Breaking News

ପିକଅପ ଭେନ କୁ ଧକ୍କା ଦେଈ ବାଇକ ଚାଳକ ମୃତ ||   (16-Apr-2026)       ||      ରଙ୍ଗେଈଲୁଣ୍ଡା ବ୍ଳକର 17ଜଣ ସିଆରସିସି ମାନସିକ ଚାପର ଵଶବର୍ତ୍ତୀ ହୋଈ ବିଇଓ ଙ୍କୁ ଦେଲେ ସାମୁହିକ ଇସ୍ତଫାପତ୍ର |   (16-Apr-2026)       ||      ବାଇକ ଧକ୍କା ରେ ବରିଷ୍ଟ ନାଗରିକ ମୃତ |    (16-Apr-2026)       ||      ବାଇକ ଧକ୍କା ରେ ବରିଷ୍ଟ ନାଗରିକ ମୃତ |    (16-Apr-2026)       ||      ଗୋଶାଣୀ ନୂଆଙ୍ଗା ଥାନା ତରଫରୁ ବ୍ରହ୍ମପୁର ରେଳଷ୍ଟେସନ ନିକଟରେ 21କେଜି ଗଞ୍ଜେଇ, ଏକ ଅଟୋ ସହ ତିନି ଜଣକୁ ଗିରଫକଲା ପୋଲିସ |   (16-Apr-2026)       ||      ନାବାଳିକା କୁ ବସ ମଧ୍ୟରେ ଅସଦାଚରଣ କରି ରିଟାୟଡ଼ ଅଧ୍ୟାପକ ଗିରଫ |    (16-Apr-2026)       ||      ପୋଲସରା ଥାନା ପାତି ଗଡ଼ ଗ୍ରାମରେ ଚୋରିକରିବାକୁ ଆସିଥିବା ବୃଦ୍ଧାଙ୍କୁ କଲେ ଆକ୍ରମଣ |    (16-Apr-2026)       ||      ମାତୃଭାଷା ର ଐତିହ୍ୟ ସମ୍ପର୍କ ରେ ପାଠ ଚକ୍ର ||   (15-Apr-2026)       ||      ପୋଲସରା ବିଜ୍ଞାନ ମହା ବିଦ୍ୟାଳୟ ରେ ଆଠ ଦିନିଆ ଆତ୍ମ ରକ୍ଷା ତାଲିମ ଶିବିର ର ଶୁଭାରମ୍ଭ |   (15-Apr-2026)       ||      କୋଟିନଡ଼ା ଥାନା କନ୍ଧପଲି ନିକଟରେ ଗଛକୁ ଧକ୍କାଦେଇ ବାଇକ ଆରୋହୀ ମୃତ |    (15-Apr-2026)       ||      ପୋଲସରା ବିଜ୍ଞାନ ମହାବିଦ୍ୟାଳୟ ପକ୍ଷରୁ ରକ୍ତ ଦାନ ଶିବିର ଅନୁଷ୍ଠିତ |    (15-Apr-2026)       ||      ପୂର୍ବଶତ୍ରୁତାକୁ ନେଇ ଯୁବକ ଙ୍କୁ ନିର୍ମମ ହତ୍ୟା |    (15-Apr-2026)       ||      ସତାବନ ବର୍ଷ ରେ ବିବାହ ହେଲେ ଅଭିନେତା |    (15-Apr-2026)       ||      ମହା ବିଷୁବ ସଂକ୍ରାନ୍ତି ଉପଲକ୍ଷେ ମନ୍ଦାର ବେଶରେ ଦର୍ଶନ ଦେଲେ ମା ପାଟ ଖଣ୍ଡା |   (14-Apr-2026)       ||      ବିଶ୍ୱାସ ଓ ନିଷ୍ଠା ଦେଖାଇ 22ହାତ ନିଆଁ ଉପରେ ଚାଲିଲେ ମା ଅଁଳାଇ ଙ୍କ କାଳସୀ ଏବଂ ଶ୍ରଦ୍ଧାକୁ |    (14-Apr-2026)       ||      ପୁରୁଷୋତ୍ତମପୁର ସହର ସହିତ ବ୍ଳକର ବିଭିନ୍ନ ପଞ୍ଚାୟତରେ ଥିବା ମେରୁ ଯାତ୍ରା ଓ ହନୁମାନ ଜୟନ୍ତୀ ଶେଷ ହୋଇଛି |    (14-Apr-2026)       ||      ବୁଗୁଡ଼ାରେ ଗଞ୍ଜାମ କଳାକାର ଦିବସ -2026 ଅନୁଷ୍ଠିତ |   (14-Apr-2026)       ||      ବାଲିଗୁଡା ସହର ଓଏହାର ଆଖପାଖ ଅଞ୍ଚଳରେହନୁମାନ ଜୟନ୍ତୀ ଏବଂ ମହାବିଷୁବ ପଣା ସଂକ୍ରାନ୍ତି ଅନୁଷ୍ଠିତ |    (14-Apr-2026)       ||      ଭାଜପା ଘୁମୁସର ଏସିସି ମୋର୍ଚା ଜିଲ୍ଲା ସଭାପତି 2ଥର ହେଲେ ଗନ୍ଧ ମାର୍ଦନ ସେଠୀ |    (14-Apr-2026)       ||      କେନ୍ଦୁବାଡି ପଞ୍ଚାୟତରେ ଦୁତୀୟ ପର୍ଯ୍ୟାୟ ଜନ ଅଭିଯୋଗ ଶୁଣାଣି |   (13-Apr-2026)       ||     

ହିଞ୍ଜିଳି ଠାରେ ଟ୍ରକ ଧକ୍କା ରେ ତିନି ଅଟୋ ଆରୋହୀ ଗୁରୁତର |

03-Jul-2025

ଟ୍ରକ୍ ଧକ୍କାରେ ତିନି ଅଟୋ ଅରୋହୀ ଗୁରୁତର।

ଓଡିଶା ଜନ ମତ, ବ୍ରହ୍ମପୁର, କୈଳାଶ ଚନ୍ଦ୍ର ଚୌଧୁରୀ,

ଗତକାଲି ବିଳମ୍ବିତ ରାତିରେ ହିଞ୍ଜିଳି ଥାନା ସହର କଲେଜ ସାମ୍ନାରେ ଗୋଟିଏ ଅଟୋ କିଛି ଲୋକଙ୍କୁ ନେଇ ବ୍ରହ୍ମପୁର ଅଭିମୁଖେ ଆସୁଥିବା ବେଳେ ଗୋଟିଏ ମାଲବାହୀ ଟ୍ରକ ଧକ୍କା ଦେଇ ଘଟଣାସ୍ଥଳରୁ ଚମ୍ପଟ୍ ମାରି ଥିଲା | ତେବେ ସମର ଝୋଳ ଛକରେ କାର୍ଯ୍ୟରତ ଫାଣ୍ଡି କର୍ମଚାରୀ ଟ୍ରକଟିକୁ ଦ୍ରୁତ ଗତିରେ ଯାଉଥିବାକୌଣସି କାରଣରୁ ସନ୍ଦେହ କରି ହାତ ମାରି ଟ୍ରକ ଟିକୁ  ରଖିଥିଲେ | ଏବଂ ଡ଼୍ରାଇଭର କୁ ଥାନା କୁ ଆଣିପଚରା, ପଚାରି ପରେ ତାକୁ ଅଟକ ରଖିଛନ୍ତି।  ତେବେ ହିଞ୍ଜିଳି ରେ ଟ୍ରକ ସହିତ ଅଟୋ ର ଦୁର୍ଘଟଣା ର ପ୍ରଚଣ୍ଡ ଶବ୍ଦ ଶୁଣି ସ୍ଥାନୀୟ ଲୋକମାନେ ଦୁର୍ଘଟଣାଗ୍ରସ୍ତ ଅଟୋ ଆରୋହୀ ମାନଙ୍କୁ ଉଦ୍ଧାର କରି ଡାକ୍ତରଖାନାକୁ ଚିକିତ୍ସା ପାଇଁ ଭର୍ତ୍ତି କରିଥିଲେ। ତେବେ ଟ୍ରକ ଟିର ମାଲିକକୁ ଖବର ଦିଆ ଯାଇଛି  ସେ ଆସିଲେ  ଯାହା ବିଚାର କରାଯିବ ବୋଲି ଜଣା ପଡିଛି |

News Comment

You Might Also Like

BACK TO TOP