Breaking News

ସାରାରାଜ୍ୟରେ ପନିର ପରେ ମିଠା ଦୋକାନ ରେ ଚଢ଼ାଉ କରୁଛି ଖାଦ୍ୟ କଣ୍ଟ୍ରୋଲ ବିଭାଗ |    (26-Aug-2026)       ||      ଜୁଆ ଆଡ୍ଡା ଉପରେ ହିଞ୍ଜିଳି ପୋଲିସ ର ଚଢ଼ାଉ 11ଯୁଆଡ଼ି ସହ ବହୁ ସାମାନ ଜବତ ||   (26-Aug-2026)       ||      ଅଭିନେତା ଗୋବିନ୍ଦା ଓ ସ୍ତ୍ରୀ ସୁନିତା ଙ୍କୁ ଛାଡ଼ ପତ୍ର ବିବାଦ ନେଇ ମାଇଁଙ୍କୁ ସାହାଯ୍ୟ କଲେ ଗୋବିନ୍ଦା ଙ୍କ ଭାଣଜି |    (26-Aug-2026)       ||      ନଦୀରେ ପସି ଡ଼ଙ୍ଗା ପାଖକୁ ଯାଉଥିଲା ବେଳେ ବୃଦ୍ଧ ଙ୍କୁ ଟାଣିନେଲା କୁମ୍ଭୀର ||   (26-Aug-2026)       ||      ଶବ ଦାହ ପାଇଁ ଅସୁବିଧା ଶ୍ମଶାନ ଚାରିପଟେ2ଫୁଟ ଖାଲ |    (26-Aug-2026)       ||      ଛତିଶ ଗଡ଼ ବନ ବିଭାଗ ର ଚଢ଼ାଉ, ଲକ୍ଷା ଧିକ ଟଙ୍କାର କାଠ ଜବତ |   (26-Aug-2026)       ||      ସନ୍ତୋଷ ସିଂ ସାଲୁଜା ଙ୍କ ମତ M M D R ବିଲ ପ୍ରତ୍ୟହାର ନ କଲେ ଶାସକ ଦଳ ଏମପି ଓ ଏମ ଏ ଏଲ ଙ୍କ ଘର କୁ ଘେରାଉ କରିବ କଂଗ୍ରେସ |   (26-Aug-2026)       ||      ଜିଓ କମ୍ପାନୀ ର ଜବରଦସ୍ତ ଅଫର, 49 ଟଙ୍କାରେ ଅନ ଲିମିଟେଡ଼ ଡାଟା |   (26-Aug-2026)       ||      ଚାକିରୀ ଦେବା ନାଁ ରେ ଦେଢ଼ କୋଟି ଚଳୁ, ପାଞ୍ଚ ବ୍ୟକ୍ତି ଙ୍କୁ ଗିରଫ କଲା ବୈଦ୍ୟନାଥ ପୁର ପୋଲିସ ||   (25-Aug-2026)       ||      ଏଥର ମାଣ୍ଡିଆ, ଚାଉଳ ରେ ତିଆରି ରାକ୍ଷୀ ଷ୍ଟଲ ରେ ମହିଳାଙ୍କ ପ୍ରବଳ ଭିଡ଼ ||   (25-Aug-2026)       ||      ହାଟ ଡିହି ଶିକ୍ଷା ଜିଲ୍ଳାରେ ପ୍ରମୋସନହୋଇ ପ୍ରଧାନ ଶିକ୍ଷକ ହେଲେ 57 ଜଣ ଶିକ୍ଷକ ||   (25-Aug-2026)       ||      ଆବାସ ଯୋଜନା ପାଈଁ ଲାଞ୍ଚନେଇଥିବା ଅଭିଯୋଗ ରେ ପୂର୍ବତନ ପିଇଓ ଙ୍କୁ 4ବର୍ଷ ଦଣ୍ଡା ଦେଶ ଦେଲେ କୋର୍ଟ |    (25-Aug-2026)       ||      ଦାଦନ ଯାଇ ନିଖୋଜ ଥିବା ପୁଅର ବାଟ ଚାହିଁ ବସି ଛନ୍ତି ପରିବାର ଲୋକ ||   (25-Aug-2026)       ||      ଗଣ୍ଡଳା ଗାଁ ପୋଖରୀ ନିଲାମକୁ ବାତିଲ ପାଈଁ ଗ୍ରାମବାସୀ ବିଡ଼ିଓ ଓ ସରପଞ୍ଚ ଙ୍କୁ ଦେଲେ ଦାବିପତ୍ର ||   (25-Aug-2026)       ||      କନ୍ଧମାଳ ରେ ଦାଦନ ଶ୍ରମିକ ତଥ୍ୟ ସଂଗ୍ରହ ଆପ ଉନ୍ମୋଚିତ |    (25-Aug-2026)       ||      ଗୋଲିଆ ଆଦର୍ଶ ବିଦ୍ୟାଳୟ ରେ ଛାତ୍ର ଆଶୁ ତୋଷ ବିଶୋଇ ଙ୍କ ସଫଳତା |   (25-Aug-2026)       ||      ମରଣ ଯନ୍ତା ସାଜିଛି ଖୋର୍ଦ୍ଧା ଗୁରୁଜଙ୍ଗଟାଙ୍ଗୀ ସାହି ନୂଆଙ୍ଗା ରାସ୍ତା |   (25-Aug-2026)       ||      ବେଗୁନିଆପଡା ଜନତା ହାଇସ୍କୁଲ ଛାତ୍ରୀ ନିବାସ ଅବ୍ୟବସ୍ଥା ଘେର ରେ |    (25-Aug-2026)       ||      ଶୁଣିଲାନି ପ୍ରଶାସନ, ଘର ଉଛେଦ ପରେ ଗଛ ମୂଳହିଁ ଭରସା |    (25-Aug-2026)       ||      ଅତିଶୀଘ୍ର ଶ୍ରୀମନ୍ଦିର ରେ ଆରମ୍ଭ ହେବ ଧାଡି ଦର୍ଶନ |    (25-Aug-2026)       ||     

ଉତ୍କଳ ବେଲମା ସମାଜ ଚାରି ତାଳୁକା ର ବୈଠକ ଅନୁଷ୍ଠିତ |

06-Jul-2025

ଉତ୍କଳ ବେଲମା ସମାଜ ଚାରି ତାଲୁକା ର ବୈଠକ| 

ଓଡ଼ିଶା ଜନମତ,ପୋଲସରା, ସନ୍ତୋଷ କୁମାର ପଣ୍ଡା
  ୬/୭/୨୫ : 

ଗଞ୍ଜାମ ଜିଲ୍ଲାର ବୁଗୁଡା ବ୍ଲକ ଅନ୍ତର୍ଗତ ବାଲିପଦର, ଆସ୍କା ରୋଡ଼ରେ ଅବସ୍ଥିତ ଜ୍ୟୋତି ଲକ୍ଷ୍ମୀ ଫିଲିଙ୍ଗ ଷ୍ଟେସନ ନିକଟସ୍ଥ ଫରେଷ୍ଟ ପାର୍କରେ ଜୁଲାଇ ୬ ତାରିଖ ଦିନ ଉତ୍କଳ ବେଲମା ସମାଜର ଘୁମୁସର, ଧରାକୋଟ, ଖାଲସା ଓ ଆଠଗଡ଼ ତାଲୁକା ଏବଂ ସମସ୍ତ ପଲ୍ଲୀ ପରିଷଦର ମିଳିତ ବୈଠକ ଅନୁଷ୍ଠିତ ହୋଇଯାଇଛି। ଏହି ବୈଠକରେ ଚାରି ତାଲୁକାର ସଭାପତି ଇଞ୍ଜିନିୟର ଲକ୍ଷ୍ମୀ ପ୍ରସାଦ ନାୟକ ଅଧ୍ୟକ୍ଷତା କରିଥିଲେ। ପ୍ରଥମେ କୁଳଗଙ୍ଗାଙ୍କ ନିକଟରେ ପ୍ରଦୀପ ପ୍ରଜ୍ଜ୍ୱଳନ କରାଯିବା ସହ ବିଭୁ ପ୍ରାର୍ଥନା କରାଯାଇଥିଲା।ବୈଠକରେ ସାମାଜର ବିକାଶ ମୂଳକ କାର୍ଯ୍ୟକ୍ରମରେ ସମସ୍ତେ ସହଯୋଗ କରିବାକୁ ଆହ୍ୱାନ ଦିଆଯାଇଥିଲା। ଅସହାୟ କୂଳଭାଇ ଓ ସମସ୍ତେ ଯେପରି ଶିକ୍ଷା ଗ୍ରହଣ କରିପାରିବେ ସେଥିପାଇଁ ପଦକ୍ଷେପ ନେବାକୁ ସ୍ଥିର କରାଗଲା। ବାଲିପଦରରେ ବେଲମା ସମାଜର ଚାରି ତାଲୁକାର ଆଞ୍ଚଳିକ କାର୍ଯ୍ୟାଳୟ ନିର୍ମାଣ ପାଇଁ ପ୍ରସ୍ତାବ ଗୃହୀତ ହେଲା। ଏଥିସହ ବେଲମା ସମାଜର ମହାସଭା ପାଇଁ ଏକ ସ୍ମରଣିକା ପ୍ରକାଶ କରିବାକୁ ସ୍ଥିର କରାଗଲା। ବୈଠକରେ ଚାରି ତାଲୁକା ଉପସଭାପତି କବିରାଜ ନାୟକ, ସମ୍ପାଦକ ନାରାୟଣ ବେହେରା, କୋଷାଧ୍ୟକ୍ଷ ପ୍ରଫୁଲ କୁମାର ନାହାକ, କୁଳାଧିକାରୀ ସୂର୍ଯ୍ୟକାନ୍ତ ନାୟକ ଓ ବାଳକୃଷ୍ଣ ନାୟକ, ଉପଦେଷ୍ଟା କାମେଶ୍ବର ବେହେରା, ଭୀମସେନ ବେହେରା ଓ ପ୍ରଭାକର ପ୍ରଧାନ, ସଂଯୋଜକ ବଳରାମ ପ୍ରଧାନ, ବାର୍ତ୍ତାବହ ଅଶୋକ ନାୟକ ଏବଂ ଚାରି ତାଲୁକା ଅନ୍ତର୍ଗତ ଡେଙ୍ଗାପଦର, ଗାମୁଣ୍ଡି, ବିରିପୁର, ଦେବଭୂମୀ, ଲୁଣିପଡା ଶାସନ, ପର୍ଶୁଲୁଣ୍ଡା, ଖୁକୁଣ୍ଡିଆ, ଆମ୍ବପୁଅ, ଗୁଣ୍ଠପଡା, ବାଲିପଦର, ବୋରି, ନିରାଳ, ଋଷିପୁର, ମାମୁଁଢ଼ିହ, ଚଢ଼େୟାପଲ୍ଲୀ, ଫୁଲସର ପଲ୍ଲୀ, ନବରତ୍ନପୁର, ପିଠାପୁର, ବାଲିଆସରା ଓ କବିସୂର୍ଯ୍ୟନଗର-୨ ପ୍ରଭୃତି ପଲ୍ଲୀ ପରିଷଦର କର୍ମକର୍ତ୍ତା ବୃନ୍ଦ ଯୋଗଦେଇ ଆଲୋଚନାରେ ଅଂଶଗ୍ରହଣ କରିଥିଲେ। ଶେଷରେ ଉପସଭାପତି ଶ୍ରୀ ନାୟକ ଧନ୍ୟବାଦ ଅର୍ପଣ କରିଥିଲେ।

News Comment

You Might Also Like

BACK TO TOP