Breaking News

ତଳ କୋର୍ଟ ରେ ଫାଶୀ ଦଣ୍ଡ ପାଇଥିବା ଆସାମୀକୁ ଜୀବନ ଦାନ ଡେଇ 35 ବର୍ଷ ସଜ୍ଜା ଦେଲେ ହାଇକୋର୍ଟ |    (27-Aug-2026)       ||      ଡକାୟତି ଯୋଜନା କୁ ପଣ୍ଡ କଲା କଟକଚାଉଳିଆ ଗଞ୍ଜ ପୋଲିସ |    (27-Aug-2026)       ||      ରାଜ୍ୟର ସର୍ବଶ୍ରେଷ୍ଟ ଏନଏସି ରୂପେ ମାନ୍ୟତା ପାଇଲା ଆଠଗଡ଼ ବିଜ୍ଞାପିତ ଅଞ୍ଚଳ ପରିଷଦ |    (27-Aug-2026)       ||      ଧାନ ମଣ୍ଡିରେ ଚାଷୀ ଙ୍କ ନାମ ପଞ୍ଜିକରଣ ହେଉ ନଥିବାରୁ ନବ ନିର୍ମାଣ କୃଷକ ସଂଘ ର ଆନ୍ଦୋଳନ ଦାବି ||   (27-Aug-2026)       ||      ଅଚାନକ ନେପାଳ ବନ୍ୟା ରେ 160 ମୃତ ଓ 750 ନିଖୋଜ, ଉଦ୍ଧାର କାର୍ଯ୍ୟ ଜାରି |   (27-Aug-2026)       ||      ହାତୀ ଓଟୋ ମା ସରସ୍ବତୀ ଶିଶୁ ବିଦ୍ୟା ମନ୍ଦିର ରେ ରକ୍ଷା ବନ୍ଧନ ଓବୃକ୍ଷ ରୋପଣ କାର୍ଯ୍ୟ ଅନୁଷ୍ଠିତ |   (27-Aug-2026)       ||      ପଦ୍ମ ଦଳର ଅଣଦେଖାରେ ଅତିଷ୍ଟ ଦୁଇ ପୂର୍ବତନ ବିଜେଡି ମନ୍ତ୍ରୀ, ପ୍ରଦୀପ ଓ ସମୀର |    (27-Aug-2026)       ||      ରାକ୍ଷୀ ପୂର୍ଣ୍ଣିମା ହେଉଛି, ଭାଇ ଭଉଣୀ ଙ୍କ ଅତୁଟ ସମ୍ପର୍କ ଓ ସୁରକ୍ଷା ପ୍ରଦାନର ପ୍ରତୀକ | |   (27-Aug-2026)       ||      ଆସନ୍ତା କାଲି ମାନ୍ୟବର ମୁଖ୍ୟମନ୍ତ୍ରୀ ଙ୍କ ଗଞ୍ଜାମ ଗ୍ରସ୍ତ |    (26-Aug-2026)       ||      ବିଧାୟକ ଙ୍କ ଦ୍ୱାରା ପାଣ୍ଡିଆ ପଞ୍ଚାୟତ ହିତାଧିକାରୀ ଙ୍କୁ ରାସନ କାର୍ଡ ଓ ଭତ୍ତା ଟଙ୍କା ପ୍ରଦାନ ||   (26-Aug-2026)       ||      ମରଣ ଯନ୍ତା ପାଲିଟିଛି ରାଗପୁର ଆଦର୍ଶ ବିଦ୍ୟାଳୟ ରାସ୍ତା!|    (26-Aug-2026)       ||      ଖଡ଼ଗ ନଦୀରେ ଡ଼ଙ୍ଗା ବୁଡି ଭାସିଗଲେ ଶଶୁର ବୋହୁ,    (26-Aug-2026)       ||      ପଦ୍ମପୁର ର ପୂର୍ବତନ ବିଧାୟକ ଙ୍କ ପରଲୋକ |   (26-Aug-2026)       ||      ସାପ କାମୁଡା ରେ ମୁଣ୍ଡୁଳା ଗ୍ରାମର ମହିଳା ମୃତ |    (26-Aug-2026)       ||      ସାରାରାଜ୍ୟରେ ପନିର ପରେ ମିଠା ଦୋକାନ ରେ ଚଢ଼ାଉ କରୁଛି ଖାଦ୍ୟ କଣ୍ଟ୍ରୋଲ ବିଭାଗ |    (26-Aug-2026)       ||      ଜୁଆ ଆଡ୍ଡା ଉପରେ ହିଞ୍ଜିଳି ପୋଲିସ ର ଚଢ଼ାଉ 11ଯୁଆଡ଼ି ସହ ବହୁ ସାମାନ ଜବତ ||   (26-Aug-2026)       ||      ଅଭିନେତା ଗୋବିନ୍ଦା ଓ ସ୍ତ୍ରୀ ସୁନିତା ଙ୍କୁ ଛାଡ଼ ପତ୍ର ବିବାଦ ନେଇ ମାଇଁଙ୍କୁ ସାହାଯ୍ୟ କଲେ ଗୋବିନ୍ଦା ଙ୍କ ଭାଣଜି |    (26-Aug-2026)       ||      ନଦୀରେ ପସି ଡ଼ଙ୍ଗା ପାଖକୁ ଯାଉଥିଲା ବେଳେ ବୃଦ୍ଧ ଙ୍କୁ ଟାଣିନେଲା କୁମ୍ଭୀର ||   (26-Aug-2026)       ||      ଶବ ଦାହ ପାଇଁ ଅସୁବିଧା ଶ୍ମଶାନ ଚାରିପଟେ2ଫୁଟ ଖାଲ |    (26-Aug-2026)       ||      ଛତିଶ ଗଡ଼ ବନ ବିଭାଗ ର ଚଢ଼ାଉ, ଲକ୍ଷା ଧିକ ଟଙ୍କାର କାଠ ଜବତ |   (26-Aug-2026)       ||     

ଏନଏସି ଛାତ୍ରୀଙ୍କ ସେବା କାର୍ଯ୍ୟ ସାଧାରଣ ରେ ପ୍ରଶଂସା ||

27-Jun-2025

ଏନସିସି ଛାତ୍ରୀଙ୍କ ସେବା କାର୍ଯ୍ୟ। ସାଧାରଣରେ ପ୍ରଶ°ସା।

ଓଡ଼ିଶା ଜନମତ, ପୋଲସରା, ସନ୍ତୋଷ କୁମାର ପଣ୍ଡା 
ପୋଲସରା  ତା.୨୭/୦୬/୨୦୨୫:- ମାଧବ ସେବା ଠାରୁ ସ°ସାରରେ ବଡ ସେବା ନାହିଁ ଏ ଆପ୍ତବାକ୍ୟ ନିରାଟ ସତ୍ୟ/କିନ୍ତୁ ଏହାଠାରୁ ମଧ୍ୟ ବଡ ସେବା ହେଉଛି ଭୋକିଲା ନିରୀହ ପ୍ରାଣୀମାନଙ୍କୁ ସେବା କରିବା। ଏହାର ଜ୍ୱଳନ୍ତ ପ୍ରମାଣ ଦେଖିବାକୁ ମିଳିଛି ଶିକ୍ଷା ଅଧ୍ୟୟନରତ ଛାତ୍ରୀ ମାନଙ୍କ ଦ୍ଵାରା ନିସ୍ୱାର୍ଥପର ସେବା କାର୍ଯ୍ୟକୁ ନେଇ। ଆଜି ପବିତ୍ର ଆଷାଢ଼  ମାସ ଶୁକ୍ଳପକ୍ଷ ଦ୍ଵିତୀୟା ତିଥି। ବିଶ୍ଵ ନିୟନ୍ତା ପ୍ରଭୂ ଶ୍ରୀଜଗନ୍ନାଥଙ୍କ ଘୋଷଯାତ୍ରା। ଏଭଳି ପବିତ୍ର ତିଥି ଦିବସରେ ପୋଲସରା ବିଜ୍ଞାନ କଲେଜର ଏନସିସି ଛାତ୍ରୀମାନେ ସହରର ବେଲଗାଁ ଛକ ସ୍ଥିତ ଜିବେଦୟା ଚାରିଟିବୁଲ୍ ଟ୍ରଷ୍ଟରୁ ଆରମ୍ଭ କରି ରାଣୀପଡ଼ା ପଯ୍ୟନ୍ତ ମୁଖ୍ୟସଡ଼କ ଏଵଂ ଗଳି ଗୁଡିକରେ ବୁଲୁଥିବା ଅସହାୟ ନିରୀହ ବୁଲା ଗାଈ, ବଳଦ, ଷଣ୍ଢ, ଗଧ ଓ କୁକୁରମାନଙ୍କୁ ରନ୍ଧନ ଖାଦ୍ୟ, ଘାସ, ବିସ୍କୁଟ ଓ ପାଉଁରୁଟି ଓ କଦଳୀ ଇତ୍ୟାଦି ଖାଦ୍ୟ ବଣ୍ଟନ କରିଥିବାର ପ୍ରେରଣାଦାୟୀ ଦୃଶ୍ୟ ଦେଖିବାକୁ ମିଳିଥିଲା। ଲିଙ୍ଗରାଜ ଆଇନ କଲେଜ ଛାତ୍ର ନାରାୟଣ ସାହୁଙ୍କ ନେତୃତ୍ୱରେ ଛାତ୍ରୀମାନଙ୍କ ଦ୍ଵାରା କରାଯାଇଥିବା ସେବାକାର୍ଯ୍ୟକୁ ନେଇ ବୁଦ୍ଧିଜୀବୀଙ୍କ ସମେତ ସର୍ବସାଧାରଣ ଭୂରି ଭୂରି ପ୍ରଶ°ସା କରିଛନ୍ତି।

News Comment

You Might Also Like

BACK TO TOP