Breaking News

ଛେଳି ଚୋରିକରି ବୋଲରା ଗାଡ଼ିରେ ନେଉଥିଲା ବେଳେ ପୋଲିସ ଦ୍ୱାରାତିନି ଗିରଫ ||   (25-Aug-2026)       ||      ବର୍ଷା ଯୋଗୁଁ ଭାଙ୍ଗିଲା ନୂଆବନ୍ଧ,, ଚାଷ ଜମି ହେଲା ବାଲିଚର |    (25-Aug-2026)       ||      ଲଡଶ ରେ ଶେଷ ମୁହୂର୍ତ୍ତ ରେ ଟିମ ଇଣ୍ଡିଆ ର ଦମ ଦେଖି ପ୍ରଶଂସା କଲେ ଗୃହ ମନ୍ତ୍ରୀ |    (25-Aug-2026)       ||      ମେଡିକାଲ ଆଗରେ ଜବର ଦଖଲ ଉଛେଦ ଯୋଗୁଁ ବ୍ୟବସାୟୀ ଙ୍କ ଉଜୁଡି ଗଲା ବେଉସା |    (25-Aug-2026)       ||      ବେଆଇନ ଭାବେ ଚାଲୁଥିବା ସ୍କୁଲ ବସକୁ ଜବତ କଲେ କଟକ ଆର ଟି ଓ ବିଭାଗ ଅଧିକାରୀ |    (24-Aug-2026)       ||      ଭିଜିଲାନ୍ସ ହାତରେ ଧରା ପଡିଲେଅବସର ପ୍ରାପ୍ତ ସିନିଏର ରେଭେନ୍ୟୁ ଆସିଷ୍ଟାଣ୍ଡ ଅଧିକାରୀ |    (24-Aug-2026)       ||      ବାଣପୁର ବ୍ଲକରେ ଜିଲ୍ଲା ପାଳ ଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ||   (24-Aug-2026)       ||      ବଡ଼ ମାଣିଝୋଲା ନଦୀରୁ ନିଖୋଜ ଛାତ୍ର ଙ୍କ ମୃତ ଦେହ ଉଦ୍ଧାର |   (24-Aug-2026)       ||      ଦିଗିପଡି ଗାଁରେ ଲଗାଣ ବର୍ଷା ରେ ମାଟି ଅତଡ଼ା ଖସି ରାସ୍ତାରେ ବିରାଟ ଗର୍ତ୍ତ ||   (24-Aug-2026)       ||      ବାଲିଗୁଡା ନିର୍ବାଚନ ମଣ୍ଡଳୀ ରପୂର୍ବତନ ବିଧାୟକ ଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକୀ ପାଳିତ |    (24-Aug-2026)       ||      ଶ୍ରାବଣ ଶେଷ ସୋମବାର ରେ କନ୍ଧମାଳ ଜଳେଶ୍ୱର ରେ କାଉଡିଆ ଙ୍କ ପ୍ରବଳ ଭିଡ଼ |    (24-Aug-2026)       ||      ପୋଲିସ ପ୍ରଶାସନ ଦୃଷ୍ଟି ଦେବାକୁ ଦାବି, ରମ୍ଭା ଅଞ୍ଚଳରେ ଏବେବି ଚାଲିଛି କଙ୍ଗାରୁ କୋର୍ଟ |   (24-Aug-2026)       ||      ପରଲୋକରେ ବରିଷ୍ଟ ବିଜେପି କର୍ମୀ ରମେଶ ଚନ୍ଦ୍ର ମିଶ୍ର, ଶୋକବ୍ୟକ୍ତ କଲେ ବହୁ ବ୍ୟକ୍ତି ବିଶେଷ |    (24-Aug-2026)       ||      ପଦ୍ମନାଭ ସାହୁଙ୍କ ଦ୍ୱାଦଶାହ ଦିବସରେ ଯୋଗଦେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ |    (24-Aug-2026)       ||      ଛାତ ଉପରେ ମାଙ୍କଡ଼ ଆକ୍ରମଣ ରେ ତଳେ ପଡି ଯୁବତୀ ଗୁରୁତର,    (24-Aug-2026)       ||      ପାକିସ୍ତାନ ର ପୂର୍ବତନ କ୍ରିକେଟ ଅଧିନାୟକ ଙ୍କ ଉତ୍ତମ ଚିକିତ୍ସା ପାଈଁ ପାକ ସରକାର ଙ୍କୁ ଚିଠି ଲେଖିଲେ ବହୁ ଅଧିନାୟକ |    (24-Aug-2026)       ||      ତାରିଣୀ ଗଣ ନାଟ୍ୟ ଓ ନିଶା ମହାରଣଙ୍କଅଭିନୀତ ଅନୁସନ୍ଧାନ ମୂଳକ ନାଟକ "ନିଶା, ନିଶା, ରାତି ` |    (24-Aug-2026)       ||      ଦୀର୍ଘ ଅଢେଇ ବର୍ଷ ପରେ ମଧ୍ୟ ଆଦର୍ଶ ହଷ୍ଟେଲ କାମ ସରୁନି |    (24-Aug-2026)       ||      ଅନାଥ ଶିଶୁ ଙ୍କୁ ସହଯୋଗ ର ହାତ ବଢ଼ାଇଲେ ବଡ଼ ଖଇର ଖମା ପଞ୍ଚାୟତ ବାସୀ |   (24-Aug-2026)       ||      ବିଶ୍ୱର ସବୁଠୁ ବୟସ୍କ ଓ ଜୀବିତ ଥିବା 117ବର୍ଷ ର ମହିଳା , ଏଥେଲ କ୍ୟାଟର ହାମ |   (24-Aug-2026)       ||     

ନରସିଂହ ପାଟଣା ପ୍ରାଥମିକ ବିଦ୍ୟାଳୟ ରେ ବନ ମହୋତ୍ସବ ଅନୁଷ୍ଠିତ |

16-Jul-2025

ନରସିଂହ ପାଟଣା ପ୍ରାଥମିକ ବିଦ୍ୟାଳୟରେ ବନ ମହୋତ୍ସବ ।

ଓଡ଼ିଶା ଜନମତ, ପୋଲସରା, ସନ୍ତୋଷ କୁମାର ପଣ୍ଡା 
୧୬/୦୭/୨୫ : 

ବୁଗୁଡା ବ୍ଳକର ନରସିଂହ ପାଟଣା ସରକାରୀ ପ୍ରାଥମିକ ବିଦ୍ୟାଳୟର ଇକୋ କ୍ଳବ ପକ୍ଷରୁ "ବନ ମହୋତ୍ସବ" ଓ "ମାଆ ପାଇଁ ଗଛଟିଏ" କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। ବିଦ୍ୟାଳୟର ପ୍ରଧାନ ଶିକ୍ଷକ ଅଲିୟ ସାମଲଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥି ଭାବେ ବୁଗୁଡ଼ାର ସହକାରୀ ଗୋଷ୍ଠୀ ଶିକ୍ଷା ଅଧିକାରୀ ଅନିତା କୁମାରୀ ପାଢ଼ୀ ଏବଂ ସମ୍ମାନିତ ଅତିଥି ଭାବେ ସିଆରସିସି ସନ୍ତୋଷ କୁମାର ଡାକୁଆ ଓ ଏସଏମସି ସଭାନେତ୍ରୀ ଦିପ୍ତିମୟୀ ପାଣିଗ୍ରାହୀ ଯୋଗଦେଇଥିଲେ। ଏହି ସଚେତନତା ସଭାରେ ଅତିଥି ବୃନ୍ଦ ବୃକ୍ଷର ଉପକାରିତା ସମ୍ପର୍କରେ ଛାତ୍ରଛାତ୍ରୀଙ୍କୁ ଅବଗତ କରାଇଥିଲେ। ଶେଷରେ ବିଦ୍ୟାଳୟର ସହକାରୀ ଶିକ୍ଷକ ପ୍ରଦୀପ କୁମାର ନାହାକ ଧନ୍ୟବାଦ ଅର୍ପଣ କରିଥିଲେ। ଏହାପରେ ଏବିଇଓ ଶ୍ରୀମତୀ ପାଢ଼ୀ ବୃକ୍ଷ ରୋପଣ କାର୍ଯ୍ୟକ୍ରମର ଶୁଭାରମ୍ଭ କରିବା ପରେ ଅନ୍ୟମାନେ ବିଦ୍ୟାଳୟ ପରିସରରେ ବୃକ୍ଷ ରୋପଣ କରିଥିଲେ।

News Comment

You Might Also Like

BACK TO TOP