Breaking News

ମେଡିକାଲ ଆଗରେ ଜବର ଦଖଲ ଉଛେଦ ଯୋଗୁଁ ବ୍ୟବସାୟୀ ଙ୍କ ଉଜୁଡି ଗଲା ବେଉସା |    (25-Aug-2026)       ||      ବେଆଇନ ଭାବେ ଚାଲୁଥିବା ସ୍କୁଲ ବସକୁ ଜବତ କଲେ କଟକ ଆର ଟି ଓ ବିଭାଗ ଅଧିକାରୀ |    (24-Aug-2026)       ||      ଭିଜିଲାନ୍ସ ହାତରେ ଧରା ପଡିଲେଅବସର ପ୍ରାପ୍ତ ସିନିଏର ରେଭେନ୍ୟୁ ଆସିଷ୍ଟାଣ୍ଡ ଅଧିକାରୀ |    (24-Aug-2026)       ||      ବାଣପୁର ବ୍ଲକରେ ଜିଲ୍ଲା ପାଳ ଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ||   (24-Aug-2026)       ||      ବଡ଼ ମାଣିଝୋଲା ନଦୀରୁ ନିଖୋଜ ଛାତ୍ର ଙ୍କ ମୃତ ଦେହ ଉଦ୍ଧାର |   (24-Aug-2026)       ||      ଦିଗିପଡି ଗାଁରେ ଲଗାଣ ବର୍ଷା ରେ ମାଟି ଅତଡ଼ା ଖସି ରାସ୍ତାରେ ବିରାଟ ଗର୍ତ୍ତ ||   (24-Aug-2026)       ||      ବାଲିଗୁଡା ନିର୍ବାଚନ ମଣ୍ଡଳୀ ରପୂର୍ବତନ ବିଧାୟକ ଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକୀ ପାଳିତ |    (24-Aug-2026)       ||      ଶ୍ରାବଣ ଶେଷ ସୋମବାର ରେ କନ୍ଧମାଳ ଜଳେଶ୍ୱର ରେ କାଉଡିଆ ଙ୍କ ପ୍ରବଳ ଭିଡ଼ |    (24-Aug-2026)       ||      ପୋଲିସ ପ୍ରଶାସନ ଦୃଷ୍ଟି ଦେବାକୁ ଦାବି, ରମ୍ଭା ଅଞ୍ଚଳରେ ଏବେବି ଚାଲିଛି କଙ୍ଗାରୁ କୋର୍ଟ |   (24-Aug-2026)       ||      ପରଲୋକରେ ବରିଷ୍ଟ ବିଜେପି କର୍ମୀ ରମେଶ ଚନ୍ଦ୍ର ମିଶ୍ର, ଶୋକବ୍ୟକ୍ତ କଲେ ବହୁ ବ୍ୟକ୍ତି ବିଶେଷ |    (24-Aug-2026)       ||      ପଦ୍ମନାଭ ସାହୁଙ୍କ ଦ୍ୱାଦଶାହ ଦିବସରେ ଯୋଗଦେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ |    (24-Aug-2026)       ||      ଛାତ ଉପରେ ମାଙ୍କଡ଼ ଆକ୍ରମଣ ରେ ତଳେ ପଡି ଯୁବତୀ ଗୁରୁତର,    (24-Aug-2026)       ||      ପାକିସ୍ତାନ ର ପୂର୍ବତନ କ୍ରିକେଟ ଅଧିନାୟକ ଙ୍କ ଉତ୍ତମ ଚିକିତ୍ସା ପାଈଁ ପାକ ସରକାର ଙ୍କୁ ଚିଠି ଲେଖିଲେ ବହୁ ଅଧିନାୟକ |    (24-Aug-2026)       ||      ତାରିଣୀ ଗଣ ନାଟ୍ୟ ଓ ନିଶା ମହାରଣଙ୍କଅଭିନୀତ ଅନୁସନ୍ଧାନ ମୂଳକ ନାଟକ "ନିଶା, ନିଶା, ରାତି ` |    (24-Aug-2026)       ||      ଦୀର୍ଘ ଅଢେଇ ବର୍ଷ ପରେ ମଧ୍ୟ ଆଦର୍ଶ ହଷ୍ଟେଲ କାମ ସରୁନି |    (24-Aug-2026)       ||      ଅନାଥ ଶିଶୁ ଙ୍କୁ ସହଯୋଗ ର ହାତ ବଢ଼ାଇଲେ ବଡ଼ ଖଇର ଖମା ପଞ୍ଚାୟତ ବାସୀ |   (24-Aug-2026)       ||      ବିଶ୍ୱର ସବୁଠୁ ବୟସ୍କ ଓ ଜୀବିତ ଥିବା 117ବର୍ଷ ର ମହିଳା , ଏଥେଲ କ୍ୟାଟର ହାମ |   (24-Aug-2026)       ||      ସମ୍ବଲପୁର ପୋଲିସ ଏକ ମୋବାଇଲ ମେଳା ଦ୍ୱାରା ପ୍ରକୃତ ମାଲିକ ଙ୍କୁ ଫେରାଇଲେ ଟଙ୍କା ଓ ମୋବାଇଲ ||   (24-Aug-2026)       ||      ଯାଜପୁର ପୋଲିସ ଦ୍ୱାରା ଦୁଇଟି ଗାଡି ଜବତ ସହ ଅଭିଯୁକ୍ତ କୁ ଗିରଫ |    (24-Aug-2026)       ||      ପୁରୀ ଶ୍ରୀମନ୍ଦିର ଏବଂ ଅନ୍ୟାନ୍ୟ ମଠ, ମନ୍ଦିର ରେ ଆରମ୍ଭ ହେଲା ଝୁଲଣ ଯାତ୍ରା |    (23-Aug-2026)       ||     

ନିମଖଣ୍ଡି ଠାରେ ପାଞ୍ଚ ଜଣିଆ ଡକାୟତ ଦଳ ଗିରଫ |

17-Jul-2025

ପାଞ୍ଚ ଜଣିଆ ଡକାୟତ ଦଳ ଗିରଫ।

ଓଡିଶା ଜନ ମତ, ବ୍ରହ୍ମପୁର, କୈଳାଶ ଚନ୍ଦ୍ର ଚୌଧୁରୀ , ତା==17/07/25:
ବ୍ରହ୍ମପୁର ପୋଲିସ ଜିଲ୍ଲା ରେ ଚୋରି, ଡକାୟତି, ରାହାଜାନୀ, ହତ୍ୟା, ଲୁଟ୍ ଓ ଦୁଷ୍କର୍ମ ଘଟଣା ଦିନକୁ ଦିନ ବୃଦ୍ଧି ପାଉଥିବା ବେଳେ ବ୍ରହ୍ମପୁର ଏସ୍ ପି ଡଃ ସର୍ବଣ ବିବେକ ଏମ୍ ଙ୍କ ନିର୍ଦ୍ଦେଶନାରେ ନିମଖଣ୍ଡି ଥାନା ଅଧିକାରୀ କୃଷ୍ଣ ଚନ୍ଦ୍ର ସାହାଙ୍କ ନେତୃତ୍ୱରେ ଏକ ଟିମ୍ ନିଜ ଥାନା ଅଞ୍ଚଳରୁ ଏକ ଦଳକୁ କାବୁ କରି ସେମାନଙ୍କ ଠାରୁ ଗୋଟିଏ ବନ୍ଧୁକ ଓ ୫ ଟି ଅଫୁଟା ଗୁଳି ଜବତ କରିଛନ୍ତି। ସୁଚନା ଥାଊକି ଉକ୍ତ ଦଳ କୌଣସି ଏକ ସ୍ଥାନରେ ଡକାୟତି ଉଦ୍ୟମ ପାଇଁ ଯୋଜନା କରୁଥିବା ବେଳେ ପୋଲିସ ସେମାନଙ୍କ ଉପରେ ମାଡ଼ି ବସିଛନ୍ତି।

News Comment

You Might Also Like

BACK TO TOP