Breaking News

ଶକ୍ତିଶ୍ରୀ ସେଲ ପକ୍ଷରୁ ଆଇନ ସଚେତନତା କର୍ମଶାଳା ପୋଲସରା ବିଜ୍ଞାନ ମହାବିଦ୍ୟାଳୟ ରେ ଅନୁଷ୍ଠିତ ||   (28-Aug-2026)       ||      "ନିଶାମୁକ୍ତ ଓଡିଶା ଅଭିଯାନ ` ସରକାରୀ ଉଚ୍ଚ ବିଦ୍ୟାଳୟ ପରିସରରେ ପାଳିତ ||   (28-Aug-2026)       ||      2026 ର ଶ୍ରେଷ୍ଠ ଅଧକ୍ଷ ଭାବେ ଶାରଳା ସଂସ୍କୃତ ମହାବିଦ୍ୟାଳୟ ଅଧକ୍ଷଙ୍କୁ ସମ୍ମାନିତ |   (28-Aug-2026)       ||      ରୀତିନୀତି ଅନୁଯାୟୀ ଗହ୍ମାପର୍ବ ମାହାଳହାଟ ଜଗନ୍ନାଥ ମନ୍ଦିର ରେ ଅନୁଷ୍ଠିତ |   (28-Aug-2026)       ||      4ଦଶନ୍ଧି ଧରି ଅସୁବିଧା ରେ ଥିବା ବିସ୍ଥାପିତ ଙ୍କ ସମସ୍ୟା ର ସମାଧାନ କଲେ ମୁଖ୍ୟମନ୍ତ୍ରୀ ||   (28-Aug-2026)       ||      ବରଗଡ଼ ଜିଲ୍ଲା ର ମାଆ, ଝିଅ ନେପାଳ ବନ୍ୟା ରେ ନିଖୋଜ, ସ୍ୱାମୀ ସୁରକ୍ଷିତ ||   (28-Aug-2026)       ||      ରକ୍ଷାବନ୍ଧନ ରେ 120 ଭାଇ ହାତରେ ନିଶା ମୁକ୍ତ ପାଇଁ ରାକ୍ଷୀ ବାନ୍ଧିଲେ 120 ଭଉଣୀ ||   (28-Aug-2026)       ||      ଯାତ୍ରା କରୁଥିଲା ବେଳେ ହଠାଥ ପେଣ୍ଡେଲ ରେ ଅସୁସ୍ଥ ହୋଇ ପଡିଲେ ପିୟୁଷ ତ୍ରିପାଠୀ ||   (28-Aug-2026)       ||      ପାଇକ ମାଳ ରେ ରାଜ୍ୟ ସ୍ତରୀୟ ଗହ୍ମା ପୂର୍ଣ୍ଣିମା ମହୋତ୍ସବ ଅନୁଷ୍ଠିତ ||   (28-Aug-2026)       ||      ଗୋପପୁର ଆଶ୍ରମ ରେ ମହିମା ଧର୍ମ ର ବିରାଟ ଧାର୍ମିକ ସମାବେଶ ଅନୁଷ୍ଠିତ ||   (28-Aug-2026)       ||      ଗୋପପୁର ଆଶ୍ରମ ରେ ମହିମା ଧର୍ମ ର ବିରାଟ ଧାର୍ମିକ ସମାବେଶ ଅନୁଷ୍ଠିତ ||   (28-Aug-2026)       ||      ନେପାଳ ବନ୍ୟା ରେ ବହୁତ ଓଡ଼ିଆ ଙ୍କୁ ଠାବ ମଧ୍ୟରେ ଖୋର୍ଦ୍ଧା ର ଦୁଇ ଦମ୍ପତି ଏବେବି ନିଖୋଜ ||   (28-Aug-2026)       ||      ଜମି ମାଲିକ ଙ୍କ ଅଜାଣତ ରେ ବିକ୍ରି ହୋଇଗଲା ଜମି, ଦୁଇ ଜଣ ନିଲମ୍ବିତ ||   (27-Aug-2026)       ||      କୌଣସି କଥାରେ ଉତ୍ୟକ୍ତ ସ୍ୱାମୀ ସ୍ତ୍ରୀକୁ ହତ୍ୟା କରି ସେମଧ୍ୟ କଲେ ଆତ୍ମ ହତ୍ୟା ||   (27-Aug-2026)       ||      ବେଗୁନିଆପଡା ଶାଳବଣ ଠାରେ ଯୁବକ ଙ୍କୁ ମରଣାନ୍ତକ ଆକ୍ରମଣ |   (27-Aug-2026)       ||      ତେଜୋ ରାତି ଦୋକାନରୁ ମଦ ଜବତ କରି ଦୁଇ ଜଣଙ୍କୁ ଗିରଫ କଲା ପୋଲିସ |   (27-Aug-2026)       ||      ସିନ୍ଧୁ -ଉର୍ମି ସାହିତ୍ୟ ସଂସଦ ଦ୍ୱାରା ରାକ୍ଷୀ ପୂର୍ଣ୍ଣିମା ପାଳିତ |    (27-Aug-2026)       ||      ରକ୍ଷା ବନ୍ଧନ କାର୍ଯ୍ୟକ୍ରମ ଶ୍ରୀ ଶ୍ରୀ ସ୍ୱାମୀ ଚିଦାନନ୍ଦ ସରସ୍ବତୀ ଶିଶୁମନ୍ଦିର ପ୍ରାଙ୍ଗଣ ରେ ଅନୁଷ୍ଠିତ |    (27-Aug-2026)       ||      ରାୟଗଡା ପେଣ୍ଟା ଶିବ ମନ୍ଦିର ଚୋରି ଘଟଣା ର ଫର୍ଦ୍ଦାଫାସ କଲା ଚାନ୍ଦିଲି ପୋଲିସ |    (27-Aug-2026)       ||      ବିପୁଳ ସୁନା ରୁପା ଜବତ ସହ ଦୁଇ ଜଣଙ୍କୁ ଅଟକରଖି ବଲାଙ୍ଗୀର ପୋଲିସ ର ଖରଯୋଡ଼ା ଗାଁରେଚଢ଼ାଉ ||   (27-Aug-2026)       ||     

ଘୁମୁସର ଜିଲ୍ଲା ପୋଲସରା ନିର୍ବାଚନ ମଣ୍ଡଳୀ ବିଜେପିର 7ଜଣିଆ ମଣ୍ଡଳ ସଭାପତି ଘୋଷଣା |

15-Jun-2025

ଘୁମୁସର ଜିଲ୍ଲା ପୋଲସରା ନିର୍ବାଚନ ମଣ୍ଡଳୀ ବିଜେପିର ୭ ଜଣିଆ ମଣ୍ଡଳ ସଭାପତିଙ୍କ ନାମ ପ୍ରକାଶ। ହାତୀଓଟ ମଣ୍ଡଳ ସଭାପତି ଭାବେ ପ୍ରଶାନ୍ତ ପ୍ରଧାନ ମନୋନୀତ।

ଓଡ଼ିଶା ଜନମତ, ପୋଲସରା, ସନ୍ତୋଷ କୁମାର ପଣ୍ଡା 

  ତା.୧୫/୦୬/୨୦୨୫:

 ଦଳର ସାଂଗଠନିକ ମଜଭୁତ ସହ ଆଗାମୀ ପଞ୍ଚାୟତ ନିର୍ବାଚନକୁ ଦୃଷ୍ଟି ଆଗରେ ରଖି ଘୁମୁସର ଜିଲ୍ଲା ଅନ୍ତର୍ଗତ ଭାରତୀୟ ଜନତା ପାର୍ଟିର ସାଙ୍ଗଠନିକ ଜିଲ୍ଲା ଭଂଜନଗର (ଗଂଜାମ) ପକ୍ଷରୁ ପୋଲସରା ନିର୍ବାଚନ ମଣ୍ଡଳୀ ପାଇଁ ୭ ଜଣିଆ ମଣ୍ଡଳ ସଭାପତିଙ୍କ ନାମ ଘୋଷଣା କରାଯାଇଥିବା ଜଣାପଡ଼ିଛି। ପାର୍ଟି ସଂଗଠନ ପର୍ବ-୨୦୨୪ ସୂଚନା ପ୍ରକାରେ ନିକଟରେ ଅନୁଷ୍ଠିତ ହୋଇଥିବା ଦଳୀୟ ସଙ୍ଗଠନ ପର୍ବ-୨୦୨୫ ଅନୁସାରେ ଏକ ନିର୍ବାଚନ ହୋଇଥିଲା। ଏହି ନିର୍ବାଚନରେ ପୋଲସରା ନିର୍ବାଚନ ମଣ୍ଡଳୀର ହାତୀଓଟ ମଣ୍ଡଳ ସଭାପତି ଭାବେ ପୂର୍ବତନ କଳମ୍ବ ପଞ୍ଚାୟତ ସରପଞ୍ଚ ପ୍ରଶାନ୍ତ କୁମାର ପ୍ରଧାନ ଓ ମଥୁରା ମଣ୍ଡଳ ସଭାପତି ଭାବେ କୃଷ୍ଣଚନ୍ଦ୍ର ଜେନା ଏବଂ ବୁଗୁଡ଼ା 
ଏନ୍.ଏ.ସି. ମଣ୍ଡଳ ସଭାପତି ଭାବେ କେଦାର ନାଥ ମହାରଣା ଓ ମାଣିତରା ମଣ୍ଡଳ ସଭାପତି ଭାବେ କାର୍ତ୍ତିକ କୁମାର ମଙ୍ଗଳା, କରଚୁଲି ମଣ୍ଡଳ ସଭାପତି ଭାବେ ସୁନୀଲ ପ୍ରଧାନ ଏଵଂ ସୋରଡ଼ା ନିର୍ବାଚନ ମଣ୍ଡଳୀର ବେଲଗୁଣ୍ଠା ଏନ୍.ଏ.ସି. ମଣ୍ଡଳ ସଭାପତି ଭାବେ ନାରାୟଣ ସାହୁ ପ୍ରମୁଖଙ୍କୁ ମନୋନୀତ କରାଯାଇ ଦାୟିତ୍ଵ ପ୍ରଦାନ କରାଯାଇଛି। ତେବେ ଦଳ ତରଫରୁ ବିଶ୍ୱାସ ରଖାଯାଇ ଏଭଳି ଗୁରୁତ୍ଵପୂର୍ଣ୍ଣ 
ମଣ୍ଡଳ ସଭାପତି ପଦବୀ ପାଇଁ ଯୋଗ୍ୟ ବ୍ୟକ୍ତିଭାବେ ଗୁରୁଦାୟିତ୍ଵ  ଦଳ ତରଫରୁ ଦିଆଯାଇଥିବାରୁ ପ୍ରଥମକରି ନୂତନ ଭାବେ ମଣ୍ଡଳ ସଭାପତି ପଦ ଅଳ°କୃତ କରିଥିବା ପ୍ରଶାନ୍ତ କୁମାର ପ୍ରଧାନ ପୋଲସରା ବିଧାୟକ ତଥା ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକଙ୍କ ସମେତ ଆସ୍କା ସାଂସଦ ଅନିତା ଶୁଭଦର୍ଶିନୀ ପଟ୍ଟନାୟକ ଭଂଜନଗର ଜିଲ୍ଳା ସଭାପତି ନୀଳମାଧବ ପାତ୍ର ଏବଂ ଦଳର ଅନ୍ୟ ସମସ୍ତ କର୍ମକର୍ତ୍ତା ଓ ଶୁଭେଚ୍ଛୁ ମାନଙ୍କୁ ବ୍ୟକ୍ତିଗତ ଭାବେ ଆନ୍ତରିକ  ଧନ୍ୟବାଦ୍ ସହ କୃତଞ୍ଜତା ଜଣାଇଥିବାବେଳେ ଦଳର ଉନ୍ନତି ସକାଶେ ଯଥାସାଧ୍ୟ ଚେଷ୍ଠା କରିବେ ବୋଲି ପ୍ରତିଶୃତି ଦେଇଛନ୍ତି।

News Comment

You Might Also Like

BACK TO TOP