Breaking News

ପିକଅପ ଭେନ କୁ ଧକ୍କା ଦେଈ ବାଇକ ଚାଳକ ମୃତ ||   (16-Apr-2026)       ||      ରଙ୍ଗେଈଲୁଣ୍ଡା ବ୍ଳକର 17ଜଣ ସିଆରସିସି ମାନସିକ ଚାପର ଵଶବର୍ତ୍ତୀ ହୋଈ ବିଇଓ ଙ୍କୁ ଦେଲେ ସାମୁହିକ ଇସ୍ତଫାପତ୍ର |   (16-Apr-2026)       ||      ବାଇକ ଧକ୍କା ରେ ବରିଷ୍ଟ ନାଗରିକ ମୃତ |    (16-Apr-2026)       ||      ବାଇକ ଧକ୍କା ରେ ବରିଷ୍ଟ ନାଗରିକ ମୃତ |    (16-Apr-2026)       ||      ଗୋଶାଣୀ ନୂଆଙ୍ଗା ଥାନା ତରଫରୁ ବ୍ରହ୍ମପୁର ରେଳଷ୍ଟେସନ ନିକଟରେ 21କେଜି ଗଞ୍ଜେଇ, ଏକ ଅଟୋ ସହ ତିନି ଜଣକୁ ଗିରଫକଲା ପୋଲିସ |   (16-Apr-2026)       ||      ନାବାଳିକା କୁ ବସ ମଧ୍ୟରେ ଅସଦାଚରଣ କରି ରିଟାୟଡ଼ ଅଧ୍ୟାପକ ଗିରଫ |    (16-Apr-2026)       ||      ପୋଲସରା ଥାନା ପାତି ଗଡ଼ ଗ୍ରାମରେ ଚୋରିକରିବାକୁ ଆସିଥିବା ବୃଦ୍ଧାଙ୍କୁ କଲେ ଆକ୍ରମଣ |    (16-Apr-2026)       ||      ମାତୃଭାଷା ର ଐତିହ୍ୟ ସମ୍ପର୍କ ରେ ପାଠ ଚକ୍ର ||   (15-Apr-2026)       ||      ପୋଲସରା ବିଜ୍ଞାନ ମହା ବିଦ୍ୟାଳୟ ରେ ଆଠ ଦିନିଆ ଆତ୍ମ ରକ୍ଷା ତାଲିମ ଶିବିର ର ଶୁଭାରମ୍ଭ |   (15-Apr-2026)       ||      କୋଟିନଡ଼ା ଥାନା କନ୍ଧପଲି ନିକଟରେ ଗଛକୁ ଧକ୍କାଦେଇ ବାଇକ ଆରୋହୀ ମୃତ |    (15-Apr-2026)       ||      ପୋଲସରା ବିଜ୍ଞାନ ମହାବିଦ୍ୟାଳୟ ପକ୍ଷରୁ ରକ୍ତ ଦାନ ଶିବିର ଅନୁଷ୍ଠିତ |    (15-Apr-2026)       ||      ପୂର୍ବଶତ୍ରୁତାକୁ ନେଇ ଯୁବକ ଙ୍କୁ ନିର୍ମମ ହତ୍ୟା |    (15-Apr-2026)       ||      ସତାବନ ବର୍ଷ ରେ ବିବାହ ହେଲେ ଅଭିନେତା |    (15-Apr-2026)       ||      ମହା ବିଷୁବ ସଂକ୍ରାନ୍ତି ଉପଲକ୍ଷେ ମନ୍ଦାର ବେଶରେ ଦର୍ଶନ ଦେଲେ ମା ପାଟ ଖଣ୍ଡା |   (14-Apr-2026)       ||      ବିଶ୍ୱାସ ଓ ନିଷ୍ଠା ଦେଖାଇ 22ହାତ ନିଆଁ ଉପରେ ଚାଲିଲେ ମା ଅଁଳାଇ ଙ୍କ କାଳସୀ ଏବଂ ଶ୍ରଦ୍ଧାକୁ |    (14-Apr-2026)       ||      ପୁରୁଷୋତ୍ତମପୁର ସହର ସହିତ ବ୍ଳକର ବିଭିନ୍ନ ପଞ୍ଚାୟତରେ ଥିବା ମେରୁ ଯାତ୍ରା ଓ ହନୁମାନ ଜୟନ୍ତୀ ଶେଷ ହୋଇଛି |    (14-Apr-2026)       ||      ବୁଗୁଡ଼ାରେ ଗଞ୍ଜାମ କଳାକାର ଦିବସ -2026 ଅନୁଷ୍ଠିତ |   (14-Apr-2026)       ||      ବାଲିଗୁଡା ସହର ଓଏହାର ଆଖପାଖ ଅଞ୍ଚଳରେହନୁମାନ ଜୟନ୍ତୀ ଏବଂ ମହାବିଷୁବ ପଣା ସଂକ୍ରାନ୍ତି ଅନୁଷ୍ଠିତ |    (14-Apr-2026)       ||      ଭାଜପା ଘୁମୁସର ଏସିସି ମୋର୍ଚା ଜିଲ୍ଲା ସଭାପତି 2ଥର ହେଲେ ଗନ୍ଧ ମାର୍ଦନ ସେଠୀ |    (14-Apr-2026)       ||      କେନ୍ଦୁବାଡି ପଞ୍ଚାୟତରେ ଦୁତୀୟ ପର୍ଯ୍ୟାୟ ଜନ ଅଭିଯୋଗ ଶୁଣାଣି |   (13-Apr-2026)       ||     

ନୂତନ ଦୁର୍ଗା ପୂଜା ପରିଚାଳନା କମିଟି ଗଠିତ |

05-Jul-2025

ନୂତନ ଦୂର୍ଗାପୂଜା ପରିଚାଳନା କମିଟି ଗଠିତ।।

ଓଡିଶା ଜନମତ, ପଦ୍ମପୁର, ନିରୋଜ କୁମାର ପାଣି, ୬ ୵ ୭:

ପଦ୍ମପୁର ରଜାପଡା ସ୍ଥିତ ଦୁର୍ଗାପୂଜା କାର୍ଯ୍ଯାଳୟ ଠାରେ ଦୁର୍ଗାପୂଜା ପ୍ରସ୍ତୁତି ନେଇ ପ୍ରତାପ ମିଶ୍ରଙ୍କ ଅଧକ୍ଷତା ଏକ ବୈଠକ ଅନୁଷ୍ଠିତ ହୋଇଯାଇଛି । ପ୍ରାରମ୍ଭ ଗତ ବର୍ଷର ବାର୍ଷିକ ବିବରଣ ପଠନ କରାଯାଇଥିଲା। ପରେ  ୨୦୨୫ ପାଇଁ ସାର୍ବଜନୀନ ନୂତନ ଦୂର୍ଗାପୂଜା ପରିଚାଳନା କମିଟି ଗଠନ କରି ପାଇଁ ନିଷ୍ପତ୍ତି ନିଆଯାଇଥିଲା। ଏହି ନୂତନ ପରିଚାଳନା କମିଟି ରେ ସଭାପତି ପ୍ରତାପ କିଶୋର ମିଶ୍ର, ଉପସଭାପତି ଅଜିତ କୁମାର ଶତପଥୀ, ସଂପାଦକ ଯୁଗଳ କିଶୋର ସାହୁ(ବୁଲୁ) , ସହ ସଂପାଦକ ଭରତ ପଣ୍ଡା, କୋଷାଧ୍ୟକ୍ଷ ଯୋଗେଶ କୁମାର ସାହୁ ପ୍ରମୁଖ ରହିଥିବା ବେଳେ କାର୍ଯ୍ୟକାରିଣୀ କମିଟି ସଦସ୍ୟ ଭାବେ ମହିପାଳ ସାହୁ, ନନ୍ଦ କିଶୋର ଅଗ୍ରୱାଲ,ନବ ବରିହା,
ଲବଣୀଧର ସାହୁ, ହେମନ୍ତ ପଟ୍ଟନାୟକ , ଅଚ୍ୟୁତାନନ୍ଦ ସେଠ,ସୁନୀଲ କୁମାର ଅଗ୍ରୱାଲ,ସରଜୁ ପଟ୍ଟନାୟକ,ମହେଶ କୁମାର ବେହେରା,ନୃସିଂହ ଚରଣ ପଟ୍ଟନାୟକ,ବିଜୟ ବହିଦାର,ବିଜୟ ଦାନୀ, ଜୟରାମ ମହାପାତ୍ର,ନିରୋଜ ସିହ୍ନା,ନାରାୟଣ ପୁରୋହିତ,ରାଜେଶ ଗୁର୍ଲା,ରଜନୀ ସାହୁ ପ୍ରମୁଖ ମନୋନୀତ ହୋଇଥିଲେ। ସଭାପତି ଶ୍ରୀ ମିଶ୍ର ସଭା ପରିଚାଳନା କରିଥିବା ବେଳେ ସଂପାଦକ ଯୁଗଳ କିଶୋର ସାହୁ ଧନ୍ୟବାଦ ଅର୍ପଣ କରିଥିଲେ ।

News Comment

You Might Also Like

BACK TO TOP