Breaking News

ବେଆଇନ ଭାବେ ଚାଲୁଥିବା ସ୍କୁଲ ବସକୁ ଜବତ କଲେ କଟକ ଆର ଟି ଓ ବିଭାଗ ଅଧିକାରୀ |    (24-Aug-2026)       ||      ଭିଜିଲାନ୍ସ ହାତରେ ଧରା ପଡିଲେଅବସର ପ୍ରାପ୍ତ ସିନିଏର ରେଭେନ୍ୟୁ ଆସିଷ୍ଟାଣ୍ଡ ଅଧିକାରୀ |    (24-Aug-2026)       ||      ବାଣପୁର ବ୍ଲକରେ ଜିଲ୍ଲା ପାଳ ଙ୍କ ମିଳିତ ଜନ ଅଭିଯୋଗ ଶୁଣାଣୀ ଅନୁଷ୍ଠିତ ||   (24-Aug-2026)       ||      ବଡ଼ ମାଣିଝୋଲା ନଦୀରୁ ନିଖୋଜ ଛାତ୍ର ଙ୍କ ମୃତ ଦେହ ଉଦ୍ଧାର |   (24-Aug-2026)       ||      ଦିଗିପଡି ଗାଁରେ ଲଗାଣ ବର୍ଷା ରେ ମାଟି ଅତଡ଼ା ଖସି ରାସ୍ତାରେ ବିରାଟ ଗର୍ତ୍ତ ||   (24-Aug-2026)       ||      ବାଲିଗୁଡା ନିର୍ବାଚନ ମଣ୍ଡଳୀ ରପୂର୍ବତନ ବିଧାୟକ ଙ୍କ ପ୍ରଥମ ଶ୍ରାଦ୍ଧ ବାର୍ଷିକୀ ପାଳିତ |    (24-Aug-2026)       ||      ଶ୍ରାବଣ ଶେଷ ସୋମବାର ରେ କନ୍ଧମାଳ ଜଳେଶ୍ୱର ରେ କାଉଡିଆ ଙ୍କ ପ୍ରବଳ ଭିଡ଼ |    (24-Aug-2026)       ||      ପୋଲିସ ପ୍ରଶାସନ ଦୃଷ୍ଟି ଦେବାକୁ ଦାବି, ରମ୍ଭା ଅଞ୍ଚଳରେ ଏବେବି ଚାଲିଛି କଙ୍ଗାରୁ କୋର୍ଟ |   (24-Aug-2026)       ||      ପରଲୋକରେ ବରିଷ୍ଟ ବିଜେପି କର୍ମୀ ରମେଶ ଚନ୍ଦ୍ର ମିଶ୍ର, ଶୋକବ୍ୟକ୍ତ କଲେ ବହୁ ବ୍ୟକ୍ତି ବିଶେଷ |    (24-Aug-2026)       ||      ପଦ୍ମନାଭ ସାହୁଙ୍କ ଦ୍ୱାଦଶାହ ଦିବସରେ ଯୋଗଦେଲେ ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ |    (24-Aug-2026)       ||      ଛାତ ଉପରେ ମାଙ୍କଡ଼ ଆକ୍ରମଣ ରେ ତଳେ ପଡି ଯୁବତୀ ଗୁରୁତର,    (24-Aug-2026)       ||      ପାକିସ୍ତାନ ର ପୂର୍ବତନ କ୍ରିକେଟ ଅଧିନାୟକ ଙ୍କ ଉତ୍ତମ ଚିକିତ୍ସା ପାଈଁ ପାକ ସରକାର ଙ୍କୁ ଚିଠି ଲେଖିଲେ ବହୁ ଅଧିନାୟକ |    (24-Aug-2026)       ||      ତାରିଣୀ ଗଣ ନାଟ୍ୟ ଓ ନିଶା ମହାରଣଙ୍କଅଭିନୀତ ଅନୁସନ୍ଧାନ ମୂଳକ ନାଟକ "ନିଶା, ନିଶା, ରାତି ` |    (24-Aug-2026)       ||      ଦୀର୍ଘ ଅଢେଇ ବର୍ଷ ପରେ ମଧ୍ୟ ଆଦର୍ଶ ହଷ୍ଟେଲ କାମ ସରୁନି |    (24-Aug-2026)       ||      ଅନାଥ ଶିଶୁ ଙ୍କୁ ସହଯୋଗ ର ହାତ ବଢ଼ାଇଲେ ବଡ଼ ଖଇର ଖମା ପଞ୍ଚାୟତ ବାସୀ |   (24-Aug-2026)       ||      ବିଶ୍ୱର ସବୁଠୁ ବୟସ୍କ ଓ ଜୀବିତ ଥିବା 117ବର୍ଷ ର ମହିଳା , ଏଥେଲ କ୍ୟାଟର ହାମ |   (24-Aug-2026)       ||      ସମ୍ବଲପୁର ପୋଲିସ ଏକ ମୋବାଇଲ ମେଳା ଦ୍ୱାରା ପ୍ରକୃତ ମାଲିକ ଙ୍କୁ ଫେରାଇଲେ ଟଙ୍କା ଓ ମୋବାଇଲ ||   (24-Aug-2026)       ||      ଯାଜପୁର ପୋଲିସ ଦ୍ୱାରା ଦୁଇଟି ଗାଡି ଜବତ ସହ ଅଭିଯୁକ୍ତ କୁ ଗିରଫ |    (24-Aug-2026)       ||      ପୁରୀ ଶ୍ରୀମନ୍ଦିର ଏବଂ ଅନ୍ୟାନ୍ୟ ମଠ, ମନ୍ଦିର ରେ ଆରମ୍ଭ ହେଲା ଝୁଲଣ ଯାତ୍ରା |    (23-Aug-2026)       ||      ଲଗାଣ ବର୍ଷାରେ ଭାଙ୍ଗିଗଲା ଘର ଅଳ୍ପ କେ ବର୍ତ୍ତିଲେ ଦୁଇ ପରିବାର ||   (23-Aug-2026)       ||     

ପୋଲସରା ବିଜେଡି ନେତା କର୍ମୀ ଙ୍କ ଏଫ ଏମ କଲେଜ ଛାତ୍ରୀ ଙ୍କ ନ୍ୟାୟ ଦାବିରେ ଆରଡିସି ଅଫିସ ଘେରାଉ ପାଇଁ ପ୍ରସ୍ତୁତି ବୈଠକ |

20-Jul-2025

ଏଫ୍ ଏମ୍ କଲେଜ ଛାତ୍ରୀଙ୍କୁ ନ୍ଯାୟ ଦାବିରେ, ଆରଡିସି ଅଫିସ ଘେରାଉ ନେଇ ପ୍ରସ୍ତୁତି ବୈଠକ।
ଓଡ଼ିଶା ଜନମତ, ପୋଲସରା, ସନ୍ତୋଷ କୁମାର ପଣ୍ଡା 
 ୨୦/୦୭/୨୫ 

କିଛିଦିନ ପୂର୍ବେ ଓଡିଶାରେ ଫକୀର ମୋହନ ମହାବିଦ୍ୟାଳୟର ଛାତ୍ରୀଙ୍କ ଆତ୍ମଦାହ ସାରା ରାଜ୍ୟବାସୀଙ୍କୁ ମର୍ମାହତ କରି ଦେଇଥିବା ବେଳେ ବିଭିନ୍ନ ରାଜ୍ୟନୈତିକ ଦଳ ଓ ସଙ୍ଗଠନ ରାଜରାସ୍ତାକୁ ଓହ୍ଲାଇ ଥିବା ବେଳେ, ସେହି ଘଟଣା ଥମି ନଥିବା ସମୟରେ ପୁଣି ସମ୍ବଲପୁର ଜିଏମ୍ ମହାବିଦ୍ୟାଳୟ ଘଟଣା ଓ ନିମାପଡ଼ାର ବଳାଙ୍ଗ ଠାରେ ଯୁବକମାନଙ୍କ ଦ୍ବାରା ଜଣେ ଛାତ୍ରୀଙ୍କୁ ଗତକାଲି କିରୋସିନ ଢାଳି ନିଆଁ ଲଗାଇ ପୋଡ଼ିଦେଇଥିବା ଘଟଣା ନିଆଁରେ ଘିଅ ଢାଳିବା ସଦୃଶ୍ୟ ହୋଇଛି। ରାତି ପାଇଲେ ଏହିପରି ଗୋଟିଏ ପରେ ଗୋଟିଏ ଘଟଣା ସାମ୍ନାକୁ ଆସୁଥିବା ଯୋଗୁଁ ରାଜ୍ୟରେ ଆଇନ ବ୍ୟବସ୍ଥା ଭୁଶୁଡି ଯାଇଛି । ଏହାକୁ ନେଇ ବିଜେଡି   ର ନିର୍ଦ୍ଦେଶକ୍ରମେ ଜୁଲାଇ ୨୧ ତାରିଖ ଦିନ ଆରଡିସି ଅଫିସ ଘେରାଉ ପାଇଁ ପୋଲସରା ସହରର ଲୁଣିଘାଟି ପଡିଆ ପେଟ୍ରୋଲ ପମ୍ପ ନିକଟସ୍ଥ ବିଜୁ ଜନତା ଦଳ କାର୍ଯ୍ଯାଳୟରେ ଏକ ପ୍ରସ୍ତୁତି ବୈଠକ ପୂର୍ବତନ ମନ୍ତ୍ରୀ ତଥା ପୂର୍ବତନ ପୋଲସରା ବିଧାୟକ ଶ୍ରୀକାନ୍ତ ସାହୁଙ୍କ ଆବାହକତ୍ୱରେ ଜୁଲାଇ ୨୦ ତାରିଖ ଦିନ ଅନୁଷ୍ଠିତ ହୋଇଯାଇଛି। ବ୍ରହ୍ମପୁର ଆରଡିସି ଅଫିସ ଘେରାଉ ନେଇ ପୋଲସରା ଓ ବୁଗୁଡ଼ା ବ୍ଲକ ଓ ଏନଏସି ର ବିଜେଡି କର୍ମୀ ମାନେ ଏକତ୍ରିତ ହୋଇ ଏହି ବୈଠକରେ ସାମିଲ ହୋଇ ଆଲୋଚନା ଅଂଶ ଗ୍ରହଣ କାରିଥିଲେ। ପୂର୍ବତନ ମନ୍ତ୍ରୀ ଶ୍ରୀକାନ୍ତ ସାହୁ ରାଜ୍ୟରେ ବିଜେପି ସରକାର ଗଠନ ଠାରୁ ନାରୀ ନିର୍ଯାତନା, ବଳାତ୍କାର, ଦୁର୍ନୀତି , ଆଇନ ଶୃଙ୍ଖଳା ପରିସ୍ଥିତି ନିୟନ୍ତ୍ରଣ ବାହାରକୁ ଚାଲିଗଲାଣି ବୋଲି ପ୍ରକାଶ କରିଥିଲେ । ଏହା ସହିତ ବ୍ଳକ ଅଧ୍ୟକ୍ଷା କଳ୍ପନା ପ୍ରଧାନ, ଉପାଧ୍ୟକ୍ଷ କାହ୍ନୁ ଚରଣ ପରିଡ଼ା,ଏନ୍ଏସି ଉପାଧ୍ୟକ୍ଷ ସନ୍ତୋଷ କୁମାର ବେହେରା, ଜିଲ୍ଲା ପରିଷଦ ମେମ୍ବର ଅଶୋକ ବିଷୋୟୀ, ବିକ୍ରମ ନାୟକ ଓ ଝୁନୁ ଦାସ, ପୋଲସରା ବ୍ଳକ ସଭାପତି ସୁରେନ୍ଦ୍ର ନାଥ ପ୍ରଧାନ, ବିଜୟ ଭୂୟାଁ, ଦୀପିକା ବାରିକ, ଗୋପାଳ ସାହାଣୀ, ସୁଧାଂଶୁ ଶେଖର ପାଢ଼ୀ, ଟୁକୁନା ସ୍ବାଇଁ, ବୁଗୁଡା ବ୍ଲକ ସଭାପତି ଖଦାଳ ଖଟେଇ,  କେ. ତ୍ରିଲୋଚନ ଦୋରା, ଜିତେନ୍ଦ୍ର ନାୟକ, କବିରାଜ ଗୌଡ଼, ରବିନ୍ଦ୍ର ପଣ୍ଡା ମଧ୍ଯ ରାଜ୍ୟ ସରକାରଙ୍କ ବିରୋଧରେ ବକ୍ତବ୍ୟ ରଖିଥିଲେ। ଆଗାମୀ କାଲିର ଆରଡିସି ଅଫିସ ଘେରାଉ କାର୍ଯ୍ୟକ୍ରମରେ ପୋଲସରା ନିର୍ବାଚନ ମଣ୍ଡଳୀରୁ ବହୁ ସଂଖ୍ୟାରେ ବିଜେଡି କର୍ମୀ ଯୋଗଦେବା ପାଇଁ ନିଷ୍ପତ୍ତି ନିଆଯାଇଥିଲା।

News Comment

You Might Also Like

BACK TO TOP