Breaking News

ନଦୀରେ ପସି ଡ଼ଙ୍ଗା ପାଖକୁ ଯାଉଥିଲା ବେଳେ ବୃଦ୍ଧ ଙ୍କୁ ଟାଣିନେଲା କୁମ୍ଭୀର ||   (26-Aug-2026)       ||      ଶବ ଦାହ ପାଇଁ ଅସୁବିଧା ଶ୍ମଶାନ ଚାରିପଟେ2ଫୁଟ ଖାଲ |    (26-Aug-2026)       ||      ଛତିଶ ଗଡ଼ ବନ ବିଭାଗ ର ଚଢ଼ାଉ, ଲକ୍ଷା ଧିକ ଟଙ୍କାର କାଠ ଜବତ |   (26-Aug-2026)       ||      ସନ୍ତୋଷ ସିଂ ସାଲୁଜା ଙ୍କ ମତ M M D R ବିଲ ପ୍ରତ୍ୟହାର ନ କଲେ ଶାସକ ଦଳ ଏମପି ଓ ଏମ ଏ ଏଲ ଙ୍କ ଘର କୁ ଘେରାଉ କରିବ କଂଗ୍ରେସ |   (26-Aug-2026)       ||      ଜିଓ କମ୍ପାନୀ ର ଜବରଦସ୍ତ ଅଫର, 49 ଟଙ୍କାରେ ଅନ ଲିମିଟେଡ଼ ଡାଟା |   (26-Aug-2026)       ||      ଚାକିରୀ ଦେବା ନାଁ ରେ ଦେଢ଼ କୋଟି ଚଳୁ, ପାଞ୍ଚ ବ୍ୟକ୍ତି ଙ୍କୁ ଗିରଫ କଲା ବୈଦ୍ୟନାଥ ପୁର ପୋଲିସ ||   (25-Aug-2026)       ||      ଏଥର ମାଣ୍ଡିଆ, ଚାଉଳ ରେ ତିଆରି ରାକ୍ଷୀ ଷ୍ଟଲ ରେ ମହିଳାଙ୍କ ପ୍ରବଳ ଭିଡ଼ ||   (25-Aug-2026)       ||      ହାଟ ଡିହି ଶିକ୍ଷା ଜିଲ୍ଳାରେ ପ୍ରମୋସନହୋଇ ପ୍ରଧାନ ଶିକ୍ଷକ ହେଲେ 57 ଜଣ ଶିକ୍ଷକ ||   (25-Aug-2026)       ||      ଆବାସ ଯୋଜନା ପାଈଁ ଲାଞ୍ଚନେଇଥିବା ଅଭିଯୋଗ ରେ ପୂର୍ବତନ ପିଇଓ ଙ୍କୁ 4ବର୍ଷ ଦଣ୍ଡା ଦେଶ ଦେଲେ କୋର୍ଟ |    (25-Aug-2026)       ||      ଦାଦନ ଯାଇ ନିଖୋଜ ଥିବା ପୁଅର ବାଟ ଚାହିଁ ବସି ଛନ୍ତି ପରିବାର ଲୋକ ||   (25-Aug-2026)       ||      ଗଣ୍ଡଳା ଗାଁ ପୋଖରୀ ନିଲାମକୁ ବାତିଲ ପାଈଁ ଗ୍ରାମବାସୀ ବିଡ଼ିଓ ଓ ସରପଞ୍ଚ ଙ୍କୁ ଦେଲେ ଦାବିପତ୍ର ||   (25-Aug-2026)       ||      କନ୍ଧମାଳ ରେ ଦାଦନ ଶ୍ରମିକ ତଥ୍ୟ ସଂଗ୍ରହ ଆପ ଉନ୍ମୋଚିତ |    (25-Aug-2026)       ||      ଗୋଲିଆ ଆଦର୍ଶ ବିଦ୍ୟାଳୟ ରେ ଛାତ୍ର ଆଶୁ ତୋଷ ବିଶୋଇ ଙ୍କ ସଫଳତା |   (25-Aug-2026)       ||      ମରଣ ଯନ୍ତା ସାଜିଛି ଖୋର୍ଦ୍ଧା ଗୁରୁଜଙ୍ଗଟାଙ୍ଗୀ ସାହି ନୂଆଙ୍ଗା ରାସ୍ତା |   (25-Aug-2026)       ||      ବେଗୁନିଆପଡା ଜନତା ହାଇସ୍କୁଲ ଛାତ୍ରୀ ନିବାସ ଅବ୍ୟବସ୍ଥା ଘେର ରେ |    (25-Aug-2026)       ||      ଶୁଣିଲାନି ପ୍ରଶାସନ, ଘର ଉଛେଦ ପରେ ଗଛ ମୂଳହିଁ ଭରସା |    (25-Aug-2026)       ||      ଅତିଶୀଘ୍ର ଶ୍ରୀମନ୍ଦିର ରେ ଆରମ୍ଭ ହେବ ଧାଡି ଦର୍ଶନ |    (25-Aug-2026)       ||      ଛେଳି ଚୋରିକରି ବୋଲରା ଗାଡ଼ିରେ ନେଉଥିଲା ବେଳେ ପୋଲିସ ଦ୍ୱାରାତିନି ଗିରଫ ||   (25-Aug-2026)       ||      ବର୍ଷା ଯୋଗୁଁ ଭାଙ୍ଗିଲା ନୂଆବନ୍ଧ,, ଚାଷ ଜମି ହେଲା ବାଲିଚର |    (25-Aug-2026)       ||      ଲଡଶ ରେ ଶେଷ ମୁହୂର୍ତ୍ତ ରେ ଟିମ ଇଣ୍ଡିଆ ର ଦମ ଦେଖି ପ୍ରଶଂସା କଲେ ଗୃହ ମନ୍ତ୍ରୀ |    (25-Aug-2026)       ||     

ଭଞ୍ଜ ନଗର ରେ ଏକ ଦୋକାନ ଭିତର କୁ କାର ପଶି ଜଣେ ଗୁରୁତର ଓ ଦୋକାନ ଛାରଖାର |

07-Jul-2025

ଦୋକାନଭିତରେ କାର୍ପଶି ଜଣେ ଗୁରୁତର, ଦୋକାନ ଛାରଖାର।

ଓଡିଶା ଜନ ମତ, ବ୍ରହ୍ମପୁର, କୈଳାସ ଚନ୍ଦ୍ର ଚୌଧୁରୀ , 

ଭଞ୍ଜନଗର ଉପକଣ୍ଠ ଲଣ୍ଡେଇ ସାହି ଛକ ସତ୍ୟସାଇ ଭଜନ ମଣ୍ଡଳୀ ନିକଟରେ ଗୋଟିଏ ଯାତ୍ରୀବାହି କାର୍ ଦୁର୍ଘଟଣାର ସମ୍ମୁଖିନ ହୋଇଛି। ଏହି ଦୁର୍ଘଟଣା ଫଳରେ କାର୍ ଟି ମୁରଲୀ ରାଉତ ନାମକ ଜଣେ ବ୍ୟକ୍ତି ଙ୍କ ଦୋକାନ ଭିତରେ ପଶି ଯାଇ ଗୋରା ଚାନ୍ଦ ପଟ୍ଟନାୟକ ନାମକ ଜଣେ ଅବସରପ୍ରାପ୍ତ କର୍ମଚାରୀଙ୍କ ଉପରେ ଚଢ଼ି ଯିବାରୁ ସେ ଗୁରୁତର ଆହତ ହୋଇ ଡାକ୍ତରଖାନାରେ ଚିକିତ୍ସା ପାଇଁ ଭର୍ତ୍ତି ହୋଇଛନ୍ତି ଓ ଦୋକାନ ର ବହୁତ କ୍ଷତି ହୋଇଥିବା ଜଣାପଡିଛି। ଖବର ପାଇ ପୋଲିସ ଘଟଣାସ୍ଥଳରେ ପହଞ୍ଚି ଘଟଣା ର ତଦନ୍ତ ଆରମ୍ଭ କରିଛନ୍ତି।

News Comment

You Might Also Like

BACK TO TOP