Breaking News

ବର୍ଷା ଯୋଗୁଁ ଭାଙ୍ଗିଲା ନୂଆବନ୍ଧ,, ଚାଷ ଜମି ହେଲା ବାଲିଚର |    (25-Aug-2026)       ||      ଲଡଶ ରେ ଶେଷ ମୁହୂର୍ତ୍ତ ରେ ଟିମ ଇଣ୍ଡିଆ ର ଦମ ଦେଖି ପ୍ରଶଂସା କଲେ ଗୃହ ମନ୍ତ୍ରୀ |    (25-Aug-2026)       ||      ମେଡିକାଲ ଆଗରେ ଜବର ଦଖଲ ଉଛେଦ ଯୋଗୁଁ ବ୍ୟବସାୟୀ ଙ୍କ ଉଜୁଡି ଗଲା ବେଉସା |    (25-Aug-2026)       ||      ବେଆଇନ ଭାବେ ଚାଲୁଥିବା ସ୍କୁଲ ବସକୁ ଜବତ କଲେ କଟକ ଆର ଟି ଓ ବିଭାଗ ଅଧିକାରୀ |    (24-Aug-2026)       ||      ଭିଜିଲାନ୍ସ ହାତରେ ଧରା ପଡିଲେଅବସର ପ୍ରାପ୍ତ ସିନିଏର ରେଭେନ୍ୟୁ ଆସିଷ୍ଟାଣ୍ଡ ଅଧିକାରୀ |    (24-Aug-2026)       ||      ବାଣପୁର ବ୍ଲକରେ ଜିଲ୍ଲା ପାଳ ଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ||   (24-Aug-2026)       ||      ବଡ଼ ମାଣିଝୋଲା ନଦୀରୁ ନିଖୋଜ ଛାତ୍ର ଙ୍କ ମୃତ ଦେହ ଉଦ୍ଧାର |   (24-Aug-2026)       ||      ଦିଗିପଡି ଗାଁରେ ଲଗାଣ ବର୍ଷା ରେ ମାଟି ଅତଡ଼ା ଖସି ରାସ୍ତାରେ ବିରାଟ ଗର୍ତ୍ତ ||   (24-Aug-2026)       ||      ବାଲିଗୁଡା ନିର୍ବାଚନ ମଣ୍ଡଳୀ ରପୂର୍ବତନ ବିଧାୟକ ଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକୀ ପାଳିତ |    (24-Aug-2026)       ||      ଶ୍ରାବଣ ଶେଷ ସୋମବାର ରେ କନ୍ଧମାଳ ଜଳେଶ୍ୱର ରେ କାଉଡିଆ ଙ୍କ ପ୍ରବଳ ଭିଡ଼ |    (24-Aug-2026)       ||      ପୋଲିସ ପ୍ରଶାସନ ଦୃଷ୍ଟି ଦେବାକୁ ଦାବି, ରମ୍ଭା ଅଞ୍ଚଳରେ ଏବେବି ଚାଲିଛି କଙ୍ଗାରୁ କୋର୍ଟ |   (24-Aug-2026)       ||      ପରଲୋକରେ ବରିଷ୍ଟ ବିଜେପି କର୍ମୀ ରମେଶ ଚନ୍ଦ୍ର ମିଶ୍ର, ଶୋକବ୍ୟକ୍ତ କଲେ ବହୁ ବ୍ୟକ୍ତି ବିଶେଷ |    (24-Aug-2026)       ||      ପଦ୍ମନାଭ ସାହୁଙ୍କ ଦ୍ୱାଦଶାହ ଦିବସରେ ଯୋଗଦେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ |    (24-Aug-2026)       ||      ଛାତ ଉପରେ ମାଙ୍କଡ଼ ଆକ୍ରମଣ ରେ ତଳେ ପଡି ଯୁବତୀ ଗୁରୁତର,    (24-Aug-2026)       ||      ପାକିସ୍ତାନ ର ପୂର୍ବତନ କ୍ରିକେଟ ଅଧିନାୟକ ଙ୍କ ଉତ୍ତମ ଚିକିତ୍ସା ପାଈଁ ପାକ ସରକାର ଙ୍କୁ ଚିଠି ଲେଖିଲେ ବହୁ ଅଧିନାୟକ |    (24-Aug-2026)       ||      ତାରିଣୀ ଗଣ ନାଟ୍ୟ ଓ ନିଶା ମହାରଣଙ୍କଅଭିନୀତ ଅନୁସନ୍ଧାନ ମୂଳକ ନାଟକ "ନିଶା, ନିଶା, ରାତି ` |    (24-Aug-2026)       ||      ଦୀର୍ଘ ଅଢେଇ ବର୍ଷ ପରେ ମଧ୍ୟ ଆଦର୍ଶ ହଷ୍ଟେଲ କାମ ସରୁନି |    (24-Aug-2026)       ||      ଅନାଥ ଶିଶୁ ଙ୍କୁ ସହଯୋଗ ର ହାତ ବଢ଼ାଇଲେ ବଡ଼ ଖଇର ଖମା ପଞ୍ଚାୟତ ବାସୀ |   (24-Aug-2026)       ||      ବିଶ୍ୱର ସବୁଠୁ ବୟସ୍କ ଓ ଜୀବିତ ଥିବା 117ବର୍ଷ ର ମହିଳା , ଏଥେଲ କ୍ୟାଟର ହାମ |   (24-Aug-2026)       ||      ସମ୍ବଲପୁର ପୋଲିସ ଏକ ମୋବାଇଲ ମେଳା ଦ୍ୱାରା ପ୍ରକୃତ ମାଲିକ ଙ୍କୁ ଫେରାଇଲେ ଟଙ୍କା ଓ ମୋବାଇଲ ||   (24-Aug-2026)       ||     

ଅସହାୟ ବ୍ୟକ୍ତିଙ୍କ ସେବାରେ ଗୋପବନ୍ଧୁ ଚାରିଟେବୁଲ ଟ୍ରଷ୍ଟ |

17-Jul-2025

ଅସହାୟ ବ୍ୟକ୍ତିଙ୍କ ସେବାରେ ଗୋପବନ୍ଧୁ ଚାରିଟେବୁଲ ଟ୍ରଷ୍ଟ,

ଓଡ଼ିଶା ଜନମତ, ପୋଲସରା, ସନ୍ତୋଷ କୁମାର ପଣ୍ଡା 
 ୧୬/୦୭/୨୫:

 ଜଣେ ଅସହାୟ  ବ୍ୟକ୍ତି ଉଲଗ୍ନ ହୋଇ ଏକ ଭଙ୍ଗା କେବିନ ତଳେ ପଡିରହିଥିବା ବେଳେ ତାଙ୍କୁ ଉଦ୍ଧାର କରି ସେବା ଯୋଗାଇଛନ୍ତି ଗୋପବନ୍ଧୁ ଚାରିଟେବୁଲ ଟ୍ରଷ୍ଟର ସଦସ୍ୟ ବୃନ୍ଦ। ଖବର ପାଇ ଗୋପବନ୍ଧୁ ଚାରିଟେବୁଲ ଟ୍ରଷ୍ଟର ସଦସ୍ୟ ବୃନ୍ଦ ଅସହାୟ ବ୍ୟକ୍ତିଙ୍କୁ ଉଦ୍ଧାର କରି ସଫାସୁତରା କରିବା ସହିତ ନୁଆଁ ବସ୍ତ୍ର ପିନ୍ଧାଇ ବୁଗୁଡ଼ା ଗୋଷ୍ଠି ସ୍ୱାସ୍ଥ୍ୟ କେନ୍ଦ୍ରକୁ ଚିକିତ୍ସା ପାଇଁ ନେଇଥିଲେ। ଅସହାୟ ବ୍ୟକ୍ତିଙ୍କ ଗୋଡ଼ରେ ଆଘାତ ଲାଗି ପୋକ ହୋଇଯାଇଥିବା ବେଳେ ଅନାହାର ଯୋଗୁଁ ଦୃବଳ ହୋଇପଡ଼ିଥିଲେ। ବ୍ୟକ୍ତି ଜଣକ ବୁଗୁଡ଼ା ଏନଏସି ଅନ୍ତର୍ଗତ ଗଣ୍ଡାମଞ୍ଜି ସାହିର ମନୋଜ ଜେନା (୩୨) ବର୍ଷ ହୋଇଥିବା ବେଳେ କିଛିଦିନ ହେଲା ଖାଦ୍ୟ ଅଭାବରୁ ଏହିଭଳି ଅବସ୍ଥାରେ ପଡିରହିଥିଲେ। ହେଲେ ଦେବଦୁତ ସାଜିଥିବା ଗୋପବନ୍ଧୁ ଚାରିଟେବୁଲ ଟ୍ରଷ୍ଟର ସଦସ୍ୟ ବୃନ୍ଦ ବୁଗୁଡା ଗୋଷ୍ଠୀ ଉନ୍ନୟନ ଅଧିକାରୀ ଓ ଏନଏସି ନିର୍ବାହୀ ଅଧିକାରୀଙ୍କୁ ଏହି ବିଷୟ ଅବଗତ କରାଇବାପରେ ମନୋଜଙ୍କୁ ଉତ୍ତମ ଚିକିତ୍ସା କରାଇ ସରକାରଙ୍କ ପକ୍ଷରୁ କୌଣସି ଏକ ସେବାଶ୍ରମରେ ରଖିବାର ବ୍ୟବସ୍ଥା କରାଯିବ ବୋଲି କହିଛନ୍ତି।

News Comment

You Might Also Like

BACK TO TOP