Breaking News

ଚାକିରୀ ଦେବା ନାଁ ରେ ଦେଢ଼ କୋଟି ଚଳୁ, ପାଞ୍ଚ ବ୍ୟକ୍ତି ଙ୍କୁ ଗିରଫ କଲା ବୈଦ୍ୟନାଥ ପୁର ପୋଲିସ ||   (25-Aug-2026)       ||      ଏଥର ମାଣ୍ଡିଆ, ଚାଉଳ ରେ ତିଆରି ରାକ୍ଷୀ ଷ୍ଟାଲ ରେ ମହିଳାଙ୍କ ପ୍ରବଳ ଭିଡ଼ ||   (25-Aug-2026)       ||      ହାଟ ଡିହି ଶିକ୍ଷା ଜିଲ୍ଳାରେ ପ୍ରମୋସନହୋଇ ପ୍ରଧାନ ଶିକ୍ଷକ ହେଲେ 57 ଜଣ ଶିକ୍ଷକ ||   (25-Aug-2026)       ||      ଆବାସ ଯୋଜନା ପାଈଁ ଲାଞ୍ଚନେଇଥିବା ଅଭିଯୋଗ ରେ ପୂର୍ବତନ ପିଇଓ ଙ୍କୁ 4ବର୍ଷ ଦଣ୍ଡା ଦେଶ ଦେଲେ କୋର୍ଟ |    (25-Aug-2026)       ||      ଦାଦନ ଯାଇ ନିଖୋଜ ଥିବା ପୁଅର ବାଟ ଚାହିଁ ବସି ଛନ୍ତି ପରିବାର ଲୋକ ||   (25-Aug-2026)       ||      ଗଣ୍ଡଳା ଗାଁ ପୋଖରୀ ନିଲାମକୁ ବାତିଲ ପାଈଁ ଗ୍ରାମବାସୀ ବିଡ଼ିଓ ଓ ସରପଞ୍ଚ ଙ୍କୁ ଦେଲେ ଦାବିପତ୍ର ||   (25-Aug-2026)       ||      କନ୍ଧମାଳ ରେ ଦାଦନ ଶ୍ରମିକ ତଥ୍ୟ ସଂଗ୍ରହ ଆପ ଉନ୍ମୋଚିତ |    (25-Aug-2026)       ||      ଗୋଲିଆ ଆଦର୍ଶ ବିଦ୍ୟାଳୟ ରେ ଛାତ୍ର ଆଶୁ ତୋଷ ବିଶୋଇ ଙ୍କ ସଫଳତା |   (25-Aug-2026)       ||      ମରଣ ଯନ୍ତା ସାଜିଛି ଖୋର୍ଦ୍ଧା ଗୁରୁଜଙ୍ଗଟାଙ୍ଗୀ ସାହି ନୂଆଙ୍ଗା ରାସ୍ତା |   (25-Aug-2026)       ||      ବେଗୁନିଆପଡା ଜନତା ହାଇସ୍କୁଲ ଛାତ୍ରୀ ନିବାସ ଅବ୍ୟବସ୍ଥା ଘେର ରେ |    (25-Aug-2026)       ||      ଶୁଣିଲାନି ପ୍ରଶାସନ, ଘର ଉଛେଦ ପରେ ଗଛ ମୂଳହିଁ ଭରସା |    (25-Aug-2026)       ||      ଅତିଶୀଘ୍ର ଶ୍ରୀମନ୍ଦିର ରେ ଆରମ୍ଭ ହେବ ଧାଡି ଦର୍ଶନ |    (25-Aug-2026)       ||      ଛେଳି ଚୋରିକରି ବୋଲରା ଗାଡ଼ିରେ ନେଉଥିଲା ବେଳେ ପୋଲିସ ଦ୍ୱାରାତିନି ଗିରଫ ||   (25-Aug-2026)       ||      ବର୍ଷା ଯୋଗୁଁ ଭାଙ୍ଗିଲା ନୂଆବନ୍ଧ,, ଚାଷ ଜମି ହେଲା ବାଲିଚର |    (25-Aug-2026)       ||      ଲଡଶ ରେ ଶେଷ ମୁହୂର୍ତ୍ତ ରେ ଟିମ ଇଣ୍ଡିଆ ର ଦମ ଦେଖି ପ୍ରଶଂସା କଲେ ଗୃହ ମନ୍ତ୍ରୀ |    (25-Aug-2026)       ||      ମେଡିକାଲ ଆଗରେ ଜବର ଦଖଲ ଉଛେଦ ଯୋଗୁଁ ବ୍ୟବସାୟୀ ଙ୍କ ଉଜୁଡି ଗଲା ବେଉସା |    (25-Aug-2026)       ||      ବେଆଇନ ଭାବେ ଚାଲୁଥିବା ସ୍କୁଲ ବସକୁ ଜବତ କଲେ କଟକ ଆର ଟି ଓ ବିଭାଗ ଅଧିକାରୀ |    (24-Aug-2026)       ||      ଭିଜିଲାନ୍ସ ହାତରେ ଧରା ପଡିଲେଅବସର ପ୍ରାପ୍ତ ସିନିଏର ରେଭେନ୍ୟୁ ଆସିଷ୍ଟାଣ୍ଡ ଅଧିକାରୀ |    (24-Aug-2026)       ||      ବାଣପୁର ବ୍ଲକରେ ଜିଲ୍ଲା ପାଳ ଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ||   (24-Aug-2026)       ||      ବଡ଼ ମାଣିଝୋଲା ନଦୀରୁ ନିଖୋଜ ଛାତ୍ର ଙ୍କ ମୃତ ଦେହ ଉଦ୍ଧାର |   (24-Aug-2026)       ||     

ଚିକିଟି ନୂଆଙ୍ଗା ରେ ଜଣେ ଶିକ୍ଷକ ଙ୍କୁ ଉଠାଇ ନେଇ ଆକ୍ରମଣ |

10-Jul-2025

ଶିକ୍ଷକଙ୍କୁ ଉଠାଇ ନେଇ ଆକ୍ରମଣ ଓ ଲୁଟ୍।

ଓଡିଶା ଜନମତ,ବ୍ରହ୍ମପୁର, କୈଳାସ ଚନ୍ଦ୍ର ଚୌଧୁରୀ, ତା --10/07/25  ଚୌଧୁରୀ

ଚିକିଟି ନୁଆ ଗାଁ ଥାନା ଅର୍ନ୍ତଗତ ଡୁମାଣି ରତନେଇ ମନ୍ଦିର ନିକଟ ଏକ ନିଚ୍ଛାଟାଆ ସ୍ଥାନରେ ରାଜେଶ୍ କୁମାର ପାତ୍ର ନାମକ ଜଣେ ଶିକ୍ଷକ ଙ୍କୁ ମାରଣାନ୍ତକ ଆକ୍ରମଣ କରି ପକେଟ୍ ଥିବା କିଛି ନଗଦ ଟଙ୍କା ଲୁଟ୍ ନେଇଥିବା ଥାନା ରେ ଅଭିଯୋଗ ହୋଇଛି। ନୁଆ ଗାଁ ଥାନା ପୋଲିସ୍ ଅଭିଯୋଗ ଗ୍ରହଣ କରି ନିକଟରେ ଲାଗିଥିବା ସିସିଟିଭି ଫୁଟେଜ କୁ ଆଧାର କରି ଅନୁସନ୍ଧାନ ଚଳାଇଛନ୍ତି। ଘଟଣାରୁ ପ୍ରକାଶ ଯେ ଶିକ୍ଷକ ପାତ୍ର ପୁହୁଣ୍ଡି ସରକାରୀ ବିଦ୍ୟାଳୟର ଶିକ୍ଷକ ଅଟନ୍ତି। ନିଜ ମୋଟରସାଇକେଲ ରେ ସ୍କୁଲ ଯାଉଥିବା ବେଳେ ଉକ୍ତ ସ୍ଥାନରେ ୪ ଯୁବକ ହଠାତ୍ ପହଞ୍ଚି ତାଙ୍କୁ ଅଟକାଇ ଟଙ୍କା ମାଗିଥିଲେ ଓ ସେ ରାଜି ନହେବାରୁ ଆକ୍ରମଣ କରି ଟଙ୍କା ଲୁଟ୍ ନେଇଥିବା ଅଭିଯୋଗ ହୋଇଛି।

News Comment

You Might Also Like

BACK TO TOP