Breaking News

ଶୁଣିଲାନି ପ୍ରଶାସନ, ଘର ଉଛେଦ ପରେ ଗଛ ମୂଳହିଁ ଭରସା |    (25-Aug-2026)       ||      ଅତିଶୀଘ୍ର ଶ୍ରୀମନ୍ଦିର ରେ ଆରମ୍ଭ ହେବ ଧାଡି ଦର୍ଶନ |    (25-Aug-2026)       ||      ଛେଳି ଚୋରିକରି ବୋଲରା ଗାଡ଼ିରେ ନେଉଥିଲା ବେଳେ ପୋଲିସ ଦ୍ୱାରାତିନି ଗିରଫ ||   (25-Aug-2026)       ||      ବର୍ଷା ଯୋଗୁଁ ଭାଙ୍ଗିଲା ନୂଆବନ୍ଧ,, ଚାଷ ଜମି ହେଲା ବାଲିଚର |    (25-Aug-2026)       ||      ଲଡଶ ରେ ଶେଷ ମୁହୂର୍ତ୍ତ ରେ ଟିମ ଇଣ୍ଡିଆ ର ଦମ ଦେଖି ପ୍ରଶଂସା କଲେ ଗୃହ ମନ୍ତ୍ରୀ |    (25-Aug-2026)       ||      ମେଡିକାଲ ଆଗରେ ଜବର ଦଖଲ ଉଛେଦ ଯୋଗୁଁ ବ୍ୟବସାୟୀ ଙ୍କ ଉଜୁଡି ଗଲା ବେଉସା |    (25-Aug-2026)       ||      ବେଆଇନ ଭାବେ ଚାଲୁଥିବା ସ୍କୁଲ ବସକୁ ଜବତ କଲେ କଟକ ଆର ଟି ଓ ବିଭାଗ ଅଧିକାରୀ |    (24-Aug-2026)       ||      ଭିଜିଲାନ୍ସ ହାତରେ ଧରା ପଡିଲେଅବସର ପ୍ରାପ୍ତ ସିନିଏର ରେଭେନ୍ୟୁ ଆସିଷ୍ଟାଣ୍ଡ ଅଧିକାରୀ |    (24-Aug-2026)       ||      ବାଣପୁର ବ୍ଲକରେ ଜିଲ୍ଲା ପାଳ ଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ||   (24-Aug-2026)       ||      ବଡ଼ ମାଣିଝୋଲା ନଦୀରୁ ନିଖୋଜ ଛାତ୍ର ଙ୍କ ମୃତ ଦେହ ଉଦ୍ଧାର |   (24-Aug-2026)       ||      ଦିଗିପଡି ଗାଁରେ ଲଗାଣ ବର୍ଷା ରେ ମାଟି ଅତଡ଼ା ଖସି ରାସ୍ତାରେ ବିରାଟ ଗର୍ତ୍ତ ||   (24-Aug-2026)       ||      ବାଲିଗୁଡା ନିର୍ବାଚନ ମଣ୍ଡଳୀ ରପୂର୍ବତନ ବିଧାୟକ ଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକୀ ପାଳିତ |    (24-Aug-2026)       ||      ଶ୍ରାବଣ ଶେଷ ସୋମବାର ରେ କନ୍ଧମାଳ ଜଳେଶ୍ୱର ରେ କାଉଡିଆ ଙ୍କ ପ୍ରବଳ ଭିଡ଼ |    (24-Aug-2026)       ||      ପୋଲିସ ପ୍ରଶାସନ ଦୃଷ୍ଟି ଦେବାକୁ ଦାବି, ରମ୍ଭା ଅଞ୍ଚଳରେ ଏବେବି ଚାଲିଛି କଙ୍ଗାରୁ କୋର୍ଟ |   (24-Aug-2026)       ||      ପରଲୋକରେ ବରିଷ୍ଟ ବିଜେପି କର୍ମୀ ରମେଶ ଚନ୍ଦ୍ର ମିଶ୍ର, ଶୋକବ୍ୟକ୍ତ କଲେ ବହୁ ବ୍ୟକ୍ତି ବିଶେଷ |    (24-Aug-2026)       ||      ପଦ୍ମନାଭ ସାହୁଙ୍କ ଦ୍ୱାଦଶାହ ଦିବସରେ ଯୋଗଦେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ |    (24-Aug-2026)       ||      ଛାତ ଉପରେ ମାଙ୍କଡ଼ ଆକ୍ରମଣ ରେ ତଳେ ପଡି ଯୁବତୀ ଗୁରୁତର,    (24-Aug-2026)       ||      ପାକିସ୍ତାନ ର ପୂର୍ବତନ କ୍ରିକେଟ ଅଧିନାୟକ ଙ୍କ ଉତ୍ତମ ଚିକିତ୍ସା ପାଈଁ ପାକ ସରକାର ଙ୍କୁ ଚିଠି ଲେଖିଲେ ବହୁ ଅଧିନାୟକ |    (24-Aug-2026)       ||      ତାରିଣୀ ଗଣ ନାଟ୍ୟ ଓ ନିଶା ମହାରଣଙ୍କଅଭିନୀତ ଅନୁସନ୍ଧାନ ମୂଳକ ନାଟକ "ନିଶା, ନିଶା, ରାତି ` |    (24-Aug-2026)       ||      ଦୀର୍ଘ ଅଢେଇ ବର୍ଷ ପରେ ମଧ୍ୟ ଆଦର୍ଶ ହଷ୍ଟେଲ କାମ ସରୁନି |    (24-Aug-2026)       ||     

ପୋଲସରା ସିଂହାସିନୀ ଗେଟ କୁ ଧକ୍କା ଦେଇ ଦୁଇ ଯୁବକ ଙ୍କ ମୃତ୍ୟୁ |

14-Jul-2025

ମର୍ମନ୍ତୁଦ ବାଇକ୍ ଦୁର୍ଘଟଣାରେ ୨ ଜଣଙ୍କ ମୃତ୍ୟୁ।
____________________________________
ଓଡ଼ିଶା ଜନମତ, ପୋଲସରା, ସନ୍ତୋଷ କୁମାର ପଣ୍ଡା
  ତା.୧୪/୦୭/୨୦୨୫:

- ଆଜି ପୋଲସରା ଅଞ୍ଚଳରେ ଏକ ବାଇକ୍ ଦୁର୍ଘଟଣାରେ ଦୁଇଜଣଙ୍କର ଶୋଚନୀୟ ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ମିଳିଥିବା ସୂତ୍ରରୁ ଜଣାପଡିଛି ଆଜି ବିଳମ୍ୱିତ ରାତ୍ର ସମୟରେ ପୋଲସରା ବ୍ଲକ୍ ଓ ଥାନା ଅଧିନସ୍ଥ ଚିରିକିପଡ଼ା- ପୋଲସରା - ବୁଗୁଡ଼ା ତିନି ଛକିଆରେ ଥିବା ଶ୍ରୀଶ୍ରୀ ବାଲୁଙ୍କେଶ୍ୱର ମହାଦେବ ନିକଟସ୍ଥ ମା" ସିଂହାସନୀ ତୋରଣକୁ ଗୋଟିଏ ପଲସର ବାଇକ୍ ଖୁବ୍ ଜୋରରେ ଧକ୍କା ଦେବା ଫଳରେ ଦୁଇ ଜଣଙ୍କ ମୃତ୍ୟୁ ଘଟିଛି। ମୃତକ ଦୁଇଜଣ ଏହି ପୋଲସରା ବ୍ଲକ୍ ଓ ଥାନା ଅଧିନସ୍ଥ ବଡ ପଙ୍କଳବାଡି ପଞ୍ଚାୟତର ମଙ୍ଗଳପୁରଗ୍ରାମ ବାସିନ୍ଦା। ଦୁଇଜଣ ରକ୍ତ ସମ୍ପର୍କୀୟ ଭାଇ ଥିବାବେଳେ ଜଣଙ୍କ ନାମ ଦୀପକ ନାୟ (୨୦) ଓ ଅନ୍ୟ ଜଣଙ୍କ ନାମ ଆରତ ନାୟକ (୨୦) ଅଟୋ ଆଜି ଚିରିକିପଡ଼ା ଶାସନ ଗ୍ରାମରୁ ଦୁଇଜଣ ଫେରୁଥିବା ସମୟରେ ତୋରଣରେ ବାଡେଇହେବା ଫଳରେ ୨ଜଣଙ୍କ ପ୍ରାଣ ଚାଲିଯାଇଥିଲା ବୋଲି ପୋଲିସ ପ୍ରାଥମିକ ତଦନ୍ତରୁ ଜଣାପଡ଼ିଛି। ସକାଳେ ଦୁର୍ଘଟଣା ଖବର ପାଇ ପୋଲସରା ପୋଲିସ ଘଟଣା ସ୍ଥଳକୁ ଯାଇ ଦୁଇଜଣଙ୍କୁ ପୋଲସରା ମେଡ଼ିକାଲକୁ ଆଣିଥିଲେ। ଡ୍ୟୁଟିରେ ଥିବା ଡକ୍ଟର ମୃତ ଘୋଷଣା କରିଥିଲେ। ପରେ ଶବ ବ୍ୟବଚ୍ଛେଦ ସକାଶେ ପୋଲିସ ବ୍ରହ୍ମପୁର ପଠାଇଦେବା ସହ  ପ୍ରକୃତ ମୃତ୍ୟୁର କାରଣକୁ ନେଇ ତଦନ୍ତ ଜାରିରଖିଛି। ଏନେଇ ପୋଲସରା ଥାନାରେ କେସ ନଂ ୫୦୪/୨୫ ମାମଲା ରୁଜୁ କରାଯାଇଛି।

News Comment

You Might Also Like

BACK TO TOP