Breaking News

କୌଣସି କଥାରେ ଉତ୍ୟକ୍ତ ସ୍ୱାମୀ ସ୍ତ୍ରୀକୁ ହତ୍ୟା କରି ସେମଧ୍ୟ କଲେ ଆତ୍ମ ହତ୍ୟା ||   (27-Aug-2026)       ||      ବେଗୁନିଆପଡା ଶାଳବଣ ଠାରେ ଯୁବକ ଙ୍କୁ ମରଣାନ୍ତକ ଆକ୍ରମଣ |   (27-Aug-2026)       ||      ତେଜୋ ରାତି ଦୋକାନରୁ ମଦ ଜବତ କରି ଦୁଇ ଜଣଙ୍କୁ ଗିରଫ କଲା ପୋଲିସ |   (27-Aug-2026)       ||      ସିନ୍ଧୁ -ଉର୍ମି ସାହିତ୍ୟ ସଂସଦ ଦ୍ୱାରା ରାକ୍ଷୀ ପୂର୍ଣ୍ଣିମା ପାଳିତ |    (27-Aug-2026)       ||      ରକ୍ଷା ବନ୍ଧନ କାର୍ଯ୍ୟକ୍ରମ ଶ୍ରୀ ଶ୍ରୀ ସ୍ୱାମୀ ଚିଦାନନ୍ଦ ସରସ୍ବତୀ ଶିଶୁମନ୍ଦିର ପ୍ରାଙ୍ଗଣ ରେ ଅନୁଷ୍ଠିତ |    (27-Aug-2026)       ||      ରାୟଗଡା ପେଣ୍ଟା ଶିବ ମନ୍ଦିର ଚୋରି ଘଟଣା ର ଫର୍ଦ୍ଦାଫାସ କଲା ଚାନ୍ଦିଲି ପୋଲିସ |    (27-Aug-2026)       ||      ବିପୁଳ ସୁନା ରୁପା ଜବତ ସହ ଦୁଇ ଜଣଙ୍କୁ ଅଟକରଖି ବଲାଙ୍ଗୀର ପୋଲିସ ର ଖରଯୋଡ଼ା ଗାଁରେଚଢ଼ାଉ ||   (27-Aug-2026)       ||      ମୁଖ୍ୟମନ୍ତ୍ରୀ ବସ ପଡିଗଲା ମେଗା ପ୍ରକଳ୍ପ ପାଇଁ ଖୋଳା ଯାଇଥିବା ଗାତ ରେ |    (27-Aug-2026)       ||      କଲ୍ୟାଣ ସିଂହପୁର ବ୍ଲକରେ ପଞ୍ଜିକରଣ ଅବ୍ୟବସ୍ଥାରେ ହନ୍ତ ସନ୍ତ ଚାଷୀ ||   (27-Aug-2026)       ||      ଶିକ୍ଷନୁଷ୍ଠାନ ରୁ 75 ଲକ୍ଷରୁ ଉର୍ଦ୍ଧ ଟଙ୍କା ହେର ଫେର କରି ଭିଜିଲାନ୍ସ ଦ୍ୱାରା ଗିରଫ ହେଲେ କଲେଜ ଅଧ୍ୟାପକ ||   (27-Aug-2026)       ||      ତଳ କୋର୍ଟ ରେ ଫାଶୀ ଦଣ୍ଡ ପାଇଥିବା ଆସାମୀକୁ ଜୀବନ ଦାନ ଡେଇ 35 ବର୍ଷ ସଜ୍ଜା ଦେଲେ ହାଇକୋର୍ଟ |    (27-Aug-2026)       ||      ଡକାୟତି ଯୋଜନା କୁ ପଣ୍ଡ କଲା କଟକଚାଉଳିଆ ଗଞ୍ଜ ପୋଲିସ |    (27-Aug-2026)       ||      ରାଜ୍ୟର ସର୍ବଶ୍ରେଷ୍ଟ ଏନଏସି ରୂପେ ମାନ୍ୟତା ପାଇଲା ଆଠଗଡ଼ ବିଜ୍ଞାପିତ ଅଞ୍ଚଳ ପରିଷଦ |    (27-Aug-2026)       ||      ଧାନ ମଣ୍ଡିରେ ଚାଷୀ ଙ୍କ ନାମ ପଞ୍ଜିକରଣ ହେଉ ନଥିବାରୁ ନବ ନିର୍ମାଣ କୃଷକ ସଂଘ ର ଆନ୍ଦୋଳନ ଦାବି ||   (27-Aug-2026)       ||      ଅଚାନକ ନେପାଳ ବନ୍ୟା ରେ 160 ମୃତ ଓ 750 ନିଖୋଜ, ଉଦ୍ଧାର କାର୍ଯ୍ୟ ଜାରି |   (27-Aug-2026)       ||      ହାତୀ ଓଟୋ ମା ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ରେ ରକ୍ଷା ବନ୍ଧନ ଓବୃକ୍ଷ ରୋପଣ କାର୍ଯ୍ୟ ଅନୁଷ୍ଠିତ |   (27-Aug-2026)       ||      ପଦ୍ମ ଦଳର ଅଣଦେଖାରେ ଅତିଷ୍ଟ ଦୁଇ ପୂର୍ବତନ ବିଜେଡି ମନ୍ତ୍ରୀ, ପ୍ରଦୀପ ଓ ସମୀର |    (27-Aug-2026)       ||      ରାକ୍ଷୀ ପୂର୍ଣ୍ଣିମା ହେଉଛି, ଭାଇ ଭଉଣୀ ଙ୍କ ଅତୁଟ ସମ୍ପର୍କ ଓ ସୁରକ୍ଷା ପ୍ରଦାନର ପ୍ରତୀକ | |   (27-Aug-2026)       ||      ଆସନ୍ତା କାଲି ମାନ୍ୟବର ମୁଖ୍ୟମନ୍ତ୍ରୀ ଙ୍କ ଗଞ୍ଜାମ ଗ୍ରସ୍ତ |    (26-Aug-2026)       ||      ବିଧାୟକ ଙ୍କ ଦ୍ୱାରା ପାଣ୍ଡିଆ ପଞ୍ଚାୟତ ହିତାଧିକାରୀ ଙ୍କୁ ରାସନ କାର୍ଡ ଓ ଭତ୍ତା ଟଙ୍କା ପ୍ରଦାନ ||   (26-Aug-2026)       ||     

ପୋଲସରା ରେ ପୂର୍ବତନ ମୁଖ୍ୟମନ୍ତ୍ରୀ ଙ୍କ ଆସୁ ଆରୋଗ୍ୟ କାମନା କରି ବିଜେଡି ପକ୍ଷରୁ ସାମୁହିକ ଦୀପ ଦାନ |

24-Jun-2025

ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ଆରୋଗ୍ୟ କାମନା କରି ବିଜେଡି ପକ୍ଷରୁ ସାମୁହିକ ଦୀପଦାନ।
ଓଡ଼ିଶା ଜନମତ, ପୋଲସରା ସନ୍ତୋଷ କୁମାର ପଣ୍ଡା

ପୋଲସରା  : ପୋଲସରା ବ୍ଲକ ଓ ଏନଏସି ବିଜେଡି ଦଳ ପକ୍ଷରୁ ମାଁ ସିଂହାସନୀ ପୀଠ ଓ ମହାଲିଙ୍ଗେଶ୍ବର ପୀଠରେ ପୂର୍ବତନ ମୁଖ୍ୟମନ୍ତ୍ରୀ ନବୀନ ବାବୁଙ୍କ ଆଶୁ ଆରୋଗ୍ୟ କାମନା କରି ସାମୁହିକ ଦୀପଦାନ କରାଯାଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ, ବିରୋଧୀ ଦଳନେତା ତଥା ବିଜୁ ଜନତା ଦଳର ରାଜ୍ଯ ସଭାପତି ନବୀନ ପଟ୍ଟନାୟକଙ୍କ ଅସୁସ୍ଥତା ଯୋଗୁଁ ମୁମ୍ବାଇର ଏକ ହସ୍ପିପିଟାଲରେ ତାଙ୍କର ଅସ୍ତ୍ରୋପଚାର ହେବ। ଏଥିପାଇଁ ପୋଲସରା ବିଜେଡି ବ୍ଳକ ସଭାପତି ସୁରେନ୍ଦ୍ର ନାଥ ପ୍ରଧାନଙ୍କ ନେତୃତ୍ୱରେ ବିଜେଡି ଦଳ ପକ୍ଷରୁ ଜୁନ ୨୨ ତାରିଖ ସକାଳ ସମୟରେ କସିପଡା ସ୍ଥିତ ମାଁ ସିଂହାସନୀଙ୍କ ପୀଠରେ ପହଞ୍ଚି ସାମୁହିକ ଦୀପ ପ୍ରଜ୍ବଳନ କରି ଆଶୁ ଆରୋଗ୍ୟ କାମନା କରିଥିଲେ। ପରେ ଜିଲୁଣ୍ଡା ସ୍ଥିତ ମହାଲିଙ୍ଗେଶ୍ବର ପୀଠରେ ପହଞ୍ଚି ସେଠାରେ ମନ୍ଦିର ପରିସରରେ ମହାଦେବଙ୍କ ସମ୍ମୁଖରେ ଦୀପ ପ୍ରଜ୍ବଳନ କରି ସାମୁହିକ ଭାବେ ପ୍ରାର୍ଥନା କରି ପୂର୍ବତନ ମୁଖ୍ୟମନ୍ତ୍ରୀଙ୍କ ଆଶୁ ଆରୋଗ୍ୟ କାମନା କରିଥିଲେ। ଉପାଧ୍ୟକ୍ଷ କାହ୍ନୁଚରଣ ପରିଡ଼ା, ଜିଲ୍ଲା ପରିଷଦ ମେମ୍ବର ଅଶୋକ କୁମାର ବିଷୋୟୀ ଓ ଝୁନୁ ଦାସ , ସରପଞ୍ଚ ପବିତ୍ର ରାଉତ, ପୂର୍ବତନ ସରପଞ୍ଚ ବିଜୟ କୁମାର ଭୂୟାଁ, ରମେଶ ପ୍ରଧାନ, ପୂର୍ବତନ ସମିତି ସଭ୍ୟ ସୁଶିତ ସାହୁ ଓ ଟୁକୁନା ସାହୁ, ସୁଦୀପ୍ତ କୁମାର ଦଳେଇ, ବାସୁଦେବ ନାୟକ, ବୁଲୁ ବେହେରା, ସମୀର ସ୍ବାଇଁ, ବାବୁଲି ପଟ୍ଟନାୟକ, ଗୋରାଚାନ୍ଦା ସାହୁ, ଦିଲ୍ଲୀପ ପ୍ରଧାନ, କାହ୍ନୁଚରଣ ସାହୁ ସମେତ ବହୁ ବିଜେଡି କର୍ମୀ ଓ ଜନପ୍ରତିନିଧି ଉପସ୍ଥିତ ଥିଲେ।

News Comment

You Might Also Like

BACK TO TOP