Breaking News

ରାୟଗଡା ପେଣ୍ଟା ଶିବ ମନ୍ଦିର ଚୋରି ଘଟଣା ର ଫର୍ଦ୍ଦାଫାସ କଲା ଚାନ୍ଦିଲି ପୋଲିସ |    (27-Aug-2026)       ||      ବିପୁଳ ସୁନା ରୁପା ଜବତ ସହ ଦୁଇ ଜଣଙ୍କୁ ଅଟକରଖି ବଲାଙ୍ଗୀର ପୋଲିସ ର ଖରଯୋଡ଼ା ଗାଁରେଚଢ଼ାଉ ||   (27-Aug-2026)       ||      ମୁଖ୍ୟମନ୍ତ୍ରୀ ବସ ପଡିଗଲା ମେଗା ପ୍ରକଳ୍ପ ପାଇଁ ଖୋଳା ଯାଇଥିବା ଗାତ ରେ |    (27-Aug-2026)       ||      କଲ୍ୟାଣ ସିଂହପୁର ବ୍ଲକରେ ପଞ୍ଜିକରଣ ଅବ୍ୟବସ୍ଥାରେ ହନ୍ତ ସନ୍ତ ଚାଷୀ ||   (27-Aug-2026)       ||      ଶିକ୍ଷନୁଷ୍ଠାନ ରୁ 75 ଲକ୍ଷରୁ ଉର୍ଦ୍ଧ ଟଙ୍କା ହେର ଫେର କରି ଭିଜିଲାନ୍ସ ଦ୍ୱାରା ଗିରଫ ହେଲେ କଲେଜ ଅଧ୍ୟାପକ ||   (27-Aug-2026)       ||      ତଳ କୋର୍ଟ ରେ ଫାଶୀ ଦଣ୍ଡ ପାଇଥିବା ଆସାମୀକୁ ଜୀବନ ଦାନ ଡେଇ 35 ବର୍ଷ ସଜ୍ଜା ଦେଲେ ହାଇକୋର୍ଟ |    (27-Aug-2026)       ||      ଡକାୟତି ଯୋଜନା କୁ ପଣ୍ଡ କଲା କଟକଚାଉଳିଆ ଗଞ୍ଜ ପୋଲିସ |    (27-Aug-2026)       ||      ରାଜ୍ୟର ସର୍ବଶ୍ରେଷ୍ଟ ଏନଏସି ରୂପେ ମାନ୍ୟତା ପାଇଲା ଆଠଗଡ଼ ବିଜ୍ଞାପିତ ଅଞ୍ଚଳ ପରିଷଦ |    (27-Aug-2026)       ||      ଧାନ ମଣ୍ଡିରେ ଚାଷୀ ଙ୍କ ନାମ ପଞ୍ଜିକରଣ ହେଉ ନଥିବାରୁ ନବ ନିର୍ମାଣ କୃଷକ ସଂଘ ର ଆନ୍ଦୋଳନ ଦାବି ||   (27-Aug-2026)       ||      ଅଚାନକ ନେପାଳ ବନ୍ୟା ରେ 160 ମୃତ ଓ 750 ନିଖୋଜ, ଉଦ୍ଧାର କାର୍ଯ୍ୟ ଜାରି |   (27-Aug-2026)       ||      ହାତୀ ଓଟୋ ମା ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ରେ ରକ୍ଷା ବନ୍ଧନ ଓବୃକ୍ଷ ରୋପଣ କାର୍ଯ୍ୟ ଅନୁଷ୍ଠିତ |   (27-Aug-2026)       ||      ପଦ୍ମ ଦଳର ଅଣଦେଖାରେ ଅତିଷ୍ଟ ଦୁଇ ପୂର୍ବତନ ବିଜେଡି ମନ୍ତ୍ରୀ, ପ୍ରଦୀପ ଓ ସମୀର |    (27-Aug-2026)       ||      ରାକ୍ଷୀ ପୂର୍ଣ୍ଣିମା ହେଉଛି, ଭାଇ ଭଉଣୀ ଙ୍କ ଅତୁଟ ସମ୍ପର୍କ ଓ ସୁରକ୍ଷା ପ୍ରଦାନର ପ୍ରତୀକ | |   (27-Aug-2026)       ||      ଆସନ୍ତା କାଲି ମାନ୍ୟବର ମୁଖ୍ୟମନ୍ତ୍ରୀ ଙ୍କ ଗଞ୍ଜାମ ଗ୍ରସ୍ତ |    (26-Aug-2026)       ||      ବିଧାୟକ ଙ୍କ ଦ୍ୱାରା ପାଣ୍ଡିଆ ପଞ୍ଚାୟତ ହିତାଧିକାରୀ ଙ୍କୁ ରାସନ କାର୍ଡ ଓ ଭତ୍ତା ଟଙ୍କା ପ୍ରଦାନ ||   (26-Aug-2026)       ||      ମରଣ ଯନ୍ତା ପାଲିଟିଛି ରାଗପୁର ଆଦର୍ଶ ବିଦ୍ୟାଳୟ ରାସ୍ତା!|    (26-Aug-2026)       ||      ଖଡ଼ଗ ନଦୀରେ ଡ଼ଙ୍ଗା ବୁଡି ଭାସିଗଲେ ଶଶୁର ବୋହୁ,    (26-Aug-2026)       ||      ପଦ୍ମପୁର ର ପୂର୍ବତନ ବିଧାୟକ ଙ୍କ ପରଲୋକ |   (26-Aug-2026)       ||      ସାପ କାମୁଡା ରେ ମୁଣ୍ଡୁଳା ଗ୍ରାମର ମହିଳା ମୃତ |    (26-Aug-2026)       ||      ସାରାରାଜ୍ୟରେ ପନିର ପରେ ମିଠା ଦୋକାନ ରେ ଚଢ଼ାଉ କରୁଛି ଖାଦ୍ୟ କଣ୍ଟ୍ରୋଲ ବିଭାଗ |    (26-Aug-2026)       ||     

ପୁରୁଷୋତ୍ତମପୁର ତାରାତାରିଣୀ ମହାବିଦ୍ୟାଳୟ ରେ ସମ୍ବିଧାନ ହତ୍ୟା ଦିବସ ପାଳିତ |

25-Jun-2025

ତାରାତାରିଣୀ ମହାବିଦ୍ୟାଳୟ ରେ ସମ୍ବିଧାନ ହତ୍ୟା ଦିବସ ପାଳିତ,

ଓଡିଶା ଜନମତ ବ୍ୟୁରୋ,
ପୁରୁଷୋତ୍ତମପୁର: ତା ୨୫/୦୬/୨୫ :

ସ୍ଥାନୀୟ ତାରାତାରିଣୀ ମହାବିଦ୍ୟାଳୟ ପରିସରରେ ସମ୍ବିଧାନ ହତ୍ୟା ଦିବସ ପାଳିତ ହୋଇଯାଇଛି।ମହାବିଦ୍ୟାଳୟର ଅଧ୍ୟକ୍ଷ ଡ଼ଃ ସୁରେନ୍ଦ୍ର ନାଥ ପଣ୍ଡାଙ୍କ ଅଧ୍ୟକ୍ଷତାରେ ଏ ଉତ୍ସବରେ ରାଜନୀତି ବିଜ୍ଞାନ ବିଭାଗୀୟ ମୁଖ୍ୟ ଶ୍ରୀ ସୁଶାନ୍ତ କୁମାର ସାହୁ,ଅଧ୍ୟାପକ ଶ୍ରୀ ସମୀର କୁମାର ମିଶ୍ର ଏ ଦିବସର ଲକ୍ଷ ଓ ଉଦ୍ଦେଶ୍ୟ ବିଷୟରେ ସବିଶେଷ ତଥ୍ୟ  ଉପସ୍ଥାପନ କରିଥିଲେ। ମହାବିଦ୍ୟାଳୟରେ ପ୍ରଶାସନିକ ଅଧିକାରୀ ଶ୍ରୀମତୀ ସଂଧ୍ୟାରାଣୀ ପାତ୍ର,ଓଡ଼ିଆ ବିଭାଗୀୟ ମୂଖ୍ୟ ଡ଼ଃ ରମେଶ ଚନ୍ଦ୍ର ସେନାପତି,ଅଧ୍ୟାପିକା ଡ଼ଃ ମୋନାଲିସା ମିଶ୍ର,ଅଧ୍ୟାପିକା ମିନାକ୍ଷୀ ଦାସ ଉପସ୍ଥିତ ରହି ଭିନ୍ନ ଭିନ୍ନ ମତ ଉପସ୍ଥାପନ କରିଥିଲେ।ପରିଶେଷରେ ଅଧ୍ୟାପିକା ମିନାକ୍ଷୀ ଦାସ ଧନ୍ୟବାଦ ଅର୍ପଣ କରିଥିଲେ।

News Comment

You Might Also Like

BACK TO TOP