Breaking News

ଗଣ୍ଡଳା ଗାଁ ପୋଖରୀ ନିଲାମକୁ ବାତିଲ ପାଈଁ ଗ୍ରାମବାସୀ ବିଡ଼ିଓ ଓ ସରପଞ୍ଚ ଙ୍କୁ ଦେଲେ ଦାବିପତ୍ର ||   (25-Aug-2026)       ||      କନ୍ଧମାଳ ରେ ଦାଦନ ଶ୍ରମିକ ତଥ୍ୟ ସଂଗ୍ରହ ଆପ ଉନ୍ମୋଚିତ |    (25-Aug-2026)       ||      ଗୋଲିଆ ଆଦର୍ଶ ବିଦ୍ୟାଳୟ ରେ ଛାତ୍ର ଆଶୁ ତୋଷ ବିଶୋଇ ଙ୍କ ସଫଳତା |   (25-Aug-2026)       ||      ମରଣ ଯନ୍ତା ସାଜିଛି ଖୋର୍ଦ୍ଧା ଗୁରୁଜଙ୍ଗଟାଙ୍ଗୀ ସାହି ନୂଆଙ୍ଗା ରାସ୍ତା |   (25-Aug-2026)       ||      ବେଗୁନିଆପଡା ଜନତା ହାଇସ୍କୁଲ ଛାତ୍ରୀ ନିବାସ ଅବ୍ୟବସ୍ଥା ଘେର ରେ |    (25-Aug-2026)       ||      ଶୁଣିଲାନି ପ୍ରଶାସନ, ଘର ଉଛେଦ ପରେ ଗଛ ମୂଳହିଁ ଭରସା |    (25-Aug-2026)       ||      ଅତିଶୀଘ୍ର ଶ୍ରୀମନ୍ଦିର ରେ ଆରମ୍ଭ ହେବ ଧାଡି ଦର୍ଶନ |    (25-Aug-2026)       ||      ଛେଳି ଚୋରିକରି ବୋଲରା ଗାଡ଼ିରେ ନେଉଥିଲା ବେଳେ ପୋଲିସ ଦ୍ୱାରାତିନି ଗିରଫ ||   (25-Aug-2026)       ||      ବର୍ଷା ଯୋଗୁଁ ଭାଙ୍ଗିଲା ନୂଆବନ୍ଧ,, ଚାଷ ଜମି ହେଲା ବାଲିଚର |    (25-Aug-2026)       ||      ଲଡଶ ରେ ଶେଷ ମୁହୂର୍ତ୍ତ ରେ ଟିମ ଇଣ୍ଡିଆ ର ଦମ ଦେଖି ପ୍ରଶଂସା କଲେ ଗୃହ ମନ୍ତ୍ରୀ |    (25-Aug-2026)       ||      ମେଡିକାଲ ଆଗରେ ଜବର ଦଖଲ ଉଛେଦ ଯୋଗୁଁ ବ୍ୟବସାୟୀ ଙ୍କ ଉଜୁଡି ଗଲା ବେଉସା |    (25-Aug-2026)       ||      ବେଆଇନ ଭାବେ ଚାଲୁଥିବା ସ୍କୁଲ ବସକୁ ଜବତ କଲେ କଟକ ଆର ଟି ଓ ବିଭାଗ ଅଧିକାରୀ |    (24-Aug-2026)       ||      ଭିଜିଲାନ୍ସ ହାତରେ ଧରା ପଡିଲେଅବସର ପ୍ରାପ୍ତ ସିନିଏର ରେଭେନ୍ୟୁ ଆସିଷ୍ଟାଣ୍ଡ ଅଧିକାରୀ |    (24-Aug-2026)       ||      ବାଣପୁର ବ୍ଲକରେ ଜିଲ୍ଲା ପାଳ ଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ||   (24-Aug-2026)       ||      ବଡ଼ ମାଣିଝୋଲା ନଦୀରୁ ନିଖୋଜ ଛାତ୍ର ଙ୍କ ମୃତ ଦେହ ଉଦ୍ଧାର |   (24-Aug-2026)       ||      ଦିଗିପଡି ଗାଁରେ ଲଗାଣ ବର୍ଷା ରେ ମାଟି ଅତଡ଼ା ଖସି ରାସ୍ତାରେ ବିରାଟ ଗର୍ତ୍ତ ||   (24-Aug-2026)       ||      ବାଲିଗୁଡା ନିର୍ବାଚନ ମଣ୍ଡଳୀ ରପୂର୍ବତନ ବିଧାୟକ ଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକୀ ପାଳିତ |    (24-Aug-2026)       ||      ଶ୍ରାବଣ ଶେଷ ସୋମବାର ରେ କନ୍ଧମାଳ ଜଳେଶ୍ୱର ରେ କାଉଡିଆ ଙ୍କ ପ୍ରବଳ ଭିଡ଼ |    (24-Aug-2026)       ||      ପୋଲିସ ପ୍ରଶାସନ ଦୃଷ୍ଟି ଦେବାକୁ ଦାବି, ରମ୍ଭା ଅଞ୍ଚଳରେ ଏବେବି ଚାଲିଛି କଙ୍ଗାରୁ କୋର୍ଟ |   (24-Aug-2026)       ||      ପରଲୋକରେ ବରିଷ୍ଟ ବିଜେପି କର୍ମୀ ରମେଶ ଚନ୍ଦ୍ର ମିଶ୍ର, ଶୋକବ୍ୟକ୍ତ କଲେ ବହୁ ବ୍ୟକ୍ତି ବିଶେଷ |    (24-Aug-2026)       ||     

ନିଷ୍ଠା--ସମତା ଓ ଅନ୍ତର୍ନିବେଶୀ ଶିକ୍ଷା ଶିକ୍ଷକ ତାଲିମ କାର୍ଯ୍ୟକ୍ରମ ଅନୁଷ୍ଠିତ |

11-Jul-2025

ନିଷ୍ଠା-ସମତା ଓ ଅନ୍ତର୍ନିବେଶୀ ଶିକ୍ଷା ଶିକ୍ଷକ ତାଲିମ କାର୍ଯ୍ୟକ୍ରମ

 ଅନୁଷ୍ଠିତ,

         ଓଡିଶା ଜନମତ ବ୍ୟୁରୋ,

ନିଷ୍ଠା -ସମତା ଓ ଅନ୍ତର୍ନିବେଶୀ ଶିକ୍ଷା ଶିକ୍ଷକ ତାଲିମ କାର୍ଯ୍ୟକ୍ରମରେ ବ୍ଲକର ସମସ୍ତ ବିଦ୍ୟାଳୟରୁ ଜଣେ ଜଣେ ଶିକ୍ଷକ ଶିକ୍ଷୟିତ୍ରୀ ତାଲିମ ଗ୍ରହଣ କରିବା ପରିପ୍ରେକ୍ଷୀରେ ସ୍ଥାନୀୟ ଗୋଷ୍ଠୀ ଶିକ୍ଷା କାର୍ଯ୍ୟାଳୟ ତରଫରୁ ଷ୍ଟାରସ୍ କାର୍ଯ୍ୟକ୍ରମରେ ବ୍ୟବସ୍ଥା କରାଯାଇଛି । ଏହି ତାଲିମ କାର୍ଯ୍ୟକ୍ରମରେ ସମୁଦାୟ ୧୯୩ ଜଣ ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ୪ଟି ପର୍ଯ୍ୟାୟରେ ତାଲିମ ପ୍ରଦାନ ପାଇଁ ସ୍ଥିରୀକୃତ ହୋଇଛି । ସମ୍ପ୍ରତି ଦୁଇଗୋଟି ପର୍ଯ୍ୟାୟ ତାଲିମ ସମାପ୍ତି ଘଟି ତୃତୀୟ ପର୍ଯ୍ୟାୟ ତାଲିମ ଗତ ତା ୦୭/୦୭/୨୫ ରିଖରୁ ଆରମ୍ଭ ହୋଇ ଆଜି ଅର୍ଥାତ୍ ତା ୧୧/୦୭/୨୫ ରିଖ ରେ ସ୍ଥାନୀୟ କନକ ମଞ୍ଜରୀ ବାଳିକା ଉଚ୍ଚ ବିଦ୍ୟାଳୟ ଠାରେ ଉଦଯାପିତ ହୋଇଯାଇଛି । ଖଲ୍ଲିକୋଟ ଗୋଷ୍ଠୀ ଶିକ୍ଷା ଅଧିକାରୀଙ୍କ ପ୍ରତ୍ୟକ୍ଷ ତତ୍ତ୍ଵାବଧାନରେ ତାଲିମ କାର୍ଯ୍ୟକ୍ରମ ପରିଚାଳିତ ହେଉଛି । ପ୍ରଶିକ୍ଷକ ମନୋଜ କୁମାର ଜେନା, କାମିନିବାଳା ସାହୁ, ଭକ୍ତିଲତା ରାଉତରାୟ ଶିକ୍ଷକ ଶିକ୍ଷୟିତ୍ରୀଙ୍କୁ ପ୍ରଶିକ୍ଷଣ ପ୍ରଦାନ କରିଥିଲେ । ଆଜିର ଉଦଯାପନୀ ଦିବସରେ ଗୋଷ୍ଠୀ ଶିକ୍ଷା ଅଧିକାରୀ ଶ୍ରୀଯୁକ୍ତ ରୁଦ୍ର ନାରାୟଣ ସାହୁ ତାଲିମ ଆୟୋଜନର ଅସଲ ଉଦ୍ଦେଶ୍ୟ, ବିଦ୍ୟାଳୟ ଓ ଛାତ୍ର ଛାତ୍ରୀଙ୍କ ନିକଟରେ ସାର୍ବଜନୀନ ଶିକ୍ଷଣ ଢାଞ୍ଚାକୁ ପହଞ୍ଚାଇପାରିଲେ ତାଲିମ ସଫଳ ହୋଇପାରିବ ବୋଲି ପ୍ରଶିକ୍ଷାର୍ଥୀମାନଙ୍କୁ ମାର୍ଗ ଦର୍ଶନ କରିଥିଲେ । ରାଜ୍ୟ ସମ୍ବଳ କର୍ମୀ ତଥା ଗୋଷ୍ଠୀ ସମ୍ବଳ ଶିକ୍ଷକ ପ୍ରଣବ କୁମାର ଶତପଥୀ ଉପସ୍ଥିତ ରହି ପ୍ରଶିକ୍ଷଣ ପେଟିକା ପ୍ରସ୍ତୁତି ଆଦି ବିଭିନ୍ନ ସୋପାନ ବିଷୟରେ ଆଲୋଚନା କରିଥିଲେ ।  ଚତୁର୍ଥ ପର୍ଯ୍ୟାୟ ତାଲିମ କାର୍ଯ୍ୟକ୍ରମ ଆଗାମୀ ତା ୧୪/୦୭/୨୫ ରିଖ ରେ ଆରମ୍ଭ ହୋଇ ତା ୧୮/୦୭/୨୫ ରିଖରେ ଉଦଯାପିତ ହେବ ବୋଲି କାର୍ଯ୍ୟାଳୟ ପକ୍ଷରୁ ପ୍ରକାଶ ପାଇଛି । ପ୍ରଶିକ୍ଷଣ ଗ୍ରହଣ କରିଆସୁଥିବା ଶିକ୍ଷକ ଶିକ୍ଷୟିତ୍ରୀ କିଭଳି ଭାବେ ଅନ୍ତର୍ନିବେଶୀ ଶିକ୍ଷାରେ ଦିବ୍ୟାଙ୍ଗ ଛାତ୍ର ଛାତ୍ରୀଙ୍କୁ ଗୁଣାତ୍ମକ ତଥା ସମତା ଭିତ୍ତିକ ଶିକ୍ଷା ଯୋଗାଇ ପାରିବେ , ସେହି ଲକ୍ଷ୍ୟ ଆଭିମୁଖ୍ୟ ଆଧାରରେ ଆୟୋଜିତ ପ୍ରଶିକ୍ଷଣ କାର୍ଯ୍ୟକ୍ରମର ରୂପାୟନ ହୋଇଛି । ସମସ୍ତ ଆଞ୍ଚଳିକ ସାଧନ କର୍ମୀଙ୍କ ପ୍ରତ୍ୟକ୍ଷ ସହଯୋଗ, କାର୍ଯ୍ୟାଳୟ କର୍ମଚାରୀଙ୍କ ସମ୍ପୃକ୍ତି ଯୋଗୁଁ ତାଲିମ କାର୍ଯ୍ୟକ୍ରମ ସୂଚାରୁରୂପେ ସମ୍ପାଦନ ହୋଇଆସୁଛି ।

News Comment

You Might Also Like

  ଶି‍କ୍ଷା ଓ ନିଯୁକ୍ତି  

ସ୍ୱାଧୀନତା ଦିବସ ରେ ମେଧା ସମ୍ମାନ |

BACK TO TOP