Breaking News

ଚାକିରୀ ଦେବା ନାଁ ରେ ଦେଢ଼ କୋଟି ଚଳୁ, ପାଞ୍ଚ ବ୍ୟକ୍ତି ଙ୍କୁ ଗିରଫ କଲା ବୈଦ୍ୟନାଥ ପୁର ପୋଲିସ ||   (25-Aug-2026)       ||      ଏଥର ମାଣ୍ଡିଆ, ଚାଉଳ ରେ ତିଆରି ରାକ୍ଷୀ ଷ୍ଟାଲ ରେ ମହିଳାଙ୍କ ପ୍ରବଳ ଭିଡ଼ ||   (25-Aug-2026)       ||      ହାଟ ଡିହି ଶିକ୍ଷା ଜିଲ୍ଳାରେ ପ୍ରମୋସନହୋଇ ପ୍ରଧାନ ଶିକ୍ଷକ ହେଲେ 57 ଜଣ ଶିକ୍ଷକ ||   (25-Aug-2026)       ||      ଆବାସ ଯୋଜନା ପାଈଁ ଲାଞ୍ଚନେଇଥିବା ଅଭିଯୋଗ ରେ ପୂର୍ବତନ ପିଇଓ ଙ୍କୁ 4ବର୍ଷ ଦଣ୍ଡା ଦେଶ ଦେଲେ କୋର୍ଟ |    (25-Aug-2026)       ||      ଦାଦନ ଯାଇ ନିଖୋଜ ଥିବା ପୁଅର ବାଟ ଚାହିଁ ବସି ଛନ୍ତି ପରିବାର ଲୋକ ||   (25-Aug-2026)       ||      ଗଣ୍ଡଳା ଗାଁ ପୋଖରୀ ନିଲାମକୁ ବାତିଲ ପାଈଁ ଗ୍ରାମବାସୀ ବିଡ଼ିଓ ଓ ସରପଞ୍ଚ ଙ୍କୁ ଦେଲେ ଦାବିପତ୍ର ||   (25-Aug-2026)       ||      କନ୍ଧମାଳ ରେ ଦାଦନ ଶ୍ରମିକ ତଥ୍ୟ ସଂଗ୍ରହ ଆପ ଉନ୍ମୋଚିତ |    (25-Aug-2026)       ||      ଗୋଲିଆ ଆଦର୍ଶ ବିଦ୍ୟାଳୟ ରେ ଛାତ୍ର ଆଶୁ ତୋଷ ବିଶୋଇ ଙ୍କ ସଫଳତା |   (25-Aug-2026)       ||      ମରଣ ଯନ୍ତା ସାଜିଛି ଖୋର୍ଦ୍ଧା ଗୁରୁଜଙ୍ଗଟାଙ୍ଗୀ ସାହି ନୂଆଙ୍ଗା ରାସ୍ତା |   (25-Aug-2026)       ||      ବେଗୁନିଆପଡା ଜନତା ହାଇସ୍କୁଲ ଛାତ୍ରୀ ନିବାସ ଅବ୍ୟବସ୍ଥା ଘେର ରେ |    (25-Aug-2026)       ||      ଶୁଣିଲାନି ପ୍ରଶାସନ, ଘର ଉଛେଦ ପରେ ଗଛ ମୂଳହିଁ ଭରସା |    (25-Aug-2026)       ||      ଅତିଶୀଘ୍ର ଶ୍ରୀମନ୍ଦିର ରେ ଆରମ୍ଭ ହେବ ଧାଡି ଦର୍ଶନ |    (25-Aug-2026)       ||      ଛେଳି ଚୋରିକରି ବୋଲରା ଗାଡ଼ିରେ ନେଉଥିଲା ବେଳେ ପୋଲିସ ଦ୍ୱାରାତିନି ଗିରଫ ||   (25-Aug-2026)       ||      ବର୍ଷା ଯୋଗୁଁ ଭାଙ୍ଗିଲା ନୂଆବନ୍ଧ,, ଚାଷ ଜମି ହେଲା ବାଲିଚର |    (25-Aug-2026)       ||      ଲଡଶ ରେ ଶେଷ ମୁହୂର୍ତ୍ତ ରେ ଟିମ ଇଣ୍ଡିଆ ର ଦମ ଦେଖି ପ୍ରଶଂସା କଲେ ଗୃହ ମନ୍ତ୍ରୀ |    (25-Aug-2026)       ||      ମେଡିକାଲ ଆଗରେ ଜବର ଦଖଲ ଉଛେଦ ଯୋଗୁଁ ବ୍ୟବସାୟୀ ଙ୍କ ଉଜୁଡି ଗଲା ବେଉସା |    (25-Aug-2026)       ||      ବେଆଇନ ଭାବେ ଚାଲୁଥିବା ସ୍କୁଲ ବସକୁ ଜବତ କଲେ କଟକ ଆର ଟି ଓ ବିଭାଗ ଅଧିକାରୀ |    (24-Aug-2026)       ||      ଭିଜିଲାନ୍ସ ହାତରେ ଧରା ପଡିଲେଅବସର ପ୍ରାପ୍ତ ସିନିଏର ରେଭେନ୍ୟୁ ଆସିଷ୍ଟାଣ୍ଡ ଅଧିକାରୀ |    (24-Aug-2026)       ||      ବାଣପୁର ବ୍ଲକରେ ଜିଲ୍ଲା ପାଳ ଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ||   (24-Aug-2026)       ||      ବଡ଼ ମାଣିଝୋଲା ନଦୀରୁ ନିଖୋଜ ଛାତ୍ର ଙ୍କ ମୃତ ଦେହ ଉଦ୍ଧାର |   (24-Aug-2026)       ||     

ପୁରୁଷୋତ୍ତମପୁର ସରସ୍ବତୀ ଶିଶୁମନ୍ଦିର ରେ ଗୁରୁ ପୂର୍ଣ୍ଣିମା ପାଳିତ |

10-Jul-2025

ସରସ୍ବତୀ ଶିଶୁ ମନ୍ଦିରରେ ଶ୍ରୀ ଗୁରୁପୂର୍ଣ୍ଣିମା ପାଳନ 

ଓଡିଶା ଜନ ମତ, ବ୍ୟୁରୋ,

ସ୍ଥାନୀୟ ସରସ୍ବତୀ ଶିଶୁ ମନ୍ଦିର ପରିସରରେ ଶ୍ରୀଯୁକ୍ତ ତାରିଣୀ ଚରଣ ଦାଶ ଙ୍କ ପ୍ରେରଣାରେ ଶ୍ରୀଯୁକ୍ତ ସିଦ୍ଧେଶ୍ବର ଦାଶ ଏହି ଉତ୍ସବକୁ ପରିଚାଳନା କରିଥିଲେ|
ଶ୍ରୀଯୁକ୍ତ ପ୍ରଣବ କୁମାର ଗୌଡ଼ ଅତିଥ୍‌ଙ୍କ ପରିଚୟ ପ୍ରଦାନ କରିଥିଲେ | ଆଜିର ଏହି ଉତ୍ସବ ରେ ଶ୍ରୀଯୁକ୍ତ କୃଷ୍ଣ ଚନ୍ଦ୍ର ଦାଶ ଅତିଥ୍ ଭାବରେ ଯୋଗଦେଇ ପ୍ରଦୀପ ପ୍ରଜ୍ଜଳନ କରି କାର୍ଯ୍ୟକ୍ରମ କୁ ଶୁଭାରମ୍ଭ କରିଥିଲେ  |ସେ ଶିଶୁଭାଇ ଭଉଣୀଙ୍କୁ ମହର୍ଷି ବ୍ୟାସଦେବ ଙ୍କ ବିଷୟରେ କିଛି ଉପାଦେୟ କଥା ତଥା ଗୁରୁପୂର୍ଣ୍ଣିମା ପାଳନ ର ମହତ୍ତ୍ବ ବିଷୟରେ କହିଥିଲେ|ପରିଶେଷରେ ଶ୍ରୀମତୀ ନିବେଦିତା ପଣ୍ଡା ଧନ୍ୟବାଦ ଅର୍ପଣ କରିଥିଲେ। ଏହି ଉତ୍ସବ ରେ ବିଦ୍ୟାଳୟ ର ସମସ୍ତ ଗୁରୁଜୀ ଗୁରୁମା ଶିଶୁ ଭାଇ ଭଉଣୀ ଯୋଗ ଦେଇ ଉତ୍ସବ କୁ ଆନନ୍ଦ ମୁଖର କରିଥିଲେ | ଏହି ଉତ୍ସବଶେଷରେ ସଙ୍ଘ ପ୍ରାର୍ଥନା କରାଯାଇ କାର୍ଯ୍ୟକ୍ରମ କୁ ସମାପନ କରାଯଇଥିଲା |

News Comment

You Might Also Like

BACK TO TOP