Breaking News

ବେଗୁନିଆପଡା ଶାଳବଣ ଠାରେ ଯୁବକ ଙ୍କୁ ମରଣାନ୍ତକ ଆକ୍ରମଣ |   (27-Aug-2026)       ||      ତେଜୋ ରାତି ଦୋକାନରୁ ମଦ ଜବତ କରି ଦୁଇ ଜଣଙ୍କୁ ଗିରଫ କଲା ପୋଲିସ |   (27-Aug-2026)       ||      ସିନ୍ଧୁ -ଉର୍ମି ସାହିତ୍ୟ ସଂସଦ ଦ୍ୱାରା ରାକ୍ଷୀ ପୂର୍ଣ୍ଣିମା ପାଳିତ |    (27-Aug-2026)       ||      ରକ୍ଷା ବନ୍ଧନ କାର୍ଯ୍ୟକ୍ରମ ଶ୍ରୀ ଶ୍ରୀ ସ୍ୱାମୀ ଚିଦାନନ୍ଦ ସରସ୍ବତୀ ଶିଶୁମନ୍ଦିର ପ୍ରାଙ୍ଗଣ ରେ ଅନୁଷ୍ଠିତ |    (27-Aug-2026)       ||      ରାୟଗଡା ପେଣ୍ଟା ଶିବ ମନ୍ଦିର ଚୋରି ଘଟଣା ର ଫର୍ଦ୍ଦାଫାସ କଲା ଚାନ୍ଦିଲି ପୋଲିସ |    (27-Aug-2026)       ||      ବିପୁଳ ସୁନା ରୁପା ଜବତ ସହ ଦୁଇ ଜଣଙ୍କୁ ଅଟକରଖି ବଲାଙ୍ଗୀର ପୋଲିସ ର ଖରଯୋଡ଼ା ଗାଁରେଚଢ଼ାଉ ||   (27-Aug-2026)       ||      ମୁଖ୍ୟମନ୍ତ୍ରୀ ବସ ପଡିଗଲା ମେଗା ପ୍ରକଳ୍ପ ପାଇଁ ଖୋଳା ଯାଇଥିବା ଗାତ ରେ |    (27-Aug-2026)       ||      କଲ୍ୟାଣ ସିଂହପୁର ବ୍ଲକରେ ପଞ୍ଜିକରଣ ଅବ୍ୟବସ୍ଥାରେ ହନ୍ତ ସନ୍ତ ଚାଷୀ ||   (27-Aug-2026)       ||      ଶିକ୍ଷନୁଷ୍ଠାନ ରୁ 75 ଲକ୍ଷରୁ ଉର୍ଦ୍ଧ ଟଙ୍କା ହେର ଫେର କରି ଭିଜିଲାନ୍ସ ଦ୍ୱାରା ଗିରଫ ହେଲେ କଲେଜ ଅଧ୍ୟାପକ ||   (27-Aug-2026)       ||      ତଳ କୋର୍ଟ ରେ ଫାଶୀ ଦଣ୍ଡ ପାଇଥିବା ଆସାମୀକୁ ଜୀବନ ଦାନ ଡେଇ 35 ବର୍ଷ ସଜ୍ଜା ଦେଲେ ହାଇକୋର୍ଟ |    (27-Aug-2026)       ||      ଡକାୟତି ଯୋଜନା କୁ ପଣ୍ଡ କଲା କଟକଚାଉଳିଆ ଗଞ୍ଜ ପୋଲିସ |    (27-Aug-2026)       ||      ରାଜ୍ୟର ସର୍ବଶ୍ରେଷ୍ଟ ଏନଏସି ରୂପେ ମାନ୍ୟତା ପାଇଲା ଆଠଗଡ଼ ବିଜ୍ଞାପିତ ଅଞ୍ଚଳ ପରିଷଦ |    (27-Aug-2026)       ||      ଧାନ ମଣ୍ଡିରେ ଚାଷୀ ଙ୍କ ନାମ ପଞ୍ଜିକରଣ ହେଉ ନଥିବାରୁ ନବ ନିର୍ମାଣ କୃଷକ ସଂଘ ର ଆନ୍ଦୋଳନ ଦାବି ||   (27-Aug-2026)       ||      ଅଚାନକ ନେପାଳ ବନ୍ୟା ରେ 160 ମୃତ ଓ 750 ନିଖୋଜ, ଉଦ୍ଧାର କାର୍ଯ୍ୟ ଜାରି |   (27-Aug-2026)       ||      ହାତୀ ଓଟୋ ମା ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ରେ ରକ୍ଷା ବନ୍ଧନ ଓବୃକ୍ଷ ରୋପଣ କାର୍ଯ୍ୟ ଅନୁଷ୍ଠିତ |   (27-Aug-2026)       ||      ପଦ୍ମ ଦଳର ଅଣଦେଖାରେ ଅତିଷ୍ଟ ଦୁଇ ପୂର୍ବତନ ବିଜେଡି ମନ୍ତ୍ରୀ, ପ୍ରଦୀପ ଓ ସମୀର |    (27-Aug-2026)       ||      ରାକ୍ଷୀ ପୂର୍ଣ୍ଣିମା ହେଉଛି, ଭାଇ ଭଉଣୀ ଙ୍କ ଅତୁଟ ସମ୍ପର୍କ ଓ ସୁରକ୍ଷା ପ୍ରଦାନର ପ୍ରତୀକ | |   (27-Aug-2026)       ||      ଆସନ୍ତା କାଲି ମାନ୍ୟବର ମୁଖ୍ୟମନ୍ତ୍ରୀ ଙ୍କ ଗଞ୍ଜାମ ଗ୍ରସ୍ତ |    (26-Aug-2026)       ||      ବିଧାୟକ ଙ୍କ ଦ୍ୱାରା ପାଣ୍ଡିଆ ପଞ୍ଚାୟତ ହିତାଧିକାରୀ ଙ୍କୁ ରାସନ କାର୍ଡ ଓ ଭତ୍ତା ଟଙ୍କା ପ୍ରଦାନ ||   (26-Aug-2026)       ||      ମରଣ ଯନ୍ତା ପାଲିଟିଛି ରାଗପୁର ଆଦର୍ଶ ବିଦ୍ୟାଳୟ ରାସ୍ତା!|    (26-Aug-2026)       ||     

ବୁଗୁଡ଼ାରେ ବିରୋଧୀ ଦଳ ନେତା ଙ୍କ ଆଶୁ ଆରୋଗ୍ୟ କାମନା କରି ସାମୁହିକ ଦୀପ ଦାନ ||

24-Jun-2025

ବୁଗୁଡ଼ାରେ ନବୀନ ବାବୁଙ୍କ ଆରୋଗ୍ୟ କାମନା କରି ଠାକୁରଙ୍କ ନିକଟରେ ପ୍ରଦୀପ ପ୍ରଜ୍ଜ୍ୱଳନ।
ଓଡ଼ିଶା ଜନମତ,ପୋଲସରା ସନ୍ତୋଷ କୁମାର ପଣ୍ଡା

ବୁଗୁଡା   : ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁଙ୍କ ନିର୍ଦ୍ଦେଶ କ୍ରମେ ବୁଗୁଡ଼ା ବ୍ଲକ ଓ ଏନ୍.ଏ.ସି. ବିଜୁ ଜନତା ଦଳ ତରଫରୁ ଓଡ଼ିଶାର ସାଢେ଼ ଚାରି କୋଟି ଜନ ମାନସର ନେତା ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ବିରୋଧି ଦଳ ନେତା ଏବଂ ବିଜୁ ଜନତା ଦଳର ସଭାପତି ନବୀନ ପଟ୍ଟନାୟକଙ୍କ ଆଶୁ ଆରୋଗ୍ୟ କାମନା କରି ୨୨/୬/୨୫ ତାରିଖ ୧୦ ଘଣ୍ଟା ସମୟରେ ବୁଗୁଡାର ଶ୍ରୀ ଶ୍ରୀ ଶ୍ରୀ ବଳଦେବ ଜୀଉ ମନ୍ଦିର ଓ ଶ୍ରୀ ଶ୍ରୀ ଶ୍ରୀ ବିରଞ୍ଚି ନାରାୟଣ ମନ୍ଦିର ପରିସରରେ ପ୍ରଦୀପ ପ୍ରଜ୍ଜ୍ୱଳନ କରି ନବୀନ ବାବୁଙ୍କ ଆଶୁ ଆରୋଗ୍ୟ କାମନା କରିବା ସହ ଓଡ଼ିଶା ବାସୀଙ୍କ ସେବା ବଜାୟ ରଖିବା ପାଇଁ ପ୍ରାର୍ଥନା କରାଯାଇଥିଲା। ଉକ୍ତ କାର୍ଯ୍ୟକ୍ରମରେ ବୁଗୁଡ଼ା ବ୍ଲକ ବିଜେଡି ସଭାପତି ଖଦାଳ ଖଟେଇ, ନଗର ବିଜେଡି ସଭାପତି କେ. ତ୍ରିଲୋଚନ ଦୋରା, ସମ୍ପାଦକ ଅମରେନ୍ଦ୍ର ସେନାପତି, କାର୍ଯ୍ୟକାରୀ ସଭାପତି ମନୋରଞ୍ଜନ ଦାଶ, କବିରାଜ ଗୌଡ, ଜିଲ୍ଲା ପରିଷଦ ସଦସ୍ୟା ସମିତା ସ୍ୱାଇଁ,  କିଶୋର ଚନ୍ଦ୍ର  ବେହେରା, ଗୋପୀନାଥ ସ୍ୱାଇଁ, ରାମଚନ୍ଦ୍ର ନାୟକ, ସୂର୍ଯ୍ୟ ନାରାୟଣ ମହାନ୍ତିଙ୍କ ସମେତ ଜିଲ୍ଲା ପରିଷଦ ପ୍ରତିନିଧି, ବହୁ ସରପଞ୍ଚ, ସମିତି ସଭ୍ୟ, କାଉନସିଲର, କାଉନସିଲର ପ୍ରତିନିଧି ଏବଂ ବିଜୁ ଜନତା ଦଳର ଶତାଧିକ କର୍ମୀ ଉପସ୍ଥିତ ରହି ନବୀନ ବାବୁଙ୍କ ଆଶୁ ଆରୋଗ୍ୟ କାମନା କରିଥିଲେ।

News Comment

You Might Also Like

BACK TO TOP