷ୍ଠିତ |   (28-Aug-2026)       ||      4ଦଶନ୍ଧି ଧରି ଅସୁବିଧା ରେ ଥିବା ବିସ୍ଥାପିତ ଙ୍କ ସମସ୍ୟା ର ସମାଧାନ କଲେ ମୁଖ୍ୟମନ୍ତ୍ରୀ ||   (28-Aug-2026)       ||      ବରଗଡ଼ ଜିଲ୍ଲା ର ମାଆ, ଝିଅ ନେପାଳ ବନ୍ୟା ରେ ନିଖୋଜ, ସ୍ୱାମୀ ସୁରକ୍ଷିତ ||   (28-Aug-2026)       ||      ରକ୍ଷାବନ୍ଧନ ରେ 120 ଭାଇ ହାତରେ ନିଶା ମୁକ୍ତ ପାଇଁ ରାକ୍ଷୀ ବାନ୍ଧିଲେ 120 ଭଉଣୀ ||   (28-Aug-2026)       ||      ଯାତ୍ରା କରୁଥିଲା ବେଳେ ହଠାଥ ପେଣ୍ଡେଲ ରେ ଅସୁସ୍ଥ ହୋଇ ପଡିଲେ ପିୟୁଷ ତ୍ରିପାଠୀ ||   (28-Aug-2026)       ||      ପାଇକ ମାଳ ରେ ରାଜ୍ୟ ସ୍ତରୀୟ ଗହ୍ମା ପୂର୍ଣ୍ଣିମା ମହୋତ୍ସବ ଅନୁଷ୍ଠିତ ||   (28-Aug-2026)       ||      ଗୋପପୁର ଆଶ୍ରମ ରେ ମହିମା ଧର୍ମ ର ବିରାଟ ଧାର୍ମିକ ସମାବେଶ ଅନୁଷ୍ଠିତ ||   (28-Aug-2026)       ||      ଗୋପପୁର ଆଶ୍ରମ ରେ ମହିମା ଧର୍ମ ର ବିରାଟ ଧାର୍ମିକ ସମାବେଶ ଅନୁଷ୍ଠିତ ||   (28-Aug-2026)       ||      ନେପାଳ ବନ୍ୟା ରେ ବହୁତ ଓଡ଼ିଆ ଙ୍କୁ ଠାବ ମଧ୍ୟରେ ଖୋର୍ଦ୍ଧା ର ଦୁଇ ଦମ୍ପତି ଏବେବି ନିଖୋଜ ||   (28-Aug-2026)       ||      ଜମି ମାଲିକ ଙ୍କ ଅଜାଣତ ରେ ବିକ୍ରି ହୋଇଗଲା ଜମି, ଦୁଇ ଜଣ ନିଲମ୍ବିତ ||   (27-Aug-2026)       ||      କୌଣସି କଥାରେ ଉତ୍ୟକ୍ତ ସ୍ୱାମୀ ସ୍ତ୍ରୀକୁ ହତ୍ୟା କରି ସେମଧ୍ୟ କଲେ ଆତ୍ମ ହତ୍ୟା ||   (27-Aug-2026)       ||      ବେଗୁନିଆପଡା ଶାଳବଣ ଠାରେ ଯୁବକ ଙ୍କୁ ମରଣାନ୍ତକ ଆକ୍ରମଣ |   (27-Aug-2026)       ||      ତେଜୋ ରାତି ଦୋକାନରୁ ମଦ ଜବତ କରି ଦୁଇ ଜଣଙ୍କୁ ଗିରଫ କଲା ପୋଲିସ |   (27-Aug-2026)       ||     

ପୋଲସରା ବ୍ଳକ ତିନି ପଞ୍ଚାୟତ ରେ ବିକାଶ ରଥର ଶୁଭାରମ୍ଭ |

12-Jun-2025

ପୋଲସରା ବ୍ଲକ୍ ତିନି ପଞ୍ଚାୟତରେ ବିକାଶ ବାହନ ରଥର ଶୁଭାରମ୍ଭ। 

ଓଡ଼ିଶା ଜନମତ, ପୋଲସରା, ସନ୍ତୋଷ କୁମାର ପଣ୍ଡା 
ତା.୧୨/୦୬/୨୫ :

ପୋଲସରା ବ୍ଲକ ବନ୍ଥପଲ୍ଲୀ , ମଥୁରା ଓ ଯେ. ଡେଙ୍ଗାପଦର ଏହି ତିନି ପଞ୍ଚାୟତରେ ସରକାରଙ୍କ ବିକାଶ ବାହନ ସଚେତନତା ରଥର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି।ଏହି ତିନି ପଞ୍ଚାୟତର କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ପୋଲସରା ଗୋଷ୍ଠୀ ଉନ୍ନୟନ ଅଧିକାରୀ ଶଶିଭୂଷଣ ମହାପାତ୍ର ଓ ତହସିଲଦାର ଦିପ୍ତିମୟୀ ପାତ୍ର ଯୋଗଦାନ ପୂର୍ବକ ପତକା ଦେଖାଇ କାର୍ଯ୍ୟକ୍ରମ ଶୁଭାରମ୍ଭ କରିଥିଲେ।ସରକାରଙ୍କ ଏକ ବର୍ଷ ପୂର୍ତ୍ତି ଅବସରରେ ସରକାରଙ୍କ ବିଭିନ୍ନ ଯୋଜନାର ସଫଳତାକୁ ନେଇ ବିକାଶ ବାହନ ରଥ ତିନି ପଞ୍ଚାୟତର ସମସ୍ତ ଗ୍ରାମ ପରିକ୍ରମା କରିବାସହ  ଭିଡିଓ ମାଧ୍ଯମରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ବାର୍ତ୍ତା ପ୍ରଦାନ କରାଯାଇଥିଲା। ଏହି ରଥକୁ ତିନି ପଞ୍ଚାୟତର ମହିଳା ମାନଙ୍କଦ୍ଵାରା  ପାରମ୍ପରିକ ପୂର୍ଣ୍ଣ କୁମ୍ଭ ସ୍ଥାପନ କରାଯାଇ ହୁଳହୁଳି ସହିତ ଘଣ୍ଟ ମୃଦଙ୍ଗ  ତାଳେ ତାଳେ ପୁଷ୍ପବର୍ଷା  କରାଯାଇ ସ୍ବାଗତ କରାଯାଇଥିଲା। ଏହି ଅବସରରେ ତିନି ପଞ୍ଚାୟତର ଯୋଗ୍ୟ ହିତାଧିକାରୀମାନଙ୍କୁ   ଅତିଥିବୃନ୍ଦ  ଭତ୍ତା, ଆୟୁଷ୍ମାନ କାର୍ଡ,ରାସନ କାର୍ଡ, ଅନ୍ତଦୋୟ କାର୍ଡ, ଶ୍ରମିକ କାର୍ଡ, ପ୍ରଧାନମନ୍ତ୍ରୀ ଆବାସ ଯୋଜନା, ପ୍ରଧାନମନ୍ତ୍ରୀ ଓ ମୁଖ୍ୟମନ୍ତ୍ରୀ କୃଷକ,ବୟବୃଦ୍ଧ ସ୍ବାସ୍ଥ୍ୟ କାର୍ଡ ଓ ପଟା ବଣ୍ଟନ କରିଥିଲେ। ଏହି ତିନିଗୋଟି କାର୍ଯ୍ୟକ୍ରମକୁ ବନ୍ଥପଲ୍ଲୀ ସରପଞ୍ଚ ପବିତ୍ର ରାଉତ, ମଥୁରା ସରପଞ୍ଚ ସୁନିତା ବେହେରା ଓ ଯେ. ଡେଙ୍ଗାପଦର ସରପଞ୍ଚ ପିତାମ୍ବର ବେହେରା ପ୍ରମୁଖ ଉପସ୍ଥିତ ରହି  କାର୍ଯ୍ୟକ୍ରମକୁ ସୁଚାରୁରୂପେ ସମ୍ପାଦନ କରିବାର ଦେଖିବାକୁ ମିଳିଥିଲା। କାର୍ଯ୍ୟକ୍ରମରେ ଯୋଗାଣ ଅଧିକାରୀ ସନ୍ଦିପ କୁମାର ବେହେରା,ଜିପିଡିଓ ଅସିମା ବେହେରା,ବିପିଏମ ଶଶ୍ମିତା ଦାସ, ବିଏଲଏଫ ଗଙ୍ଗାଧର ମିଶ୍ର, ମଥୁରା ରାଜସ୍ବ ନୀରିକ୍ଷକ କଳ୍ପନା ସେଠୀ, ପଞ୍ଚାୟତ ପିଈଓ ପ୍ରବିଣ କୁମାର ଗୌଡ଼ ଓ ଭଗବାନ ବେହେରା ଏବଂ ତିନି ପଞ୍ଚାୟତ ଗୁଡ଼ିକର ଅଙ୍ଗନବାଡ଼ି କର୍ମୀ ଓ ସୁପରଭାଇଜର ସମେତ  କର୍ମଚାରୀମାନେ ଉପସ୍ଥିତ ରହି ସହଯୋଗ କରିଥିଲେ।

News Comment

You Might Also Like

BACK TO TOP