Breaking News

ହାଟ ଡିହି ଶିକ୍ଷା ଜିଲ୍ଳାରେ ପ୍ରମୋସନହୋଇ ପ୍ରଧାନ ଶିକ୍ଷକ ହେଲେ 57 ଜଣ ଶିକ୍ଷକ ||   (25-Aug-2026)       ||      ଆବାସ ଯୋଜନା ପାଈଁ ଲାଞ୍ଚନେଇଥିବା ଅଭିଯୋଗ ରେ ପୂର୍ବତନ ପିଇଓ ଙ୍କୁ 4ବର୍ଷ ଦଣ୍ଡା ଦେଶ ଦେଲେ କୋର୍ଟ |    (25-Aug-2026)       ||      ଦାଦନ ଯାଇ ନିଖୋଜ ଥିବା ପୁଅର ବାଟ ଚାହିଁ ବସି ଛନ୍ତି ପରିବାର ଲୋକ ||   (25-Aug-2026)       ||      ଗଣ୍ଡଳା ଗାଁ ପୋଖରୀ ନିଲାମକୁ ବାତିଲ ପାଈଁ ଗ୍ରାମବାସୀ ବିଡ଼ିଓ ଓ ସରପଞ୍ଚ ଙ୍କୁ ଦେଲେ ଦାବିପତ୍ର ||   (25-Aug-2026)       ||      କନ୍ଧମାଳ ରେ ଦାଦନ ଶ୍ରମିକ ତଥ୍ୟ ସଂଗ୍ରହ ଆପ ଉନ୍ମୋଚିତ |    (25-Aug-2026)       ||      ଗୋଲିଆ ଆଦର୍ଶ ବିଦ୍ୟାଳୟ ରେ ଛାତ୍ର ଆଶୁ ତୋଷ ବିଶୋଇ ଙ୍କ ସଫଳତା |   (25-Aug-2026)       ||      ମରଣ ଯନ୍ତା ସାଜିଛି ଖୋର୍ଦ୍ଧା ଗୁରୁଜଙ୍ଗଟାଙ୍ଗୀ ସାହି ନୂଆଙ୍ଗା ରାସ୍ତା |   (25-Aug-2026)       ||      ବେଗୁନିଆପଡା ଜନତା ହାଇସ୍କୁଲ ଛାତ୍ରୀ ନିବାସ ଅବ୍ୟବସ୍ଥା ଘେର ରେ |    (25-Aug-2026)       ||      ଶୁଣିଲାନି ପ୍ରଶାସନ, ଘର ଉଛେଦ ପରେ ଗଛ ମୂଳହିଁ ଭରସା |    (25-Aug-2026)       ||      ଅତିଶୀଘ୍ର ଶ୍ରୀମନ୍ଦିର ରେ ଆରମ୍ଭ ହେବ ଧାଡି ଦର୍ଶନ |    (25-Aug-2026)       ||      ଛେଳି ଚୋରିକରି ବୋଲରା ଗାଡ଼ିରେ ନେଉଥିଲା ବେଳେ ପୋଲିସ ଦ୍ୱାରାତିନି ଗିରଫ ||   (25-Aug-2026)       ||      ବର୍ଷା ଯୋଗୁଁ ଭାଙ୍ଗିଲା ନୂଆବନ୍ଧ,, ଚାଷ ଜମି ହେଲା ବାଲିଚର |    (25-Aug-2026)       ||      ଲଡଶ ରେ ଶେଷ ମୁହୂର୍ତ୍ତ ରେ ଟିମ ଇଣ୍ଡିଆ ର ଦମ ଦେଖି ପ୍ରଶଂସା କଲେ ଗୃହ ମନ୍ତ୍ରୀ |    (25-Aug-2026)       ||      ମେଡିକାଲ ଆଗରେ ଜବର ଦଖଲ ଉଛେଦ ଯୋଗୁଁ ବ୍ୟବସାୟୀ ଙ୍କ ଉଜୁଡି ଗଲା ବେଉସା |    (25-Aug-2026)       ||      ବେଆଇନ ଭାବେ ଚାଲୁଥିବା ସ୍କୁଲ ବସକୁ ଜବତ କଲେ କଟକ ଆର ଟି ଓ ବିଭାଗ ଅଧିକାରୀ |    (24-Aug-2026)       ||      ଭିଜିଲାନ୍ସ ହାତରେ ଧରା ପଡିଲେଅବସର ପ୍ରାପ୍ତ ସିନିଏର ରେଭେନ୍ୟୁ ଆସିଷ୍ଟାଣ୍ଡ ଅଧିକାରୀ |    (24-Aug-2026)       ||      ବାଣପୁର ବ୍ଲକରେ ଜିଲ୍ଲା ପାଳ ଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ||   (24-Aug-2026)       ||      ବଡ଼ ମାଣିଝୋଲା ନଦୀରୁ ନିଖୋଜ ଛାତ୍ର ଙ୍କ ମୃତ ଦେହ ଉଦ୍ଧାର |   (24-Aug-2026)       ||      ଦିଗିପଡି ଗାଁରେ ଲଗାଣ ବର୍ଷା ରେ ମାଟି ଅତଡ଼ା ଖସି ରାସ୍ତାରେ ବିରାଟ ଗର୍ତ୍ତ ||   (24-Aug-2026)       ||      ବାଲିଗୁଡା ନିର୍ବାଚନ ମଣ୍ଡଳୀ ରପୂର୍ବତନ ବିଧାୟକ ଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକୀ ପାଳିତ |    (24-Aug-2026)       ||     

ଖଲ୍ଲିକୋଟ ଶିଶୁ ବିକାଶ ବିଦ୍ୟା ମନ୍ଦିର ରେ ଗୁରୁପୂର୍ଣ୍ଣିମା ବନୋ ମହୋତ୍ସବ ପାଳିତ |

11-Jul-2025

ଖଲ୍ଲିକୋଟ: ଶିଶୁ ବିକାଶ ବିଦ୍ୟା ମନ୍ଦିରରେ ଗୁରୁପୂର୍ଣ୍ଣିମା, ବନମହୋତ୍ସବ ପାଳିତ

      ଓଡିଶା ଜନମତ ବ୍ୟୁରୋ,

ଖଲ୍ଲିକୋଟ ସ୍ଥିତ ଅଗ୍ରଣୀ ଶିକ୍ଷାନୁଷ୍ଠାନ ଶିଶୁ ବିକାଶ ବିଦ୍ୟା ମନ୍ଦିର ପକ୍ଷରୁ ପବିତ୍ର ଗୁରୁପୂର୍ଣ୍ଣିମା ଉତ୍ସବ ସହିତ ବନମହୋତ୍ସବ ଆନୁଷ୍ଠାନିକ ରୀତିରେ ପାଳିତ ହୋଇଯାଇଛି । ପ୍ରାତଃ ସମୟରେ ଗୁରୁପୂର୍ଣ୍ଣିମା ଉତ୍ସବ ପାଳନ ହେବା ଅବସରରେ ଏକ ବୈଠକ ଅନୁଷ୍ଠାନର ପ୍ରଧାନ ଆଚାର୍ଯ୍ୟା ଶ୍ରୀମତୀ ଅନୁସୂୟା ମହାରଣାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଥିଲା । ଅନୁଷ୍ଠାନର ସମ୍ପାଦକ ଶ୍ରୀଯୁକ୍ତ ଭାଗିରଥି ସ୍ୱାଇଁ ପ୍ରଦୀପ ପ୍ରଜ୍ଜ୍ୱଳନ କରିବା ପରେ ଆଚାର୍ଯ୍ୟାଙ୍କ ସହିତ ଶିଶୁମାନେ ଦୀପ ମନ୍ତ୍ର ଉଚ୍ଚାରଣ କରିଥିଲେ । ଶିଶୁମାନେ ଗୁରୁ ବନ୍ଦନା ଗାନ କରିବା ସହିତ ଗୁରୁଜୀ ଗୁରୁମାଆମାନଙ୍କୁ ପାରମ୍ପରିକ ରୀତିରେ ପୂଜନ କରିଥିଲେ । ଗୁରୁପୂର୍ଣ୍ଣିମା ପାଳନର ଉଦ୍ଦେଶ୍ୟ, ମହାନ ପରମ୍ପରା, ସମାଜରେ ଗୁରୁଙ୍କ ପ୍ରତି ସମ୍ମାନବୋଧ, ପ୍ରକାରାନ୍ତରେ ଗୁରୁ ଆଦି ବହୁବିଧ ଦିଗ ସମ୍ପର୍କରେ ଅନୁଷ୍ଠାନର ସମ୍ପାଦକ ଶ୍ରୀଯୁକ୍ତ ଭାଗିରଥି ସ୍ୱାଇଁ, ପ୍ରଧାନ ଆଚାର୍ଯ୍ୟା ଅନୁସୂୟା ମହାରଣା, ସହ ପ୍ରଧାନ ଆଚାର୍ଯ୍ୟା କାଜଲ ବାରିକ, ସହକାରୀ ଆଚାର୍ଯ୍ୟା ସୁମିତ୍ରା ଜେନା, ସୁବାସିନୀ ଖଟୁଆ ପ୍ରମୁଖ ବକ୍ତବ୍ୟ ଉପସ୍ଥାପନ କରିଥିଲେ । ତତ୍ପରେ ଅନୁଷ୍ଠାନ ପରିସରରେ ପଠନରତ ଶିଶୁ, ଗୁରୁ ଜୀ, ଗୁରୁମା ମିଶି ଉତ୍ସାହ ସହକାରେ ବହୁ ଉପାଦେୟ ବୃକ୍ଷ ରୋପଣ କରି ବନମହୋତ୍ସବ ପାଳନ କରିଥିଲେ ।

News Comment

You Might Also Like

BACK TO TOP