Breaking News

ଆସନ୍ତା କାଲି ମାନ୍ୟବର ମୁଖ୍ୟମନ୍ତ୍ରୀ ଙ୍କ ଗଞ୍ଜାମ ଗ୍ରସ୍ତ |    (26-Aug-2026)       ||      ବିଧାୟକ ଙ୍କ ଦ୍ୱାରା ପାଣ୍ଡିଆ ପଞ୍ଚାୟତ ହିତାଧିକାରୀ ଙ୍କୁ ରାସନ କାର୍ଡ ଓ ଭତ୍ତା ଟଙ୍କା ପ୍ରଦାନ ||   (26-Aug-2026)       ||      ମରଣ ଯନ୍ତା ପାଲିଟିଛି ରାଗପୁର ଆଦର୍ଶ ବିଦ୍ୟାଳୟ ରାସ୍ତା!|    (26-Aug-2026)       ||      ଖଡ଼ଗ ନଦୀରେ ଡ଼ଙ୍ଗା ବୁଡି ଭାସିଗଲେ ଶଶୁର ବୋହୁ,    (26-Aug-2026)       ||      ପଦ୍ମପୁର ର ପୂର୍ବତନ ବିଧାୟକ ଙ୍କ ପରଲୋକ |   (26-Aug-2026)       ||      ସାପ କାମୁଡା ରେ ମୁଣ୍ଡୁଳା ଗ୍ରାମର ମହିଳା ମୃତ |    (26-Aug-2026)       ||      ସାରାରାଜ୍ୟରେ ପନିର ପରେ ମିଠା ଦୋକାନ ରେ ଚଢ଼ାଉ କରୁଛି ଖାଦ୍ୟ କଣ୍ଟ୍ରୋଲ ବିଭାଗ |    (26-Aug-2026)       ||      ଜୁଆ ଆଡ୍ଡା ଉପରେ ହିଞ୍ଜିଳି ପୋଲିସ ର ଚଢ଼ାଉ 11ଯୁଆଡ଼ି ସହ ବହୁ ସାମାନ ଜବତ ||   (26-Aug-2026)       ||      ଅଭିନେତା ଗୋବିନ୍ଦା ଓ ସ୍ତ୍ରୀ ସୁନିତା ଙ୍କୁ ଛାଡ଼ ପତ୍ର ବିବାଦ ନେଇ ମାଇଁଙ୍କୁ ସାହାଯ୍ୟ କଲେ ଗୋବିନ୍ଦା ଙ୍କ ଭାଣଜି |    (26-Aug-2026)       ||      ନଦୀରେ ପସି ଡ଼ଙ୍ଗା ପାଖକୁ ଯାଉଥିଲା ବେଳେ ବୃଦ୍ଧ ଙ୍କୁ ଟାଣିନେଲା କୁମ୍ଭୀର ||   (26-Aug-2026)       ||      ଶବ ଦାହ ପାଇଁ ଅସୁବିଧା ଶ୍ମଶାନ ଚାରିପଟେ2ଫୁଟ ଖାଲ |    (26-Aug-2026)       ||      ଛତିଶ ଗଡ଼ ବନ ବିଭାଗ ର ଚଢ଼ାଉ, ଲକ୍ଷା ଧିକ ଟଙ୍କାର କାଠ ଜବତ |   (26-Aug-2026)       ||      ସନ୍ତୋଷ ସିଂ ସାଲୁଜା ଙ୍କ ମତ M M D R ବିଲ ପ୍ରତ୍ୟହାର ନ କଲେ ଶାସକ ଦଳ ଏମପି ଓ ଏମ ଏ ଏଲ ଙ୍କ ଘର କୁ ଘେରାଉ କରିବ କଂଗ୍ରେସ |   (26-Aug-2026)       ||      ଜିଓ କମ୍ପାନୀ ର ଜବରଦସ୍ତ ଅଫର, 49 ଟଙ୍କାରେ ଅନ ଲିମିଟେଡ଼ ଡାଟା |   (26-Aug-2026)       ||      ଚାକିରୀ ଦେବା ନାଁ ରେ ଦେଢ଼ କୋଟି ଚଳୁ, ପାଞ୍ଚ ବ୍ୟକ୍ତି ଙ୍କୁ ଗିରଫ କଲା ବୈଦ୍ୟନାଥ ପୁର ପୋଲିସ ||   (25-Aug-2026)       ||      ଏଥର ମାଣ୍ଡିଆ, ଚାଉଳ ରେ ତିଆରି ରାକ୍ଷୀ ଷ୍ଟଲ ରେ ମହିଳାଙ୍କ ପ୍ରବଳ ଭିଡ଼ ||   (25-Aug-2026)       ||      ହାଟ ଡିହି ଶିକ୍ଷା ଜିଲ୍ଳାରେ ପ୍ରମୋସନହୋଇ ପ୍ରଧାନ ଶିକ୍ଷକ ହେଲେ 57 ଜଣ ଶିକ୍ଷକ ||   (25-Aug-2026)       ||      ଆବାସ ଯୋଜନା ପାଈଁ ଲାଞ୍ଚନେଇଥିବା ଅଭିଯୋଗ ରେ ପୂର୍ବତନ ପିଇଓ ଙ୍କୁ 4ବର୍ଷ ଦଣ୍ଡା ଦେଶ ଦେଲେ କୋର୍ଟ |    (25-Aug-2026)       ||      ଦାଦନ ଯାଇ ନିଖୋଜ ଥିବା ପୁଅର ବାଟ ଚାହିଁ ବସି ଛନ୍ତି ପରିବାର ଲୋକ ||   (25-Aug-2026)       ||      ଗଣ୍ଡଳା ଗାଁ ପୋଖରୀ ନିଲାମକୁ ବାତିଲ ପାଈଁ ଗ୍ରାମବାସୀ ବିଡ଼ିଓ ଓ ସରପଞ୍ଚ ଙ୍କୁ ଦେଲେ ଦାବିପତ୍ର ||   (25-Aug-2026)       ||     

ପୋଲସରା ଚିରିଗିପଡା ଶାସନ ଡ୍ରେନ ରୁ ଦମକଳ ବାହିନୀ ଦ୍ୱାରା ଷଣ୍ଢ ଉଦ୍ଧାର |

01-Jul-2025

ଡ୍ରେନରୁ ଦମକଳବାହିନୀ ଦ୍ବାରା ଷଣ୍ଢ ଉଧାର,

ଓଡ଼ିଶା ଜନମତ,ପୋଲସରା, ସନ୍ତୋଷ କୁମାର ପଣ୍ଡା 
  ୦୧/୦୭/୨୫ 

ପୋଲସରା ବ୍ଲକ ଅନ୍ତର୍ଗତ ଚିରିକିପଡା ଶାସନ ଗ୍ରାମର ଡ୍ରେନ ରୁ ଏକ ଷଣ୍ଢ ଉଧାର ହୋଇଥିବା ଜଣାପଡିଛି। ଆଜି ଦିବା ୨ ଘଣ୍ଟା ସମୟରେ ଏକ ବୁଲା ଷଣ୍ଢ  ପୋଲସରା ଓ ଚିରିକିପଡା ଶାସନ ମୁଖ ସଡ଼କ ଘୋଡା ସାହିକୁ ସଂଯୋଗ କରୁଥିବା ରାସ୍ତା କଡ଼ରେ ଯାଇଥିବା ଡ୍ରେନ ଭିତରକୁ ଖସି ପଡିଥିଲା। ଖସି ଡ୍ରେନ ଭିତରେ ଛଟପଟ ହୋଉଥିବା ବେଳେ ଗ୍ରାମର ଲୋକମାନେ ପୋଲସରା ଦମକଳବାହିନୀକୁ ଖବର ଦେଇଥିଲେ। ଦମକଳବାହିନୀର କର୍ମଚାରୀ ମାନେ ତୁରନ୍ତ ସେଠାରେ ପହଞ୍ଚି ଷଣ୍ଢ ର ଚାରି ଖୁରାରେ ଦଉଡ଼ି ବାନ୍ଧି ଡ୍ରେନ ଭିତର ଷଣ୍ଢ ଟିକୁ ଉଧାର କରିଥିଲେ। ଷଣ୍ଢ ଟିର କିଛି ଜାଗାରେ ସାମାନ୍ୟ ଆଘାତ ଲାଗିଥିବା ଜଣାପଡିଛି।

News Comment

You Might Also Like

BACK TO TOP