Breaking News

ଜମି ମାଲିକ ଙ୍କ ଅଜାଣତ ରେ ବିକ୍ରି ହୋଇଗଲା ଜମି, ଦୁଇ ଜଣ ନିଲମ୍ବିତ ||   (27-Aug-2026)       ||      କୌଣସି କଥାରେ ଉତ୍ୟକ୍ତ ସ୍ୱାମୀ ସ୍ତ୍ରୀକୁ ହତ୍ୟା କରି ସେମଧ୍ୟ କଲେ ଆତ୍ମ ହତ୍ୟା ||   (27-Aug-2026)       ||      ବେଗୁନିଆପଡା ଶାଳବଣ ଠାରେ ଯୁବକ ଙ୍କୁ ମରଣାନ୍ତକ ଆକ୍ରମଣ |   (27-Aug-2026)       ||      ତେଜୋ ରାତି ଦୋକାନରୁ ମଦ ଜବତ କରି ଦୁଇ ଜଣଙ୍କୁ ଗିରଫ କଲା ପୋଲିସ |   (27-Aug-2026)       ||      ସିନ୍ଧୁ -ଉର୍ମି ସାହିତ୍ୟ ସଂସଦ ଦ୍ୱାରା ରାକ୍ଷୀ ପୂର୍ଣ୍ଣିମା ପାଳିତ |    (27-Aug-2026)       ||      ରକ୍ଷା ବନ୍ଧନ କାର୍ଯ୍ୟକ୍ରମ ଶ୍ରୀ ଶ୍ରୀ ସ୍ୱାମୀ ଚିଦାନନ୍ଦ ସରସ୍ବତୀ ଶିଶୁମନ୍ଦିର ପ୍ରାଙ୍ଗଣ ରେ ଅନୁଷ୍ଠିତ |    (27-Aug-2026)       ||      ରାୟଗଡା ପେଣ୍ଟା ଶିବ ମନ୍ଦିର ଚୋରି ଘଟଣା ର ଫର୍ଦ୍ଦାଫାସ କଲା ଚାନ୍ଦିଲି ପୋଲିସ |    (27-Aug-2026)       ||      ବିପୁଳ ସୁନା ରୁପା ଜବତ ସହ ଦୁଇ ଜଣଙ୍କୁ ଅଟକରଖି ବଲାଙ୍ଗୀର ପୋଲିସ ର ଖରଯୋଡ଼ା ଗାଁରେଚଢ଼ାଉ ||   (27-Aug-2026)       ||      ମୁଖ୍ୟମନ୍ତ୍ରୀ ବସ ପଡିଗଲା ମେଗା ପ୍ରକଳ୍ପ ପାଇଁ ଖୋଳା ଯାଇଥିବା ଗାତ ରେ |    (27-Aug-2026)       ||      କଲ୍ୟାଣ ସିଂହପୁର ବ୍ଲକରେ ପଞ୍ଜିକରଣ ଅବ୍ୟବସ୍ଥାରେ ହନ୍ତ ସନ୍ତ ଚାଷୀ ||   (27-Aug-2026)       ||      ଶିକ୍ଷନୁଷ୍ଠାନ ରୁ 75 ଲକ୍ଷରୁ ଉର୍ଦ୍ଧ ଟଙ୍କା ହେର ଫେର କରି ଭିଜିଲାନ୍ସ ଦ୍ୱାରା ଗିରଫ ହେଲେ କଲେଜ ଅଧ୍ୟାପକ ||   (27-Aug-2026)       ||      ତଳ କୋର୍ଟ ରେ ଫାଶୀ ଦଣ୍ଡ ପାଇଥିବା ଆସାମୀକୁ ଜୀବନ ଦାନ ଡେଇ 35 ବର୍ଷ ସଜ୍ଜା ଦେଲେ ହାଇକୋର୍ଟ |    (27-Aug-2026)       ||      ଡକାୟତି ଯୋଜନା କୁ ପଣ୍ଡ କଲା କଟକଚାଉଳିଆ ଗଞ୍ଜ ପୋଲିସ |    (27-Aug-2026)       ||      ରାଜ୍ୟର ସର୍ବଶ୍ରେଷ୍ଟ ଏନଏସି ରୂପେ ମାନ୍ୟତା ପାଇଲା ଆଠଗଡ଼ ବିଜ୍ଞାପିତ ଅଞ୍ଚଳ ପରିଷଦ |    (27-Aug-2026)       ||      ଧାନ ମଣ୍ଡିରେ ଚାଷୀ ଙ୍କ ନାମ ପଞ୍ଜିକରଣ ହେଉ ନଥିବାରୁ ନବ ନିର୍ମାଣ କୃଷକ ସଂଘ ର ଆନ୍ଦୋଳନ ଦାବି ||   (27-Aug-2026)       ||      ଅଚାନକ ନେପାଳ ବନ୍ୟା ରେ 160 ମୃତ ଓ 750 ନିଖୋଜ, ଉଦ୍ଧାର କାର୍ଯ୍ୟ ଜାରି |   (27-Aug-2026)       ||      ହାତୀ ଓଟୋ ମା ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ରେ ରକ୍ଷା ବନ୍ଧନ ଓବୃକ୍ଷ ରୋପଣ କାର୍ଯ୍ୟ ଅନୁଷ୍ଠିତ |   (27-Aug-2026)       ||      ପଦ୍ମ ଦଳର ଅଣଦେଖାରେ ଅତିଷ୍ଟ ଦୁଇ ପୂର୍ବତନ ବିଜେଡି ମନ୍ତ୍ରୀ, ପ୍ରଦୀପ ଓ ସମୀର |    (27-Aug-2026)       ||      ରାକ୍ଷୀ ପୂର୍ଣ୍ଣିମା ହେଉଛି, ଭାଇ ଭଉଣୀ ଙ୍କ ଅତୁଟ ସମ୍ପର୍କ ଓ ସୁରକ୍ଷା ପ୍ରଦାନର ପ୍ରତୀକ | |   (27-Aug-2026)       ||      ଆସନ୍ତା କାଲି ମାନ୍ୟବର ମୁଖ୍ୟମନ୍ତ୍ରୀ ଙ୍କ ଗଞ୍ଜାମ ଗ୍ରସ୍ତ |    (26-Aug-2026)       ||     

ପୁରୁଷୋତ୍ତମପୁର ସହର ସ୍ଥିତ ଗୁରୁଦେବ ଟ୍ୟୁଟିରିଆଲ ର ଯୁକ୍ତ ଦୁଇ ପରୀକ୍ଷରେ ରୋଜାଲିନି ଟପ୍ପର |

20-Jun-2025

ଯୁକ୍ତ ଦୁଇ ପରୀକ୍ଷା ରେ ପୁରୁଷୋତ୍ତମପୁର ସହର ଗୁରୁଦେବ ଟ୍ୟୁଟୋ ରିଆଲ ର ଛାତ୍ରୀ ବ୍ଳକ ରେ ଟପ୍ପର |

ଓଡିଶା ଜନ ମତ ବ୍ୟୁରୋ,

ପୁରୁଷୋତ୍ତମପୁର ସହର ସ୍ଥିତ ଗୁରୁଦେବ ଟ୍ୟୁଟୋରିଆଲ ର ଛାତ୍ରୀ ରୋଜାଲିନ ସାହୁ ଚଳିତ +୨ ବିଜ୍ଞାନ ପରୀକ୍ଷାରେ ଆ ତାରାତାରିଣୀ କଲେଜ ଟପ୍ସର  ହୋଇଛନ୍ତି। ଗୁରୁଦେବ ଟ୍ୟୁଟୋରିଆଲ ର ସଫଳତା ହାର 100% ରହିଛି, ଗୁରୁଦେବ ଟ୍ୟୁଟୋରିଆଲ ର ମୋଟ 160 ଜଣ ପରୀକ୍ଷା ଦେଇଥିଲେ ସେଥି ମଧ୍ୟରୁ ଫାଷ୍ଟ ଡିଭିଜନ ରେ 86 ଜଣ, ସେକେଣ୍ଡ ଡିଭିଜନ ରେ 42 ଜଣ ଏବଂ ଥାର୍ଡ଼ ଡିଭିଜନ ରେ 32 ଜଣ ଉତ୍ତୀର୍ଣ୍ଣଲାଭକରିଛନ୍ତି,ରୋଜାଲିନ ମୋଟ ମାର୍କ 600 ରୁ 516 ମାର୍କ ଅର୍ଥାତ 86.16% ରଖିଛନ୍ତି। ଏହି ସଫଳତା ପାଇଁ ତାଙ୍କୁ ଟ୍ୟୁଟୋରିଆଲ ର ଅଧ୍ୟକ୍ଷ, ଅଧ୍ୟାପକ ଏବଂ ଅଧ୍ୟାପିକାମାନେ ଶୁଭେଚ୍ଛା ଜଣାଇଆ ଛନ୍ତି। ପୁରୁଷୋତ୍ତମପୁର କୋଳାସିଙ୍ଗ ଗ୍ରାମର ବାସିନ୍ଦା ରାଜେନ୍ଦ୍ର ସାହୁ ଏବଂ ଯାଜ୍ଞଶିନୀ ସାହୁ ଙ୍କ ସେ ବଡ଼ଝିଅ। ଏହି ସଫଳତା ପାଇଁ ସେ ପିତା, ମାତାଙ୍କୁ ପ୍ରଥମେ ଶ୍ରେୟ ଦେବା ସହ ଟ୍ୟୁଟୋରିଆଲ ର ଅଧ୍ଯକ୍ଷ, ସମସ୍ତ ଅଧ୍ୟାପକ ଏବଂ ଅଧ୍ୟାପିକା ମାନଙ୍କୁ ଧନ୍ୟବାଦ ଜଣାଇଛନ୍ତି । ଏତଦ୍‍ବ୍ୟତୀତ ଗୁରୁଦେବ ଟ୍ୟୁଟୋରିଆଲ୍ ସଂସ୍ଥାର ଅଧ୍ଯକ୍ଷ ଙ୍କ ପ୍ରାଣମୂର୍ଚ୍ଛା ଉଦ୍ୟମଯୋଗୁଁ ଏହି ସଫଳତା ପାଇଛନ୍ତି ପାଇଛନ୍ତି ବୋଲି ରୋଜାଲିନ ମତ ଦେଇଛନ୍ତି

News Comment

You Might Also Like

  ଶି‍କ୍ଷା ଓ ନିଯୁକ୍ତି  

ସ୍ୱାଧୀନତା ଦିବସ ରେ ମେଧା ସମ୍ମାନ |

BACK TO TOP