Breaking News

ଚାକିରୀ ଦେବା ନାଁ ରେ ଦେଢ଼ କୋଟି ଚଳୁ, ପାଞ୍ଚ ବ୍ୟକ୍ତି ଙ୍କୁ ଗିରଫ କଲା ବୈଦ୍ୟନାଥ ପୁର ପୋଲିସ ||   (25-Aug-2026)       ||      ଏଥର ମାଣ୍ଡିଆ, ଚାଉଳ ରେ ତିଆରି ରାକ୍ଷୀ ଷ୍ଟାଲ ରେ ମହିଳାଙ୍କ ପ୍ରବଳ ଭିଡ଼ ||   (25-Aug-2026)       ||      ହାଟ ଡିହି ଶିକ୍ଷା ଜିଲ୍ଳାରେ ପ୍ରମୋସନହୋଇ ପ୍ରଧାନ ଶିକ୍ଷକ ହେଲେ 57 ଜଣ ଶିକ୍ଷକ ||   (25-Aug-2026)       ||      ଆବାସ ଯୋଜନା ପାଈଁ ଲାଞ୍ଚନେଇଥିବା ଅଭିଯୋଗ ରେ ପୂର୍ବତନ ପିଇଓ ଙ୍କୁ 4ବର୍ଷ ଦଣ୍ଡା ଦେଶ ଦେଲେ କୋର୍ଟ |    (25-Aug-2026)       ||      ଦାଦନ ଯାଇ ନିଖୋଜ ଥିବା ପୁଅର ବାଟ ଚାହିଁ ବସି ଛନ୍ତି ପରିବାର ଲୋକ ||   (25-Aug-2026)       ||      ଗଣ୍ଡଳା ଗାଁ ପୋଖରୀ ନିଲାମକୁ ବାତିଲ ପାଈଁ ଗ୍ରାମବାସୀ ବିଡ଼ିଓ ଓ ସରପଞ୍ଚ ଙ୍କୁ ଦେଲେ ଦାବିପତ୍ର ||   (25-Aug-2026)       ||      କନ୍ଧମାଳ ରେ ଦାଦନ ଶ୍ରମିକ ତଥ୍ୟ ସଂଗ୍ରହ ଆପ ଉନ୍ମୋଚିତ |    (25-Aug-2026)       ||      ଗୋଲିଆ ଆଦର୍ଶ ବିଦ୍ୟାଳୟ ରେ ଛାତ୍ର ଆଶୁ ତୋଷ ବିଶୋଇ ଙ୍କ ସଫଳତା |   (25-Aug-2026)       ||      ମରଣ ଯନ୍ତା ସାଜିଛି ଖୋର୍ଦ୍ଧା ଗୁରୁଜଙ୍ଗଟାଙ୍ଗୀ ସାହି ନୂଆଙ୍ଗା ରାସ୍ତା |   (25-Aug-2026)       ||      ବେଗୁନିଆପଡା ଜନତା ହାଇସ୍କୁଲ ଛାତ୍ରୀ ନିବାସ ଅବ୍ୟବସ୍ଥା ଘେର ରେ |    (25-Aug-2026)       ||      ଶୁଣିଲାନି ପ୍ରଶାସନ, ଘର ଉଛେଦ ପରେ ଗଛ ମୂଳହିଁ ଭରସା |    (25-Aug-2026)       ||      ଅତିଶୀଘ୍ର ଶ୍ରୀମନ୍ଦିର ରେ ଆରମ୍ଭ ହେବ ଧାଡି ଦର୍ଶନ |    (25-Aug-2026)       ||      ଛେଳି ଚୋରିକରି ବୋଲରା ଗାଡ଼ିରେ ନେଉଥିଲା ବେଳେ ପୋଲିସ ଦ୍ୱାରାତିନି ଗିରଫ ||   (25-Aug-2026)       ||      ବର୍ଷା ଯୋଗୁଁ ଭାଙ୍ଗିଲା ନୂଆବନ୍ଧ,, ଚାଷ ଜମି ହେଲା ବାଲିଚର |    (25-Aug-2026)       ||      ଲଡଶ ରେ ଶେଷ ମୁହୂର୍ତ୍ତ ରେ ଟିମ ଇଣ୍ଡିଆ ର ଦମ ଦେଖି ପ୍ରଶଂସା କଲେ ଗୃହ ମନ୍ତ୍ରୀ |    (25-Aug-2026)       ||      ମେଡିକାଲ ଆଗରେ ଜବର ଦଖଲ ଉଛେଦ ଯୋଗୁଁ ବ୍ୟବସାୟୀ ଙ୍କ ଉଜୁଡି ଗଲା ବେଉସା |    (25-Aug-2026)       ||      ବେଆଇନ ଭାବେ ଚାଲୁଥିବା ସ୍କୁଲ ବସକୁ ଜବତ କଲେ କଟକ ଆର ଟି ଓ ବିଭାଗ ଅଧିକାରୀ |    (24-Aug-2026)       ||      ଭିଜିଲାନ୍ସ ହାତରେ ଧରା ପଡିଲେଅବସର ପ୍ରାପ୍ତ ସିନିଏର ରେଭେନ୍ୟୁ ଆସିଷ୍ଟାଣ୍ଡ ଅଧିକାରୀ |    (24-Aug-2026)       ||      ବାଣପୁର ବ୍ଲକରେ ଜିଲ୍ଲା ପାଳ ଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ||   (24-Aug-2026)       ||      ବଡ଼ ମାଣିଝୋଲା ନଦୀରୁ ନିଖୋଜ ଛାତ୍ର ଙ୍କ ମୃତ ଦେହ ଉଦ୍ଧାର |   (24-Aug-2026)       ||     

ପୁରୁଷୋତ୍ତମପୁର ଦିବ୍ୟଜୀବନ ସଙ୍ଘ ତରଫରୁ ଗୁରୁ ପୁର୍ଣିମା ପାଳିତ |

10-Jul-2025

ପୁରୁଷତ୍ତମପୁର ଦିବ୍ୟଜୀବନ ସଙ୍ଘ ରେ ଗୁରୁ ପୂର୍ଣ୍ଣିମା ପାଳିତ।

           ଓଡିଶା ଜନମତ ବ୍ୟୁରୋ,

ଆଜି ପବିତ୍ର ଗୁରୁ ପୂର୍ଣ୍ଣିମା ଉପଲକ୍ଷେ ପୁରୁଷତ୍ତମପୁର ଦିବ୍ୟ ଜୀବନ ସଙ୍ଘ ରେ ମହା ଆଡ଼ମ୍ବରରେ ପାଳିତ ହୋଇଛି। ସକାଳ ୬ ଟା ରେ ଶିବାନନ୍ଦ କୋଚିଙ୍ଗ ର ଛାତ୍ର ଛାତ୍ରୀ ଏବଂ ଗୁରୁ ଭାଇ ମାନଙ୍କ ଉପସ୍ଥିତି ରେ ନଗର ପରିକ୍ରମା କରା ଯାଇଥିଲା। ସକାଳ ୯ଟା ରେ ଗୁରୁ ପାଦ ପୂଜା, ଭାଗବତ ଗୀତା, ଗୁରୁ ବାଣୀ ଅଧ୍ୟୟନ, ଭଜନ କୀର୍ତ୍ତନ ସହ ସତସଙ୍ଗ କାର୍ଯ୍ୟ କ୍ରମ ଏବଂ ନାରାୟଣ ସେବା ସହ ମଧ୍ୟାହ୍ନ ରେ ପ୍ରସାଦ ସେବନ ର ବ୍ୟବସ୍ଥା କରାଯାଇଥିଲା । ସଭାପତି ଜତି ରାଜ ଦାଶ, ସମ୍ପାଦକ କେ ବାବୁ ରାଓ, କେ ଦୁର୍ଗା ପ୍ରସାଦ ରାଓ,ପ୍ରଶାନୁ ସେନାପତି, ଭିକାରୀ ନାୟକ, ରଘୁନାଥ ମହାରଣା, ଶ୍ରୀକାନ୍ତ ବେହେରା, ରାମ ରାଘବ ଦାଶ, ସଞ୍ଜୟ ନାୟକ ଆଦି ଗୁରୁ ଭାଇ ଓ ଭଉଣୀ ସହଯୋଗରେ ସତସଙ୍ଗ କାର୍ଯ୍ୟ କ୍ରମ କୁ ସାଫଲ୍ୟ କରାଯାଇଥିଲା।

News Comment

You Might Also Like

BACK TO TOP