Breaking News

ପାଇକ ମାଳ ରେ ରାଜ୍ୟ ସ୍ତରୀୟ ଗହ୍ମା ପୂର୍ଣ୍ଣିମା ମହୋତ୍ସବ ଅନୁଷ୍ଠିତ ||   (28-Aug-2026)       ||      ଗୋପପୁର ଆଶ୍ରମ ରେ ମହିମା ଧର୍ମ ର ବିରାଟ ଧାର୍ମିକ ସମାବେଶ ଅନୁଷ୍ଠିତ ||   (28-Aug-2026)       ||      ଗୋପପୁର ଆଶ୍ରମ ରେ ମହିମା ଧର୍ମ ର ବିରାଟ ଧାର୍ମିକ ସମାବେଶ ଅନୁଷ୍ଠିତ ||   (28-Aug-2026)       ||      ନେପାଳ ବନ୍ୟା ରେ ବହୁତ ଓଡ଼ିଆ ଙ୍କୁ ଠାବ ମଧ୍ୟରେ ଖୋର୍ଦ୍ଧା ର ଦୁଇ ଦମ୍ପତି ଏବେବି ନିଖୋଜ ||   (28-Aug-2026)       ||      ଜମି ମାଲିକ ଙ୍କ ଅଜାଣତ ରେ ବିକ୍ରି ହୋଇଗଲା ଜମି, ଦୁଇ ଜଣ ନିଲମ୍ବିତ ||   (27-Aug-2026)       ||      କୌଣସି କଥାରେ ଉତ୍ୟକ୍ତ ସ୍ୱାମୀ ସ୍ତ୍ରୀକୁ ହତ୍ୟା କରି ସେମଧ୍ୟ କଲେ ଆତ୍ମ ହତ୍ୟା ||   (27-Aug-2026)       ||      ବେଗୁନିଆପଡା ଶାଳବଣ ଠାରେ ଯୁବକ ଙ୍କୁ ମରଣାନ୍ତକ ଆକ୍ରମଣ |   (27-Aug-2026)       ||      ତେଜୋ ରାତି ଦୋକାନରୁ ମଦ ଜବତ କରି ଦୁଇ ଜଣଙ୍କୁ ଗିରଫ କଲା ପୋଲିସ |   (27-Aug-2026)       ||      ସିନ୍ଧୁ -ଉର୍ମି ସାହିତ୍ୟ ସଂସଦ ଦ୍ୱାରା ରାକ୍ଷୀ ପୂର୍ଣ୍ଣିମା ପାଳିତ |    (27-Aug-2026)       ||      ରକ୍ଷା ବନ୍ଧନ କାର୍ଯ୍ୟକ୍ରମ ଶ୍ରୀ ଶ୍ରୀ ସ୍ୱାମୀ ଚିଦାନନ୍ଦ ସରସ୍ବତୀ ଶିଶୁମନ୍ଦିର ପ୍ରାଙ୍ଗଣ ରେ ଅନୁଷ୍ଠିତ |    (27-Aug-2026)       ||      ରାୟଗଡା ପେଣ୍ଟା ଶିବ ମନ୍ଦିର ଚୋରି ଘଟଣା ର ଫର୍ଦ୍ଦାଫାସ କଲା ଚାନ୍ଦିଲି ପୋଲିସ |    (27-Aug-2026)       ||      ବିପୁଳ ସୁନା ରୁପା ଜବତ ସହ ଦୁଇ ଜଣଙ୍କୁ ଅଟକରଖି ବଲାଙ୍ଗୀର ପୋଲିସ ର ଖରଯୋଡ଼ା ଗାଁରେଚଢ଼ାଉ ||   (27-Aug-2026)       ||      ମୁଖ୍ୟମନ୍ତ୍ରୀ ବସ ପଡିଗଲା ମେଗା ପ୍ରକଳ୍ପ ପାଇଁ ଖୋଳା ଯାଇଥିବା ଗାତ ରେ |    (27-Aug-2026)       ||      କଲ୍ୟାଣ ସିଂହପୁର ବ୍ଲକରେ ପଞ୍ଜିକରଣ ଅବ୍ୟବସ୍ଥାରେ ହନ୍ତ ସନ୍ତ ଚାଷୀ ||   (27-Aug-2026)       ||      ଶିକ୍ଷନୁଷ୍ଠାନ ରୁ 75 ଲକ୍ଷରୁ ଉର୍ଦ୍ଧ ଟଙ୍କା ହେର ଫେର କରି ଭିଜିଲାନ୍ସ ଦ୍ୱାରା ଗିରଫ ହେଲେ କଲେଜ ଅଧ୍ୟାପକ ||   (27-Aug-2026)       ||      ତଳ କୋର୍ଟ ରେ ଫାଶୀ ଦଣ୍ଡ ପାଇଥିବା ଆସାମୀକୁ ଜୀବନ ଦାନ ଡେଇ 35 ବର୍ଷ ସଜ୍ଜା ଦେଲେ ହାଇକୋର୍ଟ |    (27-Aug-2026)       ||      ଡକାୟତି ଯୋଜନା କୁ ପଣ୍ଡ କଲା କଟକଚାଉଳିଆ ଗଞ୍ଜ ପୋଲିସ |    (27-Aug-2026)       ||      ରାଜ୍ୟର ସର୍ବଶ୍ରେଷ୍ଟ ଏନଏସି ରୂପେ ମାନ୍ୟତା ପାଇଲା ଆଠଗଡ଼ ବିଜ୍ଞାପିତ ଅଞ୍ଚଳ ପରିଷଦ |    (27-Aug-2026)       ||      ଧାନ ମଣ୍ଡିରେ ଚାଷୀ ଙ୍କ ନାମ ପଞ୍ଜିକରଣ ହେଉ ନଥିବାରୁ ନବ ନିର୍ମାଣ କୃଷକ ସଂଘ ର ଆନ୍ଦୋଳନ ଦାବି ||   (27-Aug-2026)       ||      ଅଚାନକ ନେପାଳ ବନ୍ୟା ରେ 160 ମୃତ ଓ 750 ନିଖୋଜ, ଉଦ୍ଧାର କାର୍ଯ୍ୟ ଜାରି |   (27-Aug-2026)       ||     

ବୁଗୁଡ଼ା ଏନଏସି ରେ ବିକାଶ ମେଳା ସହ 18 ଗୋଟି ପ୍ରକଳ୍ପ ର ଶିଳାନ୍ୟାସ ||

19-Jun-2025

ବୁଗୁଡ଼ା ଏନଏସି ରେ ବିକାଶ ମେଳା ସହ ୧୮ ଗୋଟି ପ୍ରକଳ୍ପର ଶିଳାନ୍ୟାସ।
ଓଡ଼ିଶା ଜନମତ,ପୋଲସରା, ସନ୍ତୋଷ କୁମାର ପଣ୍ଡା

ବୁଗୁଡ଼ା  ୧୮/୦୬/୨୫ : ଗଞ୍ଜାମ ଜିଲ୍ଲାର ବୁଗୁଡ଼ା ବିଜ୍ଞାପିତ ଅଞ୍ଚଳ ପରିଷଦର ବିରଞ୍ଚି ନାରାୟଣ କଲ୍ୟାଣ ମଣ୍ଡପରେ ଜୁନ ୧୮ ତାରିଖ ଦିନ ବୁଗୁଡା ଏନଏସି ପକ୍ଷରୁ ବିକାଶ ମେଳା ଅନୁଷ୍ଠିତ ହୋଇଯାଇଛି। ଏନଏସି ର କାର୍ଯ୍ୟନିର୍ବାହୀ ଅଧିକାରୀ ବିଭୂତି ଭୂଷଣ ବେହେରାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମତ୍ସ୍ୟ ଓ ପ୍ରାଣୀସମ୍ପଦ ବିକାଶ ଏବଂ ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ବିଭାଗର ମାନ୍ୟବର ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ମୁଖ୍ୟ ଅତିଥି ଭାବେ ଯୋଗଦେଇଥିବା ବେଳେ ସମ୍ମାନୀତ ଅତିଥି ଭାବେ ଏନଏସି ଅଧ୍ୟକ୍ଷ ଚିତ୍ରସେନ ପ୍ରଧାନ, ମନ୍ତ୍ରୀଙ୍କ ବ୍ୟକ୍ତିଗତ ସଚିବ ପ୍ରତାପ ଚନ୍ଦ୍ର ପ୍ରଧାନ, ଶିଶୁ ପ୍ରକଳ୍ପ ଅଧିକାରୀଣୀ ବବିତା କୁମାରୀ ପଣ୍ଡାଙ୍କ ସମେତ ସାତ ଜଣ କାଉନସିଲର ମଞ୍ଚାସିନ ଥିଲେ। ଏକ ବର୍ଷ ପୂର୍ତ୍ତି ଅବସରରେ ରାଜ୍ୟ ଓ କେନ୍ଦ୍ର ସରକାର ଙ୍କ ବିଭିନ୍ନ ଯୋଜନା ବିଷୟରେ ମନ୍ତ୍ରୀ ଉପସ୍ଥିତ ଜନସାଧାରଣଙ୍କୁ ଅବଗତ କରାଇବା ସହିତ ଏହାର ସୁଯୋଗ ନେବାପାଇଁ ନିବେଦନ କରିଥିଲେ। ଏଥିସହ ବୁଗୁଡ଼ା ବିଜ୍ଞାପିତ ଅଞ୍ଚଳ ପରିଷଦକୁ ସୁନ୍ଦର ଭାବେ ଗଠନ କରିବା ପାଇଁ ସମସ୍ତଙ୍କର ସହଯୋଗ କାମନା କରିଥିଲେ। ଏଥି ଅବସରରେ ଏନଏସି ର ୨୭ ଜଣ ହିତାଧିକାରୀଙ୍କୁ ଭତ୍ତା ପ୍ରଦାନ କରାଯାଇଥିଲା। ମାନ୍ୟବର ମନ୍ତ୍ରୀ ଏନଏସି ର ୧୮ ଟି ପ୍ରକଳ୍ପର କାର୍ଯ୍ୟ ଆରମ୍ଭ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ। ଏହାପରେ ମାନ୍ୟବର ମନ୍ତ୍ରୀ ବିକାଶ ବାହନ ରଥକୁ ପତାକା ଦେଖାଇ ଶୁଭାରମ୍ଭ କରିଥିଲେ । ବିକାଶ ବାହନ ରଥ ବିଜ୍ଞାପିତ ଅଞ୍ଚଳ ପରିଷଦ ର ସମସ୍ତ ଓ୍ବାର୍ଡ ପରିକ୍ରମା କରି ରାଜ୍ୟ ସରକାରଙ୍କ ଏକ ବର୍ଷର ବିକାଶ ବାର୍ତ୍ତା ପ୍ରଚାର କରିବା ସହ ମାନ୍ୟବର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କ  ବାର୍ତ୍ତା ଭିଡିଓ ମାଧ୍ଯମରେ ଜନସାଧରଣଙ୍କୁ ପ୍ରଦର୍ଶିତ କରାଯାଇଥିଲା।

News Comment

You Might Also Like

BACK TO TOP