Breaking News

ମନ୍ଦିର ସମନ୍ବିତ ଉର୍ନ୍ନତି କରଣ ସକାଶେ ବିଧାୟକ ଙ୍କ ପ୍ରସ୍ତୁତି ବୈଠକ |    (28-Aug-2026)       ||      ଶକ୍ତିଶ୍ରୀ ସେଲ ପକ୍ଷରୁ ଆଇନ ସଚେତନତା କର୍ମଶାଳା ପୋଲସରା ବିଜ୍ଞାନ ମହାବିଦ୍ୟାଳୟ ରେ ଅନୁଷ୍ଠିତ ||   (28-Aug-2026)       ||      "ନିଶାମୁକ୍ତ ଓଡିଶା ଅଭିଯାନ ` ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ପାଳିତ ||   (28-Aug-2026)       ||      2026 ର ଶ୍ରେଷ୍ଠ ଅଧକ୍ଷ ଭାବେ ଶାରଳା ସଂସ୍କୃତ ମହାବିଦ୍ୟାଳୟ ଅଧକ୍ଷଙ୍କୁ ସମ୍ମାନିତ |   (28-Aug-2026)       ||      ରୀତିନୀତି ଅନୁଯାୟୀ ଗହ୍ମାପର୍ବ ମାହାଳହାଟ ଜଗନ୍ନାଥ ମନ୍ଦିର ରେ ଅନୁଷ୍ଠିତ |   (28-Aug-2026)       ||      4ଦଶନ୍ଧି ଧରି ଅସୁବିଧା ରେ ଥିବା ବିସ୍ଥାପିତ ଙ୍କ ସମସ୍ୟା ର ସମାଧାନ କଲେ ମୁଖ୍ୟମନ୍ତ୍ରୀ ||   (28-Aug-2026)       ||      ବରଗଡ଼ ଜିଲ୍ଲା ର ମାଆ, ଝିଅ ନେପାଳ ବନ୍ୟା ରେ ନିଖୋଜ, ସ୍ୱାମୀ ସୁରକ୍ଷିତ ||   (28-Aug-2026)       ||      ରକ୍ଷାବନ୍ଧନ ରେ 120 ଭାଇ ହାତରେ ନିଶା ମୁକ୍ତ ପାଇଁ ରାକ୍ଷୀ ବାନ୍ଧିଲେ 120 ଭଉଣୀ ||   (28-Aug-2026)       ||      ଯାତ୍ରା କରୁଥିଲା ବେଳେ ହଠାଥ ପେଣ୍ଡେଲ ରେ ଅସୁସ୍ଥ ହୋଇ ପଡିଲେ ପିୟୁଷ ତ୍ରିପାଠୀ ||   (28-Aug-2026)       ||      ପାଇକ ମାଳ ରେ ରାଜ୍ୟ ସ୍ତରୀୟ ଗହ୍ମା ପୂର୍ଣ୍ଣିମା ମହୋତ୍ସବ ଅନୁଷ୍ଠିତ ||   (28-Aug-2026)       ||      ଗୋପପୁର ଆଶ୍ରମ ରେ ମହିମା ଧର୍ମ ର ବିରାଟ ଧାର୍ମିକ ସମାବେଶ ଅନୁଷ୍ଠିତ ||   (28-Aug-2026)       ||      ଗୋପପୁର ଆଶ୍ରମ ରେ ମହିମା ଧର୍ମ ର ବିରାଟ ଧାର୍ମିକ ସମାବେଶ ଅନୁଷ୍ଠିତ ||   (28-Aug-2026)       ||      ନେପାଳ ବନ୍ୟା ରେ ବହୁତ ଓଡ଼ିଆ ଙ୍କୁ ଠାବ ମଧ୍ୟରେ ଖୋର୍ଦ୍ଧା ର ଦୁଇ ଦମ୍ପତି ଏବେବି ନିଖୋଜ ||   (28-Aug-2026)       ||      ଜମି ମାଲିକ ଙ୍କ ଅଜାଣତ ରେ ବିକ୍ରି ହୋଇଗଲା ଜମି, ଦୁଇ ଜଣ ନିଲମ୍ବିତ ||   (27-Aug-2026)       ||      କୌଣସି କଥାରେ ଉତ୍ୟକ୍ତ ସ୍ୱାମୀ ସ୍ତ୍ରୀକୁ ହତ୍ୟା କରି ସେମଧ୍ୟ କଲେ ଆତ୍ମ ହତ୍ୟା ||   (27-Aug-2026)       ||      ବେଗୁନିଆପଡା ଶାଳବଣ ଠାରେ ଯୁବକ ଙ୍କୁ ମରଣାନ୍ତକ ଆକ୍ରମଣ |   (27-Aug-2026)       ||      ତେଜୋ ରାତି ଦୋକାନରୁ ମଦ ଜବତ କରି ଦୁଇ ଜଣଙ୍କୁ ଗିରଫ କଲା ପୋଲିସ |   (27-Aug-2026)       ||      ସିନ୍ଧୁ -ଉର୍ମି ସାହିତ୍ୟ ସଂସଦ ଦ୍ୱାରା ରାକ୍ଷୀ ପୂର୍ଣ୍ଣିମା ପାଳିତ |    (27-Aug-2026)       ||      ରକ୍ଷା ବନ୍ଧନ କାର୍ଯ୍ୟକ୍ରମ ଶ୍ରୀ ଶ୍ରୀ ସ୍ୱାମୀ ଚିଦାନନ୍ଦ ସରସ୍ବତୀ ଶିଶୁମନ୍ଦିର ପ୍ରାଙ୍ଗଣ ରେ ଅନୁଷ୍ଠିତ |    (27-Aug-2026)       ||      ରାୟଗଡା ପେଣ୍ଟା ଶିବ ମନ୍ଦିର ଚୋରି ଘଟଣା ର ଫର୍ଦ୍ଦାଫାସ କଲା ଚାନ୍ଦିଲି ପୋଲିସ |    (27-Aug-2026)       ||     

ଶେରଗଡ଼ ରେ ଓ ୟୁ ଯେ ଗଞ୍ଜାମ ଜିଲ୍ଲା କାର୍ଯ୍ୟ କାରିଣୀ ବୈଠକ ଅନୁଷ୍ଠିତ |

13-Jun-2025

ଶେରଗଡରେ ଓୟୁଜେ ଗଞ୍ଜାମ ଜିଲ୍ଲା  କାର୍ଯ୍ୟକାରିଣୀ ବୈଠକ।

ଓଡ଼ିଶା ଜନମତ,ପୋଲସରା, ସନ୍ତୋଷ କୁମାର ପଣ୍ଡା 
  ୧୩/୦୬/୨୦୨୫  ;

:ଆଜି ଗଂଜାମ ଜିଲ୍ଲା  ଶେରଗଡ଼  ଠାରେ ଓୟୁଜେ ଶେରଗଡ ଶାଖା ପକ୍ଷରୁ ସ୍ଥାନୀୟ ପୂର୍ତ୍ତ ବିଭାଗ ଡାକବଙ୍ଗଳା ଠାରେ ଓୟୁଜେ ଗଞ୍ଜାମ ଜିଲ୍ଲା କାର୍ଯ୍ୟକାରିଣୀ ବୈଠକ  ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକ ଓୟୁଜେ ଗଞ୍ଜାମ ଜିଲ୍ଲା ସମ୍ପାଦକ ମେଘନାଦ ଦାସଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଅନୁଷ୍ଠିତ ହୋଇଥିଲା। ବୈଠକରେ ଓୟୁଜେ ଗଞ୍ଜାମ ଜିଲ୍ଲା  ସଭାପତି ସଦାଶିବ ପଣ୍ଡା ମୁଖ୍ୟ ଅତିଥିଭାବେ ଯୋଗଦେଇ ଅଧ୍ୟକ୍ଷତା କରିଥିବାବେଳେ ଅନ୍ୟତମ ଅତିଥିଭାବେ ପୂର୍ବତନ ଜିଲ୍ଲା ସଭାପତି ତଥା ମୁଖ୍ୟ ଉପଦେଷ୍ଠା  ପ୍ରକାଶ ଚନ୍ଦ୍ର ପାଣିଗ୍ରାହୀ ଓ ପୂର୍ବତନ ଜିଲ୍ଲା ସଭାପତି ତଥା ଉପଦେଷ୍ଠା ହରିହର ପାତ୍ର ଦ୍ୱୟ ମାର୍ଗଦର୍ଶନ ଦେଇଥିବାବେଳେ ଅନ୍ୟତମ ଅତିଥିଭାବେ ଏଵଂ ଜିଲ୍ଲା ଉପସଭାପତି ଏ.ରାଜାରାଓ, ଜିଲ୍ଲା ସାଧାରଣ ସମ୍ପାଦକ ସନ୍ତୋଷ କୁମାର ମିଶ୍ର, ଜିଲ୍ଲା ସମ୍ପାଦକ ସନ୍ତୋଷ କୁମାର ପଣ୍ଡା, ରାଜ୍ୟ କାର୍ଯ୍ୟକାରିଣୀ ସଭ୍ୟ ଅଶୋକ କୁମାର ମହାଙ୍କୁଡ଼ ପ୍ରମୁଖଙ୍କ ସମେତ ଦ୍ୟୁଟିକୃଷ୍ଣ ପଣ୍ଡା, ଅର୍ଜୁନ କୁମାର ପଣ୍ଡା, ରାଜୀବ ଲୋଚନ ମିଶ୍ର, ଅରୁଣ କୁମାର ପଣ୍ଡା, ଏଲ. ସୁଦାମ ଦାସ, କେ. ସୁମିତ୍ରା ପାତ୍ର, ସୁଭାଷ ଚନ୍ଦ୍ର ପାଢ଼ୀ, ବାଳକୃଷ୍ଣ ପଟ୍ଟନାୟକ, କ୍ଷୀରୋଦ ଚନ୍ଦ୍ର ସାହୁ, ରମେଶ ଚନ୍ଦ୍ର ପ୍ରଧାନ ପ୍ରମୁଖ କାର୍ଯ୍ୟକାରିଣୀ ସଦସ୍ୟଙ୍କ  ସମେତ ଆହୁରି ଅନେକ ଗଣମାଧ୍ୟମ ପ୍ରତିନିଧିମାନେ ଉପସ୍ଥିତ ଥିଲେ।
ଶେଷରେ ସମ୍ପାଦକ ତଥା କାର୍ଯ୍ୟ ଦିବସର ଆବାହକ ଭାବେ ଦାୟିତ୍ଵ ସୁଚାରୁରୁପେ ତୁଲାଇଥିବା ମେଘନାଦ ଦାସ ଉପସ୍ଥିତ ସମସ୍ତ ବ୍ୟକ୍ତିବିଶେଷଙ୍କୁ ଶାଖା ତରଫରୁ ଆନ୍ତରିକ ଧନ୍ୟବାଦ୍ ଏଵଂ କୃତଜ୍ଞତା ଜଣାଇଥିଲେ।

News Comment

You Might Also Like

BACK TO TOP