Breaking News

ଶୁଣିଲାନି ପ୍ରଶାସନ, ଘର ଉଛେଦ ପରେ ଗଛ ମୂଳହିଁ ଭରସା |    (25-Aug-2026)       ||      ଅତିଶୀଘ୍ର ଶ୍ରୀମନ୍ଦିର ରେ ଆରମ୍ଭ ହେବ ଧାଡି ଦର୍ଶନ |    (25-Aug-2026)       ||      ଛେଳି ଚୋରିକରି ବୋଲରା ଗାଡ଼ିରେ ନେଉଥିଲା ବେଳେ ପୋଲିସ ଦ୍ୱାରାତିନି ଗିରଫ ||   (25-Aug-2026)       ||      ବର୍ଷା ଯୋଗୁଁ ଭାଙ୍ଗିଲା ନୂଆବନ୍ଧ,, ଚାଷ ଜମି ହେଲା ବାଲିଚର |    (25-Aug-2026)       ||      ଲଡଶ ରେ ଶେଷ ମୁହୂର୍ତ୍ତ ରେ ଟିମ ଇଣ୍ଡିଆ ର ଦମ ଦେଖି ପ୍ରଶଂସା କଲେ ଗୃହ ମନ୍ତ୍ରୀ |    (25-Aug-2026)       ||      ମେଡିକାଲ ଆଗରେ ଜବର ଦଖଲ ଉଛେଦ ଯୋଗୁଁ ବ୍ୟବସାୟୀ ଙ୍କ ଉଜୁଡି ଗଲା ବେଉସା |    (25-Aug-2026)       ||      ବେଆଇନ ଭାବେ ଚାଲୁଥିବା ସ୍କୁଲ ବସକୁ ଜବତ କଲେ କଟକ ଆର ଟି ଓ ବିଭାଗ ଅଧିକାରୀ |    (24-Aug-2026)       ||      ଭିଜିଲାନ୍ସ ହାତରେ ଧରା ପଡିଲେଅବସର ପ୍ରାପ୍ତ ସିନିଏର ରେଭେନ୍ୟୁ ଆସିଷ୍ଟାଣ୍ଡ ଅଧିକାରୀ |    (24-Aug-2026)       ||      ବାଣପୁର ବ୍ଲକରେ ଜିଲ୍ଲା ପାଳ ଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ||   (24-Aug-2026)       ||      ବଡ଼ ମାଣିଝୋଲା ନଦୀରୁ ନିଖୋଜ ଛାତ୍ର ଙ୍କ ମୃତ ଦେହ ଉଦ୍ଧାର |   (24-Aug-2026)       ||      ଦିଗିପଡି ଗାଁରେ ଲଗାଣ ବର୍ଷା ରେ ମାଟି ଅତଡ଼ା ଖସି ରାସ୍ତାରେ ବିରାଟ ଗର୍ତ୍ତ ||   (24-Aug-2026)       ||      ବାଲିଗୁଡା ନିର୍ବାଚନ ମଣ୍ଡଳୀ ରପୂର୍ବତନ ବିଧାୟକ ଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକୀ ପାଳିତ |    (24-Aug-2026)       ||      ଶ୍ରାବଣ ଶେଷ ସୋମବାର ରେ କନ୍ଧମାଳ ଜଳେଶ୍ୱର ରେ କାଉଡିଆ ଙ୍କ ପ୍ରବଳ ଭିଡ଼ |    (24-Aug-2026)       ||      ପୋଲିସ ପ୍ରଶାସନ ଦୃଷ୍ଟି ଦେବାକୁ ଦାବି, ରମ୍ଭା ଅଞ୍ଚଳରେ ଏବେବି ଚାଲିଛି କଙ୍ଗାରୁ କୋର୍ଟ |   (24-Aug-2026)       ||      ପରଲୋକରେ ବରିଷ୍ଟ ବିଜେପି କର୍ମୀ ରମେଶ ଚନ୍ଦ୍ର ମିଶ୍ର, ଶୋକବ୍ୟକ୍ତ କଲେ ବହୁ ବ୍ୟକ୍ତି ବିଶେଷ |    (24-Aug-2026)       ||      ପଦ୍ମନାଭ ସାହୁଙ୍କ ଦ୍ୱାଦଶାହ ଦିବସରେ ଯୋଗଦେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ |    (24-Aug-2026)       ||      ଛାତ ଉପରେ ମାଙ୍କଡ଼ ଆକ୍ରମଣ ରେ ତଳେ ପଡି ଯୁବତୀ ଗୁରୁତର,    (24-Aug-2026)       ||      ପାକିସ୍ତାନ ର ପୂର୍ବତନ କ୍ରିକେଟ ଅଧିନାୟକ ଙ୍କ ଉତ୍ତମ ଚିକିତ୍ସା ପାଈଁ ପାକ ସରକାର ଙ୍କୁ ଚିଠି ଲେଖିଲେ ବହୁ ଅଧିନାୟକ |    (24-Aug-2026)       ||      ତାରିଣୀ ଗଣ ନାଟ୍ୟ ଓ ନିଶା ମହାରଣଙ୍କଅଭିନୀତ ଅନୁସନ୍ଧାନ ମୂଳକ ନାଟକ "ନିଶା, ନିଶା, ରାତି ` |    (24-Aug-2026)       ||      ଦୀର୍ଘ ଅଢେଇ ବର୍ଷ ପରେ ମଧ୍ୟ ଆଦର୍ଶ ହଷ୍ଟେଲ କାମ ସରୁନି |    (24-Aug-2026)       ||     

ଡେଙ୍ଗୁ ସଚେତନତା ସ୍ୱାସ୍ଥ୍ୟ ଶିବିର ଅନୁଷ୍ଠିତ |

14-Jul-2025

ଡେଙ୍ଗୁ ସଚେତନା ଓ ସ୍ଵାସ୍ଥ୍ୟ ଶିବିରଅନୁଷ୍ଠିତ |

ଓଡିଶା ଜନମତ, ବ୍ରହ୍ମପୁର, କୈଳାସ ଚଦ୍ର ଚୌଧୁରୀ, ତା-15/07/25:

ବ୍ରହ୍ମପୁର  ହରିହର ନଗର ସ୍ଥିତ ଭରଦ୍ବାଜ ପ୍ରତିଷ୍ଠାନ ଠାରେ ଡ଼େଙ୍ଗୁ ରୋଗ ସଚେତନl ଓ ମାଗଣା ସ୍ବାସ୍ଥ୍ୟ ଶିବିର ଅନୁଷ୍ଠିତ ହୋଇଯାଇଛି l ଭରଦ୍ବାଜ ପ୍ରତିଷ୍ଠାନର ଅଧ୍ୟକ୍ଷ ଡା.ନକୁଳ ସାହୁ ଉପସ୍ଥିତ ରହି ବର୍ଷା ଦିନ ଆରମ୍ଭରେ ଡେଙ୍ଗୁ ବା ଦଣ୍ଡାପତାନକ ନହେବା ପାଇଁ ସଚେତନ କରି କହିଲେ ମଶା ଡେଙ୍ଗୁର କାରଣ, ମଶା ନବଢ଼ିବା ପାଇଁ ଘର ଚାରିପାଖରେ ପାଣି ଜମା ହେବାକୁ ଦିଅନ୍ତୁ ନାହିଁ। ମଶାରୀ ଟାଙ୍ଗୀ କିମ୍ବା ନିମ୍ବ ତେଲ ଲଗାଇ ଶୁଅନ୍ତୁ। ପ୍ରତିଷେଧ ପାଇଁ କଣ୍ଟା ମାରିଶ ମୂଳ ତିନି ଗ୍ରାମ ସକାଳୁ ସାତ ଦିନ ଖାଆନ୍ତୁ। ମୁଖ୍ୟ ଲକ୍ଷଣ ସବୁ ସନ୍ଧି ସ୍ଥାନ, ଚକ୍ଷୁ ପଛ ଭାଗ ବ୍ୟଥା, କମ୍ପ ଜ୍ୱର, ଦୁର୍ବଳ ଅନୁଭବ ହୁଏ । ରକ୍ତଚାପ କମିଯାଏ।ଦେହରେ ନାଲି ନାଲି ଦାଗ ହୁଏ। ଅଧିକ ଲେମ୍ବୁ ଲୁଣ ମଧୁ ମିଶ୍ରିତ ଜଳ ପିଅନ୍ତୁ। ଜ୍ୱର ଓ ସନ୍ଧି ବ୍ୟଥା କମିବା ଯାଏଁ ଗଙ୍ଗଶିଉଳି ପତ୍ର ରସ, ଗୁଳୁଚି, ଶୁଣ୍ଠି ଦିନରେ ତିନି ଥର ଖାଆନ୍ତୁ। ଅଣୁଚକ୍ରିକା ରକ୍ତରେ କମିଲେ ଅମୃତଭଣ୍ଡା ପତ୍ର ରସ ପିଅନ୍ତୁ।
ଏହି ଅବସରରେ ରୋଗୀଙ୍କ ନାଡୀ, ରକ୍ତଚାପ, ରକ୍ତ ଶର୍କରା, ଗଣ୍ଠିବାତ,ସ୍ନାୟୁ ରୋଗ ଅମ୍ଳପିତ୍ତ, ସ୍ତ୍ରୀରୋଗଆଦି ବିଭିନ୍ନ ରୋଗର ପରୀକ୍ଷା କରି ଚିକିତ୍ସା ପରାମର୍ଶ ଓ ଔଷଧ ବିତରଣ କରାଯାଇଥିଲା।ଶିବିରର ପରିଚାଳନାରେ ସହଯୋଗ କରିଥିଲେ ଡି. ଶ୍ରୀନିବାସ ରାଓ।

News Comment

You Might Also Like

BACK TO TOP