Breaking News

ବେଆଇନ ଭାବେ ଚାଲୁଥିବା ସ୍କୁଲ ବସକୁ ଜବତ କଲେ କଟକ ଆର ଟି ଓ ବିଭାଗ ଅଧିକାରୀ |    (24-Aug-2026)       ||      ଭିଜିଲାନ୍ସ ହାତରେ ଧରା ପଡିଲେଅବସର ପ୍ରାପ୍ତ ସିନିଏର ରେଭେନ୍ୟୁ ଆସିଷ୍ଟାଣ୍ଡ ଅଧିକାରୀ |    (24-Aug-2026)       ||      ବାଣପୁର ବ୍ଲକରେ ଜିଲ୍ଲା ପାଳ ଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ||   (24-Aug-2026)       ||      ବଡ଼ ମାଣିଝୋଲା ନଦୀରୁ ନିଖୋଜ ଛାତ୍ର ଙ୍କ ମୃତ ଦେହ ଉଦ୍ଧାର |   (24-Aug-2026)       ||      ଦିଗିପଡି ଗାଁରେ ଲଗାଣ ବର୍ଷା ରେ ମାଟି ଅତଡ଼ା ଖସି ରାସ୍ତାରେ ବିରାଟ ଗର୍ତ୍ତ ||   (24-Aug-2026)       ||      ବାଲିଗୁଡା ନିର୍ବାଚନ ମଣ୍ଡଳୀ ରପୂର୍ବତନ ବିଧାୟକ ଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକୀ ପାଳିତ |    (24-Aug-2026)       ||      ଶ୍ରାବଣ ଶେଷ ସୋମବାର ରେ କନ୍ଧମାଳ ଜଳେଶ୍ୱର ରେ କାଉଡିଆ ଙ୍କ ପ୍ରବଳ ଭିଡ଼ |    (24-Aug-2026)       ||      ପୋଲିସ ପ୍ରଶାସନ ଦୃଷ୍ଟି ଦେବାକୁ ଦାବି, ରମ୍ଭା ଅଞ୍ଚଳରେ ଏବେବି ଚାଲିଛି କଙ୍ଗାରୁ କୋର୍ଟ |   (24-Aug-2026)       ||      ପରଲୋକରେ ବରିଷ୍ଟ ବିଜେପି କର୍ମୀ ରମେଶ ଚନ୍ଦ୍ର ମିଶ୍ର, ଶୋକବ୍ୟକ୍ତ କଲେ ବହୁ ବ୍ୟକ୍ତି ବିଶେଷ |    (24-Aug-2026)       ||      ପଦ୍ମନାଭ ସାହୁଙ୍କ ଦ୍ୱାଦଶାହ ଦିବସରେ ଯୋଗଦେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ |    (24-Aug-2026)       ||      ଛାତ ଉପରେ ମାଙ୍କଡ଼ ଆକ୍ରମଣ ରେ ତଳେ ପଡି ଯୁବତୀ ଗୁରୁତର,    (24-Aug-2026)       ||      ପାକିସ୍ତାନ ର ପୂର୍ବତନ କ୍ରିକେଟ ଅଧିନାୟକ ଙ୍କ ଉତ୍ତମ ଚିକିତ୍ସା ପାଈଁ ପାକ ସରକାର ଙ୍କୁ ଚିଠି ଲେଖିଲେ ବହୁ ଅଧିନାୟକ |    (24-Aug-2026)       ||      ତାରିଣୀ ଗଣ ନାଟ୍ୟ ଓ ନିଶା ମହାରଣଙ୍କଅଭିନୀତ ଅନୁସନ୍ଧାନ ମୂଳକ ନାଟକ "ନିଶା, ନିଶା, ରାତି ` |    (24-Aug-2026)       ||      ଦୀର୍ଘ ଅଢେଇ ବର୍ଷ ପରେ ମଧ୍ୟ ଆଦର୍ଶ ହଷ୍ଟେଲ କାମ ସରୁନି |    (24-Aug-2026)       ||      ଅନାଥ ଶିଶୁ ଙ୍କୁ ସହଯୋଗ ର ହାତ ବଢ଼ାଇଲେ ବଡ଼ ଖଇର ଖମା ପଞ୍ଚାୟତ ବାସୀ |   (24-Aug-2026)       ||      ବିଶ୍ୱର ସବୁଠୁ ବୟସ୍କ ଓ ଜୀବିତ ଥିବା 117ବର୍ଷ ର ମହିଳା , ଏଥେଲ କ୍ୟାଟର ହାମ |   (24-Aug-2026)       ||      ସମ୍ବଲପୁର ପୋଲିସ ଏକ ମୋବାଇଲ ମେଳା ଦ୍ୱାରା ପ୍ରକୃତ ମାଲିକ ଙ୍କୁ ଫେରାଇଲେ ଟଙ୍କା ଓ ମୋବାଇଲ ||   (24-Aug-2026)       ||      ଯାଜପୁର ପୋଲିସ ଦ୍ୱାରା ଦୁଇଟି ଗାଡି ଜବତ ସହ ଅଭିଯୁକ୍ତ କୁ ଗିରଫ |    (24-Aug-2026)       ||      ପୁରୀ ଶ୍ରୀମନ୍ଦିର ଏବଂ ଅନ୍ୟାନ୍ୟ ମଠ, ମନ୍ଦିର ରେ ଆରମ୍ଭ ହେଲା ଝୁଲଣ ଯାତ୍ରା |    (23-Aug-2026)       ||      ଲଗାଣ ବର୍ଷାରେ ଭାଙ୍ଗିଗଲା ଘର ଅଳ୍ପ କେ ବର୍ତ୍ତିଲେ ଦୁଇ ପରିବାର ||   (23-Aug-2026)       ||     

ପଡିଶା ଘର ବିଛେଇଥିବା ବେଆଇନ ବିଦ୍ୟୁତ ତାରରେ ଲାଗି ନାବାଳକର ମୃତ୍ୟୁ |

20-Jul-2025

ପଡୋଶୀ ଘର ବିଛାଇ ଥିବା ବେଆଇନ ବିଦ୍ୟୁତ୍ ତାରରେ ଲାଗି ନାବାଳକର ମୃତ୍ୟୁ
ଓଡ଼ିଶା ଜନମତ,ପୋଲସରା, ସନ୍ତୋଷ କୁମାର ପଣ୍ଡା 
 ତା-- ୨୦/୦୭/୨୫ :

ପୋଲସରା ଥାନା ଅନ୍ତର୍ଗତ ଚିରିକିପଡା ଶାସନ ଗ୍ରାମରେ ପଡୋଶୀ ଘର ବିଛାଯାଇ ଥିବା ବିଦ୍ୟୁତ୍ ତାରରେ ଲାଗି ଜଣେ ନାବାଳକ ର ମୃତ୍ୟୁ ଘଟିଛି। ନାବାଳକ ଜଣଙ୍କ ତନ୍ମୟ ସାହୁ (୧୨ ) ରୋଡ଼ ସାହି ପରମାନନ୍ଦ ସାହୁଙ୍କ ବଡ଼ ପୁଅ।ସୂଚନା ମୁତାବକ ଆଜି ରବିବାର ଛୁଟିଦିନ ହୋଇଥିବା ବେଳେ ଦିବା ୨ ଘଣ୍ଟା ସମୟରେ ତନ୍ମୟ ନିଜ ବାରିପଟେ ମକମଲ୍ଲୀ ଫୁଲ ଗଛ ଲଗାଇଥିବା ସମୟରେ  ପଡ଼ୋଶୀ ଘର ସୁଶାନ୍ତ କୁମାର ସାହୁ ଙ୍କ ଦ୍ବାରା ବିଛାଇ ଥିବା ବେଆଇନ ବିଦ୍ୟୁତ୍ ତାରରେ ଲାଗି ମୃତ୍ୟୁ ବରଣ କରିଥିଲେ। ପରିବାର ଓ ସାହି ଲୋକ ଜାଣିବା ପରେ ତୁରନ୍ତ ପୋଲସରା ମେଡିକାଲକୁ ତନ୍ମଧ୍ୟରୁ ନେଇଥିଲେ। ସେଠାରେ ଡାକ୍ତର ତାଙ୍କୁ ମୃତ୍ୟୁ ଘୋଷଣା କରିଥିଲେ। ଏହି ଘଟଣା ଜାଣିବା ପରେ ସୁଶାନ୍ତ ଙ୍କ ଘର ଆଗରେ ଉତେଜନା ପରିସ୍ଥିତି ଦେଖିବାକୁ ମିଳିଛି। ପୋଲିସ ଘଟଣାସ୍ଥଳରେ ପହଂଚି ପରିସ୍ଥିତିକୁ ନିୟନ୍ତ୍ରଣ କରିଥିଲେ। ସୁଶାନ୍ତ କୁମାର ସାହୁ ଓ ତାଙ୍କ ସ୍ତ୍ରୀ କୁ ଚିରିକିପଡା ଶାସନ ଘରୁ ଉଠାଇ ନେଇ ଥାନାରେ ଅଟକ ରଖି ପଚରାଉଚରା କରୁଥିବା ବେଳେ ମାମଲା ରୁଜୁ କରି ଶବ ବ୍ୟବଚ୍ଛେଦ ପାଇଁ ପଠାଇବା ବ୍ଯବସ୍ଥା କରାଯିବ ବୋଲି ଥାନାଧିକାରୀ କୌଶିକ ମାଝୀ ଠାରୁ ପ୍ରକାଶ ପାଇଛି।

News Comment

You Might Also Like

BACK TO TOP