Breaking News

ବେଆଇନ ଭାବେ ଚାଲୁଥିବା ସ୍କୁଲ ବସକୁ ଜବତ କଲେ କଟକ ଆର ଟି ଓ ବିଭାଗ ଅଧିକାରୀ |    (24-Aug-2026)       ||      ଭିଜିଲାନ୍ସ ହାତରେ ଧରା ପଡିଲେଅବସର ପ୍ରାପ୍ତ ସିନିଏର ରେଭେନ୍ୟୁ ଆସିଷ୍ଟାଣ୍ଡ ଅଧିକାରୀ |    (24-Aug-2026)       ||      ବାଣପୁର ବ୍ଲକରେ ଜିଲ୍ଲା ପାଳ ଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ||   (24-Aug-2026)       ||      ବଡ଼ ମାଣିଝୋଲା ନଦୀରୁ ନିଖୋଜ ଛାତ୍ର ଙ୍କ ମୃତ ଦେହ ଉଦ୍ଧାର |   (24-Aug-2026)       ||      ଦିଗିପଡି ଗାଁରେ ଲଗାଣ ବର୍ଷା ରେ ମାଟି ଅତଡ଼ା ଖସି ରାସ୍ତାରେ ବିରାଟ ଗର୍ତ୍ତ ||   (24-Aug-2026)       ||      ବାଲିଗୁଡା ନିର୍ବାଚନ ମଣ୍ଡଳୀ ରପୂର୍ବତନ ବିଧାୟକ ଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକୀ ପାଳିତ |    (24-Aug-2026)       ||      ଶ୍ରାବଣ ଶେଷ ସୋମବାର ରେ କନ୍ଧମାଳ ଜଳେଶ୍ୱର ରେ କାଉଡିଆ ଙ୍କ ପ୍ରବଳ ଭିଡ଼ |    (24-Aug-2026)       ||      ପୋଲିସ ପ୍ରଶାସନ ଦୃଷ୍ଟି ଦେବାକୁ ଦାବି, ରମ୍ଭା ଅଞ୍ଚଳରେ ଏବେବି ଚାଲିଛି କଙ୍ଗାରୁ କୋର୍ଟ |   (24-Aug-2026)       ||      ପରଲୋକରେ ବରିଷ୍ଟ ବିଜେପି କର୍ମୀ ରମେଶ ଚନ୍ଦ୍ର ମିଶ୍ର, ଶୋକବ୍ୟକ୍ତ କଲେ ବହୁ ବ୍ୟକ୍ତି ବିଶେଷ |    (24-Aug-2026)       ||      ପଦ୍ମନାଭ ସାହୁଙ୍କ ଦ୍ୱାଦଶାହ ଦିବସରେ ଯୋଗଦେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ |    (24-Aug-2026)       ||      ଛାତ ଉପରେ ମାଙ୍କଡ଼ ଆକ୍ରମଣ ରେ ତଳେ ପଡି ଯୁବତୀ ଗୁରୁତର,    (24-Aug-2026)       ||      ପାକିସ୍ତାନ ର ପୂର୍ବତନ କ୍ରିକେଟ ଅଧିନାୟକ ଙ୍କ ଉତ୍ତମ ଚିକିତ୍ସା ପାଈଁ ପାକ ସରକାର ଙ୍କୁ ଚିଠି ଲେଖିଲେ ବହୁ ଅଧିନାୟକ |    (24-Aug-2026)       ||      ତାରିଣୀ ଗଣ ନାଟ୍ୟ ଓ ନିଶା ମହାରଣଙ୍କଅଭିନୀତ ଅନୁସନ୍ଧାନ ମୂଳକ ନାଟକ "ନିଶା, ନିଶା, ରାତି ` |    (24-Aug-2026)       ||      ଦୀର୍ଘ ଅଢେଇ ବର୍ଷ ପରେ ମଧ୍ୟ ଆଦର୍ଶ ହଷ୍ଟେଲ କାମ ସରୁନି |    (24-Aug-2026)       ||      ଅନାଥ ଶିଶୁ ଙ୍କୁ ସହଯୋଗ ର ହାତ ବଢ଼ାଇଲେ ବଡ଼ ଖଇର ଖମା ପଞ୍ଚାୟତ ବାସୀ |   (24-Aug-2026)       ||      ବିଶ୍ୱର ସବୁଠୁ ବୟସ୍କ ଓ ଜୀବିତ ଥିବା 117ବର୍ଷ ର ମହିଳା , ଏଥେଲ କ୍ୟାଟର ହାମ |   (24-Aug-2026)       ||      ସମ୍ବଲପୁର ପୋଲିସ ଏକ ମୋବାଇଲ ମେଳା ଦ୍ୱାରା ପ୍ରକୃତ ମାଲିକ ଙ୍କୁ ଫେରାଇଲେ ଟଙ୍କା ଓ ମୋବାଇଲ ||   (24-Aug-2026)       ||      ଯାଜପୁର ପୋଲିସ ଦ୍ୱାରା ଦୁଇଟି ଗାଡି ଜବତ ସହ ଅଭିଯୁକ୍ତ କୁ ଗିରଫ |    (24-Aug-2026)       ||      ପୁରୀ ଶ୍ରୀମନ୍ଦିର ଏବଂ ଅନ୍ୟାନ୍ୟ ମଠ, ମନ୍ଦିର ରେ ଆରମ୍ଭ ହେଲା ଝୁଲଣ ଯାତ୍ରା |    (23-Aug-2026)       ||      ଲଗାଣ ବର୍ଷାରେ ଭାଙ୍ଗିଗଲା ଘର ଅଳ୍ପ କେ ବର୍ତ୍ତିଲେ ଦୁଇ ପରିବାର ||   (23-Aug-2026)       ||     

ପୋଲସରା ମହାବିଦ୍ୟାଳୟ ପକ୍ଷରୁ ପ୍ରତିଷ୍ଠା ତା ଙ୍କ 115ତମ ଜନ୍ମ ଜୟନ୍ତୀପାଳିତ |

18-Jul-2025

ମହାବିଦ୍ୟାଳୟ ପକ୍ଷରୁ ପ୍ରତିଷ୍ଠାତାଙ୍କ ୧୧୫ ତମ ଜନ୍ମଜୟନ୍ତୀ ପାଳନ।
____________________________________
ଓଡ଼ିଶା ଜନମତ, ପୋଲସରା, ସନ୍ତୋଷ କୁମାର ପଣ୍ଡା 

ପୋଲସରା ତା.୧୮/୦୭/୨୦୨୫:- ଆଜି ଗଂଜାମ ଜିଲ୍ଲା ପୋଲସରା ସ୍ଥିତ ପୋଲସରା ବିଜ୍ଞାନ ମହାବିଦ୍ୟାଳୟ ପକ୍ଷରୁ ମହାବିଦ୍ୟାଳୟର ପ୍ରତିଷ୍ଠାତା ତଥା ପୂର୍ବତନ ବିଧାୟକ ସ୍ଵର୍ଗତ କାହ୍ନୁ ଚରଣ ନାୟକଙ୍କ ୧୧୫ ତମ ଜନ୍ମଜୟନ୍ତୀ ବହୁ ଆଡମ୍ବର ସହକାରେ ପାଳିତ ହୋଇଯାଇଛି। ମହାବିଦ୍ୟାଳୟ ଅଧ୍ୟକ୍ଷ ଡ଼ଃ ଦିଲ୍ଲୀପ କୁମାର ନାୟକଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ କାର୍ଯ୍ୟକ୍ରମରେ ମୁଖ୍ୟ ଅତିଥିଭାବେ ପୋଲସରା ବିଧାୟକ ତଥା ରାଜ୍ୟ ମତ୍ସ୍ୟ ଓ ପ୍ରାଣୀ ସମ୍ପଦ ବିଭାଗ ମନ୍ତ୍ରୀ ଗୋକୁଳାନନ୍ଦ ମଲ୍ଲିକ ଯୋଗଦେଇ ପ୍ରଦୀପ ପ୍ରଜ୍ବଳନ ପୂର୍ବକ କାର୍ଯ୍ୟକ୍ରମର ଶୁଭ ଉଦଘାଟନ କରିଥିବାବେଳେ ସମ୍ମାନୀତ ଅତିଥିଭାବେ ପୋଲସରା ତହସିଲଦାର ଦିପ୍ତିମୟି ପାତ୍ର, ଏନ୍ଏସି କାର୍ଯ୍ୟନିର୍ବାହୀ ଅଧିକାରୀ କୈଳାଶ ଚନ୍ଦ୍ର ଜେନା, ସ୍ଵର୍ଗତ ପ୍ରତିଷ୍ଠାତା ନାୟକଙ୍କ ସୁପୁତ୍ରୀ ସ୍ନେହାପ୍ରଭା ଦଳେଇ ଏଵଂ ଅନୁଷ୍ଠାନର ପ୍ରାକ୍ତନ ଅଧ୍ୟକ୍ଷ ପ୍ରମୋଦ କୁମାର ରଥ ପ୍ରମୁଖ ଯୋଗଦେଇଥିଲେ। ଏହି ଅବସରରେ ମୁଖ୍ୟ ଅତିଥି ମନ୍ତ୍ରୀ ମହୋଦୟ ନିଜର ବକ୍ତବ୍ୟରେ ଉପସ୍ଥିତ ଛାତ୍ରଛାତ୍ରୀମାନଙ୍କୁ ଶୃଙ୍ଖଳିତ ଅଧ୍ୟୟନ, ଚରିତ୍ର ଗଠନ ସଂଘର୍ଷର ମୂଲ୍ୟ ଓ ପରିଶ୍ରମର ମୂଲ ସମ୍ପର୍କରେ ମାର୍ଗ ଦର୍ଶନ ଦେଇଥିଲେ। 
କାର୍ଯ୍ୟକ୍ରମରେ ବାଲେଶ୍ଵର ଜିଲ୍ଲା ଫକୀର ମୋହନ ବିଦ୍ୟାଳୟର ସ୍ଵର୍ଗତା ଛାତ୍ରୀ ସୋମ୍ୟାଶ୍ରୀ ବିଶିଙ୍କ ଅମର ଆତ୍ମାର ସଦଗତି କାମନା ପାଇଁ ୨ ମିନିଟ ନୀରବ ପ୍ରାର୍ଥନା କରାଯାଇଥିଲା। କାର୍ଯ୍ୟକ୍ରମରେ ଅନୁଷ୍ଠାନ ତରଫରୁ ମୁଖ୍ୟ ଅତିଥିଙ୍କୁ ସ୍ଵର୍ଗତ କାହ୍ନୁଚରଣ ନାୟକ ଜନ୍ମଜୟନ୍ତୀ- ୨୦୨୫ ମାନପତ୍ର ପ୍ରଦାନ କରାଯାଇ ସମ୍ମାନୀତ କରାଯାଇଥବାବେଳେ ମାନପତ୍ର ପାଠ ରସାୟନ ବିଜ୍ଞାନ ବିଭାଗର ଡ଼ଃ ହୃଷିକେଶ ଦାଶ କରିଥିଲେ। କାର୍ଯ୍ୟକ୍ରମର ସ°ଯୋଜନା ଓଡ଼ିଆ ଭାଷା ସାହିତ୍ୟବିଭାଗର ଅଧ୍ୟାପକ ଡ଼ଃ ବିରଞ୍ଚି ନାରାୟଣ ରଥ କରିଥିବାବେଳେ ମନ୍ତ୍ର ପାଠ ଇ°ରାଜି ପାଠ ହରିଶ୍ଚନ୍ଦ୍ର ପାଇକ ଏଵଂ ପ୍ରତିଷ୍ଠାତାଙ୍କ ସ୍ମୁତିଚରଣ ବିବରଣୀ ଉଦ୍ଭିଦ ବିଜ୍ଞାନ ଅଧ୍ୟାପକ ଦେବାଶିଷ ସ୍ୱାଇଁ କରିଥିଲେ। ଶେଷରେ ଓଡ଼ିଆ ବିଭାଗ ଅଧ୍ୟାପିକା ଡ଼ଃ ଜ୍ୟୋସ୍ନାରାଣୀ ପଟ୍ଟନାୟକ ଅନୁଷ୍ଠାନ ତରଫରୁ ସମସ୍ତଙ୍କୁ ଧନ୍ୟବାଦ୍ ଅର୍ପଣ କରିଥିଲେ। ଉକ୍ତ କାର୍ଯ୍ୟକ୍ରମରେ ମନ୍ତ୍ରୀ ମହୋଦୟଙ୍କ ଦ୍ଵାରା କଲେଜ ପରିସର ମଧ୍ୟରେ ବୃକ୍ଷ ରୋପଣ କରାଯାଇଥିଲା। ଏହି ସ୍ମୁତିଚାରଣ ପ୍ରେରଣାଦାୟୀ କାର୍ଯ୍ୟକ୍ରମରେ ପୋଲସରା ଅଞ୍ଚଳର ବହୁ ମାନ୍ୟ ଗନ୍ୟ ବ୍ୟକ୍ତିବିଶେଷ ଏଵଂ ସାମ୍ବାଦିକ ବନ୍ଧୁଗଣ ଉପସ୍ଥିତ ଥିଲେ। ତତ୍ ସହିତ ମହାବିଦ୍ୟାଳୟର ସମସ୍ତ ଅଧ୍ୟାପକ/ ଅଧ୍ୟାପିକା, କର୍ମଚାରି ବୃନ୍ଦ ଉପସ୍ଥିତ ରହି ସଭାକାର୍ଯ୍ୟକୁ ସାଫଲ୍ୟ ମଣ୍ଡିତ କରିବାରେ ସହଯୋଗ କରିଥିଲେ।

News Comment

You Might Also Like

BACK TO TOP