Breaking News

ଛେଳି ଚୋରିକରି ବୋଲରା ଗାଡ଼ିରେ ନେଉଥିଲା ବେଳେ ପୋଲିସ ଦ୍ୱାରାତିନି ଗିରଫ ||   (25-Aug-2026)       ||      ବର୍ଷା ଯୋଗୁଁ ଭାଙ୍ଗିଲା ନୂଆବନ୍ଧ,, ଚାଷ ଜମି ହେଲା ବାଲିଚର |    (25-Aug-2026)       ||      ଲଡଶ ରେ ଶେଷ ମୁହୂର୍ତ୍ତ ରେ ଟିମ ଇଣ୍ଡିଆ ର ଦମ ଦେଖି ପ୍ରଶଂସା କଲେ ଗୃହ ମନ୍ତ୍ରୀ |    (25-Aug-2026)       ||      ମେଡିକାଲ ଆଗରେ ଜବର ଦଖଲ ଉଛେଦ ଯୋଗୁଁ ବ୍ୟବସାୟୀ ଙ୍କ ଉଜୁଡି ଗଲା ବେଉସା |    (25-Aug-2026)       ||      ବେଆଇନ ଭାବେ ଚାଲୁଥିବା ସ୍କୁଲ ବସକୁ ଜବତ କଲେ କଟକ ଆର ଟି ଓ ବିଭାଗ ଅଧିକାରୀ |    (24-Aug-2026)       ||      ଭିଜିଲାନ୍ସ ହାତରେ ଧରା ପଡିଲେଅବସର ପ୍ରାପ୍ତ ସିନିଏର ରେଭେନ୍ୟୁ ଆସିଷ୍ଟାଣ୍ଡ ଅଧିକାରୀ |    (24-Aug-2026)       ||      ବାଣପୁର ବ୍ଲକରେ ଜିଲ୍ଲା ପାଳ ଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ||   (24-Aug-2026)       ||      ବଡ଼ ମାଣିଝୋଲା ନଦୀରୁ ନିଖୋଜ ଛାତ୍ର ଙ୍କ ମୃତ ଦେହ ଉଦ୍ଧାର |   (24-Aug-2026)       ||      ଦିଗିପଡି ଗାଁରେ ଲଗାଣ ବର୍ଷା ରେ ମାଟି ଅତଡ଼ା ଖସି ରାସ୍ତାରେ ବିରାଟ ଗର୍ତ୍ତ ||   (24-Aug-2026)       ||      ବାଲିଗୁଡା ନିର୍ବାଚନ ମଣ୍ଡଳୀ ରପୂର୍ବତନ ବିଧାୟକ ଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକୀ ପାଳିତ |    (24-Aug-2026)       ||      ଶ୍ରାବଣ ଶେଷ ସୋମବାର ରେ କନ୍ଧମାଳ ଜଳେଶ୍ୱର ରେ କାଉଡିଆ ଙ୍କ ପ୍ରବଳ ଭିଡ଼ |    (24-Aug-2026)       ||      ପୋଲିସ ପ୍ରଶାସନ ଦୃଷ୍ଟି ଦେବାକୁ ଦାବି, ରମ୍ଭା ଅଞ୍ଚଳରେ ଏବେବି ଚାଲିଛି କଙ୍ଗାରୁ କୋର୍ଟ |   (24-Aug-2026)       ||      ପରଲୋକରେ ବରିଷ୍ଟ ବିଜେପି କର୍ମୀ ରମେଶ ଚନ୍ଦ୍ର ମିଶ୍ର, ଶୋକବ୍ୟକ୍ତ କଲେ ବହୁ ବ୍ୟକ୍ତି ବିଶେଷ |    (24-Aug-2026)       ||      ପଦ୍ମନାଭ ସାହୁଙ୍କ ଦ୍ୱାଦଶାହ ଦିବସରେ ଯୋଗଦେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ |    (24-Aug-2026)       ||      ଛାତ ଉପରେ ମାଙ୍କଡ଼ ଆକ୍ରମଣ ରେ ତଳେ ପଡି ଯୁବତୀ ଗୁରୁତର,    (24-Aug-2026)       ||      ପାକିସ୍ତାନ ର ପୂର୍ବତନ କ୍ରିକେଟ ଅଧିନାୟକ ଙ୍କ ଉତ୍ତମ ଚିକିତ୍ସା ପାଈଁ ପାକ ସରକାର ଙ୍କୁ ଚିଠି ଲେଖିଲେ ବହୁ ଅଧିନାୟକ |    (24-Aug-2026)       ||      ତାରିଣୀ ଗଣ ନାଟ୍ୟ ଓ ନିଶା ମହାରଣଙ୍କଅଭିନୀତ ଅନୁସନ୍ଧାନ ମୂଳକ ନାଟକ "ନିଶା, ନିଶା, ରାତି ` |    (24-Aug-2026)       ||      ଦୀର୍ଘ ଅଢେଇ ବର୍ଷ ପରେ ମଧ୍ୟ ଆଦର୍ଶ ହଷ୍ଟେଲ କାମ ସରୁନି |    (24-Aug-2026)       ||      ଅନାଥ ଶିଶୁ ଙ୍କୁ ସହଯୋଗ ର ହାତ ବଢ଼ାଇଲେ ବଡ଼ ଖଇର ଖମା ପଞ୍ଚାୟତ ବାସୀ |   (24-Aug-2026)       ||      ବିଶ୍ୱର ସବୁଠୁ ବୟସ୍କ ଓ ଜୀବିତ ଥିବା 117ବର୍ଷ ର ମହିଳା , ଏଥେଲ କ୍ୟାଟର ହାମ |   (24-Aug-2026)       ||     

ସାପ କାମୁଡା ର ପ୍ରାଥମିକ ଚିକିତ୍ସା ଓ ବନ୍ୟପ୍ରାଣୀ ଆଇନ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ |

16-Jul-2025

ସାପ କାମୁଡାର ପ୍ରାଥମିକ ଚିକିତ୍ସା ଓ ବନ୍ୟପ୍ରାଣୀ ଆଇନ ସଚେତନତା କାର୍ଯ୍ୟକ୍ରମ।

ଓଡିଶ ଜନମତ, ବ୍ରହ୍ମପୁର, କୈଳାଶ ଚନ୍ଦ୍ର ଚୌଧୁରୀ,ତା--16/07/25:
କୁକୁଡାଖଣ୍ଡି ବ୍ଲକ ବାଲିପଡା ସ୍ଥିତ ମହୁରୀ କାଳୁଆ ଜୁନିୟର କଲେଜରେ ବିଶ୍ୱ ସର୍ପ ଦିବସ ପାଳିତ ହୋଇଯାଇଛି। ଏହି ଅବସରରେ “ସାପ କାମୁଡାର ପ୍ରାଥମିକ ଚିକିତ୍ସା ଓ ବନ୍ୟପ୍ରାଣୀ ଆଇନ” ଉପରେ ଏକ ସଚେତନତା କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା। ଗଞ୍ଜାମ ଜିଲ୍ଲାରେ ଦେଖାଯାଉଥିବା ସାପକୁ ଚିହ୍ନିବା, ସାପ କାମୁଡିଲେ ପ୍ରାଥମିକ ଚିକିତ୍ସା, ସମେତ ବନ୍ୟପ୍ରାଣୀ ଆଇନରେ ସାପର ସୁରକ୍ଷାକୁ ନେଇ ଥିବା ପ୍ରାବଧାନ ବିଷୟରେ ପିପିଟି ମାଧ୍ୟମରେ ବୁଝା ଯାଇଥିଲା। ଏହାପରେ କଲେଜ ଛାତ୍ରଛାତ୍ରୀଙ୍କ ମଧ୍ୟରେ ସଚେତନତା କାର୍ଯ୍ୟକ୍ରମରେ ଯେଉଁସବୁ ବିଷୟ ବୁଝା ଯାଇଥିଲା ସେଥିମଧ୍ୟରୁ କିଛି ବିଷୟକୁ ନେଇ ପ୍ରଶ୍ନୋତ୍ତର କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଥିଲା । ଏଥିରେ ସଠିକ ଉତ୍ତର ପ୍ରଦାନ କରିଥିବା ବିଦ୍ୟାର୍ଥୀଙ୍କୁ ପୁରସ୍କୃତ କରାଯାଇଥିଲା। ଆଞ୍ଚଳିକ ବିକାଶ ପରିଷଦ ସଭାପତି ସାଗର କୁମାର ପାତ୍ରଙ୍କ ସଂଯୋଜନାରେ ଆୟୋଜିତ କାର୍ଯକ୍ରମରେ ମୁଖ୍ୟ ଅତିଥି ଭାବେ କଲେଜ ଅଧ୍ୟକ୍ଷ ଡ. ପ୍ରସନ୍ନ କୁମାର ବିଷୋୟୀ, ସମ୍ମାନିତ ଅତିଥି ଭାବେ ଅଧ୍ୟାପକ ଉମେଶ କୁମାର ପାତ୍ର, ଏ. ସତ୍ୟ ନାରାୟଣ ସେନାପତି, ତ୍ରିପତି ବିଷୋୟୀ ପ୍ରମୁଖ ଯୋଗ ଦେଇଥିଲେ। ଅତିଥିଙ୍କ ଦ୍ୱାରା ୧୦ ଜଣ ସର୍ପ ଉଦ୍ଧାରକଙ୍କୁ ସମ୍ମାନିତ କରାଯାଇଥିଲା। ବ୍ରହ୍ମପୁର ସବୁଜ ବାହିନୀ କୋଷାଧ୍ୟକ୍ଷ ଏମ. ଦିଲ୍ଲୀପ କୁମାର ମଞ୍ଚ ପରିଚାଳନା କରିଥିଲେ।

News Comment

You Might Also Like

BACK TO TOP