Breaking News

ପିକଅପ ଭେନ କୁ ଧକ୍କା ଦେଈ ବାଇକ ଚାଳକ ମୃତ ||   (16-Apr-2026)       ||      ରଙ୍ଗେଈଲୁଣ୍ଡା ବ୍ଳକର 17ଜଣ ସିଆରସିସି ମାନସିକ ଚାପର ଵଶବର୍ତ୍ତୀ ହୋଈ ବିଇଓ ଙ୍କୁ ଦେଲେ ସାମୁହିକ ଇସ୍ତଫାପତ୍ର |   (16-Apr-2026)       ||      ବାଇକ ଧକ୍କା ରେ ବରିଷ୍ଟ ନାଗରିକ ମୃତ |    (16-Apr-2026)       ||      ବାଇକ ଧକ୍କା ରେ ବରିଷ୍ଟ ନାଗରିକ ମୃତ |    (16-Apr-2026)       ||      ଗୋଶାଣୀ ନୂଆଙ୍ଗା ଥାନା ତରଫରୁ ବ୍ରହ୍ମପୁର ରେଳଷ୍ଟେସନ ନିକଟରେ 21କେଜି ଗଞ୍ଜେଇ, ଏକ ଅଟୋ ସହ ତିନି ଜଣକୁ ଗିରଫକଲା ପୋଲିସ |   (16-Apr-2026)       ||      ନାବାଳିକା କୁ ବସ ମଧ୍ୟରେ ଅସଦାଚରଣ କରି ରିଟାୟଡ଼ ଅଧ୍ୟାପକ ଗିରଫ |    (16-Apr-2026)       ||      ପୋଲସରା ଥାନା ପାତି ଗଡ଼ ଗ୍ରାମରେ ଚୋରିକରିବାକୁ ଆସିଥିବା ବୃଦ୍ଧାଙ୍କୁ କଲେ ଆକ୍ରମଣ |    (16-Apr-2026)       ||      ମାତୃଭାଷା ର ଐତିହ୍ୟ ସମ୍ପର୍କ ରେ ପାଠ ଚକ୍ର ||   (15-Apr-2026)       ||      ପୋଲସରା ବିଜ୍ଞାନ ମହା ବିଦ୍ୟାଳୟ ରେ ଆଠ ଦିନିଆ ଆତ୍ମ ରକ୍ଷା ତାଲିମ ଶିବିର ର ଶୁଭାରମ୍ଭ |   (15-Apr-2026)       ||      କୋଟିନଡ଼ା ଥାନା କନ୍ଧପଲି ନିକଟରେ ଗଛକୁ ଧକ୍କାଦେଇ ବାଇକ ଆରୋହୀ ମୃତ |    (15-Apr-2026)       ||      ପୋଲସରା ବିଜ୍ଞାନ ମହାବିଦ୍ୟାଳୟ ପକ୍ଷରୁ ରକ୍ତ ଦାନ ଶିବିର ଅନୁଷ୍ଠିତ |    (15-Apr-2026)       ||      ପୂର୍ବଶତ୍ରୁତାକୁ ନେଇ ଯୁବକ ଙ୍କୁ ନିର୍ମମ ହତ୍ୟା |    (15-Apr-2026)       ||      ସତାବନ ବର୍ଷ ରେ ବିବାହ ହେଲେ ଅଭିନେତା |    (15-Apr-2026)       ||      ମହା ବିଷୁବ ସଂକ୍ରାନ୍ତି ଉପଲକ୍ଷେ ମନ୍ଦାର ବେଶରେ ଦର୍ଶନ ଦେଲେ ମା ପାଟ ଖଣ୍ଡା |   (14-Apr-2026)       ||      ବିଶ୍ୱାସ ଓ ନିଷ୍ଠା ଦେଖାଇ 22ହାତ ନିଆଁ ଉପରେ ଚାଲିଲେ ମା ଅଁଳାଇ ଙ୍କ କାଳସୀ ଏବଂ ଶ୍ରଦ୍ଧାକୁ |    (14-Apr-2026)       ||      ପୁରୁଷୋତ୍ତମପୁର ସହର ସହିତ ବ୍ଳକର ବିଭିନ୍ନ ପଞ୍ଚାୟତରେ ଥିବା ମେରୁ ଯାତ୍ରା ଓ ହନୁମାନ ଜୟନ୍ତୀ ଶେଷ ହୋଇଛି |    (14-Apr-2026)       ||      ବୁଗୁଡ଼ାରେ ଗଞ୍ଜାମ କଳାକାର ଦିବସ -2026 ଅନୁଷ୍ଠିତ |   (14-Apr-2026)       ||      ବାଲିଗୁଡା ସହର ଓଏହାର ଆଖପାଖ ଅଞ୍ଚଳରେହନୁମାନ ଜୟନ୍ତୀ ଏବଂ ମହାବିଷୁବ ପଣା ସଂକ୍ରାନ୍ତି ଅନୁଷ୍ଠିତ |    (14-Apr-2026)       ||      ଭାଜପା ଘୁମୁସର ଏସିସି ମୋର୍ଚା ଜିଲ୍ଲା ସଭାପତି 2ଥର ହେଲେ ଗନ୍ଧ ମାର୍ଦନ ସେଠୀ |    (14-Apr-2026)       ||      କେନ୍ଦୁବାଡି ପଞ୍ଚାୟତରେ ଦୁତୀୟ ପର୍ଯ୍ୟାୟ ଜନ ଅଭିଯୋଗ ଶୁଣାଣି |   (13-Apr-2026)       ||     

ଆସ୍କା ବଜାର ନିକଟରେ ଛୁରା ମାଡ଼ରେ ଗୁରୁତର ଯୁବକ ମେଡିକାଲ ରେ ଚିକିତ୍ସିତ |

05-Jul-2025

ଛୁରା ମାଡ଼ରେ ଗୁରୁତର ଆହତ ଯୁବକ ଡାକ୍ତରଖାନାରେ ଚିକିତ୍ସିତ ।

ଓଡିଶା ଜନମତ, ବ୍ରହ୍ମପୁର, କୈଳାସ ଚନ୍ଦ୍ର ଚୌଧୁରୀ,
ତା 05/07/25:

ଆସ୍କା ବଜାର ଷ୍ଟେଟ ବ୍ୟାଙ୍କ ନିକଟ ଏକ ବିଦେଶୀ ମଦ ଦୋକାନ ପାଖରେ କିଛି ଯୁବକ ଙ୍କ ମଧ୍ୟରେ ପାଟିତୁଣ୍ଡ ଓ ଝଗଡା ହୋଇଥିଲା। ଏହି ଭଳି ପରିସ୍ଥିତିରେ ଆସ୍କା ନିକଟବର୍ତ୍ତୀ ବାବନପୁର ଗ୍ରାମର ହିମାଂଶୁ ଦାସ ନାମକ ଜଣେ ଯୁବକ କୁ ଛୁରାମାଡ ଫଳରେ ତା`ର ଶରୀରରେ ଭୀଷଣ ଆଘାତ ଲାଗିଛି ଓ ହିମାଂଶୁ ଗୁରୁତର ଆହତ ହୋଇ ବ୍ରହ୍ମପୁର ଡାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି ହୋଇଛି। ଏହି ପରିପ୍ରେକ୍ଷୀରେ ଆସ୍କା ସହରରେ ପୁରା ଅଶାନ୍ତ ବାତାବରଣ ସୃଷ୍ଟି ହୋଇଛି। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଆକ୍ରମଣକାରୀ ଯୁବକ କାଳିଆ ନାହାକ କୁ ଉଠାଇ ଆଣି ଥାନା ରେ ରଖି ଜେରା କରୁଛନ୍ତି। ଉଭୟେ ପୁରୁଣା ଅପରାଧୀ ଓ ଉଭୟଙ୍କ ନାମରେ ବହୁ ସଙ୍ଗୀନ ମାମଲା ରହିଥିବା ବେଳେ ଆହତ ହିମାଂଶୁ ଭୁବନେଶ୍ୱର ରେ ରହୁଥିବା ବେଳେ କାଳିଆ ଫୁଲବାଣୀ ରେ ରହୁଥିବା ଜଣାପଡିଛି।

News Comment

You Might Also Like

BACK TO TOP