Breaking News

ବେଆଇନ ଭାବେ ଚାଲୁଥିବା ସ୍କୁଲ ବସକୁ ଜବତ କଲେ କଟକ ଆର ଟି ଓ ବିଭାଗ ଅଧିକାରୀ |    (24-Aug-2026)       ||      ଭିଜିଲାନ୍ସ ହାତରେ ଧରା ପଡିଲେଅବସର ପ୍ରାପ୍ତ ସିନିଏର ରେଭେନ୍ୟୁ ଆସିଷ୍ଟାଣ୍ଡ ଅଧିକାରୀ |    (24-Aug-2026)       ||      ବାଣପୁର ବ୍ଲକରେ ଜିଲ୍ଲା ପାଳ ଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ||   (24-Aug-2026)       ||      ବଡ଼ ମାଣିଝୋଲା ନଦୀରୁ ନିଖୋଜ ଛାତ୍ର ଙ୍କ ମୃତ ଦେହ ଉଦ୍ଧାର |   (24-Aug-2026)       ||      ଦିଗିପଡି ଗାଁରେ ଲଗାଣ ବର୍ଷା ରେ ମାଟି ଅତଡ଼ା ଖସି ରାସ୍ତାରେ ବିରାଟ ଗର୍ତ୍ତ ||   (24-Aug-2026)       ||      ବାଲିଗୁଡା ନିର୍ବାଚନ ମଣ୍ଡଳୀ ରପୂର୍ବତନ ବିଧାୟକ ଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକୀ ପାଳିତ |    (24-Aug-2026)       ||      ଶ୍ରାବଣ ଶେଷ ସୋମବାର ରେ କନ୍ଧମାଳ ଜଳେଶ୍ୱର ରେ କାଉଡିଆ ଙ୍କ ପ୍ରବଳ ଭିଡ଼ |    (24-Aug-2026)       ||      ପୋଲିସ ପ୍ରଶାସନ ଦୃଷ୍ଟି ଦେବାକୁ ଦାବି, ରମ୍ଭା ଅଞ୍ଚଳରେ ଏବେବି ଚାଲିଛି କଙ୍ଗାରୁ କୋର୍ଟ |   (24-Aug-2026)       ||      ପରଲୋକରେ ବରିଷ୍ଟ ବିଜେପି କର୍ମୀ ରମେଶ ଚନ୍ଦ୍ର ମିଶ୍ର, ଶୋକବ୍ୟକ୍ତ କଲେ ବହୁ ବ୍ୟକ୍ତି ବିଶେଷ |    (24-Aug-2026)       ||      ପଦ୍ମନାଭ ସାହୁଙ୍କ ଦ୍ୱାଦଶାହ ଦିବସରେ ଯୋଗଦେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ |    (24-Aug-2026)       ||      ଛାତ ଉପରେ ମାଙ୍କଡ଼ ଆକ୍ରମଣ ରେ ତଳେ ପଡି ଯୁବତୀ ଗୁରୁତର,    (24-Aug-2026)       ||      ପାକିସ୍ତାନ ର ପୂର୍ବତନ କ୍ରିକେଟ ଅଧିନାୟକ ଙ୍କ ଉତ୍ତମ ଚିକିତ୍ସା ପାଈଁ ପାକ ସରକାର ଙ୍କୁ ଚିଠି ଲେଖିଲେ ବହୁ ଅଧିନାୟକ |    (24-Aug-2026)       ||      ତାରିଣୀ ଗଣ ନାଟ୍ୟ ଓ ନିଶା ମହାରଣଙ୍କଅଭିନୀତ ଅନୁସନ୍ଧାନ ମୂଳକ ନାଟକ "ନିଶା, ନିଶା, ରାତି ` |    (24-Aug-2026)       ||      ଦୀର୍ଘ ଅଢେଇ ବର୍ଷ ପରେ ମଧ୍ୟ ଆଦର୍ଶ ହଷ୍ଟେଲ କାମ ସରୁନି |    (24-Aug-2026)       ||      ଅନାଥ ଶିଶୁ ଙ୍କୁ ସହଯୋଗ ର ହାତ ବଢ଼ାଇଲେ ବଡ଼ ଖଇର ଖମା ପଞ୍ଚାୟତ ବାସୀ |   (24-Aug-2026)       ||      ବିଶ୍ୱର ସବୁଠୁ ବୟସ୍କ ଓ ଜୀବିତ ଥିବା 117ବର୍ଷ ର ମହିଳା , ଏଥେଲ କ୍ୟାଟର ହାମ |   (24-Aug-2026)       ||      ସମ୍ବଲପୁର ପୋଲିସ ଏକ ମୋବାଇଲ ମେଳା ଦ୍ୱାରା ପ୍ରକୃତ ମାଲିକ ଙ୍କୁ ଫେରାଇଲେ ଟଙ୍କା ଓ ମୋବାଇଲ ||   (24-Aug-2026)       ||      ଯାଜପୁର ପୋଲିସ ଦ୍ୱାରା ଦୁଇଟି ଗାଡି ଜବତ ସହ ଅଭିଯୁକ୍ତ କୁ ଗିରଫ |    (24-Aug-2026)       ||      ପୁରୀ ଶ୍ରୀମନ୍ଦିର ଏବଂ ଅନ୍ୟାନ୍ୟ ମଠ, ମନ୍ଦିର ରେ ଆରମ୍ଭ ହେଲା ଝୁଲଣ ଯାତ୍ରା |    (23-Aug-2026)       ||      ଲଗାଣ ବର୍ଷାରେ ଭାଙ୍ଗିଗଲା ଘର ଅଳ୍ପ କେ ବର୍ତ୍ତିଲେ ଦୁଇ ପରିବାର ||   (23-Aug-2026)       ||     

ଖଲ୍ଲିକୋଟ ଉନ୍ନୀତ ଉଚ୍ଚ ବିଦ୍ୟାଳୟ ସମଲ ପକ୍ଷରୁ ବିଦାୟୀ ପ୍ରଧାନ ଶିକ୍ଷୟତ୍ରୀ ଙ୍କୁ ବିଦାୟ ସମ୍ବର୍ଦ୍ଧନା |

19-Jul-2025

ଖଲ୍ଲିକୋଟ: ଉନ୍ନୀତ ଉଚ୍ଚ ବିଦ୍ୟାଳୟ, ସମଲ ପକ୍ଷରୁ ବିଦାୟୀ ପ୍ରଧାନ ଶିକ୍ଷୟିତ୍ରୀଙ୍କୁ ବିଦାୟ ସମ୍ବର୍ଦ୍ଧନା

ଇତ୍ୟବସରରେ ଅବସରକାଳୀନ ସମ୍ବର୍ଦ୍ଧନା ସଭା ଆୟୋଜିତ

ଖଲ୍ଲିକୋଟ ବ୍ଲକ୍ ଅନ୍ତର୍ଗତ କନକା କ୍ଲଷ୍ଟର ଅଧୀନସ୍ଥ ସରକାରୀ ଉନ୍ନୀତ ଉଚ୍ଚ ବିଦ୍ୟାଳୟ, ସମଲରେ କାର୍ଯ୍ୟରତ ପ୍ରଧାନ ଶିକ୍ଷୟିତ୍ରୀ ଶ୍ରୀମତୀ ପ୍ରମୋଦା କୁମାରୀ ପାଟ୍ଟଶାଣୀ ଗତ ମଇ ମାସ ତା ୩୧/୦୫/୨୫ ରିଖ କାର୍ଯ୍ୟରୁ ଅବସର ଗ୍ରହଣ କରିଥିବାରୁ ତାହାଙ୍କୁ  ଗତକାଲି ବିଦ୍ୟାଳୟର ଶିକ୍ଷକ ଶିକ୍ଷୟିତ୍ରୀ, ଛାତ୍ର ଛାତ୍ରୀଙ୍କ ପକ୍ଷରୁ ବିଦାୟ ସମ୍ବର୍ଦ୍ଧନା ପ୍ରଦାନ କରାଯାଇଛି । ଏହି ଅବସରରେ ଆୟୋଜିତ ବିଦାୟ ସମ୍ବର୍ଦ୍ଧନା ଉତ୍ସବକୁ ଆନୁଷ୍ଠାନିକ ରୀତିରେ ବିଦ୍ୟାଳୟର ପ୍ରାକ୍ତନ ପ୍ରଧାନ ଶିକ୍ଷକ କୃଷ୍ଣଚନ୍ଦ୍ର ବେହେରା ପ୍ରଦୀପ ପ୍ରଜ୍ଜ୍ୱଳନ କରି ଶୁଭୋଦ୍ଘାଟନ କରିଥିଲା ବେଳେ ପିତାଗାଡିଆ ବିଦ୍ୟାଳୟର ପ୍ରାକ୍ତନ ପ୍ରଧାନ ଶିକ୍ଷକ ରଞ୍ଜନ କୁମାର ମିଶ୍ର ଦୀପ ମନ୍ତ୍ର ଉଚ୍ଚାରଣ କରିଥିଲେ । ପ୍ରାକ୍ତନ ପ୍ରଧାନ ଶିକ୍ଷକ କୃଷ୍ଣଚନ୍ଦ୍ର ବେହେରାଙ୍କ ସଭାପତିତ୍ବରେ ଅନୁଷ୍ଠିତ ଉତ୍ସବରେ ଅତିରିକ୍ତ ଗୋଷ୍ଠୀ ଶିକ୍ଷା ଅଧିକାରୀ ସୁଶାନ୍ତ କୁମାର ନାୟକ ମୁଖ୍ୟ ଅତିଥି, କନକା କ୍ଲଷ୍ଟରର ସି ଆର୍ ସି ସି ଡକ୍ଟର ଦ୍ବାରିକାନାଥ ମହାରଣା ମୁଖ୍ୟ ବକ୍ତା, କଞ୍ଚଣା କ୍ଲଷ୍ଟରର ସି ଆର୍ ସି ସି ପବିତ୍ର କୁମାର ବେହେରା, କୈରାଶି ବିଦ୍ୟାଳୟର ପ୍ରଧାନଶିକ୍ଷକ ଜୟରାମ ପ୍ରଧାନ, ଦଲିବାଟି ବିଦ୍ୟାଳୟର ପ୍ରଧାନଶିକ୍ଷକ ନିରଞ୍ଜନ ପଣ୍ଡା, ପାନନୂଆ ଗାଁ ବିଦ୍ୟାଳୟର ପ୍ରଧାନଶିକ୍ଷକ ରମେଶ ଚନ୍ଦ୍ର ସାହୁ , ଡିମିରିଆ ଉଚ୍ଚ ବିଦ୍ୟାଳୟର ପ୍ରଧାନ ଶିକ୍ଷୟିତ୍ରୀ ଲଳିତା ଶବର, ପିତା ଗାଡିଆ ବିଦ୍ୟାଳୟର ସହକାରୀ ଶିକ୍ଷକ ସୁରଥ କୁମାର ଦାସ ପ୍ରମୁଖ ସମ୍ମାନୀତ ଅତିଥି ରୂପେ ଯୋଗଦେଇ ବିଦାୟୀ ଶିକ୍ଷୟିତ୍ରୀ ଶ୍ରୀମତୀ ପ୍ରମୋଦା କୁମାରୀ ପାଟ୍ଟଶାଣୀଙ୍କ ଶିକ୍ଷାଦାନ କୈ।ଶଳ, ଛାତ୍ର ବତ୍ସଳ ମାନସିକତା, କର୍ତ୍ତବ୍ୟ ନିଷ୍ଠା, କାର୍ଯ୍ୟ ସମ୍ପାଦନ ଶୈଳୀ, ଆନୁଷ୍ଠାନିକ କାର୍ଯ୍ୟକ୍ରମକୁ ସୂଚାରୁରୂପେ ତୁଲାଇବାର ଅଭିନବ ପ୍ରକ୍ରିୟା, ସହକର୍ମୀଙ୍କ ସହିତ ଉତ୍ତମ ବ୍ୟବହାର ପ୍ରଦର୍ଶନ ଆଦି ବହୁବିଧ ଦିଗ ସମ୍ପର୍କରେ ଆଲୋଚନା କରିଥିଲେ । ସମସ୍ତ ଅତିଥିମାନଙ୍କୁ ଫୁଲତୋଡ଼ା ସହିତ ଉତ୍ତରୀୟ ପ୍ରଦାନ କରାଯାଇଥିଲା । ଅନୁଷ୍ଠାନର ନୂତନ ଭାର ପ୍ରାପ୍ତ ପ୍ରଧାନ ଶିକ୍ଷକ ଆଶିଷ କୁମାର ପାଢ଼ୀ ବିଦାୟୀ ପ୍ରଧାନ ଶିକ୍ଷୟିତ୍ରୀ ପ୍ରମୋଦା କୁମାରୀ ପାଟ୍ଟଶାଣୀ ମାଡାମଙ୍କୁ ଫୁଲତୋଡ଼ା ମାନପତ୍ର ସହିତ ସ୍ୱତନ୍ତ୍ର ଭାବେ ସମ୍ବର୍ଦ୍ଧିତ କରିଥିଲେ । ବିଦାୟ ସମ୍ବର୍ଦ୍ଧନା ଉତ୍ସବରେ ଅନୁଷ୍ଠାନର ସହକାରୀ ଶିକ୍ଷକ ସୁଶାନ୍ତ କୁମାର ପଲେଇ, ତ୍ରିନାଥ ସ୍ୱାଇଁ, ନିରଞ୍ଜନ ଜାଲି, ତପନ କୁମାର ଗୈ।ଡ଼, ବୁଲୁ ପ୍ରଧାନ ଦୀପକ କୁମାର ସେଠୀ, ସହକାରୀ ଶିକ୍ଷୟିତ୍ରୀ ସୋନାଲି ପାହାନ୍ତା ସିଂ, ଆରାଧନା ସାହୁ, କିରାଣୀ ଶର୍ମିଷ୍ଠା ପ୍ରଧାନଙ୍କ ସହିତ ଛାତ୍ରଛାତ୍ରୀ, ବିଦ୍ୟାଳୟ ପରିଚାଳନା କମିଟି ସଦସ୍ୟ ସଦସ୍ୟା, ଅଭିଭାବକ ଅଭିଭାବିକା, ଗ୍ରାମବାସୀ ବହୁସଂଖ୍ୟାରେ ଉପସ୍ଥିତ ଥିଲେ ।

News Comment

You Might Also Like

  ଶି‍କ୍ଷା ଓ ନିଯୁକ୍ତି  

ସ୍ୱାଧୀନତା ଦିବସ ରେ ମେଧା ସମ୍ମାନ |

BACK TO TOP