Breaking News

ଚାକିରୀ ଦେବା ନାଁ ରେ ଦେଢ଼ କୋଟି ଚଳୁ, ପାଞ୍ଚ ବ୍ୟକ୍ତି ଙ୍କୁ ଗିରଫ କଲା ବୈଦ୍ୟନାଥ ପୁର ପୋଲିସ ||   (25-Aug-2026)       ||      ଏଥର ମାଣ୍ଡିଆ, ଚାଉଳ ରେ ତିଆରି ରାକ୍ଷୀ ଷ୍ଟଲ ରେ ମହିଳାଙ୍କ ପ୍ରବଳ ଭିଡ଼ ||   (25-Aug-2026)       ||      ହାଟ ଡିହି ଶିକ୍ଷା ଜିଲ୍ଳାରେ ପ୍ରମୋସନହୋଇ ପ୍ରଧାନ ଶିକ୍ଷକ ହେଲେ 57 ଜଣ ଶିକ୍ଷକ ||   (25-Aug-2026)       ||      ଆବାସ ଯୋଜନା ପାଈଁ ଲାଞ୍ଚନେଇଥିବା ଅଭିଯୋଗ ରେ ପୂର୍ବତନ ପିଇଓ ଙ୍କୁ 4ବର୍ଷ ଦଣ୍ଡା ଦେଶ ଦେଲେ କୋର୍ଟ |    (25-Aug-2026)       ||      ଦାଦନ ଯାଇ ନିଖୋଜ ଥିବା ପୁଅର ବାଟ ଚାହିଁ ବସି ଛନ୍ତି ପରିବାର ଲୋକ ||   (25-Aug-2026)       ||      ଗଣ୍ଡଳା ଗାଁ ପୋଖରୀ ନିଲାମକୁ ବାତିଲ ପାଈଁ ଗ୍ରାମବାସୀ ବିଡ଼ିଓ ଓ ସରପଞ୍ଚ ଙ୍କୁ ଦେଲେ ଦାବିପତ୍ର ||   (25-Aug-2026)       ||      କନ୍ଧମାଳ ରେ ଦାଦନ ଶ୍ରମିକ ତଥ୍ୟ ସଂଗ୍ରହ ଆପ ଉନ୍ମୋଚିତ |    (25-Aug-2026)       ||      ଗୋଲିଆ ଆଦର୍ଶ ବିଦ୍ୟାଳୟ ରେ ଛାତ୍ର ଆଶୁ ତୋଷ ବିଶୋଇ ଙ୍କ ସଫଳତା |   (25-Aug-2026)       ||      ମରଣ ଯନ୍ତା ସାଜିଛି ଖୋର୍ଦ୍ଧା ଗୁରୁଜଙ୍ଗଟାଙ୍ଗୀ ସାହି ନୂଆଙ୍ଗା ରାସ୍ତା |   (25-Aug-2026)       ||      ବେଗୁନିଆପଡା ଜନତା ହାଇସ୍କୁଲ ଛାତ୍ରୀ ନିବାସ ଅବ୍ୟବସ୍ଥା ଘେର ରେ |    (25-Aug-2026)       ||      ଶୁଣିଲାନି ପ୍ରଶାସନ, ଘର ଉଛେଦ ପରେ ଗଛ ମୂଳହିଁ ଭରସା |    (25-Aug-2026)       ||      ଅତିଶୀଘ୍ର ଶ୍ରୀମନ୍ଦିର ରେ ଆରମ୍ଭ ହେବ ଧାଡି ଦର୍ଶନ |    (25-Aug-2026)       ||      ଛେଳି ଚୋରିକରି ବୋଲରା ଗାଡ଼ିରେ ନେଉଥିଲା ବେଳେ ପୋଲିସ ଦ୍ୱାରାତିନି ଗିରଫ ||   (25-Aug-2026)       ||      ବର୍ଷା ଯୋଗୁଁ ଭାଙ୍ଗିଲା ନୂଆବନ୍ଧ,, ଚାଷ ଜମି ହେଲା ବାଲିଚର |    (25-Aug-2026)       ||      ଲଡଶ ରେ ଶେଷ ମୁହୂର୍ତ୍ତ ରେ ଟିମ ଇଣ୍ଡିଆ ର ଦମ ଦେଖି ପ୍ରଶଂସା କଲେ ଗୃହ ମନ୍ତ୍ରୀ |    (25-Aug-2026)       ||      ମେଡିକାଲ ଆଗରେ ଜବର ଦଖଲ ଉଛେଦ ଯୋଗୁଁ ବ୍ୟବସାୟୀ ଙ୍କ ଉଜୁଡି ଗଲା ବେଉସା |    (25-Aug-2026)       ||      ବେଆଇନ ଭାବେ ଚାଲୁଥିବା ସ୍କୁଲ ବସକୁ ଜବତ କଲେ କଟକ ଆର ଟି ଓ ବିଭାଗ ଅଧିକାରୀ |    (24-Aug-2026)       ||      ଭିଜିଲାନ୍ସ ହାତରେ ଧରା ପଡିଲେଅବସର ପ୍ରାପ୍ତ ସିନିଏର ରେଭେନ୍ୟୁ ଆସିଷ୍ଟାଣ୍ଡ ଅଧିକାରୀ |    (24-Aug-2026)       ||      ବାଣପୁର ବ୍ଲକରେ ଜିଲ୍ଲା ପାଳ ଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ||   (24-Aug-2026)       ||      ବଡ଼ ମାଣିଝୋଲା ନଦୀରୁ ନିଖୋଜ ଛାତ୍ର ଙ୍କ ମୃତ ଦେହ ଉଦ୍ଧାର |   (24-Aug-2026)       ||     

ନନ୍ଦିକ ଗ୍ରାମରେ ଅଟୋ ଓଲଟି ଜଣଙ୍କ ର ମୃତ୍ୟୁ |

09-Jul-2025

           ଅଟୋ ଓଲଟି ଜଣଙ୍କ ର ମୃତ୍ୟୁ।

ଓଡିଶା ଜଜନ ମମତ,ବ୍ରହ୍ମପୁର, କୈଳାସ ଚନ୍ଦ୍ର ଚୌଧୁରୀ,                     ତା--09/07/25:

ହିଞ୍ଜିଳି ଥାନା ଅର୍ନ୍ତଗତ ନନ୍ଦିକ ଗ୍ରାମରେ ଅଟୋ ଓଲଟି କାର୍ତ୍ତିକ ଦାସ ନାମକ ଜଣେ ବ୍ୟକ୍ତି ଙ୍କର ମୃତ୍ୟୁ ଘଟିଛି। ସୁଚନା ଥାଊକି ଛତ୍ରପୁର ଠାରୁ ହିଞ୍ଜିଳି ଯାଉଥିବା ଉକ୍ତ ଅଟୋରେ ମୃତ କାର୍ତ୍ତିକ ନିଜ ଗ୍ରାମ ବଣବୁଲାପଲିରୁ ହିଞ୍ଜିଳିକାଟୁ ଯିବା ବେଳେ ନନ୍ଦିକ ଗ୍ରାମରେ ଭାରସାମ୍ୟ ହରାଇ ଅଟୋଟି ରାସ୍ତା କଡ଼କୁ ଖସି ଓଲଟି ପଡିଥିଲା। ଯାହା ଫଳରେ କାର୍ତ୍ତିକ ଗୁରୁତର ଆହତ ହୋଇଥିଲେ ଓ ପୋଲିସ ଘଟଣାସ୍ଥଳରେ ପହଞ୍ଚି ତାକୁ ଉଦ୍ଧାର କରି ଡାକ୍ତରଖାନାକୁ ଚିକିତ୍ସା ପାଇଁ ଭର୍ତ୍ତି କରିଥିଲେ। କିନ୍ତୁ ଡ଼ାକ୍ତର ତାକୁ ମୃତ ଘୋଷଣା କରିଥିଲେ ଓ ପୋଲିସ ଶବ ଜବତ କରି ବ୍ୟବଚ୍ଛେଦ ପାଇଁ ବ୍ରହ୍ମପୁର ବଡଡାକ୍ତରଖାନାକୁ ପଠାଇ ଶବ ବ୍ୟବଚ୍ଛେଦ ପରେ ପରିବାର ଲୋକଙ୍କୁ ହସ୍ତାନ୍ତର କରିଛନ୍ତି। ମୃତ କାର୍ତ୍ତିକ ର ପୁତୁରା ହେମନ୍ତ ଦାସଙ୍କ ଅଭିଯୋଗ ଗ୍ରହଣ କରି ପୋଲିସ ମାମଲା ନଂ ୫୫୦/୨୫ ଅନୁଯାୟୀ ମକଦ୍ଦମା ରୁଜୁ କରି ଦୁର୍ଘଟଣାଗ୍ରସ୍ତ ଅଟୋ ର ଡ଼୍ରାଇଭର କୁ ଗିରଫ କରି କୋର୍ଟ ଚାଲାଣ କରିଛନ୍ତି।

News Comment

You Might Also Like

BACK TO TOP