Breaking News

ଜିଓ କମ୍ପାନୀ ର ଜବରଦସ୍ତ ଅଫର, 49 ଟଙ୍କାରେ ଅନ ଲିମିଟେଡ଼ ଡାଟା |   (26-Aug-2026)       ||      ଚାକିରୀ ଦେବା ନାଁ ରେ ଦେଢ଼ କୋଟି ଚଳୁ, ପାଞ୍ଚ ବ୍ୟକ୍ତି ଙ୍କୁ ଗିରଫ କଲା ବୈଦ୍ୟନାଥ ପୁର ପୋଲିସ ||   (25-Aug-2026)       ||      ଏଥର ମାଣ୍ଡିଆ, ଚାଉଳ ରେ ତିଆରି ରାକ୍ଷୀ ଷ୍ଟଲ ରେ ମହିଳାଙ୍କ ପ୍ରବଳ ଭିଡ଼ ||   (25-Aug-2026)       ||      ହାଟ ଡିହି ଶିକ୍ଷା ଜିଲ୍ଳାରେ ପ୍ରମୋସନହୋଇ ପ୍ରଧାନ ଶିକ୍ଷକ ହେଲେ 57 ଜଣ ଶିକ୍ଷକ ||   (25-Aug-2026)       ||      ଆବାସ ଯୋଜନା ପାଈଁ ଲାଞ୍ଚନେଇଥିବା ଅଭିଯୋଗ ରେ ପୂର୍ବତନ ପିଇଓ ଙ୍କୁ 4ବର୍ଷ ଦଣ୍ଡା ଦେଶ ଦେଲେ କୋର୍ଟ |    (25-Aug-2026)       ||      ଦାଦନ ଯାଇ ନିଖୋଜ ଥିବା ପୁଅର ବାଟ ଚାହିଁ ବସି ଛନ୍ତି ପରିବାର ଲୋକ ||   (25-Aug-2026)       ||      ଗଣ୍ଡଳା ଗାଁ ପୋଖରୀ ନିଲାମକୁ ବାତିଲ ପାଈଁ ଗ୍ରାମବାସୀ ବିଡ଼ିଓ ଓ ସରପଞ୍ଚ ଙ୍କୁ ଦେଲେ ଦାବିପତ୍ର ||   (25-Aug-2026)       ||      କନ୍ଧମାଳ ରେ ଦାଦନ ଶ୍ରମିକ ତଥ୍ୟ ସଂଗ୍ରହ ଆପ ଉନ୍ମୋଚିତ |    (25-Aug-2026)       ||      ଗୋଲିଆ ଆଦର୍ଶ ବିଦ୍ୟାଳୟ ରେ ଛାତ୍ର ଆଶୁ ତୋଷ ବିଶୋଇ ଙ୍କ ସଫଳତା |   (25-Aug-2026)       ||      ମରଣ ଯନ୍ତା ସାଜିଛି ଖୋର୍ଦ୍ଧା ଗୁରୁଜଙ୍ଗଟାଙ୍ଗୀ ସାହି ନୂଆଙ୍ଗା ରାସ୍ତା |   (25-Aug-2026)       ||      ବେଗୁନିଆପଡା ଜନତା ହାଇସ୍କୁଲ ଛାତ୍ରୀ ନିବାସ ଅବ୍ୟବସ୍ଥା ଘେର ରେ |    (25-Aug-2026)       ||      ଶୁଣିଲାନି ପ୍ରଶାସନ, ଘର ଉଛେଦ ପରେ ଗଛ ମୂଳହିଁ ଭରସା |    (25-Aug-2026)       ||      ଅତିଶୀଘ୍ର ଶ୍ରୀମନ୍ଦିର ରେ ଆରମ୍ଭ ହେବ ଧାଡି ଦର୍ଶନ |    (25-Aug-2026)       ||      ଛେଳି ଚୋରିକରି ବୋଲରା ଗାଡ଼ିରେ ନେଉଥିଲା ବେଳେ ପୋଲିସ ଦ୍ୱାରାତିନି ଗିରଫ ||   (25-Aug-2026)       ||      ବର୍ଷା ଯୋଗୁଁ ଭାଙ୍ଗିଲା ନୂଆବନ୍ଧ,, ଚାଷ ଜମି ହେଲା ବାଲିଚର |    (25-Aug-2026)       ||      ଲଡଶ ରେ ଶେଷ ମୁହୂର୍ତ୍ତ ରେ ଟିମ ଇଣ୍ଡିଆ ର ଦମ ଦେଖି ପ୍ରଶଂସା କଲେ ଗୃହ ମନ୍ତ୍ରୀ |    (25-Aug-2026)       ||      ମେଡିକାଲ ଆଗରେ ଜବର ଦଖଲ ଉଛେଦ ଯୋଗୁଁ ବ୍ୟବସାୟୀ ଙ୍କ ଉଜୁଡି ଗଲା ବେଉସା |    (25-Aug-2026)       ||      ବେଆଇନ ଭାବେ ଚାଲୁଥିବା ସ୍କୁଲ ବସକୁ ଜବତ କଲେ କଟକ ଆର ଟି ଓ ବିଭାଗ ଅଧିକାରୀ |    (24-Aug-2026)       ||      ଭିଜିଲାନ୍ସ ହାତରେ ଧରା ପଡିଲେଅବସର ପ୍ରାପ୍ତ ସିନିଏର ରେଭେନ୍ୟୁ ଆସିଷ୍ଟାଣ୍ଡ ଅଧିକାରୀ |    (24-Aug-2026)       ||      ବାଣପୁର ବ୍ଲକରେ ଜିଲ୍ଲା ପାଳ ଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ||   (24-Aug-2026)       ||     

ସିଙ୍ଗାବାଡ଼ି ଦିଲୀପ ପାତ୍ର ହତ୍ୟା ମୁଖ୍ୟ ଅଭିଯୁକ୍ତ ଗିରିଫ |

09-Jul-2025

ସିଙ୍ଗାବାଡି ଦୀଲିପ୍ ପାତ୍ର ହତ୍ୟା ମୁଖ୍ୟ ଅଭିଯୁକ୍ତ ଗିରଫ।

ଓଡିଶା ଜନମତ, ବ୍ରହ୍ମପୁର, କୈଳାସ ଚନ୍ଦ୍ରଚୌଧୁର  , ତା --09/07/25:
ଗୋଳନ୍ଥରା ଥାନା ଅର୍ନ୍ତଗତ ସିଙ୍ଗାବାଡି ଗ୍ରାମରେ ଗତ ୬ ତାରିଖ ରାତିରେ ଦୀଲିପ୍ ପାତ୍ର ନାମକ ଜଣେ ଯୁବକ କୁ ପୁର୍ବ ଶତୃତା କୁ ନେଇ ସେହି ଗ୍ରାମର ପିତବାସ ସାହୁ ଓ ଆଉ କିଛି ଯୁବକ ଘରୁ ଡାକି ଆଣି ମାରଣାନ୍ତକ ଆକ୍ରମଣ କରି ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲେ। ଘଟଣାକୁ ନେଇ ମୃତ ଦୀଲିପ ର ବଡ଼ଭାଇ ହରିଶ୍ଚନ୍ଦ୍ର ପାତ୍ର ଗତ ୭ ତାରିଖ ରେ ଗୋଳନ୍ଥରା ଥାନା ରେ ଅଭିଯୋଗ କରିଥିଲେ ଓ ପୋଲିସ ଅଭିଯୋଗ ଗ୍ରହଣ କରି ମାମଲା ନଂ ୨୮୬/୨୫ ଅନୁଯାୟୀ ମକଦ୍ଦମା ରୁଜୁ କରି ଘଟଣାର ତଦନ୍ତ କରି ମୁଖ୍ୟ ଅଭିଯୁକ୍ତ ପିତବାସ ସାହୁ କୁ ଟାମଣା ଛକରୁ ଧରି ଆଣି ଯେରା କରିବା ପରେ ଭାରତୀୟ ନ୍ୟାୟ ସଂହିତା ର ଧାରା ୧୦୩ ଓ ୩ ବଳରେ ଗିରଫ କରି କୋର୍ଟ ଚାଲାଣ କରିଛନ୍ତି ଓ ଘଟଣା ରେ ସମ୍ପୃକ୍ତ ଅନ୍ୟ ଅଭିଯୁକ୍ତ ମାନଙ୍କୁ ଶୀଘ୍ର ଗିରଫ କରାଯିବ ବୋଲି ବ୍ରହ୍ମପୁର ଏସ୍ ପି ଡଃ ସର୍ବଣ ବିବେକ ଏମ୍ ବିବୃତି ପ୍ରଦାନ କରିଛନ୍ତି।

News Comment

You Might Also Like

BACK TO TOP