Breaking News

ଆସନ୍ତା କାଲି ମାନ୍ୟବର ମୁଖ୍ୟମନ୍ତ୍ରୀ ଙ୍କ ଗଞ୍ଜାମ ଗ୍ରସ୍ତ |    (26-Aug-2026)       ||      ବିଧାୟକ ଙ୍କ ଦ୍ୱାରା ପାଣ୍ଡିଆ ପଞ୍ଚାୟତ ହିତାଧିକାରୀ ଙ୍କୁ ରାସନ କାର୍ଡ ଓ ଭତ୍ତା ଟଙ୍କା ପ୍ରଦାନ ||   (26-Aug-2026)       ||      ମରଣ ଯନ୍ତା ପାଲିଟିଛି ରାଗପୁର ଆଦର୍ଶ ବିଦ୍ୟାଳୟ ରାସ୍ତା!|    (26-Aug-2026)       ||      ଖଡ଼ଗ ନଦୀରେ ଡ଼ଙ୍ଗା ବୁଡି ଭାସିଗଲେ ଶଶୁର ବୋହୁ,    (26-Aug-2026)       ||      ପଦ୍ମପୁର ର ପୂର୍ବତନ ବିଧାୟକ ଙ୍କ ପରଲୋକ |   (26-Aug-2026)       ||      ସାପ କାମୁଡା ରେ ମୁଣ୍ଡୁଳା ଗ୍ରାମର ମହିଳା ମୃତ |    (26-Aug-2026)       ||      ସାରାରାଜ୍ୟରେ ପନିର ପରେ ମିଠା ଦୋକାନ ରେ ଚଢ଼ାଉ କରୁଛି ଖାଦ୍ୟ କଣ୍ଟ୍ରୋଲ ବିଭାଗ |    (26-Aug-2026)       ||      ଜୁଆ ଆଡ୍ଡା ଉପରେ ହିଞ୍ଜିଳି ପୋଲିସ ର ଚଢ଼ାଉ 11ଯୁଆଡ଼ି ସହ ବହୁ ସାମାନ ଜବତ ||   (26-Aug-2026)       ||      ଅଭିନେତା ଗୋବିନ୍ଦା ଓ ସ୍ତ୍ରୀ ସୁନିତା ଙ୍କୁ ଛାଡ଼ ପତ୍ର ବିବାଦ ନେଇ ମାଇଁଙ୍କୁ ସାହାଯ୍ୟ କଲେ ଗୋବିନ୍ଦା ଙ୍କ ଭାଣଜି |    (26-Aug-2026)       ||      ନଦୀରେ ପସି ଡ଼ଙ୍ଗା ପାଖକୁ ଯାଉଥିଲା ବେଳେ ବୃଦ୍ଧ ଙ୍କୁ ଟାଣିନେଲା କୁମ୍ଭୀର ||   (26-Aug-2026)       ||      ଶବ ଦାହ ପାଇଁ ଅସୁବିଧା ଶ୍ମଶାନ ଚାରିପଟେ2ଫୁଟ ଖାଲ |    (26-Aug-2026)       ||      ଛତିଶ ଗଡ଼ ବନ ବିଭାଗ ର ଚଢ଼ାଉ, ଲକ୍ଷା ଧିକ ଟଙ୍କାର କାଠ ଜବତ |   (26-Aug-2026)       ||      ସନ୍ତୋଷ ସିଂ ସାଲୁଜା ଙ୍କ ମତ M M D R ବିଲ ପ୍ରତ୍ୟହାର ନ କଲେ ଶାସକ ଦଳ ଏମପି ଓ ଏମ ଏ ଏଲ ଙ୍କ ଘର କୁ ଘେରାଉ କରିବ କଂଗ୍ରେସ |   (26-Aug-2026)       ||      ଜିଓ କମ୍ପାନୀ ର ଜବରଦସ୍ତ ଅଫର, 49 ଟଙ୍କାରେ ଅନ ଲିମିଟେଡ଼ ଡାଟା |   (26-Aug-2026)       ||      ଚାକିରୀ ଦେବା ନାଁ ରେ ଦେଢ଼ କୋଟି ଚଳୁ, ପାଞ୍ଚ ବ୍ୟକ୍ତି ଙ୍କୁ ଗିରଫ କଲା ବୈଦ୍ୟନାଥ ପୁର ପୋଲିସ ||   (25-Aug-2026)       ||      ଏଥର ମାଣ୍ଡିଆ, ଚାଉଳ ରେ ତିଆରି ରାକ୍ଷୀ ଷ୍ଟଲ ରେ ମହିଳାଙ୍କ ପ୍ରବଳ ଭିଡ଼ ||   (25-Aug-2026)       ||      ହାଟ ଡିହି ଶିକ୍ଷା ଜିଲ୍ଳାରେ ପ୍ରମୋସନହୋଇ ପ୍ରଧାନ ଶିକ୍ଷକ ହେଲେ 57 ଜଣ ଶିକ୍ଷକ ||   (25-Aug-2026)       ||      ଆବାସ ଯୋଜନା ପାଈଁ ଲାଞ୍ଚନେଇଥିବା ଅଭିଯୋଗ ରେ ପୂର୍ବତନ ପିଇଓ ଙ୍କୁ 4ବର୍ଷ ଦଣ୍ଡା ଦେଶ ଦେଲେ କୋର୍ଟ |    (25-Aug-2026)       ||      ଦାଦନ ଯାଇ ନିଖୋଜ ଥିବା ପୁଅର ବାଟ ଚାହିଁ ବସି ଛନ୍ତି ପରିବାର ଲୋକ ||   (25-Aug-2026)       ||      ଗଣ୍ଡଳା ଗାଁ ପୋଖରୀ ନିଲାମକୁ ବାତିଲ ପାଈଁ ଗ୍ରାମବାସୀ ବିଡ଼ିଓ ଓ ସରପଞ୍ଚ ଙ୍କୁ ଦେଲେ ଦାବିପତ୍ର ||   (25-Aug-2026)       ||     

ପୋଲସରା ଓ ବୁଗୁଡ଼ା ରେ ପ୍ରାଣ ହରାଇ ଥିବା ମୃତକଙ୍କ ପରିବାର କୁ ସମବେଦନା ଜଣାଇଲେପୂର୍ବତନ ଶ୍ରମମନ୍ତ୍ରୀ ଶ୍ରୀକାନ୍ତ ସାହୁ |

02-Jul-2025

ମୃତକଙ୍କ ପରିବାରକୁ ସମବେଦନା ଜଣାଇଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ
ଓଡ଼ିଶା ଜନମତ, ପୋଲସରା, ସନ୍ତୋଷ କୁମାର ପଣ୍ଡା 
 ୨/୭/୨୫ :

 ପୋଲସରା ନିର୍ବାଚନ ମଣ୍ଡଳୀର ପୂର୍ବତନ ବିଧାୟକ ତଥା ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ମୃତକଙ୍କ ପରିବାରକୁ ଭେଟି ପୂର୍ବପରି ସମବେଦନା ଜଣାଇବା ସହ ବିଭିନ୍ନ କାର୍ଯ୍ୟକ୍ରମ ରେ ଯୋଗଦେଇ ଜନସମ୍ପର୍କ ଜାରୀରଖିଛନ୍ତି। ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ଜୁନ ମାସରେ ୧୦ ଜଣ ମୃତକଙ୍କ ପରିବାରକୁ ଭେଟି ସମବେଦନା ଜଣାଇବା ସହ ଆବଶ୍ୟକ ସ୍ଥଳେ ଆର୍ଥିକ ସହାୟତା ପ୍ରଦାନ କରିଥିଲେ। ଜୁନ ମାସରେ ସେ ପୋଲସରା ବ୍ଲକ ମାଳତେନ୍ତୁଳିଆ ଗ୍ରାମର ମୃତକ ନମିତା ସାହୁ(୪୦) ଓ ଜା.ଡେଙ୍ଗାପଦର ଗ୍ରାମର ମୃତକ ରାମ ସ୍ୱାଇଁ (୪୫) ଙ୍କ ପରିବାର ଏବଂ ପୋଲସରା ଏନ୍.ଏ.ଏସି ୱାର୍ଡ ନମ୍ବର -୭  ଖଣ୍ଡିଆ ସାହିର ମୃତକ ଦୁର୍ଯ୍ୟଧନ ମାଠ (୩୦) ଓ ୱାର୍ଡ ନମ୍ବର -୬ ପାଟଣାପଦର ସାହିର ମୃତକ ସୁଭଦିପ୍ ଗୌଡ଼ (୧୨) ଙ୍କ ପରିବାରକୁ ଭେଟି ସମବେଦନା ଜଣାଇଥିଲେ। ସେହିପରି ବୁଗୁଡ଼ା ବ୍ଲକର ଖୋଳଖାଳି ଗ୍ରାମର ମୃତକ ମୁନା ସାହୁ (୩୦) , ପଥରାପଲ୍ଲୀ ଗ୍ରାମର ମୃତକ ଶତ୍ରୁଘ୍ନ ମଳିକ (୪୦) , ମାଣିତରା ଗ୍ରାମର ମୃତକ ସୌରଭ୍ ସାହୁ (୨୫),  ସୁନାକେରା ଗ୍ରାମର ମୃତକ ନନ୍ଦ କିଶୋର ପ୍ରଧାନ, ପଙ୍କଳସାହି ଗ୍ରାମର ମୃତକ ଲଡୁ କିଶୋର ଜେନା ଓ ବେତାରସିଙ୍ଗ ଗ୍ରାମର ମୃତକ ଅମର ଗୌଡ଼ (୩୦) ଙ୍କ ପରିବାରଙ୍କୁ ଭେଟି ସମବେଦନା ଜଣାଇଥିଲେ। ଜୁଲାଇ ୧ ତାରିଖ ଦିନ ବୁଗୁଡ଼ା ବ୍ଲକ ବିରଞ୍ଚିପୁର୍ ଗ୍ରାମର ଦଣ୍ଡପାଣି ମହାପାତ୍ର ଆକସ୍ମିକ ମୃତ୍ୟୁ ବରଣ କରିଥିବା ଖବର ପାଇ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ମୃତକଙ୍କ ପରିବାରକୁ ଭେଟି ସମବେଦନା ଜଣାଇବା ସହ ସେହି ବୁଗୁଡ଼ା ବ୍ଲକ ଟଭାପଲ୍ଲୀ ଗ୍ରାମର କୀର୍ତ୍ତନ ନାୟକ ଆକସ୍ମିକ ମୃତ୍ୟୁ ବରଣ କରିଥିବା ଖବର ପାଇ ମୃତକଙ୍କ ବାସଭବନକୁ ମଧ୍ୟ ଯାଇ ଶୋକ ସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇବା ସହ ଆର୍ଥିକ ସହାୟତା ପ୍ରଦାନ କରିଥିଲେ। ସେହି ଜୁଲାଇ ୧ ତାରିଖ ଦିନ ବୁଗୁଡ଼ା ବ୍ଲକ କରଚୁଲି ଗ୍ରାମର କୁମାରୀ ପ୍ରଧାନ ଆକସ୍ମିକ ମୃତ୍ୟୁ ବରଣ କରିଥିବା ଖବର ପାଇ ମୃତକଙ୍କ ବାସଭବନକୁ ଯାଇ ଶୋକ ସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇବା ସହ ଆର୍ଥିକ ସହାୟତା ପ୍ରଦାନ କରିଥିଲେ। ଜୁଲାଇ ୨ ତାରିଖ ଦିନ ପୋଲସରା ବ୍ଲକ ରୁମାଗଡ ଗ୍ରାମର ଭଗବତ ବିଷୋୟୀ (୩୦) ସଡ଼କ ଦୁର୍ଘଟଣାରେ ମୃତ୍ୟୁ ବରଣ କରିଥିବା ଖବର ପାଇ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ମୃତକଙ୍କ ବାସଭବନକୁ ଯାଇ ଶୋକ ସନ୍ତପ୍ତ ପରିବାରକୁ ଭେଟି ସମବେଦନା ଜଣାଇବା ସହ ଆର୍ଥିକ ସହାୟତା ପ୍ରଦାନ କରିଥିଲେ। ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ କ୍ଷମତାରେ ନଥାଇ ମଧ୍ୟ ଲୋକଙ୍କ ଦୁଃଖଦ ସମୟରେ ପୂର୍ବପରି ପରିବାର ନିକଟକୁ ଯାଉଥିବା ଯୋଗୁ ବୁଦ୍ଧିଜୀବୀ ବୃନ୍ଦ ଉଚ୍ଚ ପ୍ରଶଂସା କରିଛନ୍ତି।

News Comment

You Might Also Like

BACK TO TOP