Breaking News

ପଦ୍ମ ଦଳର ଅଣଦେଖାରେ ଅତିଷ୍ଟ ଦୁଇ ପୂର୍ବତନ ବିଜେଡି ମନ୍ତ୍ରୀ, ପ୍ରଦୀପ ଓ ସମୀର |    (27-Aug-2026)       ||      ରାକ୍ଷୀ ପୂର୍ଣ୍ଣିମା ହେଉଛି, ଭାଇ ଭଉଣୀ ଙ୍କ ଅତୁଟ ସମ୍ପର୍କ ଓ ସୁରକ୍ଷା ପ୍ରଦାନର ପ୍ରତୀକ | |   (27-Aug-2026)       ||      ଆସନ୍ତା କାଲି ମାନ୍ୟବର ମୁଖ୍ୟମନ୍ତ୍ରୀ ଙ୍କ ଗଞ୍ଜାମ ଗ୍ରସ୍ତ |    (26-Aug-2026)       ||      ବିଧାୟକ ଙ୍କ ଦ୍ୱାରା ପାଣ୍ଡିଆ ପଞ୍ଚାୟତ ହିତାଧିକାରୀ ଙ୍କୁ ରାସନ କାର୍ଡ ଓ ଭତ୍ତା ଟଙ୍କା ପ୍ରଦାନ ||   (26-Aug-2026)       ||      ମରଣ ଯନ୍ତା ପାଲିଟିଛି ରାଗପୁର ଆଦର୍ଶ ବିଦ୍ୟାଳୟ ରାସ୍ତା!|    (26-Aug-2026)       ||      ଖଡ଼ଗ ନଦୀରେ ଡ଼ଙ୍ଗା ବୁଡି ଭାସିଗଲେ ଶଶୁର ବୋହୁ,    (26-Aug-2026)       ||      ପଦ୍ମପୁର ର ପୂର୍ବତନ ବିଧାୟକ ଙ୍କ ପରଲୋକ |   (26-Aug-2026)       ||      ସାପ କାମୁଡା ରେ ମୁଣ୍ଡୁଳା ଗ୍ରାମର ମହିଳା ମୃତ |    (26-Aug-2026)       ||      ସାରାରାଜ୍ୟରେ ପନିର ପରେ ମିଠା ଦୋକାନ ରେ ଚଢ଼ାଉ କରୁଛି ଖାଦ୍ୟ କଣ୍ଟ୍ରୋଲ ବିଭାଗ |    (26-Aug-2026)       ||      ଜୁଆ ଆଡ୍ଡା ଉପରେ ହିଞ୍ଜିଳି ପୋଲିସ ର ଚଢ଼ାଉ 11ଯୁଆଡ଼ି ସହ ବହୁ ସାମାନ ଜବତ ||   (26-Aug-2026)       ||      ଅଭିନେତା ଗୋବିନ୍ଦା ଓ ସ୍ତ୍ରୀ ସୁନିତା ଙ୍କୁ ଛାଡ଼ ପତ୍ର ବିବାଦ ନେଇ ମାଇଁଙ୍କୁ ସାହାଯ୍ୟ କଲେ ଗୋବିନ୍ଦା ଙ୍କ ଭାଣଜି |    (26-Aug-2026)       ||      ନଦୀରେ ପସି ଡ଼ଙ୍ଗା ପାଖକୁ ଯାଉଥିଲା ବେଳେ ବୃଦ୍ଧ ଙ୍କୁ ଟାଣିନେଲା କୁମ୍ଭୀର ||   (26-Aug-2026)       ||      ଶବ ଦାହ ପାଇଁ ଅସୁବିଧା ଶ୍ମଶାନ ଚାରିପଟେ2ଫୁଟ ଖାଲ |    (26-Aug-2026)       ||      ଛତିଶ ଗଡ଼ ବନ ବିଭାଗ ର ଚଢ଼ାଉ, ଲକ୍ଷା ଧିକ ଟଙ୍କାର କାଠ ଜବତ |   (26-Aug-2026)       ||      ସନ୍ତୋଷ ସିଂ ସାଲୁଜା ଙ୍କ ମତ M M D R ବିଲ ପ୍ରତ୍ୟହାର ନ କଲେ ଶାସକ ଦଳ ଏମପି ଓ ଏମ ଏ ଏଲ ଙ୍କ ଘର କୁ ଘେରାଉ କରିବ କଂଗ୍ରେସ |   (26-Aug-2026)       ||      ଜିଓ କମ୍ପାନୀ ର ଜବରଦସ୍ତ ଅଫର, 49 ଟଙ୍କାରେ ଅନ ଲିମିଟେଡ଼ ଡାଟା |   (26-Aug-2026)       ||      ଚାକିରୀ ଦେବା ନାଁ ରେ ଦେଢ଼ କୋଟି ଚଳୁ, ପାଞ୍ଚ ବ୍ୟକ୍ତି ଙ୍କୁ ଗିରଫ କଲା ବୈଦ୍ୟନାଥ ପୁର ପୋଲିସ ||   (25-Aug-2026)       ||      ଏଥର ମାଣ୍ଡିଆ, ଚାଉଳ ରେ ତିଆରି ରାକ୍ଷୀ ଷ୍ଟଲ ରେ ମହିଳାଙ୍କ ପ୍ରବଳ ଭିଡ଼ ||   (25-Aug-2026)       ||      ହାଟ ଡିହି ଶିକ୍ଷା ଜିଲ୍ଳାରେ ପ୍ରମୋସନହୋଇ ପ୍ରଧାନ ଶିକ୍ଷକ ହେଲେ 57 ଜଣ ଶିକ୍ଷକ ||   (25-Aug-2026)       ||      ଆବାସ ଯୋଜନା ପାଈଁ ଲାଞ୍ଚନେଇଥିବା ଅଭିଯୋଗ ରେ ପୂର୍ବତନ ପିଇଓ ଙ୍କୁ 4ବର୍ଷ ଦଣ୍ଡା ଦେଶ ଦେଲେ କୋର୍ଟ |    (25-Aug-2026)       ||     

ପୋଲସରା ଏନଏସି ରେ ମନ୍ତ୍ରୀ ଓ ଅତିଥି ମାନଙ୍କ ଦ୍ୱାରା ଭତ୍ତା, ଆର୍ଥିକ ସହାୟତା ପ୍ରଦାନ |

29-Jun-2025

ପୋଲସରା ଏନଏସିର କାର୍ଯ୍ୟକ୍ରମରେ ଅତିଥି ମନ୍ତ୍ରୀଙ୍କ ଦ୍ୱାରା ବିଭିନ୍ନ ଭତ୍ତା, ଆର୍ଥିକ ସହାୟତା ବଣ୍ଟନ ଏଵଂ ଭିତ୍ତୀ ପ୍ରସ୍ତର ସ୍ଥାପନ।
____________________________________
ଓଡ଼ିଶା ଜନମତ, ପୋଲସରା, ସନ୍ତୋଷ କୁମାର ପଣ୍ଡା 
 ତା.୨୯/୦୬/୨୦୨୫:

ଆଜି ପୋଲସରା ଏନ୍ଏସି ପକ୍ଷରୁ ପିଏମ୍ ଆବାସ କାର୍ଯ୍ୟାଦେଶ, ସାମାଜିକ ସୁରକ୍ଷା ଯୋଜନାର ନୂତନ ଭତ୍ତା, ଖାଉଟି କାର୍ଡ, ଏସଏଚଜି ମହିଳା  ଗ୍ରୁପ୍ ସହାୟତା ରାଶି ବଣ୍ଟନ, ପଟ୍ଟା ବଣ୍ଟନ ସହ ୩୯ ଗୋଟି ଉନ୍ନତି ମୂଳକ କାର୍ଯ୍ୟ ଗୁଡ଼ିକର ଭିତ୍ତି ପ୍ରସ୍ତର ସ୍ଥାପନ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କାର୍ଯ୍ୟନିର୍ବାହୀ ଅଧିକାରୀ କୈଳାଶ ଚନ୍ଦ୍ର ଜେନାଙ୍କ ପ୍ରତ୍ୟକ୍ଷ ତତ୍ବାବଧାନରେ ଏଵଂ ନଗରପାଳ ସଂଗୀତା ବେହେରାଙ୍କ ଅଧ୍ୟକ୍ଷତାରେ ଆୟୋଜିତ କାର୍ଯ୍ୟକ୍ରମରେ ପୋଲସରା ବିଧାୟକ ତଥା ମତ୍ସ୍ୟ ପଶୁସମ୍ପଦ ବିକାଶ, ଅତିକ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ବିଭାଗ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ମୁଖ୍ୟ ଅତିଥି ଏଵଂ ସମ୍ମାନୀତ ଅତିଥିଭାବେ ତହସିଲଦାର ଦିପ୍ତିମୟୀ ପାତ୍ର, ଏନଏସି ଉପାଧ୍ୟକ୍ଷ ସନ୍ତୋଷ କୁମାର ବେହେରା, ସା°ସଦ ପ୍ରତିନିଧିଭାବେ ସିମାଞ୍ଚଳ ସାହୁ, ବିଜେପି ଯୁବନେତା ପ୍ରଭାକର ପଣ୍ଡା, ପୂର୍ବତନ ନଗର ପାଳ ପ୍ରଫୁଲ୍ଲ ପ୍ରଧାନଙ୍କ ସମେତ ସମସ୍ତ କାଉନସିଲର ବୃନ୍ଦ ଯୋଗଦେଇଥିଲେ। କାର୍ଯ୍ୟକ୍ରମକୁ ଅତିଥି ମନ୍ତ୍ରୀ ପ୍ରଦୀପ ପ୍ରଜ୍ବଳନ ପୂର୍ବକ ଉଦଘାଟନ କରିଥିବାବେଳେ ଉପସ୍ଥିତ ଅନ୍ୟ ଅତିଥିବୃନ୍ଦ ସହଯୋଗ କରିଥିଲେ। ଏହି ଅବସରରେ ମୁଖ୍ୟ ଅତିଥି ନିଜର ଅଭିଭାଷଣରେ ସରକାରଙ୍କ ବିଭିନ୍ନ ଜନହିତାଧିକାରୀ ଏଵଂ ବିଭିନ୍ନ କଲ୍ୟାଣ ଯୋଜନାଗୁଡିକ ଉପରେ ଆଲୋକପାତ କରିବା ସହ ନିର୍ବାଚନ ବେଳେ ଦେଇଥିବା ସମସ୍ତ ପ୍ରତିଶୃତି ଗୁଡ଼ିକୁ ନିଶ୍ଚିତ ଭାବେ ପୂରଣ କରାଯିବ ବୋଲି କହିଥିଲେ। ଏହି ଅବସରରେ ପୋଲସରା ଏନଏସିର ୧୯ ଗୋଟି ୱାର୍ଡ ଗୁଡ଼ିକର  ଉନ୍ନତି ଏଵଂ ବିକାଶ ସକାଶେ ୫ କୋଟି ଟଙ୍କାର ୩୯ ଗୋଟି ବିଭିନ୍ନ ପ୍ରକଳ୍ପ ଗୁଡ଼ିକର ଭିତ୍ତି ପ୍ରସ୍ତର ସ୍ଥାପନ କରିବା ସହ ଉପରୋକ୍ତ ବିଭିନ୍ନ କାର୍ଯ୍ୟାଦେଶ, ଭୁମିପଟ୍ଟା, ଘରକଣ୍ଟକପଟ୍ଟା, ଭତ୍ତା ଏଵଂ ସହାୟତା ରାଶି ମନ୍ତ୍ରୀ ମହୋଦୟ ବଣ୍ଟନ କରିଥିଲେ। ଏହି ସମୟରେ ଏନଏସିର ସମସ୍ତ ଷ୍ଟାଫ୍ ଏଵଂ କର୍ମଚାରୀବୃନ୍ଦ ଉପସ୍ଥିତ ରହି ସହଯୋଗ କରିଥିଲେ।

News Comment

You Might Also Like

BACK TO TOP