Breaking News

ଚାକିରୀ ଦେବା ନାଁ ରେ ଦେଢ଼ କୋଟି ଚଳୁ, ପାଞ୍ଚ ବ୍ୟକ୍ତି ଙ୍କୁ ଗିରଫ କଲା ବୈଦ୍ୟନାଥ ପୁର ପୋଲିସ ||   (25-Aug-2026)       ||      ଏଥର ମାଣ୍ଡିଆ, ଚାଉଳ ରେ ତିଆରି ରାକ୍ଷୀ ଷ୍ଟାଲ ରେ ମହିଳାଙ୍କ ପ୍ରବଳ ଭିଡ଼ ||   (25-Aug-2026)       ||      ହାଟ ଡିହି ଶିକ୍ଷା ଜିଲ୍ଳାରେ ପ୍ରମୋସନହୋଇ ପ୍ରଧାନ ଶିକ୍ଷକ ହେଲେ 57 ଜଣ ଶିକ୍ଷକ ||   (25-Aug-2026)       ||      ଆବାସ ଯୋଜନା ପାଈଁ ଲାଞ୍ଚନେଇଥିବା ଅଭିଯୋଗ ରେ ପୂର୍ବତନ ପିଇଓ ଙ୍କୁ 4ବର୍ଷ ଦଣ୍ଡା ଦେଶ ଦେଲେ କୋର୍ଟ |    (25-Aug-2026)       ||      ଦାଦନ ଯାଇ ନିଖୋଜ ଥିବା ପୁଅର ବାଟ ଚାହିଁ ବସି ଛନ୍ତି ପରିବାର ଲୋକ ||   (25-Aug-2026)       ||      ଗଣ୍ଡଳା ଗାଁ ପୋଖରୀ ନିଲାମକୁ ବାତିଲ ପାଈଁ ଗ୍ରାମବାସୀ ବିଡ଼ିଓ ଓ ସରପଞ୍ଚ ଙ୍କୁ ଦେଲେ ଦାବିପତ୍ର ||   (25-Aug-2026)       ||      କନ୍ଧମାଳ ରେ ଦାଦନ ଶ୍ରମିକ ତଥ୍ୟ ସଂଗ୍ରହ ଆପ ଉନ୍ମୋଚିତ |    (25-Aug-2026)       ||      ଗୋଲିଆ ଆଦର୍ଶ ବିଦ୍ୟାଳୟ ରେ ଛାତ୍ର ଆଶୁ ତୋଷ ବିଶୋଇ ଙ୍କ ସଫଳତା |   (25-Aug-2026)       ||      ମରଣ ଯନ୍ତା ସାଜିଛି ଖୋର୍ଦ୍ଧା ଗୁରୁଜଙ୍ଗଟାଙ୍ଗୀ ସାହି ନୂଆଙ୍ଗା ରାସ୍ତା |   (25-Aug-2026)       ||      ବେଗୁନିଆପଡା ଜନତା ହାଇସ୍କୁଲ ଛାତ୍ରୀ ନିବାସ ଅବ୍ୟବସ୍ଥା ଘେର ରେ |    (25-Aug-2026)       ||      ଶୁଣିଲାନି ପ୍ରଶାସନ, ଘର ଉଛେଦ ପରେ ଗଛ ମୂଳହିଁ ଭରସା |    (25-Aug-2026)       ||      ଅତିଶୀଘ୍ର ଶ୍ରୀମନ୍ଦିର ରେ ଆରମ୍ଭ ହେବ ଧାଡି ଦର୍ଶନ |    (25-Aug-2026)       ||      ଛେଳି ଚୋରିକରି ବୋଲରା ଗାଡ଼ିରେ ନେଉଥିଲା ବେଳେ ପୋଲିସ ଦ୍ୱାରାତିନି ଗିରଫ ||   (25-Aug-2026)       ||      ବର୍ଷା ଯୋଗୁଁ ଭାଙ୍ଗିଲା ନୂଆବନ୍ଧ,, ଚାଷ ଜମି ହେଲା ବାଲିଚର |    (25-Aug-2026)       ||      ଲଡଶ ରେ ଶେଷ ମୁହୂର୍ତ୍ତ ରେ ଟିମ ଇଣ୍ଡିଆ ର ଦମ ଦେଖି ପ୍ରଶଂସା କଲେ ଗୃହ ମନ୍ତ୍ରୀ |    (25-Aug-2026)       ||      ମେଡିକାଲ ଆଗରେ ଜବର ଦଖଲ ଉଛେଦ ଯୋଗୁଁ ବ୍ୟବସାୟୀ ଙ୍କ ଉଜୁଡି ଗଲା ବେଉସା |    (25-Aug-2026)       ||      ବେଆଇନ ଭାବେ ଚାଲୁଥିବା ସ୍କୁଲ ବସକୁ ଜବତ କଲେ କଟକ ଆର ଟି ଓ ବିଭାଗ ଅଧିକାରୀ |    (24-Aug-2026)       ||      ଭିଜିଲାନ୍ସ ହାତରେ ଧରା ପଡିଲେଅବସର ପ୍ରାପ୍ତ ସିନିଏର ରେଭେନ୍ୟୁ ଆସିଷ୍ଟାଣ୍ଡ ଅଧିକାରୀ |    (24-Aug-2026)       ||      ବାଣପୁର ବ୍ଲକରେ ଜିଲ୍ଲା ପାଳ ଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ||   (24-Aug-2026)       ||      ବଡ଼ ମାଣିଝୋଲା ନଦୀରୁ ନିଖୋଜ ଛାତ୍ର ଙ୍କ ମୃତ ଦେହ ଉଦ୍ଧାର |   (24-Aug-2026)       ||     

ଖଲ୍ଲିକୋଟ ଜିଲ୍ଲା ପ୍ରଶିକ୍ଷଣ ପ୍ରତିଷ୍ଠାନ ତରଫରୁ ମାସିକ କ୍ଲଷ୍ଟର ସ୍ତରୀୟ ବୈଠକ ଅନୁଷ୍ଠିତ ||

10-Jul-2025

ଖଲ୍ଲିକୋଟ : ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନ, ଗଂଜାମ, ଖଲ୍ଲିକୋଟ ପକ୍ଷରୁ ମାସିକ କ୍ଲଷ୍ଟର ସ୍ତରୀୟ ଅଭିମୁଖୀକରଣ ବୈଠକ ଅନୁଷ୍ଠିତ

ଓଡିଶା  ଜନମତ   ବ୍ୟୁରୋ,

ଜିଲ୍ଲା ଶିକ୍ଷା ଓ ପ୍ରଶିକ୍ଷଣ ପ୍ରତିଷ୍ଠାନ, ଗଂଜାମ, ଖଲ୍ଲିକୋଟ ପକ୍ଷରୁ ଚଳିତ ୨୦୨୫-୨୬ ଶିକ୍ଷା ବର୍ଷ ପାଇଁ ପ୍ରଥମ ମାସିକ କ୍ଲଷ୍ଟର ସ୍ତରୀୟ ଅଭିମୁଖୀକରଣ ବୈଠକ ପ୍ରତିଷ୍ଠାନର ସମ୍ମିଳନୀ କକ୍ଷରେ ଶୁଭୋଦ୍ଘାଟିତ ହୋଇଛି । ଜଗତର ନାଥ ଶ୍ରୀଜଗନ୍ନାଥଙ୍କ ନିକଟରେ ସର୍ବପ୍ରଥମେ ପ୍ରତିଷ୍ଠାନର ଅଧ୍ୟକ୍ଷ ଡକ୍ଟର ସନ୍ତୋଷ କୁମାର ପରିଡ଼ା ପ୍ରଦୀପ ପ୍ରଜ୍ଜ୍ୱଳନ କରି ବୈଠକର ଶୁଭୋଦ୍ଘାଟନ କରିଥିଲେ । ସି ଆର୍ ସି ସି ରାଜେନ୍ଦ୍ର କୁମାର ପଣ୍ଡା ଦୀପ ମନ୍ତ୍ର ଉଚ୍ଚାରଣ କରିଥିଲେ । ବରିଷ୍ଠ ପ୍ରଶିକ୍ଷକ ବିଷ୍ଣୁ ନାରାୟଣ ଜେନା ପ୍ରାକ୍ ସୂଚନା ପ୍ରଦାନ କରିଥିଲେ । ଅଧ୍ୟକ୍ଷ ଡକ୍ଟର ପରିଡ଼ା ମାସିକ କ୍ଲଷ୍ଟର ସ୍ତରୀୟ ବୈଠକର ଆବଶ୍ୟକତା, ଶିକ୍ଷକଙ୍କ ଦକ୍ଷତାର ବିକାଶ ଦିଗରେ ଏହାର ଭୂମିକା ନିହାତି ଗ୍ରହଣୀୟ ବୋଲି ପ୍ରତିପାଦନ କରିଥିଲେ । ପ୍ରତ୍ୟେକ ଶିକ୍ଷକ ପ୍ରଶିକ୍ଷଣ ଗ୍ରହଣ କରିବାର ପ୍ରୟୋଜନତା ସମ୍ପର୍କରେ ବକ୍ତବ୍ୟ ଉପସ୍ଥାପନ କରିଥିଲେ । ସି ଆର୍ ସି ସି ମାନେ ସକାରାତ୍ମକ ପ୍ରକ୍ରିୟାରେ ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ସମସ୍ତ ପ୍ରକାର ଶୈକ୍ଷିକ ସହଯୋଗ କରିବା ଉପରେ ପ୍ରାଧାନ୍ୟ ଦେଇଥିଲେ । ନୂଆ କରି ଆରମ୍ଭ ହୋଇଥିବା ଶିଶୁ ବାଟିକା ବିଷୟରେ ଆଲୋଚନା ସହିତ ବିଦ୍ୟାଳୟ ବିକାଶ, ଶିକ୍ଷା ଅଧିକାର, ଶିକ୍ଷକ ସହାୟକ ପୁସ୍ତିକା, କାର୍ଯ୍ୟ ପୁସ୍ତିକା ଉପରେ ଆଲୋଚନା କରିଥିଲେ ।
ଜାତୀୟ ଶିକ୍ଷା ନୀତି -୨୦୨୦ ଓ ଆଦ୍ୟ ଶୈଶବ ଶିକ୍ଷା, ଜାତୀୟ ପାଠ୍ୟକ୍ରମ ଆଧାର, ଶିଶୁ ବାଟିକା ଶିକ୍ଷାର ଗୁରୁତ୍ୱ, ଶିଶୁ ବାଟିକା ଶିକ୍ଷାର୍ଥୀଙ୍କୁ ବୁଝିବା,ଶିକ୍ଷଣ ଫଳାଫଳ, ଶିକ୍ଷଣ ଯୋଜନା, ଅଭିଭାବକ ଓ ଗୋଷ୍ଠୀର ଭୂମିକା, ମାନ ନିର୍ଦ୍ଧାରଣ ଆଦି ବହୁବିଧ ଦିଗ ସମ୍ପର୍କରେ ଆଲୋଚନା ହୋଇଥିଲା । ଗତ ତା ୦୮/୦୭/୨୫ରିଖରୁ ଆରମ୍ଭ ହୋଇଥିବା ଏହି ବୈଠକ ଆଜି ଅର୍ଥାତ୍ ତା ୧୦/୦୭/୨୫ ରିଖରେ ଉଦଯାପିତ ହୋଇଯାଇଛି । ଗଂଜାମ ଜିଲ୍ଲାର ସମସ୍ତ ବ୍ଲକର ସି ଆର୍ ସି ସି ଅନୁଷ୍ଠିତ ତ୍ରିଦିବସୀୟ ବୈଠକରେ ଉପସ୍ଥିତ ରହି ପ୍ରଶିକ୍ଷଣ ଗ୍ରହଣ କରିଥିଲେ । ଆୟୋଜିତ ତ୍ରିଦିବସୀୟ ବୈଠକରେ ବରିଷ୍ଠ ପ୍ରଶିକ୍ଷକ ବିଷ୍ଣୁ ନାରାୟଣ ଜେନା, ଜିତେନ୍ଦ୍ର ପଣ୍ଡା, ସୁକୁଲେଇ ଟୁଡୁ, ପ୍ରଶିକ୍ଷିକା ଲିପି ଶ୍ରୀ ଦେବୀ, ସୁଶ୍ରୀ ଗାୟତ୍ରୀ ସ୍ୱାଇଁ, ଜୟନ୍ତୀ ବେହେରା, କଲ୍ୟାଣୀ କୁମାରୀ ଗୈ।ଡ଼ ପ୍ରମୁଖ ପ୍ରଶିକ୍ଷଣ ପ୍ରଦାନ କରିଥିଲେ । କାର୍ଯ୍ୟାଳୟର ସେକ୍ସନ ଅଧିକାରୀ ପ୍ରବେଶ କୁମାର ପଟ୍ଟନାୟକ, ସହକାରୀ କିରାଣୀ ଆଶିଷ ରଂଜନ ସେଠୀଙ୍କ ସମେତ ଅନ୍ୟ ସମସ୍ତ କର୍ମଚାରୀ ବୈଠକକୁ ସଫଳ କରିବାରେ ପୂର୍ଣ୍ଣ ସହଯୋଗ କରିଥିଲେ ।

News Comment

You Might Also Like

  ଶି‍କ୍ଷା ଓ ନିଯୁକ୍ତି  

ସ୍ୱାଧୀନତା ଦିବସ ରେ ମେଧା ସମ୍ମାନ |

BACK TO TOP