Breaking News

ପିକଅପ ଭେନ କୁ ଧକ୍କା ଦେଈ ବାଇକ ଚାଳକ ମୃତ ||   (16-Apr-2026)       ||      ରଙ୍ଗେଈଲୁଣ୍ଡା ବ୍ଳକର 17ଜଣ ସିଆରସିସି ମାନସିକ ଚାପର ଵଶବର୍ତ୍ତୀ ହୋଈ ବିଇଓ ଙ୍କୁ ଦେଲେ ସାମୁହିକ ଇସ୍ତଫାପତ୍ର |   (16-Apr-2026)       ||      ବାଇକ ଧକ୍କା ରେ ବରିଷ୍ଟ ନାଗରିକ ମୃତ |    (16-Apr-2026)       ||      ବାଇକ ଧକ୍କା ରେ ବରିଷ୍ଟ ନାଗରିକ ମୃତ |    (16-Apr-2026)       ||      ଗୋଶାଣୀ ନୂଆଙ୍ଗା ଥାନା ତରଫରୁ ବ୍ରହ୍ମପୁର ରେଳଷ୍ଟେସନ ନିକଟରେ 21କେଜି ଗଞ୍ଜେଇ, ଏକ ଅଟୋ ସହ ତିନି ଜଣକୁ ଗିରଫକଲା ପୋଲିସ |   (16-Apr-2026)       ||      ନାବାଳିକା କୁ ବସ ମଧ୍ୟରେ ଅସଦାଚରଣ କରି ରିଟାୟଡ଼ ଅଧ୍ୟାପକ ଗିରଫ |    (16-Apr-2026)       ||      ପୋଲସରା ଥାନା ପାତି ଗଡ଼ ଗ୍ରାମରେ ଚୋରିକରିବାକୁ ଆସିଥିବା ବୃଦ୍ଧାଙ୍କୁ କଲେ ଆକ୍ରମଣ |    (16-Apr-2026)       ||      ମାତୃଭାଷା ର ଐତିହ୍ୟ ସମ୍ପର୍କ ରେ ପାଠ ଚକ୍ର ||   (15-Apr-2026)       ||      ପୋଲସରା ବିଜ୍ଞାନ ମହା ବିଦ୍ୟାଳୟ ରେ ଆଠ ଦିନିଆ ଆତ୍ମ ରକ୍ଷା ତାଲିମ ଶିବିର ର ଶୁଭାରମ୍ଭ |   (15-Apr-2026)       ||      କୋଟିନଡ଼ା ଥାନା କନ୍ଧପଲି ନିକଟରେ ଗଛକୁ ଧକ୍କାଦେଇ ବାଇକ ଆରୋହୀ ମୃତ |    (15-Apr-2026)       ||      ପୋଲସରା ବିଜ୍ଞାନ ମହାବିଦ୍ୟାଳୟ ପକ୍ଷରୁ ରକ୍ତ ଦାନ ଶିବିର ଅନୁଷ୍ଠିତ |    (15-Apr-2026)       ||      ପୂର୍ବଶତ୍ରୁତାକୁ ନେଇ ଯୁବକ ଙ୍କୁ ନିର୍ମମ ହତ୍ୟା |    (15-Apr-2026)       ||      ସତାବନ ବର୍ଷ ରେ ବିବାହ ହେଲେ ଅଭିନେତା |    (15-Apr-2026)       ||      ମହା ବିଷୁବ ସଂକ୍ରାନ୍ତି ଉପଲକ୍ଷେ ମନ୍ଦାର ବେଶରେ ଦର୍ଶନ ଦେଲେ ମା ପାଟ ଖଣ୍ଡା |   (14-Apr-2026)       ||      ବିଶ୍ୱାସ ଓ ନିଷ୍ଠା ଦେଖାଇ 22ହାତ ନିଆଁ ଉପରେ ଚାଲିଲେ ମା ଅଁଳାଇ ଙ୍କ କାଳସୀ ଏବଂ ଶ୍ରଦ୍ଧାକୁ |    (14-Apr-2026)       ||      ପୁରୁଷୋତ୍ତମପୁର ସହର ସହିତ ବ୍ଳକର ବିଭିନ୍ନ ପଞ୍ଚାୟତରେ ଥିବା ମେରୁ ଯାତ୍ରା ଓ ହନୁମାନ ଜୟନ୍ତୀ ଶେଷ ହୋଇଛି |    (14-Apr-2026)       ||      ବୁଗୁଡ଼ାରେ ଗଞ୍ଜାମ କଳାକାର ଦିବସ -2026 ଅନୁଷ୍ଠିତ |   (14-Apr-2026)       ||      ବାଲିଗୁଡା ସହର ଓଏହାର ଆଖପାଖ ଅଞ୍ଚଳରେହନୁମାନ ଜୟନ୍ତୀ ଏବଂ ମହାବିଷୁବ ପଣା ସଂକ୍ରାନ୍ତି ଅନୁଷ୍ଠିତ |    (14-Apr-2026)       ||      ଭାଜପା ଘୁମୁସର ଏସିସି ମୋର୍ଚା ଜିଲ୍ଲା ସଭାପତି 2ଥର ହେଲେ ଗନ୍ଧ ମାର୍ଦନ ସେଠୀ |    (14-Apr-2026)       ||      କେନ୍ଦୁବାଡି ପଞ୍ଚାୟତରେ ଦୁତୀୟ ପର୍ଯ୍ୟାୟ ଜନ ଅଭିଯୋଗ ଶୁଣାଣି |   (13-Apr-2026)       ||     

ପୋଲସରା ବ୍ରାହ୍ମଣ ସାହି ସହିତ ବ୍ଳକ ର ବିଭିନ୍ନ ପଞ୍ଚାୟତ ରେ ଜଗନ୍ନାଥ ଙ୍କ ବାହୁଡା଼ ଯାତ୍ରା ଅନୁଷ୍ଠିତ ||

05-Jul-2025

ପୋଲସରା ବ୍ରାହ୍ମଣ ସାହି ସହିତ ବିଭିନ୍ନ ଗ୍ରାମରେ ରେ ବାହୁଡା଼ ଯାତ୍ରା।

ଓଡିଶା ଜନମତ,ପୋଲସରା , ସନ୍ତୋଷ କୁମାର ପଣ୍ଡା,୫/୭/୨୫ 

ଆଜି ବିଶ୍ୱ ନୀୟନ୍ତା ଶ୍ରୀଜଗନ୍ନାଥଙ୍କ ବାହୁଡା଼ ଯାତ୍ରା ବହୁ ଆଡମ୍ବର ସହକାରେ ପୋଲସରା ବ୍ରାହ୍ମଣ ସାହି ସହିତ ବିଭିନ୍ନ ଗ୍ରାମରେ ଅନୁଷ୍ଠିତ ହୋଇଛି। ସକାଳୁ ନିତି କାନ୍ତି ଅନୁସାରେ ଠାକୁରଙ୍କ ପର୍ଯ୍ୟାୟକ୍ରମେ ପୂଜାର୍ଚ୍ଚନା, ପହଣ୍ଡି ବିଜେ ଏବଂ ଛେରାପହଁରା ହେବାପରେ ବ୍ରାହ୍ମଣ ସାହି ସ୍ଥିତ ଶ୍ରୀ ଶ୍ରୀ ଦଧିବାମନ ସ୍ବାମୀ ବିଜେ ଜଗନ୍ନାଥ ଙ୍କୁ ରଥାରୂଢ଼ ଚତୁର୍ଦ୍ଧାମୂର୍ତ୍ତି ଙ୍କୁ କରାଯାଇଥିଲା। ରଥରେ ସନ୍ଧ୍ୟା ଆଳତି ପାଇଁ ଶ୍ରଦ୍ଧାଳୁଙ୍କ ଭିଡ଼ ଜମିଥିଲା।କଳମ୍ବ, ମଥୁରା, ଜା ଦେଙ୍ଗାପଦର , ହାତୀଓଟ, ବାଲିଛାଇ, ଖଣ୍ଡୁରୁ , ରୁମାଗଡ଼,  ସୋଡକ , ଗୋଛାବାଡି, ଢୁଙ୍କାପଡ଼ା, ଚିରିକି ପଡ଼ା ଶାସନ, ଜିଲୁଣ୍ଡା ସମେତ ଅନ୍ୟାନ୍ୟ ସ୍ଥାନରେ ବାହୁଡ଼ା ଯାତ୍ରା ପାଳନ ହୋଇଥିବା ବେଳେ ରାତି ୮ଘଣ୍ଟା ପର୍ଯ୍ୟନ୍ତ ହଜାର ହଜାର ଭକ୍ତଙ୍କ ଭିଡ ଦେଖିବାକୁ ମିଳିଥିଲା।

News Comment

You Might Also Like

BACK TO TOP