Breaking News

ପୋଲସରା ଗୋଷ୍ଟି ସ୍ଵାସ୍ତ୍ୟ କେନ୍ଦ୍ର ରେ ସୁଭଦ୍ରା କାଫେ ଉଦଘାଟନ!|    (23-Aug-2026)       ||      ଗଞ୍ଜାମରେ ନବେଦିନ ପାଇଁ ଧାରା 30 ଲାଗୁହେଲା, ଅଗଷ୍ଟ 16ରୁ ନଭେମ୍ବର 13 ପର୍ଯ୍ୟନ୍ତ |   (23-Aug-2026)       ||      ଅଭିନେତା ଗୋବିନ୍ଦଙ୍କ ଜାତକ କୁଣ୍ଡଳୀରେ ଦ୍ୱତୀୟ ବିବାହ କରିବାକୁ ଅଛି କହିଲେ |    (23-Aug-2026)       ||      ଲଗାଣ ଲଘୁଚାପ ବର୍ଷାରେ ଭାଙ୍ଗିଗଲା ଘର ||   (23-Aug-2026)       ||      ଥାନା ଏସ ଆଈଙ୍କ ବିବାହ ପ୍ରତିଶୃତି ଦେଇ କଲେ ପ୍ରତାରଣା |   (23-Aug-2026)       ||      ଚିନିର ଅହେତୁକ ମୂଲ୍ୟ ବୃଦ୍ଧି ଖାଉଟିଓ ବ୍ୟବସାୟୀ ଙ୍କ ପାଈଁ ଚିନ୍ତା ପାଲଟିଛି |    (23-Aug-2026)       ||      କନ୍ଧମାଳ ପିଡି ଓ କୋଟଗଡ଼ ବିଡ଼ିଓ ଦୁର୍ଗମ ଅଞ୍ଚଳ ବୁଲି ଲୋକଙ୍କ ସମସ୍ୟା ବୁଝିଲେ |   (23-Aug-2026)       ||      ବାଲିଗୁଡା ପୋଲିସ ଦ୍ୱାରା ବ୍ରାଉନ ସୁଗାର, ଗଞ୍ଜେଇ ସହ ଅଭିଯୁକ୍ତ ଗିରଫ |    (23-Aug-2026)       ||      ରାୟଗଡା ବନ ବିଭାଗ ର ଚଢ଼ାଉ ଯୋଗୁଁ 3ଲକ୍ଷ ଟଙ୍କାର କାଠ ସହ 3ଜଣଙ୍କୁ ଗିରଫ |    (23-Aug-2026)       ||      ବସ ବାଇକ ମୁହାଁମୁହିଁ ଧକ୍କାରେ ତିନି ଗୁରୁତର |   (23-Aug-2026)       ||      ଗଣେଶ ପୂଜା କୁ ଆସୁଛି ହରର ଓଡ଼ିଆସିନେମା " ଦାହନ " |    (22-Aug-2026)       ||      ଭଞ୍ଜନଗର ଉତ୍ତର ଘୁମୁସର ବନ ଖଣ୍ଡ ରେ ଦୁଇଟି ବାଘ ଛୁଆ ରାସ୍ତା ପାରହେଉଥିବା ଦୃଶ୍ୟ |    (22-Aug-2026)       ||      ଅନ୍ଧବିଶ୍ୱାସ ର କରୁଣ ପରିଣତି , ଧନ ପ୍ରାପ୍ତି ପାଇଁ ଘରେ ଦେଇଥିଲେ ନର ବଳି |   (22-Aug-2026)       ||      ଜଗନ୍ନାଥ ପ୍ରସାଦ ରାସ୍ତାରେ ଦୁଇ ବାଘ ଛୁଆ ଦେଖିବାକୁ ମିଳୁଛି |    (22-Aug-2026)       ||      ଗାନ୍ଧୀ ସ୍କୁଲ ଅଫ ଇଞ୍ଜିନିୟରିଙ୍ଗ ର 19ତମ ସ୍ୱାଗତ ସମ୍ବର୍ଦ୍ଧନା ଉତ୍ସବ ଅନୁଷ୍ଠିତ ||   (22-Aug-2026)       ||      କୃତିତ୍ୱ ଦେଖାଇଲେ ଖଲ୍ଲିକୋଟ, ପଠାଣି ସାମନ୍ତ ଗଣିତ ମେଧାବୃତ୍ତି ପରୀକ୍ଷା ରେ ଛାତ୍ର ଛାତ୍ରୀ ମାନେ |    (22-Aug-2026)       ||      କାଲିମେଘି ପଞ୍ଚାୟତ ରେ ଶବଗୃହ ନଥିବାରୁ ଅସୁବିଧା ଭୋଗୁଛନ୍ତି ପଞ୍ଚାୟତ ବାସୀ |   (22-Aug-2026)       ||      ଏକ ପ୍ରକୃତ କର୍ମୀଙ୍କ ନିସ୍ୱାର୍ଥ ପର ସେବା ନିଷ୍ଟାର ଅନନ୍ୟ ଉଦାହରଣ କରିଥିବା ବ୍ୟକ୍ତି |    (22-Aug-2026)       ||      ଶବ ଦାହ କରିବାକୁ ଯାଇ ଶବ ହୋଇଗଲେ କରୁଣା କର |   (22-Aug-2026)       ||      ପଞ୍ଚମ ରାଜ୍ୟ ସ୍ତରୀୟ ଫୋଟୋ ପ୍ରତିଯୋଗିତା ରେ ଫୋଟଗ୍ରାଫର ସମ୍ମାନିତ |    (22-Aug-2026)       ||     

ଦିଗପହଣ୍ଡି ସ୍ଥିତ ପଦ୍ମନାଭ ପୁର ପୋଖରୀ ରେ ବୁଡି ବରିଷ୍ଠ ନାଗରିକ ଙ୍କ ମୃତ୍ୟୁ |

21-Jul-2025

ପୋଖରୀରେ ବୁଡି ବରିଷ୍ଠ ନାଗରିକ ଙ୍କ ମୃତ୍ୟୁ।,

ଓଡିଶା ଜନମତ ,ବ୍ରହ୍ମପୁର, କୈଳାଶ ଚନ୍ଦ୍ର ଚୌଧୁରୀ,ତା--21/07/25:

ଦିଗପହଣ୍ଡି ଥାନା ଅର୍ନ୍ତଗତ ପଦ୍ମନାଭ ପୁର ଗ୍ରାମ ମେଳା ମଣ୍ଡପ ସାହିର ଲକ୍ଷ୍ମଣ ସାହୁ ନାମକ ଜଣେ ବୟସ୍କ ବ୍ୟକ୍ତି ପୋଖରୀ କୁ ଗାଧୋଇ ଯାଇ ବହୁତ ସମୟ ପରେ ଘରକୁ ଫେରିନଥିଲେ। ଯାହା ଫଳରେ ଘର ଲୋକେ ବହୁତ ଖୋଜି ନପାଇ ଥାନା ଓ ଅଗ୍ନିଶମ ବିଭାଗ ର ସାହାଯ୍ୟ ଲୋଡ଼ିଥିଲେ। ଉଭୟ ବିଭାଗ ଘଟଣାସ୍ଥଳରେ ପହଞ୍ଚି ବହୁ ଖୋଜାଖୋଜି କରି ଲକ୍ଷ୍ମଣ କୁ ଅଚେତ ଅବସ୍ଥାରେ ଉଦ୍ଧାର କରି ଡାକ୍ତରଖାନାକୁ ଚିକିତ୍ସା ପାଇଁ ଭର୍ତ୍ତି କରିଥିଲେ। କିନ୍ତୁ ଡ଼ାକ୍ତର ତାକୁ ମୃତ ଘୋଷଣା କରିଥିଲେ। ପୋଲିସ ଶବ ଜବତ କରି ବ୍ୟବଚ୍ଛେଦ ପାଇଁ ପଠାଇ ଘଟଣା ର ତଦନ୍ତ ଆରମ୍ଭ କରିଛନ୍ତି।

News Comment

You Might Also Like

BACK TO TOP