Breaking News

ଚାକିରୀ ଦେବା ନାଁ ରେ ଦେଢ଼ କୋଟି ଚଳୁ, ପାଞ୍ଚ ବ୍ୟକ୍ତି ଙ୍କୁ ଗିରଫ କଲା ବୈଦ୍ୟନାଥ ପୁର ପୋଲିସ ||   (25-Aug-2026)       ||      ଏଥର ମାଣ୍ଡିଆ, ଚାଉଳ ରେ ତିଆରି ରାକ୍ଷୀ ଷ୍ଟାଲ ରେ ମହିଳାଙ୍କ ପ୍ରବଳ ଭିଡ଼ ||   (25-Aug-2026)       ||      ହାଟ ଡିହି ଶିକ୍ଷା ଜିଲ୍ଳାରେ ପ୍ରମୋସନହୋଇ ପ୍ରଧାନ ଶିକ୍ଷକ ହେଲେ 57 ଜଣ ଶିକ୍ଷକ ||   (25-Aug-2026)       ||      ଆବାସ ଯୋଜନା ପାଈଁ ଲାଞ୍ଚନେଇଥିବା ଅଭିଯୋଗ ରେ ପୂର୍ବତନ ପିଇଓ ଙ୍କୁ 4ବର୍ଷ ଦଣ୍ଡା ଦେଶ ଦେଲେ କୋର୍ଟ |    (25-Aug-2026)       ||      ଦାଦନ ଯାଇ ନିଖୋଜ ଥିବା ପୁଅର ବାଟ ଚାହିଁ ବସି ଛନ୍ତି ପରିବାର ଲୋକ ||   (25-Aug-2026)       ||      ଗଣ୍ଡଳା ଗାଁ ପୋଖରୀ ନିଲାମକୁ ବାତିଲ ପାଈଁ ଗ୍ରାମବାସୀ ବିଡ଼ିଓ ଓ ସରପଞ୍ଚ ଙ୍କୁ ଦେଲେ ଦାବିପତ୍ର ||   (25-Aug-2026)       ||      କନ୍ଧମାଳ ରେ ଦାଦନ ଶ୍ରମିକ ତଥ୍ୟ ସଂଗ୍ରହ ଆପ ଉନ୍ମୋଚିତ |    (25-Aug-2026)       ||      ଗୋଲିଆ ଆଦର୍ଶ ବିଦ୍ୟାଳୟ ରେ ଛାତ୍ର ଆଶୁ ତୋଷ ବିଶୋଇ ଙ୍କ ସଫଳତା |   (25-Aug-2026)       ||      ମରଣ ଯନ୍ତା ସାଜିଛି ଖୋର୍ଦ୍ଧା ଗୁରୁଜଙ୍ଗଟାଙ୍ଗୀ ସାହି ନୂଆଙ୍ଗା ରାସ୍ତା |   (25-Aug-2026)       ||      ବେଗୁନିଆପଡା ଜନତା ହାଇସ୍କୁଲ ଛାତ୍ରୀ ନିବାସ ଅବ୍ୟବସ୍ଥା ଘେର ରେ |    (25-Aug-2026)       ||      ଶୁଣିଲାନି ପ୍ରଶାସନ, ଘର ଉଛେଦ ପରେ ଗଛ ମୂଳହିଁ ଭରସା |    (25-Aug-2026)       ||      ଅତିଶୀଘ୍ର ଶ୍ରୀମନ୍ଦିର ରେ ଆରମ୍ଭ ହେବ ଧାଡି ଦର୍ଶନ |    (25-Aug-2026)       ||      ଛେଳି ଚୋରିକରି ବୋଲରା ଗାଡ଼ିରେ ନେଉଥିଲା ବେଳେ ପୋଲିସ ଦ୍ୱାରାତିନି ଗିରଫ ||   (25-Aug-2026)       ||      ବର୍ଷା ଯୋଗୁଁ ଭାଙ୍ଗିଲା ନୂଆବନ୍ଧ,, ଚାଷ ଜମି ହେଲା ବାଲିଚର |    (25-Aug-2026)       ||      ଲଡଶ ରେ ଶେଷ ମୁହୂର୍ତ୍ତ ରେ ଟିମ ଇଣ୍ଡିଆ ର ଦମ ଦେଖି ପ୍ରଶଂସା କଲେ ଗୃହ ମନ୍ତ୍ରୀ |    (25-Aug-2026)       ||      ମେଡିକାଲ ଆଗରେ ଜବର ଦଖଲ ଉଛେଦ ଯୋଗୁଁ ବ୍ୟବସାୟୀ ଙ୍କ ଉଜୁଡି ଗଲା ବେଉସା |    (25-Aug-2026)       ||      ବେଆଇନ ଭାବେ ଚାଲୁଥିବା ସ୍କୁଲ ବସକୁ ଜବତ କଲେ କଟକ ଆର ଟି ଓ ବିଭାଗ ଅଧିକାରୀ |    (24-Aug-2026)       ||      ଭିଜିଲାନ୍ସ ହାତରେ ଧରା ପଡିଲେଅବସର ପ୍ରାପ୍ତ ସିନିଏର ରେଭେନ୍ୟୁ ଆସିଷ୍ଟାଣ୍ଡ ଅଧିକାରୀ |    (24-Aug-2026)       ||      ବାଣପୁର ବ୍ଲକରେ ଜିଲ୍ଲା ପାଳ ଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ||   (24-Aug-2026)       ||      ବଡ଼ ମାଣିଝୋଲା ନଦୀରୁ ନିଖୋଜ ଛାତ୍ର ଙ୍କ ମୃତ ଦେହ ଉଦ୍ଧାର |   (24-Aug-2026)       ||     

ଦାମ୍ପତିଙ୍କୁ ଆକ୍ରମଣ କରି ଅଭିଯୁକ୍ତ ଗିରଫ |

11-Jul-2025

ଦମ୍ପତିକୁ ଆକ୍ରମଣ ଅଭିଯୁକ୍ତ ଗିରଫ।

ଓଡିଶା ଜଜନ ମମତ, ବ୍ରହ୍ମପୁର, କକୈଳାସ ଚନ୍ଦ୍ର ଚୌଧୁରୀ, ତା --11/07/25
ବ୍ରହ୍ମପୁର ପୋଲିସ ଜିଲ୍ଲା ନୁଆ ଗାଁ ଥାନା ଅନ୍ତର୍ଗତ ନୁଆପଡା ଗ୍ରାମର ଭାସ୍କର ସେଠୀକୁ ପୋଲିସ ଗିରଫ କରି କୋର୍ଟ ଚାଲାଣ କରିଛନ୍ତି। ଘଟଣାରୁ ପ୍ରକାଶ ଯେ ଅଭିଯୁକ୍ତ ଭାସ୍କର ସେହି ଗ୍ରାମର ସୁବ୍ରତ ସେଠୀ ସହିତ କୌଣସି କଥା କୁ ନେଇ ଯୁକ୍ତିତର୍କ ହୋଇଥିଲା। ପରବର୍ତ୍ତୀ ସମୟରେ ଭାସ୍କର ଏକ ଲୁହାଛଡ଼ ରେ ସୁବ୍ରତ କୁ ଆକ୍ରମଣ କରିଥିଲା। ଏତିକି ବେଳେ ସ୍ତ୍ରୀ ସୁଲୋଚନା ସେଠୀ ପାଟି କରିବାରୁ ତାଙ୍କୁ ମଧ୍ୟ ଆକ୍ରମଣ କରି ଉଭୟଙ୍କୁ ଲହୁଲୁହାଣ କରି ଘଟଣାସ୍ଥଳରୁ ଫେରାର ହୋଇଯାଇଥିଲ। ଗ୍ରାମ ବାସୀ ଗୁରୁତର ଆହତ ଦ୍ବୟଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ବୋମକେଇ ଡାକ୍ତରଖାନାରେ ଭର୍ତ୍ତି କରିଥିଲେ। କିନ୍ତୁ ଅବସ୍ଥା ଗୁରୁତର ହେବାରୁ ସେମାନଙ୍କୁ ବ୍ରହ୍ମପୁର ବଡ଼ ଡ଼ାକ୍ତରଖାନାକୁ ସ୍ଥାନାନ୍ତର କରାଯାଇଥିଲା ଓ ଉଭୟେ ଚିକିତ୍ସିତ ହୋଇ ଡାକ୍ତରଖାନାରୁ ଫେରି ନୁଆ ଗାଁ ଥାନା ରେ ଅଭିଯୋଗ କରିଥିଲେ। ଅଭିଯୋଗ ଗ୍ରହଣ କରି ପୋଲିସ ମାମଲା ନଂ ୨୩୦/୨୫ ଅନୁଯାୟୀ ମକଦ୍ଦମା ରୁଜୁ କରି ଘଟଣାର ତଦନ୍ତ ଆରମ୍ଭ କରି ଆଜି ଅଭିଯୁକ୍ତ କୁ ଗିରଫ କରି କୋର୍ଟ ଚାଲାଣ କରିଛନ୍ତି।

News Comment

You Might Also Like

BACK TO TOP