Breaking News

ଛେଳି ଚୋରିକରି ବୋଲରା ଗାଡ଼ିରେ ନେଉଥିଲା ବେଳେ ପୋଲିସ ଦ୍ୱାରାତିନି ଗିରଫ ||   (25-Aug-2026)       ||      ବର୍ଷା ଯୋଗୁଁ ଭାଙ୍ଗିଲା ନୂଆବନ୍ଧ,, ଚାଷ ଜମି ହେଲା ବାଲିଚର |    (25-Aug-2026)       ||      ଲଡଶ ରେ ଶେଷ ମୁହୂର୍ତ୍ତ ରେ ଟିମ ଇଣ୍ଡିଆ ର ଦମ ଦେଖି ପ୍ରଶଂସା କଲେ ଗୃହ ମନ୍ତ୍ରୀ |    (25-Aug-2026)       ||      ମେଡିକାଲ ଆଗରେ ଜବର ଦଖଲ ଉଛେଦ ଯୋଗୁଁ ବ୍ୟବସାୟୀ ଙ୍କ ଉଜୁଡି ଗଲା ବେଉସା |    (25-Aug-2026)       ||      ବେଆଇନ ଭାବେ ଚାଲୁଥିବା ସ୍କୁଲ ବସକୁ ଜବତ କଲେ କଟକ ଆର ଟି ଓ ବିଭାଗ ଅଧିକାରୀ |    (24-Aug-2026)       ||      ଭିଜିଲାନ୍ସ ହାତରେ ଧରା ପଡିଲେଅବସର ପ୍ରାପ୍ତ ସିନିଏର ରେଭେନ୍ୟୁ ଆସିଷ୍ଟାଣ୍ଡ ଅଧିକାରୀ |    (24-Aug-2026)       ||      ବାଣପୁର ବ୍ଲକରେ ଜିଲ୍ଲା ପାଳ ଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ||   (24-Aug-2026)       ||      ବଡ଼ ମାଣିଝୋଲା ନଦୀରୁ ନିଖୋଜ ଛାତ୍ର ଙ୍କ ମୃତ ଦେହ ଉଦ୍ଧାର |   (24-Aug-2026)       ||      ଦିଗିପଡି ଗାଁରେ ଲଗାଣ ବର୍ଷା ରେ ମାଟି ଅତଡ଼ା ଖସି ରାସ୍ତାରେ ବିରାଟ ଗର୍ତ୍ତ ||   (24-Aug-2026)       ||      ବାଲିଗୁଡା ନିର୍ବାଚନ ମଣ୍ଡଳୀ ରପୂର୍ବତନ ବିଧାୟକ ଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକୀ ପାଳିତ |    (24-Aug-2026)       ||      ଶ୍ରାବଣ ଶେଷ ସୋମବାର ରେ କନ୍ଧମାଳ ଜଳେଶ୍ୱର ରେ କାଉଡିଆ ଙ୍କ ପ୍ରବଳ ଭିଡ଼ |    (24-Aug-2026)       ||      ପୋଲିସ ପ୍ରଶାସନ ଦୃଷ୍ଟି ଦେବାକୁ ଦାବି, ରମ୍ଭା ଅଞ୍ଚଳରେ ଏବେବି ଚାଲିଛି କଙ୍ଗାରୁ କୋର୍ଟ |   (24-Aug-2026)       ||      ପରଲୋକରେ ବରିଷ୍ଟ ବିଜେପି କର୍ମୀ ରମେଶ ଚନ୍ଦ୍ର ମିଶ୍ର, ଶୋକବ୍ୟକ୍ତ କଲେ ବହୁ ବ୍ୟକ୍ତି ବିଶେଷ |    (24-Aug-2026)       ||      ପଦ୍ମନାଭ ସାହୁଙ୍କ ଦ୍ୱାଦଶାହ ଦିବସରେ ଯୋଗଦେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ |    (24-Aug-2026)       ||      ଛାତ ଉପରେ ମାଙ୍କଡ଼ ଆକ୍ରମଣ ରେ ତଳେ ପଡି ଯୁବତୀ ଗୁରୁତର,    (24-Aug-2026)       ||      ପାକିସ୍ତାନ ର ପୂର୍ବତନ କ୍ରିକେଟ ଅଧିନାୟକ ଙ୍କ ଉତ୍ତମ ଚିକିତ୍ସା ପାଈଁ ପାକ ସରକାର ଙ୍କୁ ଚିଠି ଲେଖିଲେ ବହୁ ଅଧିନାୟକ |    (24-Aug-2026)       ||      ତାରିଣୀ ଗଣ ନାଟ୍ୟ ଓ ନିଶା ମହାରଣଙ୍କଅଭିନୀତ ଅନୁସନ୍ଧାନ ମୂଳକ ନାଟକ "ନିଶା, ନିଶା, ରାତି ` |    (24-Aug-2026)       ||      ଦୀର୍ଘ ଅଢେଇ ବର୍ଷ ପରେ ମଧ୍ୟ ଆଦର୍ଶ ହଷ୍ଟେଲ କାମ ସରୁନି |    (24-Aug-2026)       ||      ଅନାଥ ଶିଶୁ ଙ୍କୁ ସହଯୋଗ ର ହାତ ବଢ଼ାଇଲେ ବଡ଼ ଖଇର ଖମା ପଞ୍ଚାୟତ ବାସୀ |   (24-Aug-2026)       ||      ବିଶ୍ୱର ସବୁଠୁ ବୟସ୍କ ଓ ଜୀବିତ ଥିବା 117ବର୍ଷ ର ମହିଳା , ଏଥେଲ କ୍ୟାଟର ହାମ |   (24-Aug-2026)       ||     

ପୋଲସରା ବିଜ୍ଞାନ ମହାବିଦ୍ୟାଳୟ ରେ ଭାଷା ଓ ସାହିତ୍ୟ ବିଭାଗ ର ସ୍ୱାଗତ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ |

17-Jul-2025

ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗର ସ୍ୱାଗତ ସମ୍ବର୍ଦ୍ଧନା ଉତ୍ସବ

ଓଡ଼ିଶା ଜନମତ, ପୋଲସରା, ସନ୍ତୋଷ କୁମାର ପଣ୍ଡା 
 ୧୭/୦୭/୨୫ : 

 ପୋଲସରା ବିଜ୍ଞାନ ମହାବିଦ୍ୟାଳୟରେ ୧୬/୦୭/୨୫ ତାରିଖ ଦିନ ଓଡ଼ିଆ ଭାଷା ଓ ସାହିତ୍ୟ ବିଭାଗ ପକ୍ଷରୁ ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ହୋଇଯାଇଛି। ଏହି ସ୍ବାଗତ ସମ୍ବର୍ଦ୍ଧନା ଉତ୍ସବରେ ମହାବିଦ୍ୟାଳୟରେ ନୂତନ ଭାବେ ଯୋଗ ଦେଇଥିବା ପ୍ରିନ୍ସପାଲ ଡକ୍ଟର ଦିଲ୍ଲୀପ କୁମାର ନାୟକଙ୍କୁ ବିଭାଗ ତରଫରୁ ସ୍ବାଗତ ସମ୍ବର୍ଦ୍ଧନା ପ୍ରଦାନ କରାଯିବା ସହ +୩ ପ୍ରଥମ ବର୍ଷର ନୂତନ ଛାତ୍ରଛାତ୍ରୀଙ୍କୁ ସ୍ବାଗତ କରାଯାଇଥିଲା। ଏହି ସମ୍ବର୍ଦ୍ଧନା ସଭାରେ ଦର୍ଶନ ଶାସ୍ତ୍ର ବିଭାଗର ପ୍ରାଧ୍ୟାପକ ରୁଦ୍ର ପ୍ରସାଦ ଗୌଡ଼ ଓ ଅର୍ଥନୀତି ବିଭାଗର ଅଧ୍ୟାପକ ଡକ୍ଟର ମନୋଜ କୁମାର ସାହୁ ଉପସ୍ଥିତ ରହି ଛାତ୍ରଛାତ୍ରୀମାନଙ୍କୁ ଜାତୀୟ ଶିକ୍ଷାନୀତି ଓ ଚରିତ୍ର ଗଠନ ସମ୍ପର୍କରେ ମତ ପ୍ରଦାନ କରିଥିଲେ। ଅଧ୍ୟାପକ ଡକ୍ଟର ବିରଞ୍ଚି ନାରାୟଣ ରଥ ଅନୁଷ୍ଠିତ କାର୍ଯ୍ୟକ୍ରମ ସଂଯୋଜନା କରିଥିଲେ। ଅଧ୍ୟାପକ ଲିପିନାଥ ସିଂହ, ଅଧ୍ୟାପକ ଟୁଟୁ ଡାକୁଆ ଛାତ୍ରଛାତ୍ରୀମାନଙ୍କୁ ଭଲଭାବେ ପାଠ ପଢ଼ିବା ପାଇଁ ଦିଗଦର୍ଶନ ଦେଇଥିଲେ। ଅଧ୍ୟାପିକା ଡକ୍ଟର ଜ୍ୟୋତ୍ସ୍ନା ରାଣୀ ପଟ୍ଟନାୟକ ଛାତ୍ରଛାତ୍ରୀମାନଙ୍କୁ ସମାୟାନୁବର୍ତ୍ତୀ ହେବାସହ ମନଦେଇ ପାଠ ପଢ଼ିଲେ ଭବିଷ୍ୟତରେ ସାମଜରେ ପ୍ରତିଷ୍ଠିତ ହୋଇପାରିବ ବୋଲି ମତ ପ୍ରଦାନ କରିଥିଲେ। ଅଧକ୍ଷ ଡକ୍ଟର ଦିଲ୍ଲୀପ କୁମାର ନାୟକ, ଶୃଙ୍ଖଳିତ ସମାଜ ଗଠନରେ ଛାତ୍ରଛାତ୍ରୀଙ୍କ ଭୂମିକା ଗୁରୁତ୍ୱପୂର୍ଣ୍ଣ ବୋଲି ପ୍ରକାଶ କରିଥିଲେ। ଶେଷରେ ଅଧ୍ୟାପିକା ଡକ୍ଟର ଜ୍ୟୋତ୍ସ୍ନା ରାଣୀ ପଟ୍ଟନାୟକ ଧନ୍ୟବାଦ ଅର୍ପଣ କରିଥିଲେ।

News Comment

You Might Also Like

BACK TO TOP