Breaking News

ବେଆଇନ ଭାବେ ଚାଲୁଥିବା ସ୍କୁଲ ବସକୁ ଜବତ କଲେ କଟକ ଆର ଟି ଓ ବିଭାଗ ଅଧିକାରୀ |    (24-Aug-2026)       ||      ଭିଜିଲାନ୍ସ ହାତରେ ଧରା ପଡିଲେଅବସର ପ୍ରାପ୍ତ ସିନିଏର ରେଭେନ୍ୟୁ ଆସିଷ୍ଟାଣ୍ଡ ଅଧିକାରୀ |    (24-Aug-2026)       ||      ବାଣପୁର ବ୍ଲକରେ ଜିଲ୍ଲା ପାଳ ଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ||   (24-Aug-2026)       ||      ବଡ଼ ମାଣିଝୋଲା ନଦୀରୁ ନିଖୋଜ ଛାତ୍ର ଙ୍କ ମୃତ ଦେହ ଉଦ୍ଧାର |   (24-Aug-2026)       ||      ଦିଗିପଡି ଗାଁରେ ଲଗାଣ ବର୍ଷା ରେ ମାଟି ଅତଡ଼ା ଖସି ରାସ୍ତାରେ ବିରାଟ ଗର୍ତ୍ତ ||   (24-Aug-2026)       ||      ବାଲିଗୁଡା ନିର୍ବାଚନ ମଣ୍ଡଳୀ ରପୂର୍ବତନ ବିଧାୟକ ଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକୀ ପାଳିତ |    (24-Aug-2026)       ||      ଶ୍ରାବଣ ଶେଷ ସୋମବାର ରେ କନ୍ଧମାଳ ଜଳେଶ୍ୱର ରେ କାଉଡିଆ ଙ୍କ ପ୍ରବଳ ଭିଡ଼ |    (24-Aug-2026)       ||      ପୋଲିସ ପ୍ରଶାସନ ଦୃଷ୍ଟି ଦେବାକୁ ଦାବି, ରମ୍ଭା ଅଞ୍ଚଳରେ ଏବେବି ଚାଲିଛି କଙ୍ଗାରୁ କୋର୍ଟ |   (24-Aug-2026)       ||      ପରଲୋକରେ ବରିଷ୍ଟ ବିଜେପି କର୍ମୀ ରମେଶ ଚନ୍ଦ୍ର ମିଶ୍ର, ଶୋକବ୍ୟକ୍ତ କଲେ ବହୁ ବ୍ୟକ୍ତି ବିଶେଷ |    (24-Aug-2026)       ||      ପଦ୍ମନାଭ ସାହୁଙ୍କ ଦ୍ୱାଦଶାହ ଦିବସରେ ଯୋଗଦେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ |    (24-Aug-2026)       ||      ଛାତ ଉପରେ ମାଙ୍କଡ଼ ଆକ୍ରମଣ ରେ ତଳେ ପଡି ଯୁବତୀ ଗୁରୁତର,    (24-Aug-2026)       ||      ପାକିସ୍ତାନ ର ପୂର୍ବତନ କ୍ରିକେଟ ଅଧିନାୟକ ଙ୍କ ଉତ୍ତମ ଚିକିତ୍ସା ପାଈଁ ପାକ ସରକାର ଙ୍କୁ ଚିଠି ଲେଖିଲେ ବହୁ ଅଧିନାୟକ |    (24-Aug-2026)       ||      ତାରିଣୀ ଗଣ ନାଟ୍ୟ ଓ ନିଶା ମହାରଣଙ୍କଅଭିନୀତ ଅନୁସନ୍ଧାନ ମୂଳକ ନାଟକ "ନିଶା, ନିଶା, ରାତି ` |    (24-Aug-2026)       ||      ଦୀର୍ଘ ଅଢେଇ ବର୍ଷ ପରେ ମଧ୍ୟ ଆଦର୍ଶ ହଷ୍ଟେଲ କାମ ସରୁନି |    (24-Aug-2026)       ||      ଅନାଥ ଶିଶୁ ଙ୍କୁ ସହଯୋଗ ର ହାତ ବଢ଼ାଇଲେ ବଡ଼ ଖଇର ଖମା ପଞ୍ଚାୟତ ବାସୀ |   (24-Aug-2026)       ||      ବିଶ୍ୱର ସବୁଠୁ ବୟସ୍କ ଓ ଜୀବିତ ଥିବା 117ବର୍ଷ ର ମହିଳା , ଏଥେଲ କ୍ୟାଟର ହାମ |   (24-Aug-2026)       ||      ସମ୍ବଲପୁର ପୋଲିସ ଏକ ମୋବାଇଲ ମେଳା ଦ୍ୱାରା ପ୍ରକୃତ ମାଲିକ ଙ୍କୁ ଫେରାଇଲେ ଟଙ୍କା ଓ ମୋବାଇଲ ||   (24-Aug-2026)       ||      ଯାଜପୁର ପୋଲିସ ଦ୍ୱାରା ଦୁଇଟି ଗାଡି ଜବତ ସହ ଅଭିଯୁକ୍ତ କୁ ଗିରଫ |    (24-Aug-2026)       ||      ପୁରୀ ଶ୍ରୀମନ୍ଦିର ଏବଂ ଅନ୍ୟାନ୍ୟ ମଠ, ମନ୍ଦିର ରେ ଆରମ୍ଭ ହେଲା ଝୁଲଣ ଯାତ୍ରା |    (23-Aug-2026)       ||      ଲଗାଣ ବର୍ଷାରେ ଭାଙ୍ଗିଗଲା ଘର ଅଳ୍ପ କେ ବର୍ତ୍ତିଲେ ଦୁଇ ପରିବାର ||   (23-Aug-2026)       ||     

ପୂର୍ବତନ ଏମଭିଆଇ ଦୋଷୀ ସାବ୍ୟସ୍ତ |

19-Jul-2025

ପୁର୍ବତନ ଏମ୍ ଭି ଆଇ ଦୋଷୀ ସାବ୍ୟସ୍ତ। 

ଓଡିଶା ଜନମତ,ବ୍ରହ୍ମପୁର, କୈଳାଶ ଚନ୍ଦ୍ର ଚୌଧୁରୀ,ତା-20/07/25:

ବ୍ରହ୍ମପୁର ସ୍ବତନ୍ତ୍ର ଭିଜିଲାନ୍ସ ଅଦାଲତ ଜଜ୍ ଞାନେନ୍ଦ୍ର କୁମାର ବାରିକ ଆୟ ବହିର୍ଭୁତ ସମ୍ପତ୍ତି ମାମଲାର ବିଚାର କରି ପୁର୍ବତନ ଏମ୍ ଭି ଆଇ ଦେବୀ ପ୍ରସାଦ ପାଢ଼ୀ ଙ୍କୁ ଦୋଷୀ ସାବ୍ୟସ୍ତ କରି ଦୁଇ ବର୍ଷ ଜେଲଦଣ୍ଡ ସହ ୫୦ ହଜାର ଟଙ୍କା ଜରିମାନା ଆଦେଶ ଦେଇଛନ୍ତି ଓ ଜରିମାନା ଅନାଦେୟ ଅଧିକ ୬ ମାସ ଜେଲଦଣ୍ଡ ଭୋଗିବାକୁ ନିର୍ଦେଶ ଦେଇଛନ୍ତି। ସୁଚନା ଥାଊକି ଗଞ୍ଜାମ ଜିଲ୍ଲା ଆନ୍ଧ୍ର ଓଡ଼ିଶା ସୀମାନ୍ତରେ ଅବସ୍ଥିତ ତନଖି ଫାଟକରେ କାର୍ଯ୍ୟରତ ଥିବା ବେଳେ ଦେବୀ ପ୍ରସାଦ ପାଢ଼ୀ† ଙ୍କ ନାମରେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଗତ ୨୦୦୩ ମସିହା ଫେବୃଆରୀ ୨୮ ତାରିଖ ରେ ଏକକାଳୀନ ତାଙ୍କର ନିଜ ଘର, ଶ୍ଵଶୁର ଘର ଓ ବ୍ୟବସାୟ ଅନୁଷ୍ଠାନ ରେ ଚଢ଼ାଉ କରି ନଗଦ ୨୪ ଲକ୍ଷ ରୁ ଅଧିକ ଆୟବହିର୍ଭୁତସମ୍ପତ୍ତିଠାବକରାଯାଇଥିଲା। ଯାହା କି ତାଙ୍କ ଆୟ ଠାରୁ ପ୍ରାୟ ଦୁଇ ଶହ ଗୁଣ ଅଧିକ ବୋଲି ଜଣାପଡିଥିଲା। ଦୁର୍ନୀତି ନିବାରଣ ବିଭାଗ ପକ୍ଷରୁ ଏକ ମାମଲା ରୁଜୁ କରାଯାଇ ସ୍ବତନ୍ତ୍ର ଭିଜିଲାନ୍ସ ଅଦାଲତରେ ପ୍ରାୟ ୨୫ ଜଣ ସାକ୍ଷୀଙ୍କ ବୟାନ କୁ ଭିତ୍ତି କରି ଅଦାଲତ ଉକ୍ତ ରାୟ ପ୍ରଦାନ କରିଛନ୍ତି। ପ୍ରକାଶିତ ତଥ୍ୟରୁ ଜଣାପଡିଛି ଯେ ଉକ୍ତ ଏମ୍ ଭି ଆଇ ୨୦୧୦ ମସିହାରେ ବୌଦ୍ଧ ରେ ଭାରପ୍ରାପ୍ତ ଆର୍ ଟି ଓ ଥିବା ବେଳେ ବସ୍ ପରମିଟ୍ ଅନୁମତି ପାଇଁ ଜନୈକ ବସ୍ ମାଲିକ ଠାରୁ ନଗଦ ୫୦ହଜାରଟଙ୍କାଲାଞ୍ଚନେବାବେଳେ ଭିଜିଲାନସ୍ ହାତରେ ଧରାପଡି ଚାକିରିରୁ ବହିଷ୍କୃତ ହୋଇଥିଲେ।

News Comment

You Might Also Like

BACK TO TOP